ଜାତୀୟ

ଏନ୍‌ଏଚ୍‌ଆର୍‌ସି ଟିମ୍‌ର ତନାଘନା: ଏସ୍‌ଆଇଟି ତଦନ୍ତ ଲାଗି ପିଆଇଏଲ୍‌

ହାଇଦ୍ରାବାଦ, ୮ା୧୨(ପି.ଟି.): ହାଇଦ୍ରାବାଦର ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା କରିବା ଅଭିଯୋଗରେ ଗିରଫ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରି ହତ୍ୟା କରିବା ପରେ ଶନିବାର ଏନେଇ ଜାତୀୟ ମାନବାଧିକାର ଆୟୋଗ(ଏନ୍‌ଏଚ୍‌ଆର୍‌ସି) କର୍ମକର୍ତ୍ତା ଘଟଣାସ୍ଥଳ(ଚତ୍ତନପଲ୍ଲୀ ଗ୍ରାମ)କୁ ଯାଇ…

ଝାଡ଼ଖଣ୍ଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ : ଭୋଟବେଳେ ହିଂସା ; ପୋଲିସ ଗୁଳିରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା ସହ ୨ ଜଣ ଆହତ ହୋଇଛନ୍ତି। ସିସାଇ ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬…

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା ବ୍ୟୟବହୁଳ ହୋଇଯାଇଛି ଏବଂ ବିଭିନ୍ନ କାରଣରୁ ଏହା ସାଧାରଣ ଲୋକଙ୍କ ପାଖରେ ପହଞ୍ଚତ୍ପାରୁନାହିଁ। ସାଧାରଣ…

ଉନ୍ନାଓ ପୀଡ଼ିତା ପରିବାରର ଦାବି: ଅଭିଯୁକ୍ତଙ୍କୁ ମିଳୁ ହାଇଦ୍ରାବାଦ ଭଳି ଦଣ୍ଡ

ନୂଆଦିଲ୍ଲୀ,୮ା୧୨(ପି.ଟି.): ଅର୍ଦ୍ଧଦଗ୍ଧ ଉନ୍ନାଓ ପୀଡିତା ଶୁକ୍ରବାର ରାତିରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଆଖି ବୁଜିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ ଭଳି ଏନ୍‌କାଉଣ୍ଟର କରାଯିବାକୁ କିମ୍ବା ଫାଶୀ ଦେବାକୁ ପୀଡିତାଙ୍କ ପରିବାର ସଦସ୍ୟମାନେ ଦାବି କରିଛନ୍ତି।…

ଝାଡ଼ଖଣ୍ଡ ଭୋଟବେଳେ ହିଂସା: ଗୁଳିମାଡ଼ରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୭ା୧୨(ପି.ଟି.): ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସାକାଣ୍ଡ ଘଟିଛି। ସିସାଇ ବିଧାନସଭା ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬ ନଂ. ବୁଥରେ କୌଣସି କାରଣକୁ ନେଇ ଦୁଇ ରାଜନୈତିକ ଦଳ ମଧ୍ୟରେ ବିବାଦ ଦେଖାଦେବାରୁ ପୋଲିସ ଏଥିରେ ହସ୍ତକ୍ଷେପ…

ଉତ୍ତରପ୍ରଦେଶରେ ପୁଣି ଲଜ୍ଜା: ନାବାଳିକାକୁ ଗଣବଳାତ୍କାର, ୪ ଗିରଫ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ଦେଶର ବିଭିନ୍ନ ସ୍ଥାନରେ ଗୋଟାକ ପରେ ଗୋଟେ ଗଣବଳାତ୍କାର ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଉନ୍ନାଓ କାଣ୍ଡ ପରେ ପୀଡ଼ିତା ଆଖିବୁଜିବା, ହାଇଦ୍ରାବାଦରେ ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ୪ ଅଭିଯୁକ୍ତଙ୍କୁ ପୋଲିସ ଏନ୍‌କାଉଣ୍ଟର…

ଉନ୍ନାଓ ପୀଡିତାଙ୍କ ମୃତ୍ୟୁକୁ ନେଇ ରାଜନୀତି ସରଗରମ: ଭାଜପା କାର୍ଯ୍ୟାଳୟ ଘେରିଲେ କଂଗ୍ରେସକର୍ମୀ

ଲକ୍ଷ୍ନୌ,୭।୧୨: ଉନ୍ନାଓ ବଳାତ୍କାର ପୀଡିତାଙ୍କ ମୃତ୍ୟୁ ପରେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନେକ ରାଜନୈତିକ ଦଳ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଥିବା ବେଳେ ତୁରନ୍ତ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ୫ଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ଶନିବାର ଦ୍ୱିତୀୟ ପର୍ଯ୍ୟାୟ…

ପିଆଜର ଦରବୃଦ୍ଧିକୁ ନେଇ ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଟ୍ବିଙ୍କିଲ

ମୁମ୍ବାଇ,୭।୧୨: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ଯଦିଓ ଏବେ ବଡ ପରଦାଠାରୁ ବହୁ ଦୂରରେ ରହିଛନ୍ତି ହେଲେ ସେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଏମିତିକି ସୋସିଆଲ ଇସ୍ୟୁକୁ ନେଇ ସେ ଅନେକ ସମୟରେ ବ୍ଲଗ ମଧ୍ୟ ଲେଖି ଥାଆନ୍ତି। ଏବେ…

ଭାରତ ବଳାତ୍କାରୀଙ୍କ କ୍ୟାପିଟାଲ: ରାହୁଲ

ଓ୍ବାୟନାଡ,୭।୧୨: କେରଳର କଂଗ୍ରେସ ଏମ୍‌ପି ନିଜ ନିର୍ବାଚନ ମଣ୍ଡଳୀ ଓ୍ବାୟନାଡ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଦେଶରେ ଏବେ ବଢି ଚାଲିଥିବା ହିଂସା ଓ ବଳାତ୍କାର ପାଇଁ ସରକାର ଦାୟୀ। ଏଠାରେ ଜନତା ଆଇନକୁ…

ରାଜକ୍ଷମା ଆବେଦନକୁ ଫେରାଇ ନେବାକୁ ଚାହୁଁଛନ୍ତି ନିର୍ଭୟା ମାମଲାର ଅଭିଯୁକ୍ତ

ନୂଆଦିଲ୍ଲୀ,୭।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଅଭିଯୁକ୍ତ ବିନୟ ଶର୍ମା ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା କ୍ଷମା ଆବେଦନକୁ ଖୁବଶୀଘ୍ର ଫେରାଇ ନେବା ଲାଗି ଆବେଦନ କରିଛନ୍ତି। ସେ କହିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ରାଜକ୍ଷମା ଆବେଦନ ପାଇଁ…

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର  ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଯୋଧପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri