ପୋଲିସ ହେବ ତ ଏମିତି
ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍ଆଇ)ପଦମ୍ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ ପରିିବାରକୁ ଖୁସି ଫେରାଇ ଦେବାରେ ସକ୍ଷମ ହୋଇଛନ୍ତି। ଜୟପୁର ପୋଲିସ କମିଶନରେଟର ଝୋଟବାଡା ଥାନାରେ…
ରାଜ୍ୟ ସଭାରେ ଆଗତ ହେଲା ନାଗରିକତ୍ୱ ସଂଶୋଧନ ବିଲ୍
ନୂଆଦିଲ୍ଲୀ, ୧୧।୧୨: ରାଜ୍ୟ ସଭାରେ ଆଗତ ହୋଇଛି ନାଗରିକତା ସଂଶୋଧନ ବିଲ୍ ୨୦୧୯। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବିଲ୍ ଆଗତ କରିଛନ୍ତି। ମଧ୍ୟାହ୍ନ ୧୨ଟାରେ ଏହି ବିଲ ଉପସ୍ଥାପନ କରାଯାଇଥିଲା। ରାଜ୍ୟସଭା ଅଧ୍ୟକ୍ଷ ଏମ. ଭେଙ୍କେୟା ନାଇଡୁ…
ସିସିଟିଭିରୁ ଧରାପଡ଼ିଲା ପିଆଜ ଚୋର
ମୁମ୍ବାଇ,୧୧।୧୨: ସାରା ଦେଶରେ ପିଆଜର ବର୍ଦ୍ଧିତ ଦରଦାମ୍ ବଜାରରେ ନିଆଁ ଲଗାଇଛି। ଏଥିଯୋଗୁ ବ୍ୟବସାୟୀ ଓ ଗ୍ରାହକ ବହୁ ହଇରାଣ ହେଉଛନ୍ତି। ପିଆଜ ଦର ୧୦୦ରୁ ୧୨୦ ହୋଇଥିବା ବେଳେ ଇତିମଧ୍ୟରେ ଚୋରୀ ଘଟଣା ମଧ୍ୟ ସାମ୍ନାକୁ ଆସୁଛି। କିଏ ବିଲରୁ…
ପଶ୍ଚିମବଙ୍ଗରେ ବାହାରିଲା ଦୁଇମୁଣ୍ଡିଆ ସାପ, ଦେଖିବାକୁ ଲୋକଙ୍କ ଭିଡ
କୋଲକତା,୧୧।୧୨:ପୂର୍ବରୁ ଅନେକଥର ଦୋମୁହାଁ ସାପ କଥା ଶୁଣିଥିବେ କି ଦେଖିଥିବେ। କିନ୍ତୁ ପଶ୍ଚିମବଙ୍ଗରେ ଦୁଇମୁଣ୍ଡିଆ ସାପ ଦେଖିବାକୁ ମିଳିଛି। ଏହି ସାପକୁ ଦେଖିବାକୁ ସେଠାରେ ଭିଡ ଜମିଛି। କୋଲକତାର ବେଲଦା ଜଙ୍ଗଲ ନିକଟରେ ଥିବା ଏକାରୁଖି ଗ୍ରାମରେ ଦୁଇମୁଣ୍ଡିଆ ସାପ ଦେଖିବାକୁ…
ଭାଜପା କୋର୍ କମିଟି ବୈଠକରେ ଯୋଗ ଦେଲେନି ପଙ୍କଜା ମୁଣ୍ଡେ
ମୁମ୍ବାଇ,୧୧।୧୨: ଭାଜପାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମୁଣ୍ଡେଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ ଖୁବ୍ଶୀଘ୍ର ଦଳ ଛାଡିବେ ବୋଲି ଆଲୋଚନା ହେଉଛି। ସେ ମଙ୍ଗଳବାର ଭାଜପା ପକ୍ଷରୁ ଆୟୋଜିତ କୋର୍…
ଭିନ୍ନ ଲୁକ୍ରେ ତେଜ ପ୍ରତାପ: ଟୁଇଟରରେ ଶେୟାର କଲେ ଫଟୋ
ପାଟନା,୧୧।୧୨: ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପଙ୍କୁ ସବୁବେଳେ ଭିନ୍ନ ଭିନ୍ନ ରୂପରେ ଦେଖିବାକୁ ମିଳେ। କେତେବେଳେ ଶିବ ତ କେତେବେଳେ କୃଷ୍ଣ ବେଶରେ ନଜର ଆସିଥାନ୍ତି। ରାଜନୀତିଠାରୁ ଢ଼େର ଅଧିକ ନିଜର…
ଜମାଟୋରେ ଅର୍ଡର କଲେ ରୋଲ୍: ଆକାଉଣ୍ଟରୁ କଟିଗଲା ୯୧ହଜାର ଟଙ୍କା
ନୂଆଦିଲ୍ଲୀ,୧୧।୧୨: ଜମାଟୋକୁ ନେଇ ପ୍ରତିଦିନ ନୂଆ ନୂଆ ଖବର ସାମ୍ନାକୁ ଆସୁଥିବା ବେଳେ ଦିଲ୍ଲୀ ଗାଜିଆବାଦରେ ଆଉ ଏକ ଘଟଣା ଦେଖିବାକୁ ମିଳିଛି। ଜମାଟୋରୁ ଆସିଥିବା ଏକ ଫୋନ ଯୋଗୁ ଜଣେ ଇଞ୍ଜିନିୟରଂ ଛାତ୍ର ଠକେଇର ଶିକାର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…
ଦେଶୀ ଲୁକ୍ରେ ନୋବେଲ ପୁରସ୍କାର ଗ୍ରହଣ କଲେ ଅଭିଜିତ୍ ବାନାର୍ଜୀ
ଷ୍ଟକହୋମ, ୧୧।୧୨: ସମ୍ପୂର୍ଣ୍ଣ ଭାରତୀୟ ଲୁକ୍ରେ ନୋବେଲ ପୁରସ୍କାର ଗ୍ରହଣ କରିଛନ୍ତି ଭାରତୀୟ ମୂଳର ପ୍ରଫେସର ଅଭିଜିତ୍ ବାନାର୍ଜୀ। ସେ ଧୋତି ପିନ୍ଧିଥିବାବେଳେ ତାଙ୍କ ସ୍ତ୍ରୀ ଇସ୍ତର୍ ଡୁଫ୍ଲୋ ମଧ୍ୟ ଶାଢି ପିନ୍ଧିଥିବାର ନଜର ଆସିଥିଲେ। ସ୍ବିଡେନର ଷ୍ଟକ୍ହୋମ କନସର୍ଟ ହଲରେ…
ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରାସ କଲେ ପଶ୍ଚିମବଙ୍ଗ ସରକାର
କୋଲକତା,୧୧।୧୨: ପଶ୍ଚିମବଙ୍ଗ ସରକାର ନୂଆ ନିୟମ ଆଣି ରାଜ୍ୟପାଳ ଧନଖରଙ୍କୁ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରସେ କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜି ଏକ ବିଜ୍ଞପ୍ତି ଜାରି କରି କୁଳପତି ବାଛିବାରେ କୁଳାଧିପତିଙ୍କ ଭୂମିକା ମଧ୍ୟ…
ମହିଳା ବିରୋଧୀ ଅପରାଧରେ ରାଜନେତାଙ୍କ ସମ୍ପୃକ୍ତି: ଭାଜପା ପ୍ରଥମ, କଂଗ୍ରେସ ଦ୍ୱିତୀୟରେ
ନୂଆଦିଲ୍ଲୀ,୧୧ା୧୨: ଦେଶବ୍ୟାପୀ ମହିଳା ବିରୋଧୀ ହିଂସା ଓ ଅପରାଧର ମାତ୍ରା ବଢ଼ି ବଢ଼ି ଚାଲିଛି। ଦିଲ୍ଲୀରୁ ପଲ୍ଲୀ ଯାଏ ଏହାକୁ ନେଇ ତୀବ୍ର ପ୍ରତିବାଦର ସ୍ବର ମଧ୍ୟ ଦେଖିବାକୁ ମିଳୁଛି। ସାଧାରଣ ଜନତାଙ୍କ କଥା ଛାଡ଼ନ୍ତୁ, ବିଭିନ୍ନ ଦଳର ରାଜନେତାମାନେ ମଧ୍ୟ…
ଚିଲି ବାୟୁସେନା ବିମାନ ନିଖୋଜ: ଦୁର୍ଘଟଣାରେ ୩୮ ଜଣଙ୍କ ମୃତ୍ୟୁ ଆଶଙ୍କା
ସାଣ୍ଟିଆଗୋ,୧୧ା୧୨: ୩୮ ଜଣ ଯାତ୍ରୀଙ୍କୁ ନେଇ ଆଣ୍ଟାର୍କଟିକା ଯାଉଥିବା ଚିଲିର ଏକ ସେନା ବିମାନ ନିଖୋଜ ହୋଇଯାଇଛି। ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସମସ୍ତ ୧୭ ଅଧିକାରୀ ଓ ବିମାନ କର୍ମଚାରୀଙ୍କ ସହ ୨୧ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା…
ଏସ୍ସି/ଏସ୍ଟି ସଂରକ୍ଷଣ ସଂଶୋଧନ ବିଲ୍କୁ ଲୋକ ସଭାର ମଞ୍ଜୁରୀ
ନୂଆଦିଲ୍ଲୀ,୧୧ା୧୨(ପି.ଟି.): ଲୋକ ସଭାରେ ମଙ୍ଗଳବାର ଅନୁସୂଚିତ ଜାତି (ଏସ୍ସି) ଅନୁସୂଚିତ ଜନଜାତି, (ଏସ୍ଟି) ବର୍ଗର ଲୋକଙ୍କ ଲାଗି ୧୦ ବର୍ଷ ପାଇଁ ସଂରକ୍ଷଣ ବୃଦ୍ଧି ସଂକ୍ରାନ୍ତ ସମ୍ବିଧାନ ସଂଶୋଧନ ବିଲ୍ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଦଳ ନିର୍ବିଶେଷରେ ଉକ୍ତ ବିଲ୍କୁ ମଞ୍ଜୁର…
Archives


