ଜାତୀୟ

ବିଦ୍ୟା ଦେବୀ: ୯୭ ବର୍ଷ ବୟସରେ ସମ୍ଭାଳିବେ ସରପଞ୍ଚ ଦାୟିତ୍ୱ

ଜୟପୁର,୧୮।୧: ବୟସ ଯେ ଏକ ସଂଖ୍ୟା ଏହାକୁ ଏବେ ପ୍ରମାଣ କରିଛନ୍ତି ରାଜସ୍ଥାନ ସିକାରର ୯୭ ବର୍ଷୀୟା ମହିଳା ବିଦ୍ୟା ଦେବୀ। ନିକଟରେ ଅନୁଷ୍ଠିତ ହୋଇଥିବା ରାଜସ୍ଥାନର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ସେ ବିଜୟୀ ହୋଇ ଏବେ ସରପଞ୍ଚ ଦାୟିତ୍ୱ…

ଏମ୍ସ୍‌ ନେଲା ଆୟୁର୍ବେଦର ସହାୟତା: ଡାଇବେଟିସ୍‌ ସମସ୍ୟା ଦୂର କରିବାରେ କାଞ୍ଚନ ଗଛର ପ୍ରଭାବ ସମ୍ପର୍କରେ ହେବ ଅଧ୍ୟୟନ

ନୂଆଦିଲ୍ଲୀ,୧୮।୧: ଏମ୍ସ୍‌ ଏବେ ଆୟୁର୍ବେଦର ସହାୟତା ନେବାକୁ ମନସ୍ଥ କରିଛି। କାଞ୍ଚନ ଗଛର ମଣିଷ ଶରୀର ଉପରେ କିଭଳି ପ୍ରଭାବ ଅନୁଭୁତ ହେଉଛି ସେ ନେଇ ଅନୁଧ୍ୟାନ କରାଯିବ। ଏହାଦ୍ୱାରା ଡାଇବେଟିସ୍‌ ସମସ୍ୟା କିଭଳି ଦୂର ହୋଇପାରୁଛି ତାହା ଉପରେ ଗବେଷଣା…

ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଉଠିଲା ବିବାଦ: ଅନିର୍ଦ୍ଦିଷ୍ଟକାଳ ପାଇଁ ହୋଇପାରେ ବନ୍ଦ

ଶିରିଡି,୧୮।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଇଥିବା ବୟାନ ଏବେ ବିବାଦ ଘେରକୁ ଚାଲି ଆସିଛି। ଠାକରେଙ୍କ ବୟାନକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ରବିବାରଠାରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିରିଡିକୁ ବନ୍ଦ ରଖିବାକୁ…

ଘୁଞ୍ଚିଲା ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୮।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲର ଶୁଣାଣିକୁ ଦିଲ୍ଲୀର ଏକ କୋର୍ଟ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୧ ତାରିଖରେ ଏହି ମାମଲାର ଶୁଣାଣି କରାଯିବ ବୋଲି କୋର୍ଟ ଶନିବାର କହିଛନ୍ତି। ସୂଚନାଯୋଗ୍ୟ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ…

ଜମ୍ମୁ-କଶ୍ମୀର ଗସ୍ତରେ ମୋଦିଙ୍କ ୩୬ ମନ୍ତ୍ରୀ: ସପ୍ତାହରେ ବୁଲିବେ ୬୦ ଅଞ୍ଚଳ

ଶ୍ରୀନଗର,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩୬ ଜଣ ମନ୍ତ୍ରୀଙ୍କର ଶନିବାରଠାରୁ ଏକ ସପ୍ତାହ ବ୍ୟାପି ଜମ୍ମୁ-କଶ୍ମୀର ଗସ୍ତ ଆରମ୍ଭ ହୋଇଛି। ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରରେ ମୋଦିଙ୍କ ବିକାଶ ମୂଳକ କାର୍ଯ୍ୟର ପ୍ରଚାର କରିବେ। ଏହି ସମୟ ମଧ୍ୟରେ ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରର ୬୦ଟ ଅଞ୍ଚଳରେ…

ହିନ୍ଦୁ ଶରଣାର୍ଥୀଙ୍କୁ ଅଧା ଦାମ୍‌ରେ ଜମି ଯୋଗାଇ ଦେଲେ ରାଜସ୍ଥାନ ସରକାର

ଜୟପୁର,୧୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାରି ଭିତରେ କିନ୍ତୁ ରାଜସ୍ଥାନର ଅଶୋକ ଗେହଲଟ ସରକାର ପାକିସ୍ତାନରୁ ଆସିଥିବା ହିନ୍ଦୁ ଶରଣାର୍ଥୀଙ୍କୁ ନାଗରିକତା ପ୍ରଦାନ କରିଛନ୍ତି। କେବଳ ସେତିକି ନୁହେଁ…

ମୋଦି-ଶାହଙ୍କ ମଧ୍ୟରେ ଲାଗିଛି ବିବାଦ; ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ: ଭୂପେଶ ବଘେଲା

ରାୟପୁର,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର୍‌) ଲାଗୁ ନେଇ ଏହି ବିବାଦ ସୃଷ୍ଟି ହୋଇଥିବା…

ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ଅଣାଯିବ ଦୁଇ ସନ୍ତାନ ଆଇନ: ଭାଗଓ୍ବତ

ଲକ୍ଷ୍ନୌ, ୧୮।୧: ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ ଦେଇଥିବା ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଉତ୍ତରପ୍ରଦେଶ ମୁରାଦାବାଦରେ ସଂଘ କାର୍ଯ୍ୟକର୍ତ୍ତାଙ୍କ ସହିତ ରୁଦ୍ଧଦ୍ୱାର ବୈଠକରେ ଯୋଗଦେଇ ଭାଗଓ୍ବତ ଦେଶରେ ଦୁଇ…

ଟିକେଟ୍‌ ଭାଗବଣ୍ଟାକୁ ନେଇ ଅସନ୍ତୁଷ୍ଟ କଂଗ୍ରେସ କର୍ମୀ

ନୂଆଦିଲ୍ଲୀ,୧୮।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଏବେ ଏଥିରେ ଭାଗ ନେବାକୁ ବିଭିନ୍ନ ଦଳର ବହୁ ଆଶାୟୀ ପାର୍ଥୀ ରହିଛନ୍ତି। ତେବେ କିଛିଦିନ ହେବ କଂଗ୍ରେସ ଦେଶର ବିଭିନ୍ନ ସ୍ଥାନରେ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି…

ନିମନ୍ତ୍ରଣ ପତ୍ରରେ ‘ସିଏଏ’କୁ ସମର୍ଥନ ଜଣାଇଲେ ବର

ନରସିଂପୁର,୧୮।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ କେତେକ ସ୍ଥାନରେ ଏହାକୁ ସମର୍ଥନ ମଧ୍ୟ କରାଯାଉଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା ବି ଜୋର ଧରିଛି। ତେବେ…

ଇନ୍ଦିରା ଜୟସିଂ ମୋତେ ଉପଦେଶ ଦେବାକୁ କିଏ: ଆଶା ଦେବୀ

ନୂଆଦିଲ୍ଲୀ,୧୮।୧: ନିର୍ଭୟାଙ୍କ ମା’ ଆଶା ଦେବୀ ବରିଷ୍ଠ ଆଇନଜୀବି ଇନ୍ଦିରା ଜୟସିଂଙ୍କ ଉପଦେଶକୁ ନେଇ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ଆଶା ଦେବୀ କହିଛନ୍ତି ଇନ୍ଦିରା ମୋତେ ଉପଦେଶ ଦେବାକୁ କିଏ? ସାରା ଦେଶ ବଳାତ୍କାରୀଙ୍କୁ ଫାଶୀ ଖୁଣ୍ଟରେ ଝୁଲିବାକୁ ଚାହୁଁଥିବା ବେଳେ…

ବିବାଦରେ ‘ବିଫ୍‌ ଫ୍ରାଏ’ ଟୁଇଟ୍‌

ଥିରୁଭାନନ୍ତପୁରମ୍‌,୧୮ା୧ (ପି.ଟି.): ମକର ସଂକ୍ରାନ୍ତି ଦିନ କେରଳ ପର୍ଯ୍ୟଟନ ବିଭାଗ ‘ବିଫ୍‌ ଫ୍ରାଏ’ ଟୁଇଟ୍‌ କରି ବିବାଦ ଘେରକୁ ଆସିଛି। ଏହାକୁ ନେଇ ବିବଦା ଉଠିବା ପରେ କାହାର ଧର୍ମୀୟ ଭାବନାକୁ ଆଘାତ ଦେବା ଉଦ୍ଦେଶ୍ୟ ନ ଥିଲା ବୋଲି ସିପିଏମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri