ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ପକ୍ଷୀଙ୍କୁ ଖାଦ୍ୟ-ପାନୀୟ ଦେଉଛନ୍ତି ଛାତ୍ରୀଛାତ୍ର
ବେଙ୍ଗାଲୁରୁ,୧୪।୨: ଦକ୍ଷିଣ କନ୍ନଡରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନେ ସ୍କୁଲ ନିକଟରେ ଥିବା ଗଛରେ ନଡିଆ ଷଢ଼େଇ ଟାଙ୍କି ପକ୍ଷୀମାନଙ୍କୁ ଖାଦ୍ୟ ପାନୀୟ ଦେଉଥିବା ଲକ୍ଷ୍ୟ କରାଯାଇଛି। ନଡିଆ ଷଢ଼େଇରେ ପାଣି ଓ ଖାଦ୍ୟ ରଖିବା ଫଳରେ ବିଭିନ୍ନ ପ୍ରକାରର…
ସାଇ ବାବାଙ୍କ ମନ୍ଦିରକୁ ୮ ଲକ୍ଷ ଟଙ୍କା ଦାନ କଲେ ଭିକାରି
ବିଜୟଓ୍ବାଡା,୧୪।୨: ୟାଦି ରେଡ୍ଡି ନାମକ ଜଣେ ୭୩ ବର୍ଷିୟ ଭିକାରି ବିଜୟଓ୍ବାଡାରେ ଥିବା ସାଇ ବାବା ମନ୍ଦିରକୁ ୮ ଲକ୍ଷ ଟଙ୍କା ଦାନ କରି ଆସିଛନ୍ତି ଚର୍ଚ୍ଚାକୁ। ମନ୍ଦିର ଦ୍ୱାରରେ ପ୍ରତିଦିନ ବସି ହାତ ପାତୁଥିବା ୟାଦିଙ୍କ ଏହି ବଦାନ୍ୟତା ଏବେ…
ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି
ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ ଟୁଇଟ୍କୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି…
ଶହୀଦ ବୀର ଯବାନଙ୍କୁ ଦେଶ କେବେ ଭୁଲିବନି: ମୋଦି
ନୂଆଦିଲ୍ଲୀ,୧୪।୨: ୨୦୧୯, ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ୪୦ ଜଣ ଯବାନ ଶହୀଦ ହୋଇଥିଲେ। ଶୁକ୍ରବାର ଏହି ଆକ୍ରମଣକୁ ବର୍ଷେ ପୂରିଛି। ଏହି ଘଟଣାକୁ ମନେପକାଇ ଦେଶବାସୀ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ…
ସ୍ବର୍ଗତା ସୁଷମାଙ୍କ ଜନ୍ମଦିନରେ ମନେପକାଇଲେ ମୋଦି, ଶାହା
ନୂଆଦିଲ୍ଲୀ,୧୪।୨: ଭାରତୀୟ ରାଜନୀତିର ଲୋକପ୍ରିୟ ତଥା ଭାଜପାର ବରିଷ୍ଠ ନେତ୍ରୀ ସ୍ବର୍ଗତା ସୁଷମା ସ୍ବରାଜଙ୍କ ଶୁକ୍ରବାର ୬୮ତମ ଜନ୍ମଦିନ। ୧୯୫୨ ଫେବୃୟାରୀ ୧୪ରେ ପଞ୍ଜାବର ଅମ୍ବାଲାରେ ସେ ଜନ୍ମଗ୍ରହଣ କରିଥିଲେ। ସୁଷମା ଆମ ଗହଣରେ ନାହାନ୍ତି ହେଲେ ଏହି ଅବସରରେ ପ୍ରଧାନମନ୍ତ୍ରୀ…
ଭାରତ ପାଖରେ ପର୍ଯ୍ୟାପ୍ତ ଔଷଧ ଗଚ୍ଛିତ ଅଛି, ଭୟ କରିବାର ଆବଶ୍ୟକାତା ନାହିଁ: ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ,୧୪।୨: କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଚାଇନାରେ ଏହି ଭାଇରସ ୧୪ଶହରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଥିବା ବେଳେ ଏଥିରେ ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ତେବେ ଔଷଧ ପାଇଁ…
ଆରଜେଡି ଛାଡିବେ ଲାଲୁଙ୍କ ସମୁଦି
ପାଟନା,୧୪।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ଚନ୍ଦ୍ରିକା ରାୟ ଦଳ ଛାଡିବେ ବୋଲି ଜଣାପଡିଛି। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ସେ ଦଳ ଛାଡିବା ନେଇ ସଙ୍କେତ ଦେଇଛନ୍ତି। ଆରଜେଡି ଛାଡି ସେ ନୀତିଶ କୁମାରଙ୍କ…
ପୁଲଓ୍ବାମା ଆକ୍ରମଣକୁ ପୂରିଲା ବର୍ଷେ: ଶହୀଦଙ୍କୁ ସିଆରପିଏଫ୍ ପକ୍ଷରୁ ସଲାମ
ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃଆରୀ ୧୪ରେ ଜମ୍ମୁ କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆତଙ୍କବାଦୀଙ୍କ ଆକ୍ରମଣରେ ୪୦ ସିଆରପିଏଫ ଯବାନ ଶହୀଦ ହୋଇଥିଲେ। ଏହି ଆକ୍ରମଣକୁ ପୂରିଛି ବର୍ଷେ। ଶହୀଦଙ୍କୁ ସିଆରପିଏଫ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ‘ଆମେ ଭୁଲିନୁ,…
ଆର୍.କେ ପାଚୌରିଙ୍କ ପରଲୋକ
ନୂଆଦିଲ୍ଲୀ,୧୪।୨: ବିଶିଷ୍ଟ ପରିବେଶବିତ ତଥା ପୂର୍ବତନ ଶକ୍ତି ଓ ସମ୍ବଳ ପ୍ରତିଷ୍ଠାନ(ଟିଇଆରଆଇ)ର ମୁଖ୍ୟ ଆର.କେ ପାଚୌରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତର ଶିକାର ହୋଇ ଚିକିତ୍ସିତ…
କୋଲକାତା ବିମାନବନ୍ଦରରେ ୨ କରୋନା ସନ୍ଦିଗ୍ଧ
କୋଲକାତା,୧୪।୨(ପି.ଟି.):ବ୍ୟାଙ୍କକ୍ରୁ ଆସି କୋଲକାତା ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଥିବା ୨ ଜଣ ଯାତ୍ରୀଙ୍କଠାରେ କରୋନା ଭୂତାଣୁ ଥିବା ସନ୍ଦେହ କରାଯିବାରୁ ସେମାନଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖି ଚିକିତ୍ସା କରାଯାଉଛି। ମଙ୍ଗଳବାରଠାରୁ ହିମାଦ୍ରି ବର୍ମନ ଏବଂ ବୁଧବାରରୁ ନଗେନ୍ଦ୍ର ସିଂଙ୍କୁ ବେଲାଘାଟ ଆଇଡି ହସ୍ପିଟାଲରେ…
ପୋଲିସ ପଞ୍ଝାରେ ସଞ୍ଜୀବ ଚାଓ୍ବଲା
ନୂଆଦିଲ୍ଲୀ,୧୪।୨(ପି.ଟି.):କ୍ରିକେଟର ସବୁଠୁ ବଡ଼ ମ୍ୟାଚ୍ ଫିକ୍ସିଂ ମାମଲାରେ ଓ୍ବାଣ୍ଟେଡ୍ ଥିବା ସଞ୍ଜୀବ ଚାଓ୍ବଲାଙ୍କୁ ଗୁରୁବାର ବ୍ରିଟେନ ପ୍ରତ୍ୟର୍ପଣ କରିଛି। ଦିଲ୍ଲୀ ପୋଲିସ ତାଙ୍କୁ ଏହି ମାମଲାରେ ଏକ ସ୍ଥାନୀୟ କୋର୍ଟରେ ହାଜର କରିଥିଲା। କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ଜେରା କରିବା…
ଆଜି ଆସିବ ବିନୟଙ୍କ ପିଟିଶନର ରାୟ
ନୂଆଦିଲ୍ଲୀ,୧୪।୨(ପି.ଟି.):ରାଷ୍ଟ୍ରପତି ରାଜକ୍ଷମା ଆବେଦନକୁ ଖାରଜ କରିବା ପରେ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସର୍ବୋଚ୍ଚ ଅଦାଲତ ଗୁରୁବାର ଉକ୍ତ ପିଟିଶନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଶୁକ୍ରବାର ଅପରାହ୍ନ ୨ଟାରେ…

