ଜାତୀୟ

ଦଳିତ ସମ୍ପ୍ରଦାୟର ବରଙ୍କ ଘୋଡା ଚଢାକୁ ବିରୋଧ: ପୋଲିସ ସହାୟତାରେ ବାହାରିଲା ବରଯାତ୍ରୀ

ବନାସକାଂଠା,୧୭।୨: ଦୀର୍ଘ ୭୩ ବର୍ଷ ହେବ ଦେଶ ସ୍ବାଧିନ ହୋଇଥିବା ବେଳେ ଏପର୍ଯ୍ୟନ୍ତ ଅନେକଙ୍କ ମନରୁ ଉଚ୍ଚନିଚ ମନୋଭାବ ଦୂର ହୋଇନାହିଁ। ଗୁଜରାଟର ବନାସକାଂଠା ଜିଲାରେ ଜଣେ ଦଳିତ ସମ୍ପ୍ରଦାୟର ବର ଘୋଡା ଚଢି ବିବାହ ପାଇଁ ଯିବାକୁ ବାହାରିବାରୁ ଏହାକୁ…

ମହିଳା ଅଧିକାରୀଙ୍କୁ ସେନାରେ ମିଳିବ ସ୍ଥାୟୀ କମିଶନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୭।୨: ଏବେ ମହିଳା ଅଧିକାରୀଙ୍କୁ ସେନାରେ ସ୍ଥାୟୀ କମିଶନ ମିଳିବ। ଏନେଇ ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ୨୦୧୦ରେ ଦିଆଯାଇଥିବା ରାୟକୁ ସର୍ବୋଚ୍ଚ ନ୍ୟାୟାଳୟ ସମର୍ଥନ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କୁ ଭର୍ସନା କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ…

ମୋଦିଙ୍କ ବିରୋଧରେ ରାଜ୍ୟ ସଭାରେ ବିଶେଷ ଅଧିକାର ଉଲ୍ଲଂଘନ ପ୍ରସ୍ତାବ

ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ସିପିଆଇ ଏମ୍‌ପି ରାଜ୍ୟ ସଭାରେ ବିଶେଷ ଅଧିକାର ଉଲ୍ଲଂଘନ ପ୍ରସ୍ତାବ ଆଣିଛନ୍ତି। ମୋଦି ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ନେଇ ଦେଇଥିବା ମନ୍ତବ୍ୟକୁ ସିପିଆଇ ଏମ୍‌ପି ବିନୋୟ ବିଶ୍ୱମ ବିରୋଧ କରିଛନ୍ତି। ନିଜ ରାଜନୈତିକ…

ଟ୍ରମ୍ପଙ୍କ ଗସ୍ତ ସମୟରେ ରାସ୍ତାରେ ଦେଖାଯିବେନି ବୁଲା କୁକୁର, ସିଲ୍‌ ହେବ ପାନ ଦୋକାନ

ଅହମଦାବାଦ,୧୭।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ୨୪-୨୫ ତାରିଖରେ ଭାରତ ଗସ୍ତ କରୁଛନ୍ତି। ଏହି ସମୟରେ ସେ ନୂଆଦିଲ୍ଲୀ ସହ ଗୁଜରାଟର ଅହମଦାବାଦ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପ ଗସ୍ତ କରୁଥିବା ରାସ୍ତାରେ…

କାଶୀ-ମହାକାଳ ଏକ୍ସପ୍ରେସ ଟ୍ରେନ୍‌ରେ ମନ୍ଦିରକୁ ନେଇ ଆରମ୍ଭ ହେଲା ରାଜନୀତି

ବାରାଣସୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ବାରାଣସୀରୁ କାଶୀ-ମହାକାଳ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ହେବା ପରେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ଟ୍ରେନ୍‌ରେ ଗୋଟିଏ ସିଟ୍‌ ସଂରକ୍ଷିତ ହୋଇ ରହିଥିବାରୁ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି।…

ଦିଲ୍ଲୀ ଏନ୍‌କାଉଣ୍ଟର: ୨ ଓ୍ବାଣ୍ଟେଡ ଅପରାଧୀ ମୃତ

ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀର ପୁଲ ପ୍ରହଲ୍ଲାଦପୁର ଅଞ୍ଚଳରେ ସୋମବାର ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଓ୍ବାଣ୍ଟେଡ ଅପରାଧୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସକାଳ ପ୍ରାୟ ୫ଟାରେ ଏହି ଏନ୍‌କାଉଣ୍ଟର ହୋଇଥିବା ସୂଚନା ମିଳିଛି। ମୃତ ୨…

ନିର୍ମାଣାଧୀନ ପୋଲ ଭୁଶୁଡ଼ି ୨ ମୃତ

ମାଲ୍‌ଦା,୧୭ା୨: ପଶ୍ଚିମବଙ୍ଗର ମାଲ୍‌ଦାରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ୨ ଜଣ ପ୍ରାଣ ହରାଇଥିବାବେଳେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ମାଲ୍‌ଦା ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ମୃତକ ଦ୍ୱୟ ଶ୍ରମିକ ଓ ସେଠାରେ କାମ କରୁଥିବା ଅବସ୍ଥାରେ ପୋଲ…

ପୋଲରୁ ଏସ୍‌ୟୁଭି ଖସି ୭ ମୃତ

ମୁମ୍ବାଇ,୧୭ା୨: ମହାରାଷ୍ଟ୍ରର ୟବତମାଲ ଜିଲାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟି ୭ ଜୀବନ ଯାଇଛି। ସକାଳେ କଲାମ୍ବ-ଯୋଡ୍‌ମୋହା ରୋଡ୍‌ ନିକଟ ଏକ ପୋଲରୁ ଏସ୍‌ୟୁଭି ଖସିପଡ଼ିବାରୁ ଏଭଳି ଦୁର୍ଘଟଣା ଘଟିଥିଲା। ଅନ୍ୟ ୧୨ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କୁ…

ଯୁବତୀଙ୍କୁ ପୋଲିସର ଗଣବଳାତ୍କାର

ଗୋରଖପୁର,୧୭ା୨ (ପି.ଟି.): ଉତ୍ତରପ୍ରଦେଶର ଗୋରଖପୁର ରେଳଷ୍ଟେଶନ ନିକଟ ଏକ ହଷ୍ଟେଲ ଭିତରେ ୨ ପୋଲିସ ଜଣେ ଯୁବତୀ(୨୦)ଙ୍କୁ ମାଡ଼ମାରିବା ସହ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ଏନେଇ ପରିବାର ଲୋକଙ୍କୁ ଜଣାଇବା ପରେ ପୋଲିସରେ ମାମଲା ରୁଜୁ କରାଯାଇଛି।…

ଶାହିନବାଗ୍‌ ବିକ୍ଷୋଭକାରୀଙ୍କୁ ରୋକିଲା ପୋଲିସ

ନୂଆଦିଲ୍ଲୀ,୧୭ା୨ (ପି.ଟି.): ଦିଲ୍ଲୀର ଶାହିନବାଗ୍‌ରେ ସିଏଏ ବିରୋଧୀ ବିକ୍ଷୋଭ ବନ୍ଦହେବାର ନାଁ ନେଉନାହିଁ। ରବିବାର ସହସ୍ରାଧିକ ବିକ୍ଷୋଭକାରୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିବା ଲାଗି ତାଙ୍କ ବାସଭବନ ଆଡ଼କୁ ଆସୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଛି। ଅନେକ ମହିଳାଙ୍କ ସହ ଏହି…

‘୩୭୦, ସିଏଏ ନିଷ୍ପତ୍ତି ଠିକ୍‌’

ବାରାଣସୀ,୧୭ା୨ (ପି.ଟି.): ସମ୍ବିଧାନର ଧାରା ୩୭୦ ଓ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସରକାର ଗ୍ରହଣ କରିଥିବା ନିଷ୍ପତ୍ତି ସମ୍ପର୍କରେ ପୁନର୍ବିଚାର କରାଯିବାର କୌଣସି ଆବଶ୍ୟକତା ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରକାଶ କରିଛନ୍ତି। ଏନେଇ ବିଭିନ୍ନ ଆଡ଼ୁ…

କଂଗ୍ରେସ ନେତାଙ୍କୁ ୧.୦୪ କୋଟିର ନୋଟିସ

ମୋରାଦାବାଦ,୧୭ା୨ (ପି.ଟି.): ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ସାମ୍ବୋଧନ କରିଥିବା କଂଗ୍ରେସ ନେତା ଇମ୍ରାନ୍‌ ପ୍ରତାପଗଡ଼ୀଙ୍କୁ ପ୍ରଶାସନ ପକ୍ଷରୁ ୧.୦୪ କୋଟି ଟଙ୍କାର କାରଣ ଦର୍ଶାଅ ନୋଟିସ ପଠାଯାଇଛି। ଇମ୍ରାନ୍‌ ଗତ ୨୦୧୯ ଲୋକ ସଭା ନିର୍ବାଚନ ବେଳେ ମୋରାଦାବାଦରୁ କଂଗ୍ରେସ ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?