ଏମ୍ବିବିଏସ୍ ପାଠ୍ୟକ୍ରମରେ ନାମ ଲେଖାଇବେ ରାଜୌରିର ପ୍ରଥମ ଛାତ୍ରୀ
ରାଜୌରି,୨୬।୮: ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଇରମିମ ଶମିମ ନାମକ ଜଣେ ଛାତ୍ରୀ ପ୍ରଥମ କରି ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ (ଏମ୍ସ)ରେ ଏମ୍ବିବିଏସ୍ ପଢିବାର ସୁଯୋଗ ପାଇଛନ୍ତି। ଇରମିମ ଜଣେ ଗୁଜ୍ଜର ସମ୍ପ୍ରଦାୟର ମହିଳା। ଗତ ଜୁନ୍...
ଭାଜପାର ସହଯୋଗୀ ଦଳ ପାଇଁ ପ୍ରଚାର କରିବେ ସଞ୍ଜୟ
ମୁମ୍ବାଇ,୨୬।୮: ମହାରାଷ୍ଟ୍ରରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ସମାଜ ପକ୍ଷ(ଆର୍ଏସ୍ପି) ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ମହାଦେବ ଜନକର ରବିବାର ଏହି ସୂଚନା ଦେଇଛନ୍ତି।...
ଟେକାମାଡ଼ରେ ଟ୍ରକ୍ ଡ୍ରାଇଭର ମୃତ
ଶ୍ରୀନଗର,୨୬ା୮(ପି.ଟି.): ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲା ଜରାଦିପୋରା ଉରାନହାଲ୍ ଅଞ୍ଚଳରେ ରବିବାର ରାତିରେ ଟେକାମାଡ଼ରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ୪୨ ବର୍ଷୀୟ ନୁର ମହମ୍ମଦ ଦାର୍ ଘରକୁ ଫେରୁଥିବାବେଳେ ସ୍ଥାନୀୟ ବିକ୍ଷୋଭକାରୀମାନେ ତାଙ୍କ ଟ୍ରକ୍କୁ ସୁରକ୍ଷା ବଳର...
କେନ୍ଦ୍ର ନିଷ୍ପତ୍ତିର କୋଡ଼ିଏ ଦିନ ପରେ:କୁହୁଳୁଛି କଶ୍ମୀର, ନିଆଁକୁ ଡର
ଠିକ୍ କୋଡ଼ିଏ ଦିନ ତଳେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇଦେଇ ଜମ୍ମୁ-କଶ୍ମୀର ଏବଂ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ନିଷ୍ପତ୍ତି...
୨୩ରେ ୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ
ନୂଆଦିଲ୍ଲୀ,୨୬ା୮(ପି.ଟି.):ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ରବିବାର ଏନେଇ ଘୋଷଣା କରିଛନ୍ତି। ସେହି ଆସନଗୁଡ଼ିକ ହେଲା ଛତିଶଗଡ଼ର ଦାନ୍ତଓ୍ବୋଡା, ତ୍ରିପୁରାର ବଧେରଘାଟ, ଉତ୍ତରପ୍ରଦେଶର ହମିରପୁର...
କଶ୍ମୀର ସଚିବାଳୟରେ ତ୍ରିରଙ୍ଗା
ଶ୍ରୀନଗର,୨୬ା୮(ପି.ଟି.):୩୭୦ ଉଚ୍ଛେଦର ତିନି ସପ୍ତାହ ପରେ ଶ୍ରୀନଗରସ୍ଥିତ ସଚିବାଳୟରୁ ଜମ୍ମୁ-କଶ୍ମୀରର ପତାକା ହଟିଛି। ଏବେ ସେଠାରେ କେବଳ ତ୍ରିରଙ୍ଗା ଉଡ଼ୁଛି। ପୂର୍ବରୁ ସଚିବାଳୟ ଶୀର୍ଷରେ ଜାତୀୟ ପତାକା ସହ ଜମ୍ମୁ-କଶ୍ମୀରର ଲାଲ ପତାକା ଉଡ଼ୁଥିଲା। କାରଣ ସମ୍ବିଧାନର ଅନୁଚ୍ଛେଦ ୩୭୦...
ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ପତାକା ଦାବି
ଗୌହାଟୀ,୨୫ା୮:ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ସେଠାକାର ପତାକା ରଦ୍ଦ ହୋଇଛି। ଅନ୍ୟପକ୍ଷରେ ଏବେ ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ମାନ୍ୟତା ଓ ପତାକା ଦାବି ଜୋର ଧରିଛି। ସ୍ବତନ୍ତ୍ର ପତାକା ଓ ସ୍ବତନ୍ତ୍ର...
ଅକ୍ଟୋବର ୨ରୁ ପ୍ଲାଷ୍ଟିକ୍ ବର୍ଜ୍ୟ ବିରୋଧରେ ଗଣଆନ୍ଦୋଳନ ଆହ୍ବାନ
ନୂଆଦିଲ୍ଲୀ,୨୬ା୮(ପି.ଟି.): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବାକୁ ଥିବାବେଳେ ଏହିଦିନକୁ ସ୍ମରଣୀୟ କରିବା ପାଇଁ ଭାରତକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଦିଓ୍ବାଲି ପୂର୍ବରୁ ବିଭିନ୍ନ ସ୍ଥାନରେ ଜମା ହୋଇ...
‘ନିଷ୍ଠୁରତାକୁ ସାମ୍ନା କରିଛନ୍ତି ବିରୋଧୀ’
ନୂଆଦିଲ୍ଲୀ,୨୬ା୮(ପି.ଟି.):ଶ୍ରୀନଗର ଗସ୍ତବେଳେ ବିରୋଧୀ ଜମ୍ମୁ-କଶ୍ମୀର ପ୍ରଶାସନର ନିଷ୍ଠୁରତା ଓ ସୁରକ୍ଷା ବଳର ନିର୍ମମତାର ସମ୍ମୁଖୀନ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସେହିପରି ଗଣମାଧ୍ୟମ ସହ ମଧ୍ୟ ଅନୁରୂପ ବ୍ୟବହାର ଦେଖାଯାଉଛି। ୨୦ ଦିନ ହେଲା ଜମ୍ମୁ-କଶ୍ମୀରବାସୀଙ୍କ ସ୍ବାଧୀନତା...
୩୭୦ ଉଚ୍ଛେଦକୁ ବିରୋଧ କର
ଶ୍ରୀନଗର,୨୬ା୮(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର ନେଇ କେନ୍ଦ୍ରର ନିଷ୍ପତ୍ତି ସମସ୍ତ ଅନ୍ତର୍ଜାତୀୟ ଆଇନ ଓ ଜାତିସଂଘର ସଂକଳ୍ପନାମାକୁ ଉଲ୍ଲଂଘନ କରୁଛି। ଏହାଦ୍ୱାରା କଶ୍ମୀରରେ ଜନସଂଖା ପରିସଂଖ୍ୟାନରେ ପରିବର୍ତ୍ତନ ଆଣି ଉପନିବେଶ ସ୍ଥାପନ କରିବାକୁ ଚାହୁଁଛି କେନ୍ଦ୍ର। ତେଣୁ ଏଭଳି...
ଦିନରେ ୨ କପ୍ ଗ୍ରୀନ୍ ଟି’…
ସକାଳେ ଗ୍ରୀନ୍ ଟି’ ପିଇବା ଦ୍ୱାରା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଗତ ସମସ୍ୟା ଦୂର ହୋଇଥାଏ। ଏଥିରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ନିୟମିତ ଗ୍ରୀନ୍ ଟି’ ପିଇଲେ କ୍ୟାନସରରୁ ମଧ୍ୟ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଳେଖ ରହିଛି।...
ନାଳରେ ପଡିଥିଲା ନବଜାତ ଶିଶୁକନ୍ୟା, କୋଳେଇ ନେଲେ ପୋଲିସ
ଲକ୍ଷ୍ନୌ,୨୫।୮:ପୁଣି ଅଲୋଡା ହେଲା ଶିଶୁକନ୍ୟା। ଉତ୍ତରପ୍ରଦେଶର ବୁଦାଉ ଜିଲାରେ ଥିବା ଏକ ନାଳରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛନ୍ତି ଜଣେ ପୋଲିସ କର୍ମଚାରୀ। ତୁରନ୍ତ ଶିଶୁଟିକୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସମ୍ପୂର୍ଣ୍ଣ ବିପଦମୁକ୍ତ ବୋଲି...
Archives


