ଦେଶର ସବୁଠୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍-୩୦ ଉତ୍କ୍ଷେପଣ: ବଢିବ ଇଣ୍ଟରନେଟ୍ ସ୍ପିଡ୍
ବେଙ୍ଗାଲୁରୁ,୧୭।୧:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ) ପୁଣି ଇତିହାସ ରଚିଛି। ଦେଶର ସବୁଠାରୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍-୩୦ ସଫଳତାର ସହ ଉତ୍କ୍ଷେପଣ କରାଯାଇଛି। ଫ୍ରେଞ୍ଚ ଗୁଏନାର କୋରୋଉ ଲଞ୍ଚପ୍ୟାଡରୁ ୟୁରୋପିଆନ ହେଭି ରକେଟ ଏରିୟନ-୫ ଦ୍ୱାରା ଏହାକୁ ଶୁକ୍ରବାର ଭାରତୀୟ ସମୟ…
ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍ଏ କହିଲା: ପ୍ରମାଣ କର, ନଚେତ୍ କ୍ଷମା ମାଗ
ନୂଆଦିଲ୍ଲୀ,୧୭।୧:ଫାର୍ମାସ୍ୟୁଟିକାଲ୍ କମ୍ପାନୀଗୁଡ଼ିକ ଅନୁଗ୍ରହ ଲାଭ ପାଇଁ ଡାକ୍ତରମାନଙ୍କୁ ମହିଳା ଯୋଗାଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ତଥାକଥିତ ମନ୍ତବ୍ୟ ଝଡ଼ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ଉକ୍ତ ରିପୋର୍ଟକୁ ଖଣ୍ଡନ କରିନାହିଁ। ତେଣୁ ପ୍ରଧାନମନ୍ତ୍ରୀ ନିଜେ ଏହାକୁ ପ୍ରମାଣ…
ମେଳା ଦେଖି ରାତିରେ ଫେରୁଥିବାବେଳେ ୨ ନାବାଳିକାଙ୍କୁ ଗଣବଳାତ୍କାର
ରାଞ୍ଚି,୧୭।୧(ଆଇଏଏନ୍ଏସ୍):ଝାଡ଼ଖଣ୍ଡର ଖୁଣ୍ଟି ଜିଲା କଳାମାଟି ବ୍ଲକରେ ୨ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବାବେଳେ ୪ ଜଣଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ୫ମରୁ ୮ମ ଶ୍ରେଣୀ ମଧ୍ୟରେ ପାଠ ପଢ଼ୁଥିବା ଏହି ନାବାଳିକାମାନେ ବୁଧବାର ରାତିରେ ମେଳାଦେଖି ଘରକୁ ଫେରୁଥିବାବେଳେ କେତେକ ଯୁବକ…
୩ ନମ୍ବର ଜେଲକୁ ଦୋଷୀ ସ୍ଥାନାନ୍ତର: ଫାଶୀ ବିଳମ୍ବକୁ ନେଇ ଭାଜପା-ଏଏପି ବାକ୍ଯୁଦ୍ଧ
ନୂଆଦିଲ୍ଲୀ,୧୭।୧(ପି.ଟି.):ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଅପରାଧୀଙ୍କୁ ଗୁରୁବାର ତିହାର ଜେଲ୍ କମ୍ପ୍ଲେକ୍ସର ୩ ନମ୍ବର ଜେଲ୍କୁ ନିଆଯାଇଛି, ଯେଉଁଠି ସେମାନଙ୍କୁ ଫାଶୀ ଦିଆଯିବ। ଅପରାଧୀ ବିନୟ ଶର୍ମା, ଅକ୍ଷୟ କୁମାର ସିଂ, ମୁକେଶ ସିଂ ଓ…
ହରିଶ ସାଲ୍ଭେ ହେଲେ ବ୍ରିଟେନ କ୍ୟୁସି
ନୂଆଦିଲ୍ଲୀ,୧୭।୧(ଆଇଏଏନ୍ଏସ୍):ପୂର୍ବତନ ସଲିସିଟର ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ହରିଶ ସାଲଭେଙ୍କୁ ଇଂଲଣ୍ଡ ଓ ଓ୍ବେଲ୍ସ କୋର୍ଟଗୁଡ଼ିକରେ ବ୍ରିଟେନ ରାଣୀଙ୍କ ଓକିଲ (କ୍ୟୁସି) ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଆନୁଷ୍ଠାନିକ ନିଯୁକ୍ତି ମାର୍ଚ୍ଚରେ ମିଳିବ। ବ୍ରିଟେନ୍ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ତାଲିକାରେ…
ବଳଦଗାଡ଼ିକୁ ଧକ୍କା ଦେଲା ଟ୍ରେନ୍: ୫ ମୃତ
ପାଟନା,୧୬।୧: ବିହାର ସମସ୍ତିପୁର ଜିଲାରେ ଗୁରୁବାର ଏକ ଟ୍ରେନ୍ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ର୍ତ୍ତି କରାଯାଇଛି। ସ୍ଥାନୀୟ ହସନପୁର ଥାନା ଅଞ୍ଚଳର ମହୁଆ ଢ଼ାଲା…
ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା
ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବ୍ରୁ ଶରଣାର୍ଥୀଙ୍କ ପ୍ରତିନିଧି, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର…
ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍: ୫ ଜୈଶ୍ ଆତଙ୍କବାଦୀ ଗିରଫ
ଶ୍ରୀନଗର,୧୬।୧: ଗଣତନ୍ତ୍ର ଦିବସ ଅବସରରେ କରାଯାଇଥିବା ଏକ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍ ହୋଇଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗୁରୁବାର ଗିରଫ କରାଯାଇଥିବା ୫ ଜୈଶ୍-ଇ-ମହମ୍ମଦ୍ ଆତଙ୍କବାଦୀଙ୍କୁ ପଚରାଉଚରା ସମୟରେ ଏହା ଜଣାପଡ଼ିଛି। ଗିରଫ ହୋଇଥିବା ଆତଙ୍କବାଦୀମାନେ ହେଉଛନ୍ତି ଏଜାଜ୍ ଅହମ୍ମଦ୍…
ରାସ୍ତା କଡ଼ରେ ଗାଡ଼ିରେ ବସି ମୋବାଇଲ୍ରେ ଗପିଲେ ବି କଟିବ ଚାଲାଣ
ଚଣ୍ଡିଗଡ଼,୧୬।୧: ରାସ୍ତାରେ ଗାଡ଼ି ଚଳାଇବା ସମୟରେ ମୋବାଇଲ୍ରେ ଗପିଲେ ଚାଲାଣ କଟିବାର ବ୍ୟବସ୍ଥା ରହିଛି। ତେବେ ରାସ୍ତାକଡ଼ରେ ଗାଡ଼ି ରଖି ମୋବାଇଲ୍ରେ କଥାହେଲେ ଏବେ ଜରିମାନା ଦେବାକୁ ପଡ଼ିବ। ନୂତନ ମୋଟର ଯାନ ଆଇନ ଅନ୍ତର୍ଗତ ଆସନ୍ତା ଫେବୃୟାରୀଠାରୁ ଚଣ୍ଡିଗଡ଼ରେ ଏଭଳି…
ନିର୍ଭୟା ମାମଲା: ଜେଲ୍ ପ୍ରଶାସନଙ୍କୁ ରିପୋର୍ଟ ମାଗିଲେ କୋର୍ଟ
ନୂଆଦିଲ୍ଲୀ,୧୬।୧: ଦୀର୍ଘ ୭ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଶୁଣାଣି କରି ଆଜି ଦିଲ୍ଲୀର ଏକ କୋର୍ଟ ତିହାର ଜେଲ୍ ପ୍ରଶାସନକୁ ରିପୋର୍ଟ ମାଗିଛନ୍ତି। ଆସନ୍ତା ୨୨ରେ ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪…
ମୋଦି-ମେଡିକାଲ ସଂଘ ମୁହାଁମୁହିଁ
ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ମେଡିକାଲ ସଂଘ ମୁହାଁମୁହିଁ ହୋଇଛନ୍ତି। ମୋଦିଙ୍କ ଏକ ମନ୍ତବ୍ୟ ନେଇ ମେଡିକାଲ ସଂଘ କ୍ଷୋଭ ପ୍ରକାଶ କରିଛି। ଜାନୁୟାରୀ ୨ରେ ଏକ ବୈଠକରେ ମୋଦି କହିଥିଲେ ଯେ, ବଡ଼ବଡ଼ ଔଷଧ କମ୍ପାନୀଗୁଡ଼ିକ ଡାକ୍ତରମାନଙ୍କୁ…
‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’: କେବଳ ଶିକ୍ଷାର୍ଥୀ ପଚାରିବେ ମୋଦିଙ୍କୁ ପ୍ରଶ୍ନ
ନୂଆଦିଲ୍ଲୀ,୧୬।୧: ଜାନୁୟାରୀ ୨୦ରେ ହେବାକୁ ଥିବା ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’ର ତୃତୀୟ ସଂସ୍କରଣରେ କେବଳ ଶିକ୍ଷାର୍ଥୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ପଚାରି ପାରିବେ ବୋଲି ସୂଚନା ମିଳିଛି। ଯାହାକୁ ନେଇ ମୋଦି ପିଲାମାନଙ୍କୁ ଉପଯୋଗୀ ଟିପ୍ସ ପ୍ରଦାନ କରିବେ।…
Archives


