ପାଣି ବିଲ ଛାଡ଼ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୭।୮: ଦିଲ୍ଲୀବାସୀଙ୍କ ପାଇଁ ପୁଣି ଥରେ ଏକ ବଡ଼ ଉପହାର ଘୋଷଣା କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନା ଅନୁସାରେ ଲୋକଙ୍କର ପାଣିର ବକେୟା ବିଲକୁ ଛାଡ଼ କରାଯାଇଛି। ନଭେମ୍ବର...
ମୋଦିଙ୍କୁ ପ୍ରଶଂସା କରି ଅଡୁଆରେ ଶଶି ଥରୁର୍, କଂଗ୍ରେସ ମାଗିଲା ସ୍ପଷ୍ଟୀକରଣ
ଥିରୁଭାନନ୍ତପୁରମ୍, ୨୭।୮: କଂଗ୍ରେସର ବରିଷ୍ଠ ନେତା ତଥା ଏମ୍ପି ଶଶି ଥରରୁର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି ଅଡୁଆରେ ପଡିଯାଇଛନ୍ତି। କେରଳ ପ୍ରଦେଶ କଂଗ୍ରେସ କମିଟି ଏନେଇ ଥରୁରଙ୍କୁ ସ୍ପଷ୍ଟୀକରଣ ମାଗିଛି। ସେ ଜବାବ ଦେବା ପରେ ତାଙ୍କ...
୨ ଅଟୋ ଉପରେ ଓଲଟିଲା ଟ୍ରକ: ୧୬ ମୃତ
ଶାହଜାହାନପୁର,୨୭।୮: ଉତ୍ତରପ୍ରଦେଶ ଶାହାଜାହାନପୁର ଜିଲାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ୨ଟି ଅଟୋ ଉପରେ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି।...
ଏୟାର ଇଣ୍ଡିଆରେ ଇନ୍ଧନ ସଙ୍କଟ: ଉଡ଼ାଣ ନ କରି ୪ ଘଣ୍ଟା ରନଓ୍ବେରେ ଅଟକି ରହିଲା ଡ୍ରିମ୍ଲାଇନର୍ ବିମାନ
କୋଚିି, ୨୭।୮: ଏୟାର ଇଣ୍ଡିଆର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଏବେ ଏହାର ବିମାନରେ ଯାତ୍ରୀଙ୍କୁ ନେଇ ଉଡ଼ାଣ କରିବା ପାଇଁ ଇନ୍ଧନ ମଧ୍ୟ ନାହିଁ। ଏୟାର ଇଣ୍ଡିଆରେ ଜାରି ରହିଥିବା ଇନ୍ଧନ ସଙ୍କଟ ସମ୍ପର୍କରେ ଏବେ ଜଣାପଡ଼ିଛି।...
କଂଗ୍ରେସ ନେତା କୁଳଦୀପ୍ ବିଶ୍ନୋଇଙ୍କ ହୋଟେଲ୍ ସିଜ୍: ୧୫୦ କୋଟି ବେନାମୀ ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୨୭।୮: କଂଗ୍ରେସ ନେତା କୁଳଦୀପ୍ ବିଶ୍ନୋଇଙ୍କ ହୋଟେଲ୍କୁ ଆୟକର ବିଭାଗ ପକ୍ଷରୁ ସିଜ୍ କରାଯାଇଛି। ଏହା ସହିତ କୁଳଦୀପ୍ଙ୍କ ୧୫୦ କୋଟି ଟଙ୍କାର ବେନାମୀ ସମ୍ପତ୍ତିକୁ ଜବତ କରାଯାଇଛି। କୁଳଦୀପଙ୍କ ହ୍ବାଇଟ୍ ଷ୍ଟାର୍ ହୋଟେଲ୍ ପ୍ରାଇଭେଟ୍ ଲିମିଟେଡ୍ର ୩୪ ପ୍ରତିଶତ...
ଇଡ଼ି ସତ୍ୟପାଠ ନେଇ ସୁପ୍ରିମ୍କୋର୍ଟରେ ଚିଦାମ୍ବରମ୍ଙ୍କ ପାଲଟା ଜବାବ: ସମସ୍ତ ସମ୍ପତ୍ତି ବୈଧ
ନୂଆଦିଲ୍ଲୀ,୨୭।୮: ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କ ସମ୍ପତ୍ତି ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି)ପକ୍ଷରୁ ସୁପ୍ରିମ୍କୋର୍ଟରେ ସତ୍ୟପାଠ ଦାଖଲ ହୋଇଥିଲା। ତେବେ ଚିଦାମ୍ବରମ୍ଙ୍କ ପକ୍ଷରୁ ସତ୍ୟପାଠର ପାଲଟା ଜବାବ ଦିଆଯାଇଛି। ସମସ୍ତ ସମ୍ପତ୍ତି ବୈଧ ବୋଲି ଚିଦାମ୍ବରମ୍ଙ୍କ ପକ୍ଷରୁ କୁହାଯାଇଛି। ଇଡ଼ି ପକ୍ଷରୁ...
କରୁଣାନିଧିଙ୍କ ସମ୍ମାନାର୍ଥେ ନିର୍ମାଣ ହେବ ମନ୍ଦିର
ଚେନ୍ନାଇ,୨୭।୮: ଡିଏମକେର ପ୍ରତିଷ୍ଠାତା ତଥା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏମ୍ କରୁଣାନିଧିଙ୍କ ସମ୍ମାନରେ ଏକ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଏହି ମନ୍ଦିର ନାମ ‘ଟେମ୍ପଲ୍ ଅଫ୍ ରାସ୍ନାଲିଟି’ ରଖାଯାଇଛି। ମନ୍ଦିର ନିର୍ମାଣ ପାଇଁ ୩୦ଲକ୍ଷ ଟଙ୍କା ଖର୍ଚ୍ଚ...
ଜେଟଲୀଙ୍କ ଘରେ ପହଞ୍ଚିଲେ ମୋଦି: ପରିବାର ବର୍ଗଙ୍କୁ ଦେଲେ ସ୍ବାନ୍ତନା
ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶ ଗସ୍ତରୁ ଫେରି ମଙ୍ଗଳବାର ପୂର୍ବାହ୍ନରେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ କୈଳାସ କଲୋନୀ ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ସ୍ତ୍ରୀ ସଙ୍ଗୀତା ଜେଟଲୀ, ଝିଅ ସୋନାଲୀ ଏବଂ ପୁଅ ରୋହନଙ୍କୁ ଭେଟିଛନ୍ତି। ସେ...
ପୁଲଓ୍ବାମାରେ ୨ଜଣଙ୍କୁ ଅପହରଣ କଲେ ଆତଙ୍କବାଦୀ: ଜଣଙ୍କୁ ହତ୍ୟା
ଶ୍ରୀନଗର,୨୭।୮ : ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲରେ ସୋମବାର ସନ୍ଧ୍ୟାରେ ୨ଜଣ ବ୍ୟକ୍ତିଙ୍କୁ ଆତଙ୍କବାଦୀ ଅପହରଣ କରନେଇଛନ୍ତି। ଅପହରଣ କରିଥିବା ୨ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ଛି। ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ ତ୍ରାଲର ଏକ ଜଙ୍ଗଲରୁ ଗୁର୍ଜର ସମ୍ପ୍ରଦାୟର...
ଫୋନ୍ର ମାୟାରେ ବାୟା: ମୋବାଇଲ୍ରେ କଥା ହୋଇ ଶିଶୁକୁ ଅଟୋରେ ଛାଡ଼ି ପଳାଇଲେ ମା’; ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୨୭।୮: ମୋବାଇଲ୍ ସଭିଙ୍କୁ ପାଗଳ କରିଛି। ମୋବାଇଲ୍ ମାନିଆ ନେଇ ଏବେ ସୋସିଆଲ୍ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ମହିଳା ମୋବାଇଲ୍ରେ କଥା ହୋଇ ଅଟୋରୁ ଓହ୍ଲାଇ ପଳାଉଥିବାର ଦେଖିବାକୁ ମିଳୁଛି। ଅଟୋରେ ଥିବା...
ଲ୍ୟାଣ୍ଡିଂ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ
ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଅଲୀଗଡ଼ରେ ଚାର୍ଟଡ କମ୍ପାନୀର ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ଧନୀପୁର ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରୁଥିବା ସମୟରେ ଏକ ବିଦ୍ୟୁତ୍ ତାର ସହ ବିମାନଟି ଛନ୍ଦି ହୋଇଯାଇଥିବାରୁ ତଳେ ପଡ଼ିଯାଇଥିଲା। ଏହାପରେ ଉକ୍ତ ବିମାନଟିରେ...
ନିୟନ୍ତ୍ରଣ ରେଖା ଲଞ୍ଚପ୍ୟାଡ୍ରେ ୪୦ରୁ ଅଧିକ ଜୈଶ୍ ଆତଙ୍କବାଦୀ: ଭାରତରେ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର
ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୪୦ରୁ ଅଧିକ ଜୈଶ୍-ଇ-ମହମ୍ମଦ୍ ଆତଙ୍କବାଦୀ ଏକାଠି ହୋଇଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଥିବା ଲଞ୍ଚପ୍ୟାଡ୍ରେ ଆଇଏସ୍ଆଇ ନିର୍ଦ୍ଦେଶରେ ଆତଙ୍କବାଦୀମାନେ ସୁଯୋଗକୁ ଅପେକ୍ଷା କରିଥିବା...
Archives


