ଜାତୀୟ

ପ୍ରକାଶ ପାଇବ ଚୂଡ଼ାନ୍ତ ଏନ୍‌ଆର୍‌ସି

ନୂଆଦିଲ୍ଲୀ/ଗୁଆହାଟୀ,୩୧ା୮: ଆସାମ ପାଇଁ ପ୍ରଥମେ ପ୍ରକାଶ ପାଇଥିବା ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ୪୧ ଲକ୍ଷରୁ ଊର୍ଦ୍ଧ୍ୱ ବାଦ୍‌ ପଡିଥିଲେ। ଏହାର ବର୍ଷେ ପରେ ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇବାକୁ ଯାଉଛି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ...

ପାକ୍‌ରେ ଶିଖ୍‌ ଯୁବତୀଙ୍କୁ ଅପହରଣ, ଧର୍ମାନ୍ତରୀକରଣ

ଚଣ୍ଡିଗଡ଼, ୩୧ା୮(ପି.ଟି.): ପାକିସ୍ତାନରେ ଜଣେ ଶିଖ୍‌ ଯୁବତୀଙ୍କୁ ଅପହରଣ କରି ନିଆଯିବା ସହ ଇସ୍‌ଲାମ ଧର୍ମକୁ ପରିବର୍ତ୍ତନ କରାଯିବା ଘଟଣା ସମ୍ପର୍କରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶୁକ୍ରବାର କେନ୍ଦ୍ରକୁ ଅବଗତ କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏନେଇ...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ପିଟନାହିଁ, ଗୁଳିକର

ଶ୍ରୀନଗର, ୩୧ା୮ :ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର ପରେ ଉପତ୍ୟକାବାସୀଙ୍କ ଉପରେ ଭାରତୀୟ ସୁରକ୍ଷା ବଳର ବର୍ବରତା ଓ ନିର୍ଯାତନାକୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସିଛି। ଅନେକ ଗ୍ରାମରେ ଲୋକଙ୍କୁ ଲାଠି ଓ କେବୁଲରେ ମାଡ଼ ମରାଯିବା ସହ ବିଦ୍ୟୁତ୍‌...

ନୃପେନ୍ଦ୍ର ମିଶ୍ର ହୋଇପାରନ୍ତି ଜମ୍ମୁ-କଶ୍ମୀର ଉପରାଜ୍ୟପାଳ

ନୂଆଦିଲ୍ଲୀ,୩୧ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ନୃପେନ୍ଦ୍ର ମିଶ୍ର ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେବା ପରେ ସେ କେଉଁ ପଦବୀରେ ଅବସ୍ଥାପିତ ହେବେ ତାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ୧୯୭୭ ବ୍ୟାଚ୍‌ର ଏହି...

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶରେ ଶୁକ୍ରବାର ଦେଶର ୧୫୦ ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି।...

ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବିଗ୍‌ ବ୍ୟାଙ୍ଗ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ତେବେ ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା...

ଖାଦ୍ୟ ନଷ୍ଟ ନ କଲେ ମିଳୁଛି ୫ ଟଙ୍କିଆ କଏନ୍‌

କୋଏମ୍ବାଟୁର,୩୦।୮: ହୋଟେଲରେ ଖାଇବା ପରେ ଗ୍ରାହକଙ୍କୁ ମିଳୁଛି ଏକ ୫ ଟଙ୍କିଆ କଏନ୍‌। ହଁ ତାମିଲନାଡୁ କୋଏମ୍ବାଟୁରର ଏକ ପୁରୁଣା ହୋଟେଲ ଖାଦ୍ୟ ନଷ୍ଟ ନ କରିବା ପାଇଁ ଭିନ୍ନ ପଦକ୍ଷେପ ନେଇଛି। ଗ୍ରାହକଙ୍କ ମଧ୍ୟରେ ଖାଦ୍ୟ ନଷ୍ଟ ନ...

ଦିଦିଙ୍କ ଦୁର୍ଗାପୂଜା ଭେଟି

କୋଲକାତା,୩୦।୮: ପାଖେଇ ଆସିଲାଣି ଦୁର୍ଗାପୂଜା। ଏହି ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ସହରର ପୂଜା କମିଟି ଗୁଡିକୁ କିଛି ଉପହାର ଦେଇଛନ୍ତି। ଚଳିତ ବର୍ଷ ସମସ୍ତ ପୂଜା କମିଟିକୁ ୨୫ ହଜାର ଲେଖାଁ ଟଙ୍କା ଦେବାକୁ ଶୁକ୍ରବାର...

୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ କାମ କରୁଥିବା ବେଳେ ଏଣିକି ୧୨ଟି ପିଏସ୍‌ବି କାମ କରିବ...

ନିଜର ଚିକିତ୍ସା ପାଇଁ କଣ୍ଢେଇର ଗୋଡ଼ ପ୍ଲାଷ୍ଟର କଲେ ୧୧ମାସର ଶିଶୁ

ନୂଆଦିଲ୍ଲୀ,୩୦।୮: ଛୋଟବେଳେ ସବୁ ପିଲାଙ୍କର କୌଣସି ଏକ ଖେଳନା ସହ ଅକର୍ଷଣ ରହିଥାଏ। ସେହି ଖେଳନା ବିନା ସେମାନେ କୌଣସି କାର୍ଯ୍ୟ କରି ନ ଥାନ୍ତି। ତେବେ ଦିଲ୍ଲୀର ଲୋକ ନାୟକ ହସ୍ପିଟାଲରେ ଜଣେ ଶିଶୁର ନିଆରା ଢ଼ଙ୍ଗରେ ଚିକିତ୍ସା...

ଜିଲାପାଳଙ୍କୁ ପାଲିଙ୍କିରେ ପାଛୋଟି ନେଲେ ଗ୍ରାମବାସୀ

ସିଆହା,୩୦।୮: ମିଜୋରାମର ତିପୋଶିରେ ଥିବା ଏକ ଅପହଞ୍ଚ ଅଞ୍ଚଳକୁ ଯେତେବେଳେ ଜିଲାପାଳ ପହଞ୍ଚିଥିଲେ ସେତେବେଳେ ସେଠାକାର ଲୋକଙ୍କ ଖୁସି କହିଲେ ନ ସରେ। ଏମାନେ ଜିଲାପାଳଙ୍କୁ ଏକ ପାଲିଙ୍କିରେ ପାଛୋଟି ନେବାର ଦୃଶ୍ୟ ଥିଲା ସବୁଠାରୁ ନିଆରା। କାରଣ ଜିଲାପାଳ...

ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦରେ ମିଳେ ସୁନା

ଭାରତରେ ଏଭଳି ବହୁ ମନ୍ଦିର ରହିଛି, ଯାହା ନିଜ ସ୍ବତନ୍ତ୍ରତା ପାଇଁ ପରିଚିତ। ଏଭଳି ଏକ ନିଆରା ମନ୍ଦିର ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରତଲାମ ସହରର ମାଣକରେ। ସାଧାରଣତଃ ମନ୍ଦିରମାନଙ୍କରେ ଭକ୍ତଙ୍କୁ ପ୍ରସାଦରେ ଲଡୁ, ମିଠା ବା ଅନ୍ନ ଦିଆଯାଇଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri