ଲୋକଗୀତ ଗାଇ ପୁଅକୁ ଶେଷ ବିଦାୟ ଦେଲେ ମା’
ରାଜନନ୍ଦଗାଁ,୩।୧୧: ମା’ ସବୁବେଳେ ମା’। କୁହାଯାଏ ସେ ସର୍ବଂସହା। ସନ୍ତାନ ପାଇଁ ମା’ ସବୁକିଛି କରିପାରେ। ଏମିତିକି ନିଜ ଜୀବନକୁ ବାଜି ବି ଲଗାଇପାରେ। ଛତିଶଗଡ଼ ରାଜନନ୍ଦଗାଁରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି…
ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ: ସଞ୍ଜୟ ରାଉତ
ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ ଥିବା ସଞ୍ଜୟ ରାଉତ କହିଛନ୍ତି। ରାଜ୍ୟରେ ଶିବସେନାର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସରକାର ଗଠନ କରାଯିବ ବୋଲି ସଞ୍ଜୟ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।…
୪୧ ବର୍ଷ ମଧ୍ୟରେ ବିଭିନ୍ନ ରାଜ୍ୟରେ ଗଠିତ ହୋଇଛି ୪୦ ମେଣ୍ଟ ସରକାର: ହାରାହାରି କାର୍ଯ୍ୟକାଳ ୨୬ ମାସ
ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ରାଜ୍ୟରେ ଗତ ୪୧ ବର୍ଷ ମଧ୍ୟରେ ୧୯୭୭ଠାରୁ ୪୦ ମେଣ୍ଟ ସରକାର ଗଠନ ହୋଇଛି। ତେବେ ଏସବୁ ସରକାରଙ୍କ ହାରାହାରି କାର୍ଯ୍ୟକାଳ ୨୬ ମାସ ରହିଥିବା ନିର୍ବାଚନ କମିଶନଙ୍କ ରେକର୍ଡରୁ ଜଣାପଡ଼ିଛି। ୧୯୭୭ଠାରୁ ୨୦୧୮ ମଧ୍ୟରେ ବିଭିନ୍ନ…
ଦୀର୍ଘ ୩୦ବର୍ଷ ହେବ ମହିଳା ବେଶରେ ରହୁଛନ୍ତି ଏହି ପୁରୁଷ
ଜୌନପୁର,୩।୧୧: ଉତ୍ତର ପ୍ରଦେଶ ଜୌନପୁରରେ ଚିନ୍ତାହରଣ ଚୌହାନ(୬୬) ନାମକ ଜାଣ ବୃଦ୍ଧ ଦୀର୍ଘ ୩୦ ବର୍ଷ ହେବ ନାରୀ ବେଶରେ ରହୁଛନ୍ତି। କଥାଟା କାହାଣୀ ଭଳି ଲାଗୁଥିଲେ ବି ସତ। ହେଲେ ସେ ଯାହା କୁହନ୍ତି ତାହା ଅନ୍ଧବିଶ୍ୱାସ ଭଳି ଲାଗୁଥିଲେ…
ଘୂର୍ଣ୍ଣିବାତ୍ୟା ‘ମାହା’ର ପ୍ରଭାବ: ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା
ନୂଆଦିଲ୍ଲୀ,୩।୧୧: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ‘ମାହା’ର ପ୍ରଭାବରେ ଭାରତର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି କେନ୍ଦ୍ରୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ରବିବାର ସୁଦ୍ଧା ଗୁଜରାଟ ଓ ସୌରାଷ୍ଟ୍ର ଉପକୂଳରେ ପ୍ରବଳ ବର୍ଷା…
ନଭେମ୍ବର ୯ରେ ସରିବ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ: ୬ ଦିନ ମଧ୍ୟରେ ସରକାର ଗଠନ ନ ହେଲେ ହେବ ରାଷ୍ଟ୍ରପତି ଶାସନ ଜାରି !
ମୁମ୍ବାଇ,୩।୧୧: ମହାରାଷ୍ଟ୍ର ରାଜନୀତିରେ ଘଡ଼ିକରେ ଘୋଡ଼ା ଛୁଟୁଛି। ସରକାର ଗଠନ ପାଇଁ ଶିବସେନା-ଭାଜପା ମଧ୍ୟରେ ଭିଡ଼ା ଓଟରା ଜାରି ରହିଛି। ତେବେ ଆଉ ୬ ଦିନ ମଧ୍ୟରେ ରାଜ୍ୟରେ ନୂଆ ସରକାର ଗଠନ ନ ହେଲେ ରାଷ୍ଟ୍ରପତି ଶାସନ ଜାରି ହେବାର…
ନିର୍ଭୟା ଗଣ ବଳାତ୍କାର ମାମଲା: ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍ ପିଟିଶନ ଦାଖଲ କରିବେ ୩ ଦୋଷୀ
ନୂଆଦିଲ୍ଲୀ,୩।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଫାଶିଦଣ୍ଡାଦେଶ କରାଯାଇଥିବା ୪ ଦୋଷୀଙ୍କ ମଧ୍ୟରୁ ୩ ଜଣ ସୋମବାର ସୁପ୍ରିମ୍କୋର୍ଟ ଯିବେ। ସେମାନଙ୍କ ମଧ୍ୟରୁ ଜଣେ ପୁନର୍ବିଚାର ଆବେଦନ ଦାଖଲ କରିବେ ଓ ୨ ଜଣ କ୍ୟୁରେଟିଭ୍ ପିଟିଶନ ଦାଖଲ କରିବେ। ଦୋଷୀଙ୍କ…
ଦେଶର ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ୟୁପିର ୬: ସବୁଠୁ ଆଗରେ ଗାଜିଆବାଦ
ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ସ୍ଥାନରେ ଏବେ ବାୟୁ ପ୍ରଦୂଷଣର ମାତ୍ରା ବେଳକୁ ବେଳ ବଢିବାରେ ଲାଗିଛି। ଦିଲ୍ଲୀ ସମେତ ଉତ୍ତର ପ୍ରଦେଶ, ହରିୟାଣାରେ ମଧ୍ୟ ପ୍ରଦୂଷଣର ମାତ୍ରା ସାଘାଂତିକ ସ୍ତରରେ ପହଞ୍ଚିଲାଣି। ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। କେନ୍ଦ୍ରୀୟ…
୧୦ ଦିନରେ ଆସିବ ୪ ଗୁରୁତ୍ୱପୂର୍ଣ୍ଣ ରାୟ: ନଭେମ୍ବର ୧୭ରେ ରଞ୍ଜନ ଗୋଗୋଇ ନେବେ ଅବସର
ନୂଆଦିଲ୍ଲୀ,୩।୧୧: ଆସନ୍ତା ୧୦ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ ରାୟ ଦେବେ। ନଭେମ୍ବର ୧୭ରେ ପ୍ରଧାନ ବିଚାରପତି ଅବସର ଗ୍ରହଣ କରିବେ। ଏହା ପୂର୍ବରୁ…
ଅପରିଷ୍କାର ପରିବେଶ ପାଇଁ ଅବିବାହିତ ରହୁଛନ୍ତି ଯୁବକ
ଲକ୍ଷ୍ନୌ,୩।୧୧: ସ୍ବଚ୍ଛ ଭାରତ ଅଭିଯାନରେ ଏବେ ଗାଁ ଠାରୁ ସହର ସମସ୍ତେ ସାମିଲ ହୋଇଛନ୍ତି ସତ। ହେଲେ ଏବେ ଉତ୍ତର ପ୍ରଦେଶର କାନପୁର ଜିଲା ନିକଟରେ ଥିବା କିଛି ଗାଁ ଏପରି ଅପରିଷ୍କାର ହୋଇ ରହିଛି ଯେ ଏଠାରେ ରୋଗ ବଢିବା…
ଛଟ୍ ପୂଜା ସମୟରେ ଅଘଟଣ: ମନ୍ଦିର ପ୍ରାଚୀର ଭୁଷୁଡି ୨ ମୃତ
ପାଟନା,୩।୧୧: ବିହାର ସମସ୍ତିପୁରର ହସନପୁରରେ ରବିବାର ଘଟିଛି ଏକ ଅଘଟଣ। ଏଠାରେ ଥିବା ଏକ ମନ୍ଦିରର ପ୍ରାଚୀର ଭୁଷୁଡି ପଡିବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମହିଳାମାନେ ଛଟ୍ ପୂଜା ପାଇଁ ବାଳ ସୂର୍ଯ୍ୟଙ୍କୁ ପୂଜା…
ମ୍ୟାଜିକ୍ ନମ୍ବର ପାଇଁ ଛିଡୁନି ଅଙ୍କକଷା: ମହାରାଷ୍ଟ୍ରରେ ସଙ୍କଟମୋଚନ ସାଜିବ କିଏ ?
ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁ ନ ଥିବାରୁ କଂଗ୍ରେସ, ଏନସିପି ସହିତ ଅନ୍ୟ ଛୋଟ ଛୋଟ ଦଳ କିଙ୍ଗ୍ମେକର ହେବାକୁ ଅପେକ୍ଷା କରିଛନ୍ତି। ଏପରିସ୍ଥଳେ ସଙ୍କଟମୋଚନ କିଏ ସାଜିବ…
Archives


