ଅଗଷ୍ଟ ୩୧ରେ ପ୍ରକାଶ ପାଇବ ଆସାମ ଏନ୍ଆର୍ସିର ଅନ୍ତିମ ତାଲିକା
ଗୁଆହାଟି,୩୦।୮: ଆସାମର ଏନ୍ଆର୍ସି ବା ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟରର ଚୁଡାନ୍ତ ତାଲିକା ଅଗଷ୍ଟ ୩୧ ତାରିଖ ଅର୍ଥାତ୍ ଶନିବାର ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏହାକୁ ନେଇ ଭୟଭୀତ ହେବା ବା ମିଥ୍ୟା କଥାରେ ବିଶ୍ୱାସ ନ କରିବାକୁ...
ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଯବାନ ଆହତ
ବିଜାପୁର,୩୦।୮: ଛତିଶଗଡ଼ର ବିଜାପୁରରେ ଶୁକ୍ରବାର ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବସ୍ଫୋରଣରେ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍ଜି)ର ଜଣେ ହେଡ୍ କନଷ୍ଟେବଳ ଏଥିରେ ଆହତ ହୋଇଥିବା ପୋଲିସ କହିଛି। ତାଙ୍କୁ ତୁରନ୍ତ ନିକଟସ୍ଥ...
ଏବେ ଭଲ କାମ କରୁଥିବା ବ୍ୟକ୍ତିଙ୍କ ନାଁରେ ଜାରି ହେବ ଡାକ ଟିକେଟ: ମୋଦି
ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୨ ଜଣ ଆୟୁଷ ବିଶେଷଜ୍ଞଙ୍କ ନାଁରେ ଡାକ ଟିକେଟ ଜାରି କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୁର୍ବେଦ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ସମୟରେ ସେ ଏହି ଡାକ ଟିକେଟ...
ମଧ୍ୟ ପ୍ରଦେଶ କଂଗ୍ରେସରେ ଫାଟ: ଜ୍ୟୋତିରାଦିତ୍ୟଙ୍କ ପାଇଁ ଦଳ ଛାଡି ପାରନ୍ତି ୫ଶହ କର୍ମୀ
ଭୋପାଳ,୩୦।୮: ମଧ୍ୟ ପ୍ରଦେଶରେ କଂଗ୍ରେସ ଦଳର ଅଧ୍ୟକ୍ଷ ପଦକୁ ନେଇ ଚାଲିଛି ଟଣା ଓଟରା। ଏହି ପଦରେ ଜଣେ ଆଦିବାସୀ ନେତାଙ୍କୁ ଚୟନ କରିବାକୁ କେତେଜଣ ନେତା ପ୍ରସ୍ତାବ ଦେଇଥିବା ବେଳେ ଆଉ କେତେଜଣ ମୁଖ୍ୟମନ୍ତ୍ରୀ କମଲନାଥ, ପୂର୍ବତନ ଏମ୍ପି...
ଶାହଜାହାନପୁର ମାମଲା: ରାଜସ୍ଥାନରୁ ମିଳିଲେ ନିଖୋଜ ଛାତ୍ରୀ
ନୂଆଦିଲ୍ଲୀ,୩୦।୮: ଭାଜପା ନେତା ଚିନ୍ମୟାନନ୍ଦଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଉତ୍ତରପ୍ରଦେଶ ଶାହଜାହାନପୁରର ଏସ୍.ଏସ୍. ଲ କଲେଜର ନିଖୋଜ ଛାତ୍ରୀଙ୍କ ମିଳିଲା ପତ୍ତା। ଦୀର୍ଘ ୭ ଦିନ ପରେ ରାଜସ୍ଥାନର ଜୟପୁରରୁ ନିଖୋଜ ଛାତ୍ରୀଙ୍କୁ ଉତ୍ତରପ୍ରଦେଶ ପୋଲିସ ଉଦ୍ଧାର କରିଛି ବୋଲି...
କଶ୍ମୀରରେ ଅଛନ୍ତି ଉର୍ମିଳା ମାତୋଣ୍ଡକରଙ୍କ ଶାଶୁ-ଶ୍ୱଶୁର, ୨୨ଦିନ ହେଲା ସମ୍ପର୍କ ନାହିଁ, ଚିନ୍ତାରେ ପରିବାର
ନୂଆଦିଲ୍ଲୀ,୩୦।୮:ବଲିଉଡ୍ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କ ପରିବାର ଜମ୍ମୁ-କଶ୍ମୀରରେ ଫଶିଯାଇଛନ୍ତି। ଦୀର୍ଘ ୨୨ଦିନ ହେବ ଶାଶୁ-ଶ୍ୱଶୂରଙ୍କ ସହ ସମ୍ପର୍କ ନାହିଁ ବୋଲି କହିଛନ୍ତି ଉର୍ମିଳା। ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ...
ଚଳନ୍ତା ଟ୍ରେନରେ ଫସିଯାଇଥିବା ଯାତ୍ରୀଙ୍କ ଜୀବନ ବଞ୍ଚାଇଲେ କନଷ୍ଟେବଳ
ହାଇଦ୍ରାବାଦ,୩୦।୮: ହାଇଦ୍ରାବାଦର ଏକ ରେଳ ଷ୍ଟେଶନରେ ଚକିତ କରିଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ଯାତ୍ରୀ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଟ୍ରେନ ଓ ପ୍ଲାଟଫର୍ମ ମଝିରେ ଫସିଯାଇଥିଲେ। ସେହି ସମୟରେ ଜଣେ କନଷ୍ଟେବଳ ତାଙ୍କୁ ମରଣ...
ମୃତ୍ୟୁ ପୂର୍ବରୁ ପ୍ରେମିକାଙ୍କୁ ରକ୍ତଭରା ବିୟର୍ ବୋତଲ ପଠାଇଲେ ପ୍ରେମିକ
ଚେନ୍ନାଇ,୩୦।୮: ତାମିଲନାଡୁର ନଙ୍ଗନଲୁରରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ନିଜ ହାତ କାଟି ଆତ୍ମହତ୍ୟା କରିଛନ୍ତି। ଏହାପୂର୍ବରୁ ସେ ଏକ ବିୟର୍ ବୋତଲରେ ରକ୍ତ ପୂରାଇ ନିଜ ସାଙ୍ଗ ହାତରେ ପ୍ରେମିକାଙ୍କ ନିକଟକୁ ପଠାଇଛନ୍ତି। ସୂଚନାଯୋଗ୍ୟ, କୁମାରସା...
ଲାଞ୍ଚ ନ ଦେବାରୁ ଠିକାଦାରଙ୍କୁ ଜୀଅନ୍ତା ଜାଳିଦେଲେ
ପାଟନା, ୩୦।୮: ବିହାରରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ଲାଞ୍ଚ ନ ଦେବାରୁ ଠିକାଦାରଙ୍କୁ ଜୀଅନ୍ତା ଜାଳିଦେଇଛନ୍ତି କିଛି ଦୁର୍ବୃତ୍ତ। ମୃତକ ଜଣଙ୍କ ହେଲେ ରମାଶଙ୍କର ସିଂ। ହତ୍ୟା ପରେ ସାରା ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।...
ଜିନ୍ସ, ଟି-ଶାର୍ଟ ପିନ୍ଧିପାରିବେନି ସରକାରୀ କର୍ମଚାରୀ
ପାଟନା,୩୦।୮: ରାଜ୍ୟ ସଚିବାଳୟରେ ସରକାରୀ କର୍ମଚାରୀମାନେ ପିନ୍ଧୁଥିବା ଜିନ୍ସ ଓ ଟି-ଶାର୍ଟ ଉପରେ ବିହାର ସରକାର କଟକଣା ଲଗାଇଛନ୍ତି। ଯେଉଁ ସରକାରୀ କର୍ମଚାରୀ ପୋଷାକରେ ଶାଳୀନତା ରଖିବେ ନାହିଁ ସେମାନଙ୍କୁ ସଚିବାଳୟରେ ପ୍ରବେଶ କରିବାକୁ ଦିଆଯିବ ନାହିଁ। ଏନେଇ ବିହାର...
ସିବିଆଇ ହେପାଜତରେ ରହିବାକୁ ଚାହୁଁଛନ୍ତି ଚିଦାମ୍ବରମ୍
ନୂଆଦିଲ୍ଲୀ,୩୦।୮: ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ସିବିଆଇ ହେପାଜତରେ ସେପ୍ଟେମ୍ବର ୨ ଯାଏ ରହିବାକୁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ ଗୁରୁବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି । ଶୁକ୍ରବାର ଚିଦାମ୍ବରମ୍ଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ସନ୍ଧ୍ୟାରେ ତାଙ୍କୁ ସ୍ବତନ୍ତ...
କଶ୍ମୀର ଘାଟି ପୁଣି ଅଶାନ୍ତ, ଜଣେ ଦୋକାନୀଙ୍କୁ ହତ୍ୟା କଲେ ଆତଙ୍କବାଦୀ
ଶ୍ରୀନଗର,୩୦।୮: ଜମ୍ମୁ-କଶ୍ମୀରକୁ ପୁଣି ଅଶାନ୍ତ କରିବାକୁ ଚେଷ୍ଟା କରିଛନ୍ତି ଆତଙ୍କବାଦୀ। ଶ୍ରୀନଗରରେ ଜଣେ ବ୍ୟକ୍ତି ଦୋକାନ ଖୋଲିବାରୁ ତାଙ୍କୁ ଆତଙ୍କବାଦୀମାନେ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ଗୁଲାମ ମହମ୍ମଦ(୬୫ବର୍ଷ)। ପରିମ ପୋରାରେ ଥିବା ଦୋକାନ ସେ...
Archives


