ଜାତୀୟ

ପାକିସ୍ତାନରୁ ମୋଦିଙ୍କୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆସିଛି ହତ୍ୟା ଧମକ। ପାକିସ୍ତାନରୁ କେହି ଅଜଣା ବ୍ୟକ୍ତି ହ୍ବାଟସ୍‌ ଆପ୍‌ ମାଧ୍ୟମରେ ମୋଦିଙ୍କୁ ମାରିବାକୁ ଧମକ ଦେଇ ମେସେଜ୍‌ କରିଥିବା ଜଣାପଡିଛି। ତେବେ ଦିଲ୍ଲୀ ଚାନ୍ଦନି ଚୌକର ପୂର୍ବତନ ଭାଜପା ନେତା...

ମୋ ବକ୍ତବ୍ୟକୁ ଭୁଲ ଅର୍ଥରେ ପ୍ରଚାର ପ୍ରସାର ନ କରିବାକୁ ଗଣମାଧ୍ୟମକୁ ଅନୁରୋଧ କଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି କି ତାଙ୍କ ବ୍ୟକ୍ତବ୍ୟକୁ ଭୁଲ୍‌ ଅର୍ଥରେ ପ୍ରଚାର ପ୍ରସାର ନ କରାଯାଉ। ଆଉ ଏହାକୁ ନେଇ କେହି ଭୟଭୀତ ମଧ୍ୟ ନ ହୁଅନ୍ତୁ। କାରଣ ସରକାର ଦେଶର...

ଦେଶର ଅର୍ଥନୀତି ଆଇସିୟୁରେ: ମନିଶ ତିଓ୍ବାରୀ

ନୂଆଦିଲ୍ଲୀ,୨୩।୮: ଦେଶର ଅର୍ଥ ବ୍ୟବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ବେଳେ ଏବେ ଅଟୋ ମୋବାଇଲ ଶିଳ୍ପଠାରୁ ଆରମ୍ଭ କରି ଅନେକ ଶିଳ୍ପରେ ଛଟେଇ ଅଭିଯାନ ଆରମ୍ଭ ହୋଇଯାଇଛି। ଆଉ ଏହାକୁ ଦେଖି ଶୁକ୍ରବାର ନିତି ଆୟୋଗର ଉପାଧ୍ୟକ୍ଷ ରାଜୀବ...

ଜେଟ ଏୟାରଓ୍ବେଜର ସଂସ୍ଥାପକଙ୍କ ଘରେ ଇଡିର ଚଢ଼ାଉ

ନୁଆଦିଲ୍ଲୀ,୨୩।୮: ଜେଟ ଏୟାରଓ୍ବେଜ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ ଓ ମୁମ୍ବାଇରେ ଚଢ଼ାଉ କରିଛି। ଜେଟ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋଏଲଙ୍କ ବାସଭବନ ସମେତ ବହୁ ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଜେଟ ପ୍ରିଭିଲେଜ୍‌ ପ୍ରାଇଭେଟ...

ମରଣ ମୁହଁରୁ ବର୍ତ୍ତିଲେ ବାଳକ

ସୁରଟ,୨୩।୮: ରଖିଲେ ହରି ମାରିବ କିଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗୁଜରାଟର ସୁରଟରେ। ଜଣେ ୭ବର୍ଷର ବାଳକ ଉପରେ କାର୍‌ ମାଡିଯାଇଥିଲା। ହେଲେ ପିଲାଟି ମରଣ ମୁହଁରୁ ବର୍ତ୍ତିବା ସହ ତାଙ୍କ ଶରୀରରେ କୌଣସି ଆଘାତ...

ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ଜଣେ ଯବାନ ଶହୀଦ, ୩ ଆହତ

ଶିମଲା,୨୩।୮: ହିମାଚଳ ପ୍ରଦେଶରେ ଶୁକ୍ରବାର ଏକ ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଏଥିର ଥିବା ଜଣେ ଯବାନ ଶହୀଦ ହେବା ସହ ଅନ୍ୟ ୩ ଆହତ ହୋଇଥିବା ସୂଚନା ମିଳିଛି। ଏମାନେ ଶିମଲାର ଥିଓଗ ଅଞ୍ଚଳରେ ଥିବା...

ଦୁର୍ଘଟଣାର ଶିକାର ହେଲା ରିଲିଫ୍‌ ହେଲିକପ୍ଟର

ଡେରାଡୁନ,୨୩।୮: ଉତ୍ତରାଖଣ୍ଡରେ ବନ୍ୟା ପରିସ୍ଥିତି ଭୟଙ୍କର ସ୍ଥିତିରେ ଥିବା ବେଳେ ଏଠାରେ ଉଭୟ ସ୍ଥଳପଥ ଓ ଆକାଶ ପଥରେ ବନ୍ୟା ପୀଡିତଙ୍କୁ ରିଲିଫ୍‌ ଯୋଗାଇ ଦିଆଯାଉଛି। ଶୁକ୍ରବାର ଏକ ହେଲିକପ୍ଟର ରିଲିଫ୍‌ ସାମଗ୍ରୀ ନେଇ ଯାଇଥିବା ସମୟରେ ଉତ୍ତରାଖଣ୍ଡର ତିକୋଚି...

୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତିରେ ଚାଲିଛି ଦେଶର ଅର୍ଥନୀତି:ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ଦୀର୍ଘ ୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତି ଦେଇ ଦେଶର ଅର୍ଥ ବ୍ୟବସ୍ଥା ଗତି କରୁଛି ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର କହିଛନ୍ତି। ଏନେଇ ସରକାର ଦୃଢ ପଦକ୍ଷେପ ନେବା ଆବଶ୍ୟକ। ଦେଶର ଅର୍ଥବ୍ୟବସ୍ଥା...

ସହକର୍ମୀଙ୍କୁ କାନ୍ଧରେ ଶ୍ମଶାନ ପର୍ଯ୍ୟନ୍ତ ବୋହିନେଲେ ମହିଳା ଅଙ୍ଗନଓ୍ବାଡି କର୍ମୀ

କଟନି,୨୩।୮: ମଧ୍ୟପ୍ରଦେଶର କଟନି ଜିଲାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ମହିଳା ଅଙ୍ଗନଓ୍ବାଡି କର୍ମୀଙ୍କୁ ଶେଷ ବିଦାୟ ଦେବାକୁ ଏକାଠି ହୋଇଥିଲେ ଆଖପାଖ ଅଞ୍ଚଳର ସମସ୍ତ ମହିଳା ଅଙ୍ଗନଓ୍ବାଡି...

ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ ବି ଭକ୍ତି କରୁଥିବାର ଦେଖାଯାଏ। ସ୍ବାଧୀନତା ସଂଗ୍ରାମୀ, ସାମ୍ବାଦିକ, ରାଜନେତା ତଥା ଶାୟର...

ଶ୍ରୀନଗର ହେଲିକପ୍ଟର ଦୁର୍ଘଟଣା: ୫ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ

ଶ୍ରୀନଗର,୨୩।୮: ଭାରତୀୟ ବାୟୁସେନା ନିଜର ୫ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗତ ଫେବୃୟାରୀ ୨୭ରେ ଶ୍ରୀନଗରରେ ନିଜର ହେଲିକପ୍ଟର ଉପରେ ହୋଇଥିବା ଫାୟାରିଂ ମାମଲାରେ ଉକ୍ତ ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ଦୋଷୀ ସାବ୍ୟସ୍ତ...

ମଥୁରା ଜନ୍ମାଷ୍ଟମୀ ଉତ୍ସବରେ ଯୋଗ ଦେବେ ଯୋଗୀ

ମଥୁରା,୨୩।୮: ସାରା ଦେଶରେ ଶୁକ୍ରବାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମଦିନ ‘ଜନ୍ମାଷ୍ଟମୀ’ ଉତ୍ସବ ଖୁବ୍‌ ଆଡମ୍ବରରେ ପାଳନ କରାଯାଉଛି। ହେଲେ ମଥୁରାରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଭିନ୍ନ ଧରଣରେ ଜନ୍ମାଷ୍ଟମୀ ପାଳନ କରାଯାଉଛି। ଅଗଷ୍ଟ ୨୩ରୁ ୨୫ ତିନି ଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri