ଜାତୀୟ

୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ କାମ କରୁଥିବା ବେଳେ ଏଣିକି ୧୨ଟି ପିଏସ୍‌ବି କାମ କରିବ...

ନିଜର ଚିକିତ୍ସା ପାଇଁ କଣ୍ଢେଇର ଗୋଡ଼ ପ୍ଲାଷ୍ଟର କଲେ ୧୧ମାସର ଶିଶୁ

ନୂଆଦିଲ୍ଲୀ,୩୦।୮: ଛୋଟବେଳେ ସବୁ ପିଲାଙ୍କର କୌଣସି ଏକ ଖେଳନା ସହ ଅକର୍ଷଣ ରହିଥାଏ। ସେହି ଖେଳନା ବିନା ସେମାନେ କୌଣସି କାର୍ଯ୍ୟ କରି ନ ଥାନ୍ତି। ତେବେ ଦିଲ୍ଲୀର ଲୋକ ନାୟକ ହସ୍ପିଟାଲରେ ଜଣେ ଶିଶୁର ନିଆରା ଢ଼ଙ୍ଗରେ ଚିକିତ୍ସା...

ଜିଲାପାଳଙ୍କୁ ପାଲିଙ୍କିରେ ପାଛୋଟି ନେଲେ ଗ୍ରାମବାସୀ

ସିଆହା,୩୦।୮: ମିଜୋରାମର ତିପୋଶିରେ ଥିବା ଏକ ଅପହଞ୍ଚ ଅଞ୍ଚଳକୁ ଯେତେବେଳେ ଜିଲାପାଳ ପହଞ୍ଚିଥିଲେ ସେତେବେଳେ ସେଠାକାର ଲୋକଙ୍କ ଖୁସି କହିଲେ ନ ସରେ। ଏମାନେ ଜିଲାପାଳଙ୍କୁ ଏକ ପାଲିଙ୍କିରେ ପାଛୋଟି ନେବାର ଦୃଶ୍ୟ ଥିଲା ସବୁଠାରୁ ନିଆରା। କାରଣ ଜିଲାପାଳ...

ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦରେ ମିଳେ ସୁନା

ଭାରତରେ ଏଭଳି ବହୁ ମନ୍ଦିର ରହିଛି, ଯାହା ନିଜ ସ୍ବତନ୍ତ୍ରତା ପାଇଁ ପରିଚିତ। ଏଭଳି ଏକ ନିଆରା ମନ୍ଦିର ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରତଲାମ ସହରର ମାଣକରେ। ସାଧାରଣତଃ ମନ୍ଦିରମାନଙ୍କରେ ଭକ୍ତଙ୍କୁ ପ୍ରସାଦରେ ଲଡୁ, ମିଠା ବା ଅନ୍ନ ଦିଆଯାଇଥାଏ।...

ଭିଡ଼ ହିଂସା ବିରୋଧରେ ଆସିବ ବିଲ୍‌: ଦୋଷୀ ସାବ୍ୟସ୍ତ ହେଲେ ଆଜୀବନ କରାଦଣ୍ଡ

କୋଲକାତା,୩୦।୮: ପଶ୍ଚିମ ବଙ୍ଗର ବିଧାନସଭାରେ ଭିଡ଼ ହିଂସା ବିରୋଧରେ ଶୁକ୍ରବାର ଏକ ବିଲ୍‌ ଉପସ୍ଥାପନ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସରକାର ବିଧାନସଭାରେ ଏକ ବିଲ୍‌ ଉପସ୍ଥାପନ କରିଛନ୍ତି। ଏହି ବିଲ୍‌ ଅନୁସାରେ ଭିଡ଼...

ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି

ନୂଆଦିଲ୍ଲୀ,୩୦।୮: ଆସନ୍ତା ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଏହି ସମୟରେ ସିବିଆଇ ଚିଦାମ୍ବରମଙ୍କୁ ଆଉ ୫...

କୋର୍ଟରେ ହାଜର ହେଲେ ଚିଦାମ୍ବରମ

ନୂଆଦିଲ୍ଲୀ,୩୦।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଛନ୍ତି। ତେବେ ଶୁକ୍ରବାର ତାଙ୍କ ରିମାଣ୍ଡ ଅବଧି ସମାପ୍ତ ହେଉଥିବା ବେଳେ ସିବିଆଇ ଶୁଣାଣି ସମୟରେ ଚିଦାମ୍ବରମଙ୍କୁ ଆଉ ୫...

ଠକେଇ ମାମଲାରେ କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଓ୍ବାରେଣ୍ଟ ଜାରି

ହାଇଦ୍ରାବାଦ,୩୦।୮: କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରାଯାଇଛି। ୪ ବର୍ଷ ତଳର ଏକ ଠକେଇ ମାମଲାକୁ ନେଇ ରେଣୁକାଙ୍କ ନାଁରେ ଏହି ଓ୍ବାରେଣ୍ଟ ଜାରି କରାଯାଇଥିବା ସୂଚନା ମିଳିଛି। ଏହି ମାମଲାରେ ପୂର୍ବରୁ...

ଜାମିନ ଚାହୁଁଥିଲେ ଲଗାଇବାକୁ ପଡିବ ୫ ଚାରା ୬ ମାସ ପର୍ଯ୍ୟନ୍ତ ଯତ୍ନ ବି ନେବେ

ଲକ୍ଷ୍ନୌ,୩୦।୮: ଉତ୍ତର ପ୍ରଦେଶ ବାନ୍ଦା ଜିଲା ନରେନିର ମାଜିଷ୍ଟ୍ରେଟ୍‌ ବୃକ୍ଷରୋପଣର ଏକ ନିଆରା ସୂତ୍ର ବାହାର କରିଛନ୍ତି। ‘ହରିୟାଲି ଦଣ୍ଡ’ ବା ‘ସବୁଜ ଦଣ୍ଡ’ ନାମକ ଏକ ଦଣ୍ଡ ବିଧାନର ବ୍ୟବସ୍ଥା କରି ଅପରାଧିମାନଙ୍କୁ ଏବେ ସେ ସର୍ତ୍ତମୂଳକ ଜାମିନ...

ଅଗଷ୍ଟ ୩୧ରେ ପ୍ରକାଶ ପାଇବ ଆସାମ ଏନ୍‌ଆର୍‌ସିର ଅନ୍ତିମ ତାଲିକା

ଗୁଆହାଟି,୩୦।୮: ଆସାମର ଏନ୍‌ଆର୍‌ସି ବା ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟରର ଚୁଡାନ୍ତ ତାଲିକା ଅଗଷ୍ଟ ୩୧ ତାରିଖ ଅର୍ଥାତ୍‌ ଶନିବାର ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏହାକୁ ନେଇ ଭୟଭୀତ ହେବା ବା ମିଥ୍ୟା କଥାରେ ବିଶ୍ୱାସ ନ କରିବାକୁ...

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଯବାନ ଆହତ

ବିଜାପୁର,୩୦।୮: ଛତିଶଗଡ଼ର ବିଜାପୁରରେ ଶୁକ୍ରବାର ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବସ୍ଫୋରଣରେ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି)ର ଜଣେ ହେଡ୍‌ କନଷ୍ଟେବଳ ଏଥିରେ ଆହତ ହୋଇଥିବା ପୋଲିସ କହିଛି। ତାଙ୍କୁ ତୁରନ୍ତ ନିକଟସ୍ଥ...

ଏବେ ଭଲ କାମ କରୁଥିବା ବ୍ୟକ୍ତିଙ୍କ ନାଁରେ ଜାରି ହେବ ଡାକ ଟିକେଟ: ମୋଦି

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୨ ଜଣ ଆୟୁଷ ବିଶେଷଜ୍ଞଙ୍କ ନାଁରେ ଡାକ ଟିକେଟ ଜାରି କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୁର୍ବେଦ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ସମୟରେ ସେ ଏହି ଡାକ ଟିକେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri