ମଇଁଷି ଦାମ୍ ୧୪ କୋଟି: ମାସକୁ ଖର୍ଚ୍ଚ ହେଉଛି ଦେଢ଼ ଲକ୍ଷ
ପୁଷ୍କର,୬।୧୧: ରାଜସ୍ଥାନ ପୁଷ୍କରରେ ଅନ୍ତର୍ଜାତୀୟ ପ୍ରାଣୀ ମେଳାର ଆୟୋଜନ କରାଯାଇଛି। ଏଥିରେ ୫ ହଜାରରୁ ଅଧିକ ସଂଖ୍ୟକ ପ୍ରାଣୀ ଯୋଗଦେଇଛନ୍ତି। ମେଳାରେ ମୁର୍ରା ପ୍ରଜାତିର ମଇଁଷି ଭୀମ ମଧ୍ୟ ଯୋଗଦେଇଛି। ଭୀମର ଓଜନ ୧୩ ଶହ କିଲୋଗ୍ରାମ୍। ଏହାର ଦାମ୍ ୧୪…
କପଡ଼ା ଦୋକାନ ଭିତରେ ପ୍ରତିଦିନ ଶୋଇବାକୁ ଆସୁଛି ଗାଈ, ଦେଖିବାକୁ ଲୋକଙ୍କ ଭିଡ଼
ହାଇଦ୍ରାବାଦ,୬।୧୧: କପଡ଼ା ଦୋକାନକୁ ଗ୍ରାହକଙ୍କ ଯିବା ଆସିବା ଏକ ସାଧାରଣ କଥା। କିନ୍ତୁ ଦୋକାନ ଭିତରକୁ ପ୍ରତିଦିନ ଗାଈ ଆସି ଶୋଇବା ନିହାତି ଆଶ୍ଚର୍ଯ୍ୟକର ଘଟଣା। ଆନ୍ଧ୍ରପ୍ରଦେଶର ଓ୍ବାଇଏସ୍ଆର୍ କଡ଼ପା ଜିଲାର ମୟଦୁକର ବଜାରରେ ଏଭଳି ଏକ କପଡ଼ା ଦୋକାନ ଅଛି।…
୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତିଲେ ପିତା
ଚେନ୍ନାଇ,୬।୧୧: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପିତା ତାଙ୍କର ୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତି ଦେଇଛନ୍ତି। ଭାଦାମାରୁଥୁର୍ ଗାଁର ୨୯ ବର୍ଷ ବୟସ୍କ ଡି. ଭର୍ଦାରଞ୍ଜନଙ୍କ ସ୍ତ୍ରୀ ସୁନ୍ଧାରୟା ଜିପ୍ମର ହସ୍ପିଟାଲରେ ଏକ ଶିଶୁକନ୍ୟାଙ୍କୁ ଜନ୍ମ…
ପ୍ରଦୂଷଣ ପାଇଁ ଚାଇନା-ପାକିସ୍ତାନ ଦାୟୀ: ଭାଜପା ନେତା
ଲକ୍ଷ୍ନୌ,୬।୧୧: ଦିଲ୍ଲୀ ପ୍ରଦୂଷଣ ଗମ୍ଭୀର ରୂପ ଧାରଣ କରିବାବେଳେ ଭାଜପା ଭିନିତ୍ ଅଗ୍ରଓ୍ବାଲ ଶାରଦା ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ପାଇଁ ଚାଇନା-ପାକିସ୍ତାନ ଦାୟୀ। ଏହି ଦୁଇ ଦେଶ ଭାରତ ସହ ପ୍ରତ୍ୟକ୍ଷରେ ଲଢିପାରିବାର…
ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରୀଛାତ୍ର ଅସୁସ୍ଥ
ବେଙ୍ଗାଲୁରୁ,୬।୧୧: କର୍ନାଟକରେ ଏକ ପ୍ରାଥମିକ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ବୁଧବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଚିତ୍ରଦୁର୍ଗାଠାରେ ଥିବା ସ୍କୁଲର ୧୨୫ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିଲା। ଖାଦ୍ୟ ଖାଇବା ପରେ କିଛି…
ବିଦ୍ୟୁତ ଆଘାତରେ ମାଙ୍କଡ ଛୁଆ ଆହତ:କୋଳରେ ଧରି ଡାକ୍ତରଖାନାରେ ପହଞ୍ଚିଲା ମା’
ଭୋପାଳ,୬।୧୧: ମଧ୍ୟପ୍ରଦେଶର ସିହୋର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧ କେଭି ତାରରେ ବାଜି ଏକ ମାଙ୍ଗଡ ଛୁଆ ଆହତ ହେବା ପରେ ତାକୁ କୋଳରେ ଧରି ମା’ ନିକଟରେ ଥିବା ପ୍ରାଣୀ ଚିକିତ୍ସାଳୟ ଯାଇଥିଲା। ଡାକ୍ତରଖାନା ଗେଟ୍ ପାଖରେ…
ନେହେରୁ ମେମୋରିଆଲ ହେଲା କଂଗ୍ରେସ ମୁକ୍ତ
ନୂଆଦିଲ୍ଲୀ,୬।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁଙ୍କ ସ୍ମୃତିରେ ନିର୍ମିତ ହୋଇଥିବା ନେହେରୁ ମେମୋରିଆଲ ଏବେ କଂଗ୍ରେସ ମୁକ୍ତ ହୋଇଛି। ଏହାର ପୁନର୍ଗଠନ କରାଯାଇଛି। ଏଥିରେ ଥିବା କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ, କର୍ଣ ସିଂ ଏବଂ ଜୟରାମ ରମେଶଙ୍କୁ ବାହାର କରି…
ଦୁଇ ପଟେ ଘେରି ରହିଛି ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଓ ‘ମହା’: ୫ ରାଜ୍ୟରେ ନଭେମ୍ବର ୮ରୁ ୧୦ ପ୍ରବଳ ବର୍ଷା ସୂଚନା
ନୂଆଦିଲ୍ଲୀ,୬।୧୧: ଦେଶର ଦୁଇ ପଟେ ଦୁଇ ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଓ ‘ମହା’ ଘେରି ରହିଛି। ଏହାର ପ୍ରଭାବରେ ୫ଟି ରାଜ୍ୟରେ ନଭେମ୍ବର ୮ରୁ ୧୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।…
ପ୍ରଦୂଷଣରୁ ମୁକ୍ତି: ମନ୍ଦିରରେ ମୂର୍ତ୍ତିଙ୍କଠାରେ ବନ୍ଧାଗଲା ମାସ୍କ୍
ବାରାଣସୀ,୬।୧୧: ବାୟୁ ପ୍ରଦୂଷଣରୁ ମୁକ୍ତି ପାଇଁ ସାଧାରଣ ଲୋକେ ମୁହଁରେ ମାସ୍କ୍ ପିନ୍ଧି ବୁଲୁଥିବା ଦେଖିବାକୁ ମିଳିଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ଥିବା ଶିବପାର୍ବତୀ ମନ୍ଦିରରେ ସମସ୍ତ ମୂର୍ତ୍ତିଙ୍କ ମୁହଁରେ ମାସ୍କ୍ ବନ୍ଧା ଯାଇଛି। ଏନେଇ…
ଆଖିବୁଜିଲେ ମହିଳା ତହସିଲଦାରଙ୍କ ଡ୍ରାଇଭର
ହାଇଦ୍ରାବାଦ, ୬ା୧୧(ପି.ଟି.): ମହିଳା ତହସିଲଦାର ବିଜୟା ରେଡ୍ଡୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ପୋଡ଼ିମାରିବା ଘଟଣାର ଦିନକ ପରେ ତାଙ୍କ ଡ୍ରାଇଭର ଗୁରୁନାଥମ୍ ପ୍ରାଣ ହରାଇଛନ୍ତି। ବିଜୟାଙ୍କୁ ବଞ୍ଚାଇବା ଲାଗି ସେ ଉଦ୍ୟମ କରିଥିବାବେଳେ ତାଙ୍କ ଶରୀରର ୬୦ ଭାଗ ପୋଡ଼ି ଯାଇଥିଲା। ଗୁରୁତର…
ଶିବସେନା ଆଗରେ ସର୍ତ୍ତ ବାଢ଼ିଲା ଏନ୍ସିପି : ଏନ୍ଡିଏରୁ ଓହରିଲେ ବିକଳ୍ପ ସରକାର
ମୁମ୍ବାଇ,୬ା୧୧ (ପି.ଟି./ଆଇଏଏନ୍ଏସ୍): ଭାଜପା ସହ ସମ୍ପର୍କ ଛିନ୍ନ କରି ଏନ୍ଡିଏରୁ ଶିବସେନା ଓହରିଆସିଲେ ମହାରାଷ୍ଟ୍ରରେ ଏକ ରାଜନୈତିକ ବିକଳ୍ପକୁ କାର୍ଯ୍ୟକାରୀ କରାଯାଇପାରିବ। ନୂଆ ସରକାର ଗଠନ ନେଇ ଭାଜପା ଓ ଶିବସେନା ମଧ୍ୟରେ ଟଣାଓଟରା ଲାଗି ରହିଥିବାବେଳେ ମଙ୍ଗଳବାର ଏଭଳି ସର୍ତ୍ତ…
ସ୍କୁଲରେ ମନା ହେବ ଜଙ୍କ୍ ଫୁଡ୍
ନୂଆଦିଲ୍ଲୀ,୬ା୧୧(ପି.ଟି.): ଦେଶରେ ବିଦ୍ୟାଳୟଗୁଡ଼ିକରେ ଖୁବ୍ଶୀଘ୍ର ଜଙ୍କ୍ ଫୁଡ୍ ମନା ହେବ। ଆଳୁ ଓ୍ବେଫର୍ସ, ସଫ୍ଟ ଡ୍ରିଙ୍କ୍ସ ଓ ଅନ୍ୟ ଜଙ୍କ୍ ଫୁଡ୍ଗୁଡ଼ିକ ଆଉ ସ୍କୁଲ କ୍ୟାଣ୍ଟିନରେ ମିଳିବ ନାହିଁ। ଏହାସହ ସ୍କୁଲ୍ କ୍ୟାମ୍ପସ୍ର ୫୦ ମିଟର ପରିସରରେ ଏଭଳି ଖାଦ୍ୟର ବିଜ୍ଞାପନ…
Archives


