ଜାତୀୟ

ସୁପ୍ରିମ୍‌କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍‌ଆଇଟି ଗଠନ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍‌ଜାହାନ୍‌ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ଗଠନ କରିବାକୁ ସୁପ୍ରିମକୋର୍ଟ...

ଡାକ୍ତରଙ୍କୁ ପିଟି ହତ୍ୟା: ୨୧ ଗିରଫ

ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍‌ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣାରେ ପୋଲିସ ୨୧ ଜଣଙ୍କୁ...

ପାକ୍‌ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ

ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା ଜଣାପଡିଛି। ତାଙ୍କୁ ସୋମବାର ଭାରତୀୟ ଉପଉଚ୍ଚାୟୁକ୍ତ ଗୌରବ ଆହଲୁଓ୍ବାଲିଆ ଭେଟିଥିବାବେଳେ ଚାପ ପକାଯାଇଥିବା...

ବନ୍ଧୁର ରାସ୍ତାରେ ଚାଲିଲେ ମହାକାଶଚାରୀ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨।୯: ସାମାଜିକ ସମସ୍ୟାର ବିରୋଧ ପ୍ରଦର୍ଶନ କରିବା ପାଇଁ ଲୋକମାନେ ନିଆରା ଢଙ୍ଗ ଆପଣାଇଥାନ୍ତି। ତେବେ କିଛି ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ। ସହରର ଅନେକ ରାସ୍ତା ଖାଲଢିପ ରହିଥିବାରୁ ଏହାର ସଚେତନତା ପାଇଁ...

ସବୁଠାରୁ ଧନୀ ଗଣେଶ

ମୁମ୍ବାଇ,୨।୯: ସମଗ୍ର ଦେଶରେ ସୋମବାର ଗଣେଶ ପୂଜା ପାଳନ କରାଯାଇଛି। ଏନେଇ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ମୁମ୍ବାଇର ବଡ଼ ପର୍ବ ଭାବେ ଜଣାଶୁଣା ଗଣେଶ ପୂଜା ବହୁ ଆଡମ୍ବରରେ ପାଳନ କରାଯାଇଛି। ବାଲଗଙ୍ଗାଧର ତିଲକଙ୍କ ଦ୍ୱାରା ଏହି...

ଏଠି ଦ୍ୱିତୀୟ ବିବାହ ଗ୍ରହଣଯୋଗ୍ୟ

ଭାରତରେ ଦ୍ୱିତୀୟ ବିବାହ ଆଇନ ସମ୍ମତ ନୁହେଁ। ପ୍ରଥମ ସ୍ତ୍ରୀ ଥିବା ପର୍ଯ୍ୟନ୍ତ ଜଣେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ହେଲେ ରାଜସ୍ଥାନ ବାଡମେର ଜିଲା ଦେରାସର ଗାଁରେ ଥିବା ପରମ୍ପରା ସମସ୍ତଙ୍କୁ ଚମକାଇ ଦିଏ। ଏଠାରେ ମୁସଲମାନ ସମ୍ପ୍ରଦାୟର...

ପୋଲିସ ବିଭାଗରେ ନିଯୁକ୍ତି ହେବେ ୫୦ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ: ଯୋଗୀ

ଲକ୍ଷ୍ନୌ,୨।୯: ସରକାରୀ ଚାକିରି ଖୋଜୁଥିବା ଯୁବବର୍ଗଙ୍କ ପାଇଁ ଖୁସି ଖବର। ସୋମବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ବିଭାଗରେ ୫୦ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି ପାଇଁ ଘୋଷଣା କରିଛନ୍ତି। କାଲ୍‌ପିରେ ପୋଲିସ ଟ୍ରେନିଂ ସ୍କୁଲର ଉଦ୍‌ଘାଟନ କରିବା ସମୟରେ...

ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଲାଗିବ ଏକ ଲକ୍ଷ ଗଛ

ନୂଆଦିଲ୍ଲୀ,୨।୯: ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଏବେ ପାଖାପାଖି ୧ ଲକ୍ଷ ଗଛ ଲାଗିବ ବୋଲି ଜଣାପଡିଛି। ନ୍ୟାଶନାଲ ହାଇଓ୍ବେ ଅଥରିଟଇ ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ଦ୍ୱାରା ଏହା ଲଗାଯିବ ବୋଲି ସୂଚନା ମିଳିଛି। ତେବେ ଏନ୍‌ଏଚ୍‌ଏଆଇ ଏହି ରାସ୍ତା...

ବଦଳିଗଲାଣି ଅଭିନନ୍ଦନଙ୍କ ଲୁକ୍‌

ନୂଆଦିଲ୍ଲୀ,୨।୮: ପାକିସ୍ତାନ ଯୁଦ୍ଧ ବିମାନକୁ ଖସାଇ ବୀର ଚକ୍ର ସମ୍ମାନରେ ସମ୍ମାନିତ ହୋଇଥିବା ବାୟୁସେନାର ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କ ଲୁକ୍‌ରେ ପରିବର୍ତ୍ତନ ଆସିଛି। ପୂର୍ବରୁ ସେ ବଡ ବଡ ନିଶ ରଖୁଥିବାବେଳେ ଏବେ ସେ ଏହାକୁ କାଟି ଛୋଟ...

ଭାଜପା ମୁଖ୍ୟାଳୟରେ ବନ୍ଦ ହେଲା ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର

ନୂଆଦିଲ୍ଲୀ,୨।୯: ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟରେ ପ୍ଲାଷ୍ଟିକ ବୋତଲର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଦଳର ସମସ୍ତ ନେତା ପାଣି ପିଇବା ପାଇଁ ତାଙ୍କ ରୁମ୍‌ରେ ଷ୍ଟିଲ ଜଗ୍‌ ଓ ପେପର କପ୍‌ ରଖାଯାଇଛି। ଏଥିସହ କାର୍ଯ୍ୟାଳୟରେ ଆସୁଥିବା ଲୋକମାନଙ୍କ...

ସର୍ବକାଳୀନ ରେକର୍ଡ: ୫ ଘଣ୍ଟାରେ ୫ ରୁ ୬ ଲକ୍ଷ ଭକ୍ତ ଲାଲ୍‌ବାଗ୍‌ ରାଜାଙ୍କୁ କଲେ ଦର୍ଶନ

ମୁମ୍ବାଇ,୨।୯:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ ହେଉଛି ‘ଲାଲବାଗ୍‌ ଚା ରାଜା’। ଏଠାରେ ଚଳିତବର୍ଷ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି।...

ମୋଦି ଚା’ ବିକୁଥିବା ସ୍ଥାନ ହେବ ପର୍ଯ୍ୟଟନସ୍ଥଳୀ

ଅହମଦାବାଦ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲାଦିନେ ଯେଉଁଠି ଚା’ ବିକୁଥିଲେ ସେହି ସ୍ଥାନଟି ଏବେ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବାକୁ ଯାଉଛି। ଗୁଜରାଟର ବଡନଗର ରେଳ ଷ୍ଟେସନ ନିକଟରେ ଥିବା ଏକ ଛୋଟ ଚା’ ଦୋକାନଟିକୁ ନୂଆ ରୂପ ଦେବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri