ଏମ୍ପିଙ୍କ ପାଇଁ ଡୁପ୍ଲେକ୍ସ ଫ୍ଲାଟ ଉଦ୍ଘାଟନ କଲେ ମୋଦି
ନୂଆଦିଲ୍ଲୀ,୨୦।୮: ରାଜଧାନୀ ଦିଲ୍ଲୀର ନର୍ଥ ଏଭିନ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍ପିମାନଙ୍କ ପାଇଁ ସୋମବାର ନବନିର୍ମିତ ୩୬ଟି ଡୁପ୍ଲେକ୍ସର ଉଦ୍ଘାଟନ କରିଛନ୍ତି। ଲୋକ ସଭାକୁ ନିର୍ବାଚିତ ହୋଇଥିବା ନୂଆ ଏମ୍ପିମାନଙ୍କର ରହିବାରେ ଅସୁବିଧା ହେଉଥିବାରୁ ସେମାନେ ହୋଟେଲରେ ରହୁଥିଲେ। ତେଣୁ...
ମନମୋହନ ରାଜ୍ୟ ସଭାକୁ ନିର୍ବାଚିତ
ଜୟପୁର/ଲକ୍ଷ୍ନୌ, ୨୦ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପନିର୍ବାଚନ ଲାଗି ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଅପରାହ୍ନ ୩ଟାରେ ଶେଷ ହେବା ପରେ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଥିଲା।...
ମାଲେସିଆରେ ଜାକିର୍ଙ୍କ ଧାର୍ମିକ ଉପଦେଶ ଦେବା ଉପରେ କଟକଣା
କୁଆଲାମ୍ପୁର,୨୦।୮: ବିବାଦୀୟ ଇସଲାମିକ୍ ଧର୍ମ ଉପଦେଶକ ଜାକିର୍ ନାଇକ୍ଙ୍କ ଉପରେ ମାଲେସିଆରେ କଟକଣା ଜାରି ହୋଇଛି। ଏଣିକି ସେ ଧାର୍ମିକ ଉପଦେଶ ଦେଇପାରିବେ ନାହିଁ। ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ମାଲେସିଆ ପୋଲିସ ପକ୍ଷରୁ...
ନକଲି ପାସପୋର୍ଟରେ ପ୍ରବେଶ କରିଛନ୍ତି ଜଣେ ଆଇଏସ୍ଆଇ ଏଜେଣ୍ଟଙ୍କ ସହିତ ୪ ଆତଙ୍କବାଦୀ: ଦେଶବ୍ୟାପି ହାଇ ଆର୍ଲଟ
ନୂଆଦିଲ୍ଲୀ,୨୦।୮: ଦେଶରେ ଆଇଏସ୍ଆଇ ଏଜେଣ୍ଟ ସହିତ ୪ ଆତଙ୍କବାଦୀ ନକଲି ପାସପୋର୍ଟରେ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଦେଶବ୍ୟାପି ହାଇ ଆର୍ଲଟ ଜାରି କରାଯାଇଛି। ରାଜସ୍ଥାନ ଏବଂ ଗୁଜରାଟ...
ପ୍ରେମରେ ବାଧା ଦେବାରୁ ପ୍ରେମିକ ସହ ମିଶି ପିତାଙ୍କୁ ହତ୍ୟା କଲେ ୧୫ବର୍ଷର ଝିଅ
ବେଙ୍ଗାଲୁରୁ, ୨୦।୮: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମରେ ବାଧା ଦେବାରୁ ୧୯ ବର୍ଷ ପ୍ରେମିକ ସହ ମିଶି ପିତାଙ୍କୁ ହତ୍ୟା କରିଛନ୍ତି ୧୫ବର୍ଷର ଝିଅ। ପୋଲିସ ଝିଅ ଏବଂ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି।...
ବୀର ଭୂମିରେ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ରାଜୀବ ଗାନ୍ଧୀଙ୍କ ୭୫ ତମ ଜନ୍ମ ବାର୍ଷିକୀ ଅବସରରେ ମଙ୍ଗଳବାର ବୀରଭୂମିଠାରେ କଂଗ୍ରେସର ମଧ୍ୟକାଳୀନ ଅଧ୍ୟକ୍ଷ ତଥା ରାଜୀବଙ୍କ ସ୍ତ୍ରୀ ସୋନିଆ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ରାହୁଲ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ...
୯୬ ବର୍ଷ ତଳେ ଆରମ୍ଭ ହୋଇଥିବା ରେଡ଼ିଓ ପ୍ରସାରଣରେ ମୋଦି ଆଣିଛନ୍ତି ନୂଆ କ୍ରାନ୍ତି
ନୂଆଦିଲ୍ଲୀ, ୨୦।୮: ପ୍ରତିବର୍ଷ ଅଗଷ୍ଟ ୨୦ରେ ଭାରତରେ ଜାତୀୟ ଦିବସ ପାଳିତ ହୋଇଥାଏ। ୯୬ ବର୍ଷ ତଳେ ୧୯୨୩ରେ ଦେଶରେ ପ୍ରଥମ ରେଡ଼ିଓ ପ୍ରସାରଣ ଆରମ୍ଭ ହୋଇଥିଲା। ଏହାକୁ ଇଣ୍ଡିଆନ୍ ବ୍ରୋଡ୍କାଷ୍ଟ କମ୍ପାନୀ ଦ୍ୱାରା କରାଯାଇଥିଲା। ୧୯୩୦ରେ ଏହି କମ୍ପାନୀର...
ଭାଜପାରେ ଯୋଗଦେଲେ ୫୦ ଟିଡିପି ନେତା
ହାଇଦ୍ରାବାଦ,୨୦ା୮: ତେଲେଙ୍ଗାନାରେ ତେଲୁଗୁ ଦେଶମ୍ ପାର୍ଟି(ଟିଡିପି)ର ୫୦ରୁ ଊର୍ଦ୍ଧ୍ୱ ନେତା ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ମନ୍ତ୍ରୀ, ବିଧାୟକ ଓ ଅନ୍ୟାନ୍ୟ ସ୍ଥାନୀୟ ନେତା। ଏହା ଟିଡିପି ମୁଖ୍ୟ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ଲାଗି ଶକ୍ତ...
ସ୍କୁଲ ଖୋଲିଲା: ଉପସ୍ଥାନ କମ
ଶ୍ରୀନଗର,୨୦ା୮: ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ କୋହଳ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ଖୋଲିଥିବାବେଳେ ଉପସ୍ଥାନ ବହୁତ କମ୍ ଥିବା ଦେଖିବାକୁ ମିଳିଛି। ବହୁ ସ୍କୁଲରେ କେବଳ ଶିକ୍ଷକ ଓ କର୍ମଚାରୀ...
୪ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା ବାୟୁସେନା
ଜମ୍ମୁ,୨୦ା୮(ପି.ଟି.): ଜମ୍ମୁରେ ପ୍ରବାହିତ ତାଓ୍ବି ନଦୀରେ ବନ୍ୟା ଆସିଥିବାବେଳେ ସେଠାରେ ଫସିରହିଥିବା ୪ ମତ୍ସ୍ୟଜୀବୀଙ୍କୁ ସୋମବାର ବାୟୁସେନା ଉଦ୍ଧାର କରିଛି। ଖରାପ ପାଗ ଓ ବନ୍ୟାଜଳର ପ୍ରଖର ସ୍ରୋତକୁ ଖାତିର ନ କରି ବାୟୁସେନା ଦୁଃସାହସର ସହିତ ହେଲିକପ୍ଟର ଯୋଗେ...
ଟ୍ରମ୍ପଙ୍କ ସହ ଫୋନ୍ରେ କଥାହେଲେ ମୋଦି: ଭାରତ ବିରୋଧୀ ହିଂସା ଅଶାନ୍ତି ବଢ଼ାଉଛି
ନୂଆଦିଲ୍ଲୀ,୨୦ା୮(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସୋମବାର ଅଧଘଣ୍ଟା ଧରି ଟେଲିଫୋନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିଲା। ବିଶେଷକରି ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପରେ କଶ୍ମୀରର ସାମ୍ପ୍ରତିକ ସ୍ଥିତିକୁ...
ଯୁଦ୍ଧ ପାଇଁ ପ୍ରସ୍ତୁତ ଥିଲା ସେନା
ନୂଆଦିଲ୍ଲୀ,୨୦ା୮(ପି.ଟି.): ବାଲାକୋଟ ଏୟାରଷ୍ଟ୍ରାଇକ୍ ପରେ ପାକିସ୍ତାନ ଭିତରେ ପଶି ପାରମ୍ପରିକ ଯୁଦ୍ଧ ପାଇଁ ଭାରତୀୟ ସେନା ପୂରା ଦମ୍ରେ ପ୍ରସ୍ତୁତ ଥିଲା। ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ ଏ ସମ୍ପର୍କରେ ସରକାରଙ୍କୁ ଜଣାଇଥିଲେ ବୋଲି ଉଚ୍ଚସ୍ତରୀୟ ସାମରିକ ସୂତ୍ରରୁ ଜଣାପଡିଛି।...
Archives


