ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍, ସ୍କୁଲ-କଲେଜ ବନ୍ଦ
ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ ୨ ବସ୍କୁ ପ୍ରଦର୍ଶନକାରୀ ଜଳାଇ ଦେଇଛନ୍ତି। ସେହିପରି ୧୦ରୁ ଅଧିକ ବସ ଉପରେ...
ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍ପିଏଫ୍ ରିପୋର୍ଟ
ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍ପିଏଫ୍ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କରାଯାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଫେବୃୟାରୀ ୧୪ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ...
ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪ା୯(ପି.ଟି.): ଭ୍ଲାଡିଭୋଷ୍ଟକରେ ବୁଧବାରଠାରୁ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଅର୍ଥନୈତିକ ଫୋରମ୍ (ଇଇଏଫ୍)ରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆ ଗସ୍ତ କରିଛନ୍ତି। ତାଙ୍କର ଏହି ଗସ୍ତ କାଳରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ବିଭିନ୍ନ...
ଓଏନ୍ଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ: ୪ ମୃତ
ମୁମ୍ବାଇ, ୪ା୯: ମୁମ୍ବାଇଠାରୁ ୪୫ କି.ମି. ଦୂର ଉରାନ୍ସ୍ଥିତ ରାଷ୍ଟ୍ରାୟତ୍ତ ତୈଳ ଓ ଗ୍ୟାସ୍ ପ୍ରୋସେସିଂ ପ୍ଲାଣ୍ଟ ଓଏନ୍ଜିସିରେ ମଙ୍ଗଳବାର ସକାଳେ ହଠାତ୍ ଅଗ୍ନିକାଣ୍ଡ ଘଟିବାରୁ ୩ ସିଆଇଏସ୍ଏଫ୍ (କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ)ର ଯବାନଙ୍କ ସମେତ ୪ ଜଣଙ୍କ...
ସ୍କୁଟିଚାଳକଙ୍କୁ ୨୩ ହଜାର ଜରିମାନା
ନୂଆଦିଲ୍ଲୀ, ୪ା୯: ସେପ୍ଟେମ୍ବର ପହିଲାରୁ ମୋଟର ଯାନ ସଂଶୋଧନ ଆଇନ ଲାଗୁହେବା ପରେ ଦିଲ୍ଲୀର ଗୁରୁଗ୍ରାମଠାରେ ଜଣେ ସ୍କୁଟି ଚାଳକଙ୍କ ଉପରେ ଟ୍ରାଫିକ ପୋଲିସ ୨୩ ହଜାର ଟଙ୍କାର ଜରିମାନା ଲଗାଇଛି। ସ୍କୁଟି ଚାଳକ ହେଲ୍ମେଟ ପିନ୍ଧି ନ ଥିବାବେଳେ...
ଅଜିତ ଯୋଗୀଙ୍କ ପୁଅ ଗିରଫ
ବିଳାସପୁର,୪ା୯(ପି.ଟି.): ନିର୍ବାଚନ ସତ୍ୟପାଠରେ ଜାଲିଆତି ଅଭିଯୋଗରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତ୍ଙ୍କୁ ମଙ୍ଗଳବାର ବିଳାସପୁର ଜିଲାରୁ ଗିରଫ କରାଯାଇଛି। ୨୦୧୩ ଛତିଶଗଡ଼ ବିଧାନସଭା ନିର୍ବାଚନ ବେଳେ ସେ ଦାଖଲ କରିଥିବା ସତ୍ୟପାଠରେ ଜାଲିଆତି କରିଥିବା ପୋଲିସ...
ମନି ଲଣ୍ଡରିଂ ମାମଲା: କଂଗ୍ରେସ ନେତା ଶିବକୁମାର ଗିରଫ
ନୂଆଦିଲ୍ଲୀ, ୪ା୯: କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ଗିରଫ କରିଛି। କର୍ନାଟକର ଏହି ପୂର୍ବତନ ମନ୍ତ୍ରୀ ତଥା କନକପୁରା ବିଧାୟକଙ୍କୁ କେନ୍ଦ୍ରୀୟ ଏଜେନ୍ସି ଦ୍ୱାରା କ୍ରମାଗତ ଭାବେ ଜେରା କରାଯାଇଥିଲା।...
୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା
ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ ଅବସ୍ଥା ଫେରିନାହିଁ। କଶ୍ମୀରର ଅଧିକାଂଶ ସ୍ଥାନରେ ଦିନବେଳା କଟକଣା କୋହଳ ହୋଇଥିବାବେଳେ ବଜାର...
ଲ୍ୟାଣ୍ଡର୍ ବିକ୍ରମର ପ୍ରଥମ ଡି-ଅର୍ବିଟାଲ ଅପରେଶନ୍ ଶେଷ
ଚେନ୍ନାଇ: ସେପ୍ଟେମ୍ବର ୨ ତାରିଖ ୧ଟା ୧୫ ମିନିଟ୍ରେ ଅର୍ବିଟର୍ରୁ ଭାରତର ପ୍ରଥମ ମୁନ୍ ଲ୍ୟାଣ୍ଡର ବିକ୍ରମ ଅଲଗା ହୋଇ ଚନ୍ଦ୍ରର ନିକଟତର ହେବାରେ ଲାଗିଛି। ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ କେନ୍ଦ୍ର (ଇସ୍ରୋ) ଲ୍ୟାଣ୍ଡର୍ର ପ୍ରଥମ ଡି-ଅର୍ବିଟାଲ ଅପରେଶନ(ଅଧିକ ଉଚ୍ଚତାରେ...
ସୁନିଲ ଆରୋରା ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ
ନୂଆଦିଲ୍ଲୀ, ୪-୯: ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ମଙ୍ଗଳବାର ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୧ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ। ନୂଆଦିଲ୍ଲୀରେ ଥିବା ଭାରତୀୟ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ...
ଭର୍ତ୍ତୃହରିଙ୍କ ବାଗ୍ଦାଦ୍ ଯାତ୍ରା:ଏସିଆନ୍ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବେ
ନୂଆଦିଲ୍ଲୀ: ଇରାକର ରାଜଧାନୀ ବାଗ୍ଦାଦ୍ରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବା ଲାଗି ଭାରତ ପକ୍ଷରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ମଙ୍ଗଳବାର ସେଠାକୁ ଯାତ୍ରା କରିଛନ୍ତି। ଉକ୍ତ ୩ଦିନିଆ ସମ୍ମିଳନୀରେ ଭର୍ତ୍ତୃହରି ଭାରତର ଦୃଷ୍ଟିକୋଣ ସମ୍ପର୍କରେ...
କଶ୍ମୀର ସ୍ଥିତି ସ୍ବାଭାବିକ ନାହିଁ:ଶ୍ରୀନଗର ମେୟର
ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ସଡ଼କରେ କୌଣସି ହିଂସା କିମ୍ବା ମୃତଦେହ ପଡୁ ନ ଥିବାର ଅର୍ଥ ସେଠାରେ ସବୁକିଛି ସ୍ବଭାବିକ ଅଛି ଭାବିବା ଭୁଲ୍ ବୋଲି ଶ୍ରୀନଗର ମେୟର ଜୁନେଦ ଅଜିମ ମଟ୍ଟୁ କହିଛନ୍ତି। ଜେକେପିସି ନେତା ମଟ୍ଟୁ କହିଛନ୍ତି,...
Archives


