ଅଡ୍-ଇଭିନ୍ ନମ୍ବର ନିୟମ ନ ମାନିବାରୁ କଟିଲା ଭାଜପା ନେତାଙ୍କ ଚାଲାଣ
ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରାକୁ କମ୍ କରିବାକୁ ଯାଇ ସରକାରଙ୍କ ତରଫରୁ ଅଡ-ଇଭିନ ନମ୍ବରର ଗାଡି ଗଡିବା ଆରମ୍ଭ କରିଛି। ସୋମବାର ଇଭିନ୍ ନମ୍ବରର ଗାଡି ଚାଲୁଥିବା ବେଳେ ଭାଜପା ନେତା ବିଜୟ ଗୋୟଲ କିନ୍ତୁ ତାଙ୍କ ଅଡ୍ ନମ୍ବର…
୫୦ ଅଣ୍ଡା ଖାଇବାକୁ ଲାଗିଥିଲା ସର୍ତ୍ତ: ୪୨ଖାଇବା ପରେ ମୃତ୍ୟୁ
ଜୋନପୁର,୪।୧୧: ବେଳେବେଳେ ଥଟ୍ଟାରେ ଲାଗିଥିବା ସର୍ତ୍ତ ମୃତ୍ୟୁର କାରଣ ହୋଇଥାଏ। ଅଣ୍ଡା ଓ ମଦରେ ସର୍ତ୍ତ ଲଗାଇ ଜଣେ ବ୍ୟକ୍ତି ମୃତ୍ୟୁମୁଖକୁ ଠେଲି ହୋଇଯାଇଥିବା ଜଣାପଡ଼ିଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଜୋନପୁରରେ। ସୂଚନାଯୋଗ୍ୟ, ଶାହଗଞ୍ଜ କୋତଓ୍ବାଲି ଅଞ୍ଚଳର…
ଦିଲ୍ଲୀ ପହଞ୍ଚିଲା ମହାରାଷ୍ଟ୍ର ରାଜନୀତି ଡ୍ରାମା: ଶାହଙ୍କୁ ଭେଟିଲେ ଫଡ଼ନବିଶ
ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି। ଭାଜପା ଏବଂ ଶିବସେନା ନିଜ ନିଜ ଜିଦ୍ରେ ଅଡ଼ି ବସିଛନ୍ତି। ରାଜ୍ୟର ହାଇଭୋଲଟେଜ୍ ରାଜନୀତି…
ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ଼
ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଗ୍ରେନେଡ୍ ମାଡ଼ କରିଛନ୍ତି। ଶ୍ରୀନଗରର ହରି ସିଂ ରୋଡ୍ଠାରେ ଆତଙ୍କବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଗ୍ରେନେଡ୍ ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଗୁରୁତର ଭାବେ ଆହତ ହୋଇଥିବା କୁହାଯାଉଛି। ଆହତମାନଙ୍କୁ…
ପାଖରେ ଥିଲା ମାତ୍ର ୩ ଟଙ୍କା, ୪୦ ହଜାର ଟଙ୍କା ଥିବା ବ୍ୟାଗ୍ ପାଇ କ’ଣ କଲେ ଏହି ବ୍ୟକ୍ତି ଜାଣନ୍ତୁ
ପୁଣେ,୪।୧୧: ଆଜି ବି ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନେ ନିଜ ସଚ୍ଚୋଟପଣିଆ ଦ୍ୱାରା ସମସ୍ତଙ୍କ ହୃଦୟ ଜିଣିଛନ୍ତି। ସେମିତି ଏକ ସଚ୍ଚୋଟ ହୃହୟର ବ୍ୟକ୍ତି ହେଉଛନ୍ତି ମହାରାଷ୍ଟ୍ରର ୫୪ ବର୍ଷୀୟ ଧାନଜୀ ଜଗଦାଲେ। ତାଙ୍କ ପକେଟରେ ମାତ୍ର ୩…
ମାସ୍କ ପିନ୍ଧି ଫଟୋ ଶେୟାର କଲେ ପ୍ରିୟଙ୍କା: ୟୁଜର୍ସ କହିଲେ ଶାଶୁ ଘରକୁ ପଳାଅ
ନୂଆଦିଲ୍ଲୀ,୪।୧୧: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଦିଲ୍ଲୀରେ ନେଟଫ୍ଲିକ୍ସ ପ୍ରୋଜେକ୍ଟର ‘ଦ ହ୍ବାଇଟ୍ ଟାଇଗର’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏବେ ସେଠାରେ ପ୍ରଦୂଷଣର ମାତ୍ରାକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି ଏହି ନାୟିକା। ଏହାକୁ ନେଇ ସେ ସୋସିଆଲ…
କଡ଼କଡ଼ଡ଼ୋମା କୋର୍ଟରେ ପୋଲିସଙ୍କୁ ପିଟିଲେ ଆଇନଜୀବୀ
ନୂଆଦିଲ୍ଲୀ,୪।୧୧: ତିସ୍ ହଜାରୀ କୋର୍ଟରେ ପୋଲିସ ଏବଂ ଆଇଜୀବୀଙ୍କ ମଧ୍ୟରେ ଉତ୍ତେଜନା ଯୋଗୁ ସୋମବାର ଆଇନଜୀବୀମାନେ ହରତାଳ କରିଛନ୍ତି। ସ୍ଥାନୀୟ କଡ଼କଡ଼ଡ଼ୋମା କୋର୍ଟରେ କେତେକ ଆଇନଜୀବୀ ଜଣେ ପୋଲିସଙ୍କୁ ପିଟିଥିବା ଅଭିଯୋଗ ହୋଇଛି। ଖବର ପାଇ ଉଚ୍ଚ ପୋଲିସ ଅଧିକାରୀ ଘଟଣାସ୍ଥଳରେ…
ଅଡ୍ ନମ୍ବର ଗାଡ଼ି ଥିବାରୁ ସାଇକେଲରେ କାର୍ଯ୍ୟାଳୟ ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୪।୧୧: ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦେଖି ସୋମବାରଠାରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ସେଠାରେ ଅଡ୍-ଇଭିନ୍ ନମ୍ବର ଗାଡି ଚଳାଇବା ନିୟମକୁ ଲାଗୁ କରିଛନ୍ତି। ଏହି କ୍ରମରେ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କର ଅଡ୍ ନମ୍ବରର ଗାଡିଥିବାରୁ ନିୟମ ଅନୁଯାୟୀ ସୋମବାର…
ଅଯୋଧ୍ୟାରେ ସୋସିଆଲ୍ ମିଡ଼ିଆ ଉପରେ କଟକଣା: ଡିସେମ୍ବର ୨୮ ପର୍ଯ୍ୟନ୍ତ ବଳବତ୍ତର
ନୂଆଦିଲ୍ଲୀ,୪।୧୧: ସୁରକ୍ଷା ଦୃଷ୍ଟିରୁ ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୨୮ ପର୍ଯ୍ୟନ୍ତ ସୋସିଆଲ୍ ମିଡ଼ିଆ ଉପରେ କଟକଣା ଜାରି କରାଯାଇଛି। କୌଣସି ପ୍ରକାର ବିଭ୍ରାନ୍ତିକର, ଆପତ୍ତିଜନକ ଏବଂ ଉତ୍ତେଜନା ସୃଷ୍ଟିକାରୀ ମନ୍ତବ୍ୟ ସୋସିଆଲ୍ ମିଡ଼ିଆରେ ଆସନ୍ତା ୨ ମାସ ପର୍ଯ୍ୟନ୍ତ ନ ଦେବାକୁ…
ଚେତୁ ନାହାଁନ୍ତି ଜନତା ଚିନ୍ତାରେ ସରକାର
ଲୁଧିଆନା,୪।୧୧: ଉତ୍ତର ଭାରତ ଅର୍ଥାତ୍ ରାଜଧାନୀ ଦିଲ୍ଲୀରେ ଏବେ ବାୟୁ ପ୍ରଦୂଷଣର ମାତ୍ରା ଏତେ ଅଧିକ ହୋଇଛି ଯେ ଲୋକେ ଘରୁ ବାହାରିବା କଷ୍ଟକର ହୋଇ ପଡିଛି। କାରଣ ଏଠି ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ…
କାମ କରୁ ନ ଥିବା ଅଧିକାରୀଙ୍କୁ ଛୁଟି ଦେବେ ଗେହେଲଟ
ଜୟପୁର,୪।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବେ ଭଷ୍ଟ୍ରାଚାରୀ ଓ କାମ ନ କରୁଥିବା ଅଧିକାରୀମାନଙ୍କୁ ଚାକିରିରୁ ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ କ୍ଷେତ୍ରରେ ଲାଗୁ କରାଯିବ ବୋଲି ଜଣାପଡିଛି। ଗେହଲଟ ସରକାର ୩…
ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼ରୁ ସୁରକ୍ଷା: ନିୟନ୍ତ୍ରଣ ରେଖାଠାରେ ନିର୍ମିତ ହେଉଛି ୩ ହଜାରରୁ ଅଧିକ ବଙ୍କର
ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରଠାରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ସ୍ଥାନୀୟ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ବଙ୍କର ନିର୍ମାଣ ଜାରି ରହିଛି। ରାଜୌରୀ ଜିଲାରେ ଭାରତ ସରକାରଙ୍କ ପକ୍ଷରୁ ୩ ହଜାର ଶହେ ୩୧ ବଙ୍କର ନିର୍ମାଣ କରାଯିବା ଲାଗି ଯୋଜନା କରାଯାଇଛି। ଇତିମଧ୍ୟରେ…
Archives


