ଜାତୀୟ

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମୋଦି ପ୍ରକାଶ କରିଛନ୍ତି। ସେଥିପାଇଁ ଭୋଟର ବହୁ…

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଜନସାଧାରଣ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଦିଲ୍ଲୀର ମହିଳା କମିଶନ ଅଧ୍ୟକ୍ଷା…

ନିର୍ଭୟା ମାମଲାର ଦୋଷୀଙ୍କୁ ଖୁବ୍‌ଶୀଘ୍ର ମିଳିପାରେ ଫାଶୀ: ତିହାର ଜେଲ୍‌ରେ ନାହାନ୍ତି ଘାତକ

ନୂଆଦିଲ୍ଲୀ,୩।୧୨: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ନିକଟରେ ଆଉ ଆଇନର ଆଶ୍ରୟ ନେବାକୁ କୌଣସି ବାଟ ନ ଥିବା ଜଣାପଡିଛି। ତେଣୁ ଏମାନଙ୍କ ଫାଶୀ ଦଣ୍ଡର ତାରିଖ ଖୁବ୍‌ଶୀଘ୍ର ଆସିପାରେ ବୋଲି ଅନୁମାନ କରାଯାଉଛି। ହେଲେ ଏହାକୁ ନେଇ ଏବେ…

ପିଆଜ ମାଳ ପିନ୍ଧି ସଂସଦରେ ପହଞ୍ଚିଲେ ୨ ଏଏପି ଏମ୍‌ପି

ନୂଆଦିଲ୍ଲୀ,୩।୧୨: ପିଆଜ ଦାମ ବଢ଼ିଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାର ଅସଫଳ ରହିଥିବା ପ୍ରତିବାଦ କରି ୨ ଜଣ ଏଏପି ଏମ୍‌ପି ସଂସଦରେ ପିଆଜ ମାଳ ପିନ୍ଧି ପହଞ୍ଚିଛନ୍ତି। ଏଏପି ଏମ୍‌ପି ସଞ୍ଜୟ ସିଂ ଏବଂ ସୁଶୀଲ ଗୁପ୍ତା ମଙ୍ଗଳବାର…

ଅନଶନ ପାଇଁ ଅଡି ବସିଲେ ସ୍ବାତୀ: ମୋଦିଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଭେଟେରିନାରି ମହିଳା ଡାକ୍ତରଙ୍କୁ ନ୍ୟାୟ ଦେବା ପାଇଁ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଅଣ୍ଟା ଭିଡିଛନ୍ତି। ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଅନଶନରେ ବସିବେ ବୋଲି ସେ ନିଷ୍ପତ୍ତି ନେଇଛନ୍ତି। ଜନ୍ତରମନ୍ତରରେ…

ଗୋଟିଏ ପରିବାର ସମସ୍ତ ସଦସ୍ୟଙ୍କ ଆତ୍ମହତ୍ୟା: କାନ୍ଥରେ ଲେଖାଅଛି ସୁଇସାଇଡ୍‌ ନୋଟ୍‌

ଗାଜିଆବାଦ,୩।୧୨: ଉତ୍ତର ପ୍ରଦେଶର ଗାଜିଆବାଦରେ ମଙ୍ଗଳବାର ସକାଳୁ ଗୋଟିଏ ପରିବାରର ଜଣେ ପୁରୁଷ, ଜଣେ ମହିଳା ଓ ୨ ପିଲାଙ୍କ ମୃତ ଦେହ ମିଳିବା ପରେ ଏବେ ଏହା ଚର୍ଚ୍ଚାର ପରିସରକୁ ଆସିଯାଇଛି। ଏଥିରେ ଅନ୍ୟଜଣେ ମହିଳା ଗୁରୁତର ଆହତ ହୋଇଥିବାରୁ…

ବଳାତ୍କାରୀଙ୍କୁ ସବୁଦିନ ପାଇଁ ଜେଲ୍‌ରେ ରଖାଯାଉ: ହେମା

ନୂଆଦିଲ୍ଲୀ,୩।୧୨: ଦେଶରେ ବଢି ଚାଲିଥିବା ବଳାତ୍କାର ମାମଲାକୁ ନେଇ ଉତ୍ତର ପ୍ରଦେଶ ମଥୁରାର ଭାରତୀୟ ଜନତା ପାର୍ଟି (ଭାଜପା)ଏମ୍‌ପି ତଥା ବଲିଉଡ୍‌ ଅଭିନେତ୍ରୀ ହେମା ମାଳିନୀ ମତ ରଖିଛନ୍ତି। ସେ କହିଛନ୍ତି ତେଲେଙ୍ଗାନାରେ ଯେଉଁଭଳି ଭାବେ ଜଣେ ଭେଟେରିନାରି ମହିଳା ଡାକ୍ତରାଣଙ୍କୁ…

ଭାଜପା ସଂସଦୀୟ ଦଳ ବୈଠକ: ସଦସ୍ୟଙ୍କ ଉପସ୍ଥାନ ଏବଂ ଭାଷା ସଞ୍ଜମତା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୩।୧୨: ଭାଜପା ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ଭାଜପା ସଦସ୍ୟଙ୍କ ଉପସ୍ଥାପନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୁଷ୍ଟ ନ ଥିବା ସୂଚନା ଦେଇଛନ୍ତି। ତେଣୁ ଭାଜପା ସଦସ୍ୟଙ୍କ…

କଂଗ୍ରେସକୁ ଆୟକର ବିଭାଗର ନୋଟିସ: ହଓ୍ବାଲା ଦ୍ୱାରା ୧୭୦କୋଟି ପାଣ୍ଠି ସଂଗ୍ରହ ଅଭିଯୋଗ

ନୂଆଦିଲ୍ଲୀ,୩।୧୨: ଦେଶର ମୁଖ୍ୟ ବିରୋଧୀ ଦଳ ଭାରତୀୟ ଜାତୀୟ କଂଗ୍ରେସ(ଆଇଏନ୍‌ସି)କୁ ଆୟକର ବିଭାଗ ପକ୍ଷରୁ ନୋଟିସ କରାଯାଇଛି। ରାଜନୈତିକ ଚାନ୍ଦାକୁ ନେଇ କଂଗ୍ରେସକୁ ଡିସେମ୍ବର ୨ରେ ଏହି ନୋଟିସ କରାଯାଇଛି। ହାଇଦ୍ରାବାଦର ଇମ୍ଫ୍ରାଷ୍ଟକ୍‌ଚର କମ୍ପାନୀ ସହ ସଂପୃକ୍ତ ଥିବା ନେଣଦେଣକୁ ନେଇ…

ଅଯୋଧ୍ୟା: ଟ୍ରଷ୍ଟ ଗଠନ ପୂର୍ବରୁ ମନ୍ଦିର ପୂଜାରୀ ନେଇ ଟଣାଓଟରା

ଅଯୋଧ୍ୟା,୩।୧୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ନେଇ ୩ ମାସ ମଧ୍ୟରେ ଟ୍ରଷ୍ଟ ଗଠନ କରିବାକୁ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଇତିମଧ୍ୟରେ ଏକ ମାସ ବିତି ଯାଇଛି। ଟ୍ରଷ୍ଟ ଗଠନ ପୂର୍ବରୁ ମନ୍ଦିର ପୂଜାରୀ ହେବାକୁ ନେଇ ଟଣାଓଟରା ଆରମ୍ଭ…

ମଦୁରାଇରେ ମଲ୍ଲୀ ଫୁଲର ଦାମ୍‌ ୩ହଜାର ଟଙ୍କା

ମଦୁରାଇ,୩।୧୨: ତାମିଲନାଡୁର ମଦୁରାଇରେ ଏବେ ମଲ୍ଲୀ ଫୁଲର କିଲୋ ପିଛା ଦାମ୍‌ ୩ ହଜାର ଟଙ୍କା ଛୁଇଁଛି। ଅଦିନିଆ ବର୍ଷା ଯୋଗୁ ମଲ୍ଲୀ ଫୁଲର ଦରବୃଦ୍ଧି ହୋଇଥିବା ବ୍ୟବସାୟୀମାନେ କହିଛନ୍ତି। ଶ୍ରବଣ କୁମାର ନାମକ ଜଣେ ବ୍ୟବସାୟୀ କହିଛନ୍ତି ଗତ ୨…

ମୋଦିଙ୍କ ସହିତ ଗୁପ୍ତବୈଠକ: ମିଳିମିଶି କାମ କରିବାକୁ ମନା କରିଥିଲେ ଶରଦ ପାଓ୍ବାର !

ନୂଆଦିଲ୍ଲୀ,୩।୧୨: ମହାରାଷ୍ଟ୍ରରେ ସରକାର ଗଠନ ନେଇ ସଙ୍କଟ ଦେଖାଦେଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଭେଟିଥିଲେ। ଏହି ଗୁପ୍ତବୈଠକରେ କେଉଁ କେଉଁ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ସେ ନେଇ ଶରଦ ପାଓ୍ବାର ସୂଚନା ଦେଇଛନ୍ତି। ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri