ଜାତୀୟ

ଶିବସେନାର ସମର୍ଥନ କଂଗ୍ରେସ ପାଇଁ ମାରାତ୍ମକ: ନିରୁପମ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସବୁ ଦଳ ଅଙ୍କ କଷିବାରେ ଲାଗିଛନ୍ତି। ଇତି ମଧ୍ୟରେ ମୁମ୍ବାଇର କଂଗ୍ରେସ ନେତା ସଞ୍ଜୟ ନିରୁପମ ମଧ୍ୟ ମେଣ୍ଟକୁ ନେଇ ବଡ କଥା କହିଛନ୍ତି। ସେ କହିଛନ୍ତି ମହାରାଷ୍ଟ୍ରରେ କଂଗ୍ରେସ-ଏନ୍‌ସିପି ମେଣ୍ଟରେ ସରକାର ଗଢିବା…

ଶିବସେନାର ନୂଆ ପୋଷ୍ଟର ଉଦ୍ଧବ ହେବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ସରକାର ଗଠନକୁ ନେଇ ଟଣା ଭିଡା ଚାଲିଥିବା ବେଳେ ଏବେ ଶିବସେନାର ନୂଆ ପୋଷ୍ଟର ଦେଖିବାକୁ ମିଳିଛି। ପ୍ରଥମେ ଭାଜପା-ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ କିଛି ସ୍ଥିର ହୋଇ ପାରି ନ ଥିବା ବେଳେ ଏବେ…

ମହାରାଷ୍ଟ୍ରରେ ବଢ଼ିଲା ରାଜନୈତିକ ଉଷ୍ଣତା: ଶିବସେନା ଧରିବ ହାତ-ଘଣ୍ଟା !

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ଭାଜପା ପକ୍ଷରୁ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ତେବେ ଦଳ ପାଖରେ କୁହୁକ ସଂଖ୍ୟା ଛୁଇଁବା ପାଇଁ ଆବଶ୍ୟକ ବିଧାୟକଙ୍କ ଅଭାବ ରହିଛି। ଭାଜପା ପାଖରେ ୧୦୫ ବିଧାୟକ…

କର୍ନାଟକ ବିଧାନସଭା ଉପନିର୍ବାଚନ: ୫ ଡିସେମ୍ବରରେ ଭୋଟ ଗ୍ରହଣ; ନଭେମ୍ବର ୧୧ରୁ ଆଚରଣ ବିଧି ଲାଗୁ

ବେଙ୍ଗାଲୁରୁ,୧୦।୧୧: କର୍ନାଟକ ବିଧାନସଭା ଉପନିର୍ବାଚନ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଭୋଟ ଗ୍ରହଣ କରାଯିବ। ଫଳାଫଳ ଡିସେମ୍ବର ୯ରେ ପ୍ରକାଶ ପାଇବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସଞ୍ଜିବ୍‌ କୁମାର…

ଆତଙ୍କବାଦୀ ଆକ୍ରମଣ ଆଶଙ୍କାକୁ ନେଇ ଡୋଭାଲଙ୍କ ଜରୁରୀ ବୈଠକ

ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ପ୍ରକାଶ ପାଇବାର ୨୪ ଘଣ୍ଟା ନ ପୂରୁଣୁ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲଙ୍କ ଘରେ ବସିଛି ଏକ ସ୍ବତନ୍ତ୍ର ବୈଠକ। ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ…

ମହମ୍ମଦ୍‌ଙ୍କ ବାଣୀ ସମାଜରେ ସଦ୍‌ଭାବନା ଓ ଶାନ୍ତି ସୃଷ୍ଟି କରୁ: ମୋଦି

ନୂଆଦିଲ୍ଲୀ,୧୦।୧୧: ମହାପୁରୁଷ ମହମ୍ମଦ୍‌ଙ୍କ ବାଣୀ ସମାଜରେ ସଦ୍‌ଭାବନା ଓ ଶାନ୍ତି ସୃଷ୍ଟି କରୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ୍‌-ଉନ୍‌-ନବୀ ଅବସରରେ ରବିବାର ଟୁଇଟ୍‌ କରି ଜଣାଇଛନ୍ତି। ଦେଶବାସୀଙ୍କୁ ମୋଦି ଏହି ଦିନର ମହାନତା ସମ୍ପର୍କରେ ଅବଗତ କରାଇ ଏଭଳି କହିଛନ୍ତି।…

ଜୟପୁର କମିଶନରେଟ୍‌ରେ ଇଣ୍ଟରନେଟ୍‌ ସେବା ସୋମବାର ପର୍ଯ୍ୟନ୍ତ ବନ୍ଦ

ଜୟପୁର,୧୦।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜସ୍ଥାନ ଜୟପୁର କମିଶନରେଟ୍‌ରେ ସୋମବାର ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଏଠାରେ ଶନିବାର ପୂର୍ବାହ୍ନ ୧୦ଟାଠାରୁ ଇଣ୍ଟରନେଟ୍‌ ସେବାକୁ ୨୪…

ରାମମନ୍ଦିର ନିର୍ମାଣରେ ଖର୍ଚ୍ଚ ହେବ ଶହେ କୋଟି

ନୂଆଦିଲ୍ଲୀ,୧୦।୧୧: ଐତିହାସିକ ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପରେ ଏବେ ମନ୍ଦିର ନିର୍ମାଣ ନେଇ ଯୋଜନା ଆରମ୍ଭ ହୋଇଛି। ୧୨୮ଫୁଟ ଉଚ୍ଚା ମନ୍ଦିର ନିର୍ମାଣରେ ଶହେ କୋଟି ଟଙ୍କା ଖର୍ଚ୍ଚ ହେବ। ମନ୍ଦିରର ଚୌଡ଼ା ୧୪୯ ଫୁଟ ରହିବ। ଏହାର…

ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ କରୁଛନ୍ତି ନନ୍ଦଲାଲ ପଣ୍ଡିତ

ଜୟପୁର,୧୦।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ ଜାରି ରହିଛି। ଏହାକୁ ଖ୍ୟାତି ସମ୍ପନ୍ନ କାରିଗର ନନ୍ଦଲାଲ୍‌ ପଣ୍ଡିତ ନିର୍ମାଣ କରୁଛନ୍ତି। ଏହାକୁ ଆସନ୍ତା ମାସରେ ଉତ୍ତରପ୍ରଦେଶ ପଠାଯିବ। ନନ୍ଦଲାଲ୍‌ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଭାରତରେ ହୋଇପାରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ ଯୋଜନା କରୁଥିବା ସୂଚନା ମିଳିଛି। କେତେ ଗୁଡିଏ ଗୁଇନ୍ଦା ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ସୂଚନା ଜଣେ ବରିଷ୍ଠ ଅଧିକାରୀ ଦେଇଛନ୍ତି। ମିଲେଟ୍ରି ଇଣ୍ଟଲିଜେନ୍ସ, ଦି…

୭ ଶହ ବର୍ଷ ଧରି ରାଜପୁତ୍‌ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍‌ ଯୁବକ ଛଟ୍‌ ଘାଟ କରନ୍ତି ସଫା

ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍‌ପୁରା ଛକରେଥିତ୍ବା ହଜରତ୍‌ ଦୁଲ୍ଲା ସୈୟଦ୍‌ ସରକାରଙ୍କ ଦରଘାରେ ୭ଶହ ବର୍ଷ ଧରି ରାଜପୁତ୍‌ ପରିବାର ବିଭିନ୍ନ ସେବା କରୁଛନ୍ତି। ଏହି ପରିବାର…

କଂଗ୍ରେସ ରାଜ୍ୟର ଶତ୍ରୁ ନୁହେଁ: ସଞ୍ଜୟ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି ପାଗ ଭିଡୁଥିବା ବେଳେ ଏପଟେ ଶିବସେନା ନେତା ସଞ୍ଜୟ ରାଉତ ଗୋଟିଏ ପରେ ଗୋଟିଏ ମନ୍ତବ୍ୟ ଦେଇ ଚାଲିଛନ୍ତି। ଭାଜପା ସହ ମେଣ୍ଟ କରି ନିର୍ବାଚନ ଲଢିଥିବା ଶିବସେନା ଅଢେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri