ଜାତୀୟ

ପାକିସ୍ତାନ ଇସାରାରେ ଜମ୍ମୁ-କଶ୍ମୀରରେ ଚାଲିଛି ଆତଙ୍କବାଦୀ କାର୍ଯ୍ୟ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୮: ପାକିସ୍ତାନ ଇସାରାରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟ ବୃଦ୍ଧି ହେଉଛି ବୋଲି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଟୁଇଟ୍‌ କରି ଜଣାଇଛନ୍ତି। ପୂର୍ବରୁ ରାହୁଲ ଅଭିଯୋଗ କରିଥିଲେ ଯେ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ହିଂସାକାଣ୍ଡ ଘଟିଚାଲିଛି। ଏହାକୁ...

ଚନ୍ଦ୍ରୟାନ-୨ ଚନ୍ଦ୍ରର ତୃତୀୟ କକ୍ଷପଥରେ ପ୍ରବେଶ କଲା: ୧୧ ଦିନ ପରେ କରିବ ଅବତରଣ

ଶ୍ରୀହରିକୋଟା,୨୮।୮: ଚନ୍ଦ୍ରୟାନ-୨ ବୁଧବାର ପୂର୍ବାହ୍ନ ୯ଟା ୪ରେ ଚନ୍ଦ୍ରର ତୃତୀୟ କକ୍ଷପଥରେ ପ୍ରବେଶ କରିଛି। ଇସ୍ରୋ ବୈଜ୍ଞାନିକ ଚନ୍ଦ୍ରୟାନ-୨କୁ ତୃତୀୟ କକ୍ଷପଥରେ ପ୍ରବେଶ କରାଇଛନ୍ତି। ୧୧ ଦିନ ପରେ ସେପ୍ଟେମ୍ବର ୭ରେ ଏହା ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ। ଅଗଷ୍ଟ...

ବାରାଣସୀରେ ଆତଙ୍କବାଦୀ ଆକ୍ରମଣ ପାଇଁ ଲଶ୍କରର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୮।୮: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ପକ୍ଷରୁ ବାରାଣସୀରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ରିପୋର୍ଟ ଅନୁସାରେ ଲଶ୍କର ସଦସ୍ୟ ଉମର ମଦନି ବାରାଣସୀର ଏକ ଯାତ୍ରୀ...

୨୦୨୨ରେ ଭାରତର ମାନବ ମିଶନ ‘ଗଙ୍ଗାୟାନ’: ୪ ମହାକାଶଚାରୀଙ୍କୁ ତାଲିମ ଦେବ ରୁଷିଆ

ନୂଆଦିଲ୍ଲୀ,୨୮।୮: ଭାରତ ପକ୍ଷରୁ ୨୦୨୨ରେ ଆରମ୍ଭ ହେବ ମାନବ ମିଶନ ‘ଗଙ୍ଗାୟାନ୍‌’। ଏହି ମିଶନ ପାଇଁ ୪ ମହାକାଶଚାରୀଙ୍କୁ ରୁଷିଆ ତାଲିମ୍‌ ଦେବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷିଆ ଗସ୍ତ ସମୟରେ ବୁଝାମଣା ହେବାର ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ...

ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ: ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ିଗଲା

କାନପୁର, ୨୮।୮: ଉତ୍ତରପ୍ରଦେଶ କାନପୁର ସେଣ୍ଟ୍ରାଲ ରେଳ ଷ୍ଟେଶନ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କାନପୁର-ଲକ୍ଷ୍ନୌ ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ ହୋଇଛି। ଏହାଯୋଗୁ ପ୍ଲାଟର୍ଫମ ୩ରେ ଆସୁଥିବା ଟ୍ରେନ୍‌ଟି ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ି...

ନାବାଳିକାଙ୍କୁ ଗଣବଳାତ୍କାର ପରେ: ଲଣ୍ଡାକରି ଗାଁରେ ବୁଲାଇଲେ

ଗୟା, ୨୮ା୮(ପି.ଟି.): ବିହାରର ଗୟା ଜିଲାରେ ଜଣେ ନାବାଳିକାଙ୍କୁ କେତେକ ଯୁବକ ଗାଡ଼ିରେ ଜୋରଜବରଦସ୍ତ ଉଠାଇନେଇ ଗଣବଳାତ୍କାର କରିବା ପରେ ପଞ୍ଚାୟତର ନିର୍ଦ୍ଦେଶ କ୍ରମେ ଉକ୍ତ ପୀଡ଼ିତାଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି।...

ନାସା ଯିବେ ୩ ଭାରତୀୟ ଛାତ୍ରୀଛାତ୍ର

ଚେନ୍ନାଇ ୩ ଜଣ ଭାରତୀୟ ଛାତ୍ରୀଛାତ୍ର ଆମେରିକାର ମହାକାଶ ଗବେଷଣା କେନ୍ଦ୍ର (ନାସା) ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେମାନେ ହେଲେ ତାମିଲନାଡୁର ମଦୁରାଇସ୍ଥିତ ମହାତ୍ମା ମଣ୍ଟେସରି ମାଟ୍ରିକ ହାୟର ସେକେଣ୍ଡାରି ସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ଜେ. ଧନ୍ୟା...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ଆମ ନିଦ ଫେରାଇଦିଅ

ଶ୍ରୀନଗର, ୨୮ା୮(ପି.ଟି.) :ପ୍ରବେଶପଥକୁ ତିନୋଟି କାଠଗଣ୍ଡି, କେତେ ଖଣ୍ଡ ଟିଣ ଓ ଭଙ୍ଗାଇଟା ସହ ଏଭଳି ଅନେକ ପ୍ରତିବନ୍ଧକରେ ଅବରୋଧ କରାଯାଇଛି, ଯାହାକି ପୋଲିସ ଗାଡ଼ିଗୁଡ଼ିକୁ ଅଟକାଇଦେବ। ଉପତ୍ୟକାରେ କଡ଼ା ସାମରିକ କର୍ଫ୍ୟୁ ଓ ଯୋଗାଯୋଗର ମାଧ୍ୟମ ଉପରେ କଟକଣା...

ଏଲ୍‌ଓସିରେ ପାକ୍‌ର ସୈନ୍ୟ ଠୁଳ

ନୂଆଦିଲ୍ଲୀ, ୨୮ା୮(ପି.ଟି.): ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନର ଶତାଧିକ ଏସ୍‌ଏସ୍‌ଜି କମାଣ୍ଡୋଙ୍କୁ ମୁତୟନ କରାଯାଇଛି। ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନକୁ ପ୍ରତିହତ କରିବା ଲାଗି ପାକିସ୍ତାନ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି। ଭାରତୀୟ ସେନା ଏଥିପ୍ରତି ସତର୍କ ରହିଥିବାବେଳେ ପରିସ୍ଥିତି ଉପରେ ତୀକ୍ଷ୍ଣ...

ମାନ୍ଦାବସ୍ଥା ମାଡ଼:ମାରୁତି ସୁଜୁକିର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ

ନୂଆଦିଲ୍ଲୀ,୨୮-୮:ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା ଉତ୍କଟ ହେବାରେ ଲାଗିଛି। ଦୈନିକ ବିକ୍ରି ହ୍ରାସ ପାଇବା କାରଣରୁ ମାରୁତି ସୁଜୁକି ଏହାର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିବାକୁ ବାଧ୍ୟ ହୋଇଛି। କମ୍ପାନୀ ଅଧ୍ୟକ୍ଷ ଆର୍‌.ସି.ଭାର୍ଗବ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। କମ୍ପାନୀର...

ଆର୍ଥିକ ସଙ୍କଟ: ଶ୍ୱେତପତ୍ର ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,୨୮ା୮(ପି.ଟି./ଆଇଏଏନ୍‌ଏସ୍‌):ବିମଲ ଜଲାନ କମିଟିର ସୂୁପାରିସକ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଲାଭାଂଶ ଓ ବଳକା ପୁଞ୍ଜି ବାବଦରେ କେନ୍ଦ୍ର ସରକାରଙ୍କୁ ୧.୭୬ ଲକ୍ଷ କୋଟି ଟଙ୍କା ଦେବା ନେଇ ବିବାଦ ଉଠିଛି। ଗୁଳିମାଡ଼ର କ୍ଷତରେ ଚୋରି କରାଯାଇଥିବା ବ୍ୟାଣ୍ଡ-ଏଡ୍‌ ଲଗାଇ...

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ ଶରୀରରେ ପାଣିର ଅଭାବକୁ ମଧ୍ୟ ଦୂର କରିଥାଏ। କିନ୍ତୁ ଆପଣ ଜାଣିଛନ୍ତି କି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri