ଭାଜପା ନେତାଙ୍କ ପରଲୋକକୁ ନେଇ ବିବାଦୀୟ ବୟାନ ଦେଲେ ସାଧ୍ୱୀ ପ୍ରଜ୍ଞା
ନୂଆଦିଲ୍ଲୀ,୨୬।୮: ନିଜର ବିବାଦୀୟ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଭୋପାଳର ଭାଜପା ଏମ୍ପି ସାଧ୍ୱୀ ପ୍ରଜ୍ଞା ସିଂ ଠାକୁର ଏବେ ପୁଣି ଏକ ବିବାଦୀୟ ବୟାନ ଦେଇଛନ୍ତି। ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌରଙ୍କ ଭୋପାଳଠାରେ ଆୟୋଜିତ...
ନୋଏଡା ସ୍ପାଇସ୍ ମଲ୍ରେ ଭୟାବହ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୨୬।୮: ରାଜଧାନୀ ଦିଲ୍ଲୀର ନୋଏଡା ସେକ୍ଟର ୨୫-ଏ ସ୍ଥିତ ସ୍ପାଇସ୍ ମଲ୍ରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁ ଏତେ ଭୟଙ୍କର ଥିଲା ଯେ, ଦୂର ଦୂରାନ୍ତରୁ ଏହାର ଧୂଆଁ ଦେଖାଯାଉଥିଲା। ଖବରପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି...
ଅଖିଳେଶଙ୍କ ଟାର୍ଗେଟରେ ମୋଦି ସରକାର: ଆମ ଅର୍ଥବ୍ୟବସ୍ଥାଠାରୁ ଭଲ ବାଂଲାଦେଶର
ଲକ୍ଷ୍ନୌ,୨୬।୮: ସମାଜବାଦୀ ପାର୍ଟି(ଏସ୍ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଆଇନ ବ୍ୟବସ୍ଥାକୁ ନେଇ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଉତ୍ତରପ୍ରଦେଶର ଆଇନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଏହା ଏକ ହତ୍ୟାର ରାଜ୍ୟ ହୋଇଯାଇଛି ବୋଲି ସେ କହିଛନ୍ତି। ଅନ୍ୟପଟେ ଦେଶର...
ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କଲେ ଅମିତ ଶାହ, ଆସିଲେନି ମମତା
ନୂଆଦିଲ୍ଲୀ, ୨୬।୮: ଦିଲ୍ଲୀର ବିଜ୍ଞାନ ଭବନରେ ନକ୍ସଲ ପ୍ରଭାବିତ ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ବୈଠକକୁ ୧୦ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଡକାଯାଇଥିଲା। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ, ଓଡ଼ିଶାରୁ ନବୀନ ପଟ୍ଟନାୟକ,...
ପୁଣି ବଢିଲା ସୁନା ଦର, ସର୍ବୋଚ୍ଚସ୍ତରରେ ପହଞ୍ଚିଲା ରୁପା
ମୁମ୍ବାଇ,୨୬।୮: ଆମେରିକା ଓ ଚୀନ ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧର ପ୍ରଭାବ ଯୋଗୁ ସୁନା ଓ ରୁପା ଦର କ୍ରମାଗତ ବୃଦ୍ଧି ପାଇଛି। ସୋମବାର ସୁନା ଦର ୧.୪୫ ପ୍ରତିଶତ ବୃଦ୍ଧିପାଇ ୧୦ ଗ୍ରାମ ପ୍ରତି ୩୯,୩୦୦ ଟଙ୍କାରେ...
ଆୟର ଗୋଟିଏ ଭାଗ ଅଜଣା ମୃତଦେହ ସଂସ୍କାରରେ ଖର୍ଚ୍ଚ କରନ୍ତି ଆୟୁବ
ମହୀଶୂର,୨୬।୮: କର୍ନାଟକର ମହୀଶୂରରେ ରୁହନ୍ତି ଆୟୁବ ଅହମ୍ମଦ। ନିଶା ତାଙ୍କର ଅଜଣା ମୃତଦେହକୁ ସଂସ୍କାର କରିବା। ଆଉ ଫୁଟ୍ପାଥରେ ରହୁଥିବା ଲୋକଙ୍କୁ ସାହାଯ୍ୟ କରିବା। ମାତ୍ର ଦ୍ୱିତୀୟ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢିଥିବା ଆୟୁବଙ୍କ ଏହି କାମ ପାଇଁ ଏବେ...
ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ, ଆସିଲା ନୂଆ ନିୟମ
ନୂଆଦିଲ୍ଲୀ, ୨୬।୮: ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ ହୋଇଯାନ୍ତୁ। ଏଣିକି ଧରାପଡିଲେ ମୋଟା ଅଙ୍କରେ ଜରିମାନା ଦେବା ପଡିବ। ଏନେଇ ରେଳ ବିଭାଗ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍ ଗଠନ କରାଯାଇଛି। ବିନା ଟିକେଟରେ ଯାତ୍ରା କରୁଥିଲେ ଯାତ୍ରୀଙ୍କଠାରୁ...
ଆମ୍ବେଦକରଙ୍କ ମୂର୍ତ୍ତି ଭଙ୍ଗାକୁ ନେଇ କୋଏମ୍ବାଟୁର ବସ୍ଷ୍ଟାଣ୍ଡରେ ପଥରମାଡ଼
କୋଏମ୍ବାଟୁର,୨୬।୮: ତାମିଲନାଡୁରେ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ମୂର୍ତ୍ତି ଭାଙ୍ଗିବା ପରେ ଉତ୍ତେଜନା ଥମିବାର ନାଁ ନେଉନି। ଏନେଇ ସୋମବାର କୋଏମ୍ବାଟୁରର ବସ୍ଷ୍ଟାଣ୍ଡରେ ଏକ ତାମିଲ ସମ୍ପ୍ରଦାୟ ପକ୍ଷରୁ ପଥରମାଡ଼ କରାଯାଇଛି। ଏହି ଘଟଣାରେ ଦୁଇଟି ବସ୍ର କାଚ ଭାଙ୍ଗିଯାଇଛି।...
ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଲଦାଖ ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୨୬।୮: ଆସନ୍ତା ୨୯ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଦାଖ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କର ଏହା ପ୍ରଥମ ଉଚ୍ଚ ସ୍ତରୀୟ ଗସ୍ତ ହେବ ବୋଲି କୁହାଯାଉଛି। ଏହି...
ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣା: ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶ ମିର୍ଜାପୁର ଜିଲାର ଏକ ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ମିର୍ଜାପୁର ଏସ୍ପି ଅବଧେଶ ପାଣ୍ଡେ ସର୍କଲ ଅଫିସରଙ୍କୁ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ପରେ ଅଭିଯୁକ୍ତଙ୍କ...
ଅଗଷ୍ଟ ୨୯ରେ ଫିଟ୍ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କରିବେ ମୋଦି
ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଫିଟ୍ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ ଆସନ୍ତା ୨୯ ତାରିଖରେ କାରାଯିବ। ଏହାର ଉଦ୍ଦେଶ୍ୟ ହେଉଛି ସମସ୍ତ ନାଗରିକଙ୍କୁ ସୁସ୍ଥ ରଖିବା ଓ ଖେଳକୁ ବିକଶିତ କରିବା। ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦୂରଦର୍ଶନ...
ଶାଶୁ, ଶ୍ୱଶୁରଙ୍କ ଯତ୍ନ ନେଲେ ମିଳିବ ଉପହାର
ଚଣ୍ଡିଗଡ,୨୬।୮: ସମାଜରେ ଶାଶୁ-ବୋହୂ କଳି ବହୁ ପୁରୁଣା। କେତେବେଳେ ବୋହୂ ଶାଶୁଙ୍କୁ ପିଟିଲାଣି ତ ଆଉ କେତେବେଳେ ଶାଶୁ ବୋହୂକୁ ନିର୍ଯାତନା ଖବର ଚର୍ଚ୍ଚାକୁ ଆସେ। ଏସବୁ ସମସ୍ୟାରୁ ମୁକ୍ତି ପାଇଁ ହରିୟାଣାର ଏକ ଗ୍ରାମରେ ନୂଆ ଅଭିଯାନ ଆରମ୍ଭ...
Archives


