ନାଗରିକତା ସଂଶୋଧନ ବିଲ୍: ମୋଦିଙ୍କ କ୍ୟାବିନେଟ୍ରେ ମିଳିଲା ମଞ୍ଜୁରୀ; ସଂସଦରେ ହେବ ଉପସ୍ଥାପିତ
ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ ବୁଧବାର ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ। ସଂସଦ ଭବନରେ ହୋଇଥିବା କ୍ୟାବିନେଟ୍ ବୈଠକରେ ଏହି ବିଲ୍ ଉପରେ ଆଲୋଚନା ପରେ ଉପସ୍ଥିତ ସଦସ୍ୟମାନେ…
ଆଇଏନ୍ଏକ୍ସ୍ ମିଡ଼ିଆ ମାମଲା: ଚିଦାମ୍ବରମଙ୍କୁ ମିଳିଲା ଜାମିନ୍
ନୂଆଦିଲ୍ଲୀ,୪।୧୨: ଆଇଏନ୍ଏକ୍ସ୍ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କୁ ବୁଧବାର ସର୍ତ୍ତ ମୂଳକ ଜାମିନ୍ ମିଳିଛି। ସୁପ୍ରିମ୍କୋର୍ଟ ଜାମିନ୍ ଆବେଦନର ବିଚାର କରି ଏହାକୁ ମଞ୍ଜୁର କରିଛନ୍ତି। ଏହି ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ସହିତ ଜଡ଼ିତଥିଲା। ପୂର୍ବରୁ ସିବିଆଇ ମାମଲାରେ ଚିଦାମ୍ବରମ୍ଙ୍କୁ…
ଜମ୍ମୁ-କଶ୍ମୀରରେ ପ୍ରବଳ ହିମସ୍ଖଳନ: ଯବାନ ନିଖୋଜ
ଶ୍ରୀନଗର,୪।୧୨: ଉତ୍ତର କଶ୍ମୀରରେ ଅନେକ ଯାଗାରେ ପ୍ରବଳ ହିମସ୍ଖଳନ ଦେଖିବାକୁ ମିଳିଛି। ଏଥିଯୋଗୁ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ଯବାନ ଜଣଙ୍କ ବରଫ ଅତଡା ତଳେ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି। ତାଙ୍କୁ ଖୋଜିବା ପାଇଁ ସେନାର ଏଆରଟି ଲାଗିପଡିଛନ୍ତି। ସୂଚନାଯୋଗ୍ୟ,…
୪୦୭ ବର୍ଷରେ ଭାରତୀୟ ନୌସେନା
ନୂଆଦିଲ୍ଲୀ, ୪।୧୨: ଭାରତୀୟ ନୌସେନାକୁ ଇତିମଧ୍ୟରେ ପୂରିଛି ୪ଶହ ୭ ବର୍ଷ। ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ନୌସେନାର ବୀରତ୍ୱ ପାଇଁ ପ୍ରତିବର୍ଷ ଡିସେମ୍ବର ୪ ତାରିଖରେ ନୌସେନା ଦିବସ ପାଳିତ ହେଉଛି। ୧୬୧୨ ସେପ୍ଟେମ୍ବର ୫ରେ ଏହା ସ୍ଥାପିତ ହୋଇଥିଲା। ଏହା…
ଜୁନ୍ରୁ ‘ଗୋଟିଏ ରାଷ୍ଟ୍ର ଗୋଟିଏ ରାଶନ କାର୍ଡ’
ନୂଆଦିଲ୍ଲୀ,୪ା୧୨(ପି.ଟି.): ଆସନ୍ତା ବର୍ଷ ଜୁନ୍ ୧ରୁ ସାରା ଦେଶରେ ‘ଓ୍ବାନ୍ ନେଶନ ଓ୍ବାନ୍ ରାଶନ କାର୍ଡ’ ନୀତି କାର୍ଯ୍ୟକାରୀ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ମଙ୍ଗଳବାର କହିଛନ୍ତି। ଏହାଦ୍ୱାରା ଯୋଗ୍ୟ ହିତାଧିକାରୀ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ କଣ୍ଟ୍ରୋଲ ଦୋକାନରୁ…
ଅନୁପସ୍ଥିତ ଏମ୍ପିଙ୍କୁ ମିଳିବନି ପ୍ରଶ୍ନ ପଚାରିବା ସୁଯୋଗ
ନୂଆଦିଲ୍ଲୀ,୪ା୧୨(ପି.ଟି.): ପ୍ରଶ୍ନୋତ୍ତର କାଳରେ ଯେଉଁ ଏମ୍ପିମାନେ ପ୍ରଶ୍ନ ପଚାରିବାକୁ ନାଁ ଦେଉଛନ୍ତି, ସେମାନେ ଅନୁପସ୍ଥିତ ରହିଲେ ଅଧିବେଶନର ଅବଶିଷ୍ଟ ସମୟରେ ପ୍ରଶ୍ନ ପଚାରିବାକୁ ସେମାନଙ୍କୁ ସୁଯୋଗ ମିଳିବ ନାହିଁ ବୋଲି ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ମଙ୍ଗଳବାର ଘୋଷଣା କରିଛନ୍ତି।…
ରାଜ୍ୟ ସଭାରେ ଏସ୍ପିଜି ବିଲ୍ ଗୃହୀତ
ନୂଆଦିଲ୍ଲୀ,୪ା୧୨(ପି.ଟି.): ଏସ୍ପିଜି ସଂଶୋଧନ ବିଲ୍ ମଙ୍ଗଳବାର ରାଜ୍ୟ ସଭାରେ ଗୃହୀତ ହୋଇଯାଇଛି। ଏହା ଏକ ରାଜନୈତିକ ଷଡ଼ଯନ୍ତ୍ର ବୋଲି ବିରୋଧୀ ଦଳଗୁଡିକ କରିଥିବା ଅଭିଯୋଗକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ପ୍ରତ୍ୟାଖ୍ୟାନ କରିଥିଲେ। କେବଳ ଗାନ୍ଧୀ ପରିବାର ନୁହେଁ, ସମସ୍ତ ୧୩୦ କୋଟି…
ମଧ୍ୟାହ୍ନଭୋଜନରେ ମୂଷା
ଲକ୍ଷ୍ନୌ, ୪ା୧୨: ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ସ୍କୁଲର ମଧ୍ୟାହ୍ନ-ଭୋଜନରେ ମଲାମୂଷା ଦେଖିବାକୁ ମିଳିଛି। ମଧ୍ୟାହ୍ନଭୋଜନ ଖାଇଥିବା ଛାତ୍ର ଓ ଶିକ୍ଷକଙ୍କ ମଧ୍ୟରୁ ୯ ଜଣଙ୍କ ବାନ୍ତି ହେବାରୁ ସେମାନଙ୍କୁ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…
‘ବଳାତ୍କାରୀଙ୍କୁ ୬ ମାସରେ ଫାଶୀ ଲାଗି ଆଇନ ହେଉ’
ନୂଆଦିଲ୍ଲୀ,୪ା୧୨: ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ି ମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଉଥିବାବେଳେ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ବାତି ମାଲିଓ୍ବାଲ ୬ ମାସ ମଧ୍ୟରେ ବଳାତ୍କାରୀଙ୍କୁ ଫାଶୀ ଦେବା ଲାଗି ସରକାର ଆଇନ ଆଣିବାକୁ ଦାବି…
ଭୟ କମାଉଛି ବିଳମ୍ବିତ ନ୍ୟାୟ
ନୂଆଦିଲ୍ଲୀ,୪ା୧୨: ପରିସଂଖ୍ୟାନ କହେ ପ୍ରତି ୧୫ ମିନିଟରେ ଭାରତର କେଉଁଠି ନା କେଉଁଠି ଜଣେ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ୨୦୧୭ରେ ରୁଜୁ ହୋଇଥିବା ମୋଟ ୩୨,୫୫୯ ବଳାତ୍କାର ମାମଲା ମଧ୍ୟରୁ ୨୯୮ ଘଟଣା (୦.୯%) ଏପରି ରହିଛି, ଯେଉଁଠି ପୀଡ଼ିତା…
ସରକାରୀ ନିଯୁକ୍ତି ଲାଗି ଗୋଟିଏ ପରୀକ୍ଷା
ନୂଆଦିଲ୍ଲୀ,୪ା୧୨(ପି.ଟି.): ସରକାରୀ ସଂସ୍ଥାରେ ଗ୍ରୁପ୍ ବି ଏବଂ ସି ପଦବୀରେ ସମସ୍ତ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ହେବ। ଗୋଟିଏ ସଂସ୍ଥା ଏହି ସାଧାରଣ ଯୋଗ୍ୟତା ପରୀକ୍ଷା (ସିଇଟି) ପରିଚାଳନା କରିବ ବୋଲି କେନ୍ଦ୍ର ସରକାର ପ୍ରସ୍ତାବ ଆଣିଛନ୍ତି। ଭାରତୀୟ ପ୍ରଶାସନିକ…
ବଳାତ୍କାର ପରେ ଗୁଳି: ଜାଳିଦେଲେ ଯୁବତୀଙ୍କ ମୃତଦେହ
ବକ୍ସର, ୪ା୧୨ : ହାଇଦ୍ରାବାଦରେ ଜଣେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ିମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ନିଆଁ ଜଳୁଥିବାବେଳେ ବିହାରର ବକ୍ସର ଜିଲା ଅନ୍ତର୍ଗତ କୁକୁଢା ଗ୍ରାମରେ ଜଣେ ଯୁବତୀଙ୍କୁ ବଳାତ୍କାର ପରେ ଗୁଳିକରି ହତ୍ୟା କରାଯାଇଛି। ଏପରି କି…
Archives


