ବିଧାୟକ ଦଳ ନେତାରୁ ଇସ୍ତଫା ଦେଲେ ସିଦ୍ଧରମୟା
ବେଙ୍ଗାଲୁରୁ,୯।୧୨: କର୍ନାଟକର ୧୫ ବିଧାନସଭା ପାଇଁ ହୋଇଥିବା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ସୁଦ୍ଧା ୭ଟି ଆସନରେ ବିଜୟ ଲାଭ କରିଥିବା ବେଳେ ୫ଟି ଆସନରେ ଆଗୁଆ ରହିଛି। ତେଣୁ ଭାଜପା ଖାତାକୁ ୧୨ ଆସନ ଯାଉଥିବା ବେଳେ କଂଗ୍ରେସକୁ…
ନାଗରିକତା ସଂଶୋଧନ ବିଲ୍କୁ ନେଇ ପୂର୍ବଭାରତରେ ବିରୋଧ ପ୍ରଦର୍ଶନ
ଗୁଆହାଟି,୯।୧୨: ଆସାମ ସମେତ ପୂର୍ବ ଭାରତର ବିଭିନ୍ନ ସ୍ଥାନରେ ନାଗରିକତା ସଂଶୋଧନ ବିଲ୍ (ସିଏବି)କୁ ଲଗାତାର ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ରବିବାର ଅଲ୍ ଆସାମ ମଟକ ଷ୍ଟୁଡେଣ୍ଟ ୟୁନିୟନ ପକ୍ଷରୁ ଶିବସାଗର ରାସ୍ତାରେ ବିରୋଧ ପ୍ରଦର୍ଶନ କରାଯାଇଥିବା ବେଳେ କିଛି…
ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ
ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା ଆଶା ଥିବାବେଳେ ୨ଟି ଆସନ କଂଗ୍ରେସ ଖାତାକୁ ଯିବ ବୋଲି କୁହାଯାଉଛି। ଉପନିର୍ବାଚନରେ ବାଚସ୍ପତିଙ୍କ…
କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି
ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରହିରେ ଏକ ଜନସଭାକୁ ଉଦ୍ବୋଧନ ଦେଇଛନ୍ତି। ମୋଦି ତାଙ୍କ ଭାଷଣ ସମୟରେ କଂଗ୍ରେସକୁ…
ବିବାହ ଭୋଜିରେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର
ଚେନ୍ନାଇ,୯।୧୨: ତାମିଲନାଡୁରେ ପିଆଜ କିଲୋ ୨ ଶହ ଟଙ୍କାରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ଆୟୋଜିତ ଏକ ବିବାହ ଭୋଜିରେ ଅତିଥିମାନେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର ଦେଇଛନ୍ତି। ସ୍ଥାନୀୟ କୁଡ୍ଡାଲୋରରେ ହୋଇଥିବା ବିବାହ ଭୋଜିରେ ଶାହୁଲ ଏବଂ…
ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ
ହଜାରିବାଗ,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ଏବେ ଝାଡ଼ଖଣ୍ଡରେ ପହଞ୍ଚୁଥିବା ଦେଖାଯାଇଛି। ସୋମବାର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଝାଡ଼ଖଣ୍ଡର ହଜାରିବାଗ ଗସ୍ତ କରିଛନ୍ତି। ସେଠାରେ ସେ ଏକ ଜନସଭାକୁ…
ବିଦେଶ ଯାତ୍ରା କରିପାରିବେ ରବର୍ଟ
ନୂଆଦିଲ୍ଲୀ,୯।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ବିଦେଶ ଯାତ୍ରା କରିବାକୁ ଦିଲ୍ଲୀର ଏକ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସେ ତାଙ୍କର ଚିକିତ୍ସା ଓ ବ୍ୟବସାୟ କାମରେ ବିଦେଶ ଯାତ୍ରା କରିପାରିବେ ବୋଲି କୋର୍ଟ କହିଛନ୍ତି।…
ଏନ୍ଆର୍ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ
ମୁମ୍ବାଇ,୯।୧୨: ବଲିଉଡ୍ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ ପୁଣିଥରେ ସେ ଏମିତି ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଏନ୍ଆର୍ସିରୁ ଧ୍ୟାନ ହଟାଇବାକୁ…
ନାଗରିକତା ସଂଶୋଧନ ବିଲ୍କୁ ବିରୋଧ: ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ କଲେ ସ୍ବାକ୍ଷର
ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍କୁ ବିରୋଧ କରି ଦେଶର ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ ସ୍ବାକ୍ଷର କରିଛନ୍ତି। ଏହା ଦ୍ୱାରା ଦେଶର ସମ୍ବିଧାନର ମୂଳ ସ୍ବରୂପ ହଜି ଯିବାର ଆଶଙ୍କା ଥିବା ସେମାନେ କହିଛନ୍ତି। ଭାରତୀୟ ସମ୍ବିଧାନ ସବୁବେଳେ ଧର୍ମ ନିରପେକ୍ଷତାକୁ ଗୁରୁତ୍ୱ…
ନାଗରିକତା ସଂଶୋଧନ ବିଲ୍ ଲୋକସଭାରେ ଆଗତ
ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍କୁ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରିଛନ୍ତି। ଗୃହରେ ଉପସ୍ଥିତ ଥିବା ୩୭୫ ସଦସ୍ୟଙ୍କ ମଧ୍ୟରୁ ଆଗତ ସପକ୍ଷରେ ୨୯୩ ଭୋଟ ପଡ଼ିଥିବାବେଳେ ବିରୋଧରେ ୮୨ ଭୋଟ ପଡ଼ିଥିଲା। ବିଲ୍ ଉପରେ ମଙ୍ଗଳବାର…
ବଳାତ୍କାର ମାମଲାର ଶୁଣାଣି ପାଇଁ ଉତ୍ତର ପ୍ରଦେଶରେ ଗଠନ ହେବ ୨୧୮ ଫାଷ୍ଟଟ୍ରାକ୍ କୋର୍ଟ
ଲକ୍ଷ୍ନୌ,୯।୧୨: ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ପରେ ପରେ ଉନ୍ନାଓ ଗଣବଳାତ୍କାର ମାମଲାକୁ ନେଇ ଏବେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର କଡା ପଦକ୍ଷେପ ନେଇଛନ୍ତି। ଦେଶ ତଥା ରାଜ୍ୟରେ ଏବେ ଏଭଳି ମାମଲା ବଢିବାରେ ଲାଗିଛି। ତେବେ ଉତ୍ତର…
ନିର୍ଭୟା କାଣ୍ଡ: ଡିସେମ୍ବର ୧୬ରେ ଦୋଷୀଙ୍କୁ ହୋଇପାରେ ଫାଶୀ
ନୂଆଦିଲ୍ଲୀ,୯।୧୨: ନିର୍ଭୟା କାଣ୍ଡକୁ ଇତିମଧ୍ୟରେ ୭ ବର୍ଷ ବିତି ଯାଇଛି। ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଜଣଙ୍କୁ ଡିସେମ୍ବର ୧୬ରେ ଫାଶୀ ଦିଆଯିବ ବୋଲି କୁହାଯାଉଛି। ୭ବର୍ଷ ତଳେ ୨୦୧୨ ଡିସେମ୍ବର ୧୬ରେ ନିର୍ଭୟା କାଣ୍ଡ…
Archives


