ଜାତୀୟ

ଆତଙ୍କବାଦୀଙ୍କ ହିଟ୍‌ଲିଷ୍ଟରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ଏବେ ଆତଙ୍କବାଦୀଙ୍କ ଟାର୍ଗେଟରେ ଅଛନ୍ତି। ତାଙ୍କ ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଛି ବୋଲି ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି। ଜମ୍ମୁ କଶ୍ମୀରର ମୁଜାଫରାବାଦରେ ଆତଙ୍କବାଦୀମାନେ ଏହି ପ୍ରସଙ୍ଗରେ ଅକ୍ଟୋବର ୨୯ରେ…

ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲା: ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ଆସିପାରେ ରାୟ

ନୂଆଦିଲ୍ଲୀ,୭।୧୧: ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ରାୟ କେଉଁ ଦିନ ଆସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ରାୟ ଆସିପାରେ ବୋଲି ଚର୍ଚ୍ଚା ହେଉଛି। କେତେକ ଏହା ୮ ନଭେମ୍ବରରେ ହୋଇପାରେ…

ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ହେଉଛି ଗତିରୋଧ: ମୋଦି

ଧର୍ମଶାଳା,୭।୧୧: ପୁଞ୍ଜି ନିବେଶ କ୍ଷେତ୍ରରେ ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ଗତିରୋଧ ହେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ହିମାଚଳପ୍ରଦେଶର ଧର୍ମଶାଳାରେ ଆୟୋଜିତ ଗ୍ଲୋବାଲ ନିବେଶକ ସମ୍ମିଳନୀ-୨୦୧୯ରେ ଯୋଗଦେଇ ସେ ଏଭଳି କହିଛନ୍ତି। ସରକାରଙ୍କ ପକ୍ଷରୁ ଉଦ୍ୟୋଗ…

ଶିବସେନାକୁ ଘାରିଛି ବାଡ଼ ଡିଆଁ ଭୟ: ମାତୋଶ୍ରୀରେ ମନ୍ଥନ ପରେ ରଙ୍ଗଶାରଦା ହୋଟେଲ ପହଞ୍ଚିଲେ ବିଧାୟକ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ରାଜନୀତି ଏବେ ସଙ୍କଟ ଦେଇ ଗତି କରୁଛି। ବିଧାନସଭା ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୩ ଦିନ ବିତିଥିଲେ ମଧ୍ୟ ରାଜ୍ୟରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ତେବେ ଶିବସେନାକୁ ଏବେ ବାଡ଼ ଡିଆଁ ଭୟ ଘାରିଛି। ତେଣୁ…

ଭୋକିଲାଙ୍କ ତ୍ରାଣକର୍ତ୍ତା ସୀତାରାମ ବାବା

ଚେନ୍ନାଇ: ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି କୁହାଯାଏ। ତାମିଲନାଡୁର ରାମେଶ୍ୱରମରେ ୭୦ ବର୍ଷ ହେବ ସୀତାରାମ ଦାସ ବାବାଙ୍କ ଆଶ୍ରମ ରହିଛି।…

ମାତୋଶ୍ରୀରେ ଚାଲିଲା ମନ୍ଥନ: ଶିବସେନା ପୁଣି ଦୋହରାଇଲା ମୁଖ୍ୟମନ୍ତ୍ରୀ ଆମ ଦଳର ହେବ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହା ପୂର୍ବରୁ ଭାଜପା-ଶିବସେନା ମଧ୍ୟରେ ଥିବା ବିବାଦ ଛିଣ୍ଡୁନି। ଗୁରୁବାର ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀରେ ଏକ ଜରୁରୀ ବୈଠକ ବସିଥିଲା।…

ଧରାପଡିଲେ ୪ ଆତଙ୍କବାଦୀ

ଶ୍ରୀନଗର, ୭।୧୧: ଜମ୍ମୁ-କଶ୍ମୀରର ସୋପାରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁରୁବାର ୪ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୋପାରରେ ସେମାନେ ବଡ ଆକ୍ରମଣ ଯୋଜନା କରୁଥିଲେ ବୋଲି ଭାରତୀୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗିରଫ ଆତଙ୍କବାଦୀମାନେ ହେଲେ ରମିଜ…

ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ : ଶ୍ରୀନଗରରେ ଯାତାୟାତ, ମୋବାଇଲ ସେବା ବ୍ୟାହତ

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଗୁରୁବାର ପ୍ରବଳ ତୁଷାରପାତ ହୋଇଛି। ସକାଳୁ ପ୍ରବଳ ବରଫପାତ ହୋଇଥିବାରୁ ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ ଗୁଲମର୍ଗର ବିଭିନ୍ନ ସ୍ଥାନ ଓ ପାହାଡଗୁଡ଼ିକରେ ବରଫ ଚାଦର ଆସ୍ତରଣରେ ଆଚ୍ଛାଦିତ ହୋଇଯାଇଛି। ଏହାରି ଭିତରେ ଶ୍ରୀନଗରରେ ତୁଷାରପାତ…

ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍‌ଏସ୍‌ଏସ୍‌), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର ସହଯୋଗୀ ସଂଗଠନ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅଖିଳ ବିଦ୍ୟାର୍ଥୀ ପରିଷଦ…

ପୃଥିବୀର ୮୦ ପ୍ରତିଶତ ଲୋକ ଖାଉଛନ୍ତି କୀଟପତଙ୍ଗ: ଭାରତରେ ଶହେ ପ୍ରଜାତି ଖାଦ୍ୟ ଯୋଗ୍ୟ

ଆଲମୋରା,୭।୧୧: ଆଗାମୀ ଦିନରେ ପୃଥିବୀରେ ଖାଦ୍ୟ ସଙ୍କଟ ଦେଖାଯିବ। ଏପରିସ୍ଥଳେ କୀଟପତଙ୍ଗକୁ ଖାଦ୍ୟ ଭାବେ ବ୍ୟବହାର କରାଗଲେ ଏହି ସମସ୍ୟାର ସହଜରେ ସମାଧାନ ହୋଇପାରିବ। ସମ୍ପ୍ରତି ପୃଥିବୀର ୮୦ ପ୍ରତିଶତ ଲୋକ କୀଟପତଙ୍ଗକୁ ଖାଦ୍ୟ ଭାବେ ଗ୍ରହଣ କରୁଛନ୍ତି। ତେବେ ଅବଶିଷ୍ଟ…

ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୭।୧୧: ଆକ୍ସନ ମୁଡ୍‌ରେ ଯୋଗୀ ସରକାର। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ୭ଜଣ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭ୍ରଷ୍ଟାଚାର କାରଣରୁ ଅଧିକାରୀଙ୍କୁ ଅବସର ଦିଆଯାଇଥିବା ଜଣାପଡ଼ିଛି। ତେବେ ସମସ୍ତ ଅଧିକାରୀ ଡେପୁଟି ଏସ୍‌ପି ଓ ସିଇଓ ପଦବୀରେ…

ପାକିସ୍ତାନ ଯିବାକୁ ଏସ୍‌. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ଆୟୋଜିତ ହେବାକୁ ଥିବା ପକାଶ ପର୍ବ ପାଇଁ ପଞ୍ଜାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri