ଜାତୀୟ

ଟାଇମ୍‌ ମାଗାଜିନ୍‌ ତାଲିକାରେ ସାମିଲ ହେଲା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’

ନୁଆଦିଲ୍ଲୀ,୨୮।୮: ସାଧାରଣତଃ ଭାରତର ପର୍ଯ୍ୟଟନସ୍ଥଳୀଗୁଡ଼ିକ ବିଦେଶୀ ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ନିକଟରେ ଗୁଜରାଟରେ ତିଆରି ହୋଇଥିବା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’ ମଧ୍ୟ ଲୋକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଛି। ଏହି କ୍ରମରେ ବିଶ୍ୱର ପ୍ରତିଷ୍ଠିତ ଟାଇମ୍‌ ମାଗାଜିନ୍‌ ପକ୍ଷରୁ ‘ବିଶ୍ୱର...

ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଛୋଟ ପିଲାଙ୍କୁ ଦିଆଯାଉଛିି ନୈତିକ ମୂଲ୍ୟବୋଧ ଶିକ୍ଷା

ଭୋପାଳ,୨୮।୮: ମଧ୍ୟପ୍ରଦେଶ କୋଲାରଠାରେ ଥିବା ଆପନା ଘର ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଏଠାରେ ରହୁଥିବା ବୃଦ୍ଧାବୃଦ୍ଧଙ୍କ ପକ୍ଷରୁ ନୈତିକ ମୂଲ୍ୟବୋଧ ଶିକ୍ଷାଦାନ କରାଯାଉଛି। ଅପରାହ୍ନ ୪ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏପରି କରାଯାଉଛି। ଏଠାକୁ ୫ରୁ ୧୬...

ପ୍ରଥମ ମହିଳା ଫ୍ଲାଇଟ୍‌ କମାଣ୍ଡର ହେଲେ ଶାଲିଜା ଧାମି

ନୂଆଦିଲ୍ଲୀ,୨୮।୮: ଭାରତୀୟ ବାୟୁସେନାର ଫ୍ଲାଇଟ୍‌ ୟୁନିଟ୍‌ର ପ୍ରଥମ ମହିଳା ଫ୍ଲାଇଟ୍‌ କମାଣ୍ଡର ଭାବେ ଓ୍ବିଙ୍ଗ୍‌ କମାଣ୍ଡର ଶାଲିଜା ଧାମି ଦାୟିତ୍ୱ ଗ୍ରହଣ କରିଛନ୍ତି। ଶାଲିଜା ଲୁଧିଆନାର ବାସିନ୍ଦା। ସେ ହିନଡନ୍‌ ଏୟାରବେସ୍‌ର ଚେତକ ହେଲିକପ୍ଟର ୟୁନିଟ୍‌ର ଫ୍ଲାଇଟ୍‌ କମାଣ୍ଡର ଭାବେ...

ଭାରତକୁ ଯୁଦ୍ଧରେ ପରାସ୍ତ କରିପାରିବନି ପାକିସ୍ତାନ: ଦଲାଇଲାମା

ମନାଲି,୨୮।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ପାକିସ୍ତାନରେ ନିଆଁ ଜଳୁଛି। ଦେଶର ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଖେଳାଳିମାନେ କେତେବେଳେ କ’ଣ କହୁଛନ୍ତି ତାହା ବୁଝାପଡୁନାହିଁ। ନିକଟରେ ଭାରତ ସହ ଯୁଦ୍ଧ କରିବାକୁ ଧମକ ଦେଇଥିଲା ପାକିସ୍ତାନ। ଏନେଇ ତିବ୍ଦତୀୟ...

ଆଇପିସି ଏବଂ ସିଆର୍‌ପିସିରେ ଅଣାଯିବ ପରିବର୍ତ୍ତନ; ଗଠନ ହେବ ନ୍ୟାସନାଲ୍‌ ମୋଡୁସ୍‌ ଆପରେଣ୍ଡି ବ୍ୟୁରୋ: ଅମିତ ଶାହ

ନୂଆଦିଲ୍ଲୀ,୨୮।୮: ଦେଶରେ ପ୍ରଚଳିତ ଭାରତୀୟ ପିଙ୍ଗଳ କୋଡ୍‌(ଆଇପିସି) ଏବଂ ଆପରାଧୀକ ପ୍ରଣାଳୀ କୋଡ୍‌(ସିଆର୍‌ପିସି)ରେ କେତେକ ପରିବର୍ତ୍ତନ କରାଯିବ ବୋଲି ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଦିଲ୍ଲୀ ସ୍ଥିତି ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ୍‌ର...

କଶ୍ମୀର ଭାରତର; ପାକିସ୍ତାନ ସହିତ ଏବେ ପିଓକେ ନେଇ ହେବ କଥାବାର୍ତ୍ତା: ଭେଙ୍କାୟା ନାଇଡୁ

ନୂଆଦିଲ୍ଲୀ, ୨୮।୮: କଶ୍ମୀର ଭାରତର। ଏହାକୁ ନେଇ ପାକିସ୍ତାନ କୌଣସି ମନ୍ତବ୍ୟ ଦେବା କିମ୍ବା ପଦକ୍ଷେପ ଗ୍ରହଣ କରିବା ଅନୁଚିତ। ସେହିପରି କଶ୍ମୀର ସମସ୍ୟା ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ଏବେ ଭାରତ କେବଳ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ଏହାର...

ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥା ହେବ କଡ଼ାକଡ଼ି: ଲାଗିବ ୨୦ ସିସିଟିଭି କ୍ୟାମେରା

ସିଦ୍ଧାର୍ଥନଗର,୨୮।୮: ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବାକୁ ନିଷ୍ପତ୍ତି ହୋଇଛି। ଉତ୍ତରପ୍ରଦେଶ ଗୋରଖପୁରଠାରେ ନେପାଳ ସହିତ ଭାରତର ୬୮ କିଲୋମିଟର ସୀମା ରହିଛି। ତେବେ ଏଠାରେ ଉଭୟ ଦେଶ ମଧ୍ୟରେ ଗମନାଗମନ କରିବା ପାଇଁ କୌଣସି ବାରଣ ନାହିଁ।...

ବିଧାନସଭାରେ ପର୍ନ ଦେଖୁଥିବା ବିଧାୟକ ହେଲେ ଉପ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୮।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ. ୟେଦୁରପ୍ପା ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଛନ୍ତି। ଅସନ୍ତୁଷ୍ଟଙ୍କୁ ମନାଇବା ପାଇଁ ସେ ୩ ଜଣଙ୍କୁ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତ କରିଛନ୍ତି। ସେମାନେ ହେଲେ ଲକ୍ଷ୍ମଣ ସାଙ୍ଗାପ୍ପା ସାଭାଡି, ଗୋବିନ୍ଦ ମକଥାପ୍ପା କାରାଜୋଲ ଏବଂ...

ବଂଶୀ ସ୍ବର ଶୁଣି ଅଧିକ କ୍ଷୀର ଦିଏ ଗାଈ: ଭାଜପା ବିଧାୟକ

ଗୁଆହାଟୀ, ୨୮।୮: ବଂଶୀ ସ୍ବର ଶୁଣିଲେ ଗାଈ ଅଧିକ କ୍ଷୀର ଦେବ। ଏ କଥା ମୁଁ ନୁହେଁ, ଗୁଜରାଟର ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଗବେଷଣା କରି ପ୍ରମାଣିତ କରିଛନ୍ତି ବୋଲି ଭାଜପା ବିଧାୟକ ଦିଲୀପ କୁମାର ମତ ଦେଇଛନ୍ତି। ଯେମିତି...

ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ଯିବାକୁ ମିଳିଲା ଅନୁମତି: କଶ୍ମୀର ଛାତ୍ର ନିଜ ପରିବାରଙ୍କୁ ଭେଟିପାରିବେ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୮।୮: ସିପିଆଇଏମ୍‌ ନେତା ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ଯିବାକୁ ସୁପ୍ରିମ୍‌କୋର୍ଟ ବୁଧବାର ଅନୁମତି ଦେଇଛନ୍ତି। ୟେଚୁରୀ ବିଧାୟକ ଏମ୍‌.ଓ୍ବାଇ. ତରିଗାମିଙ୍କୁ ଭେଟିବା ଲାଗି ସର୍ବୋଚ୍ଚ ଅଦାଲତଙ୍କ ଅନୁମତି ଲୋଡିଥିଲେ। ସେହିପରି କଶ୍ମୀର ଅନନ୍ତନାଗର ଛାତ୍ର ତାଙ୍କ ପରିବାରଙ୍କୁ ଭେଟିବା ପାଇଁ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ: କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ; ଅକ୍ଟୋବରରେ ସମ୍ବିଧାନ ପୀଠରେ ହେବ ଶୁଣାଣି

ନୂଆଦିଲ୍ଲୀ,୨୮।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ସୁପ୍ରିମ୍‌କୋର୍ଟରେ ୧୪ଟି ଆବେଦନ ଦାଖଲ କରାଯାଇଥିଲା। ତେବେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବା ବନ୍ଦ ନେଇ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ୭ ଦିନ ମଧ୍ୟରେ ଏନେଇ...

ଫେସ୍‌ବୁକ୍‌ ବୟଫ୍ରେଣ୍ଡ୍‌ଙ୍କ ଭେଟିବା ପାଇଁ ୧୪୦୦ କିମି ଯାତ୍ରା କରି ବେଙ୍ଗାଲୁରୁରୁ ଭୋପାଳରେ ପହଞ୍ଚିଲେ ୧୦ମ ଶ୍ରେଣୀ ଛାତ୍ରୀ

ଭୋପାଳ,୨୮।୮: ଫେସ୍‌ବୁକ୍‌ ପ୍ରେମ ପ୍ରେମରେ ଲୋକମାନେ ଅନ୍ଧ ହୋଇ ଯାଆନ୍ତି, ଏ ବିଷୟରେ ଆପଣମାନେ ଶୁଣିଥିଲେ। କିନ୍ତୁ ପ୍ରେମରେ ଅନ୍ଧ ହୋଇ ଜଣେ ୧୦ମ ଶ୍ରେଣୀର ଛାତ୍ରୀ ୧୪୦୦ କିମି ଯାତ୍ରା କରି ବେଙ୍ଗାଲୁରୁରୁ ଭୋପାଳରେ ପହଞ୍ଚିବା ନିହାତି ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri