ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ
କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା କଦଳୀ ପ୍ରୟୋଗ କରିବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟା ସମସ୍ୟା ଦୂର ହୁଏ। କଞ୍ଚା କଦଳୀରେ…
କାମ ନ କଲେ ଲୋକେ କହିବେ ବାଲାସାହେବଙ୍କ ଅଯୋଗ୍ୟ ସନ୍ତାନ: ଉଦ୍ଧବ
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ ମଧ୍ୟ କରି ସାରିଛନ୍ତି। ସେ କହିଛନ୍ତି ମୁମ୍ବାଇରେ…
ପ୍ରଥମ ଦିନରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ଡାକିଲେ ଉଦ୍ଧବ
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ଶୁକ୍ରବାର କାର୍ଯ୍ୟଭାର ସମ୍ଭାଳିଛନ୍ତି। ଆଉ ଏହା ପରେପରେ ସେ ତୁରନ୍ତ ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେଇଛନ୍ତି। ଏହି ବୈଠକରେ ସେ ବିକାଶ ମୂଳକ କାର୍ଯ୍ୟକୁ ଶୀଘ୍ର…
୯ଘଣ୍ଟା ଶୋଇବାକୁ ଏହି କମ୍ପାନୀ ଦେଉଛି ଲକ୍ଷେ ଟଙ୍କା ଦରମା
ବେଙ୍ଗାଲୁରୁ: କର୍ମଚାରୀଙ୍କ କାର୍ଯ୍ୟରେ ଖୁସି ହୋଇ କମ୍ପାନୀ କର୍ତ୍ତୃପକ୍ଷ ଦରମା ବଢ଼ାଇବା ସହ ଇନ୍ସେଟିଭ୍ ଦେଉଥିବା କଥା ବହୁ ଥର ଶୁଣିଥିବେ ବା ଜାଣିଥିବେ। ହେଲେ କେବେ ଶୁଣିଛନ୍ତି କି, ଶୋଇବା ପାଇଁ କର୍ମଚାରୀଙ୍କୁ ଦିଆଯାଉଛି ଲକ୍ଷେ ଟଙ୍କା। କିନ୍ତୁ ଏଥିପାଇଁ…
ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ୍ !
ନୂଆଦିଲ୍ଲୀ,୨୯।୧୧: ବିମୁଦ୍ରିକରଣ ପରେ ବଜାରକୁ ଆସିଥିବା ୨ହଜାର ଟଙ୍କିଆକୁ ନେଇ ଏବେ ଲୋକଙ୍କ ମନରେ ପୁଣି ଛନକା ପଶିଲାଣି। କାରଣ ଶୁକ୍ରବାର ପୂର୍ବତନ ଅର୍ଥ ସଚିବ ଏସ୍ସି ଗର୍ଗ ଏହାକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଏହା…
ଦିଲୀପ ଓ୍ବାଲସେ ହେଲେ ପ୍ରୋଟେମ ସ୍ପିକର
ମୁମ୍ବାଇ,୨୯।୧୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ନେତା ଦିଲୀପ ଓ୍ବାଲସେ ପାଟିଲ ମହାରାଷ୍ଟ୍ର ବିଧାନସଭାର ପ୍ରୋଟେମ ସ୍ପିକର ଭାବେ ଶୁକ୍ରବାର ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଦିଲୀପଙ୍କୁ ପ୍ରୋଟେମ ସ୍ପିକର…
ଆତଙ୍କବାଦୀରୁ ସମାଜସେବୀ
ଜଣଙ୍କ ମନରେ କେତେବେଳେ ପରିବର୍ତ୍ତନ ଆସିବ ତାହା କହିହୁଏନି , ଯେମିତି ଘଟିଛି ଆସାମର ମୋନି ମାନିକ ଗୋଗୋଇଙ୍କ କ୍ଷେତ୍ରରେ। ମୋନିଙ୍କୁ ବୟସ ଏବେ ୫୭ ବର୍ଷ। ଦିବ୍ରୁଗଡ ଜିଲାର ଶାଲମାରି ଦିଘାଲିଆ ଗାଁରେ ତାଙ୍କ ଜନ୍ମ। ପ୍ରଥମରୁ ସେ ଜଣେ…
ସଫେଇ କର୍ମଚାରୀ ପଦ ଲାଗି ୭ ହଜାର ଇଞ୍ଜିନିୟରଙ୍କ ଆବେଦନ
କୋଏମ୍ବାଟୁର: ତାମିଲନାଡ଼ୁର କୋଏମ୍ବାଟୁରରେ ସଫେଇ କର୍ମଚାରୀ ପଦବୀ ଲାଗି ୭ ହଜାର ଇଞ୍ଜିଜିନିୟରଙ୍କ ଆବେଦନ ବେକାରି ସମସ୍ୟାର ବିକଳ ଚିତ୍ରକୁ ପଦାରେ ପକାଇଛି। ସିଟି କର୍ପୋରେଶନରେ ଖାଲିଥିବା ୪୪୯ ପଦ ଲାଗି ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ ପାସ୍ ଥିବାବେଳେ ୭ ହଜାର…
କାର୍ଯ୍ୟଭାର ଗ୍ରହଣ କଲେ ଉଦ୍ଧବ
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଗୁରୁବାର ଠାକ୍ରେ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ ଉଦ୍ଧବ। ଶିବସେନା, କଂଗ୍ରେସ ଓ ଏନ୍ସିପି ସହ ମେଣ୍ଟ ହୋଇ ଏହି…
ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଯୁବକଙ୍କୁ ଚପଲରେ ପିଟିଲେ ମହିଳା: ଭିଡିଓ ଭାଇରାଲ
ପାଟନା,୨୯।୧୧: ବିହାରର ବୈଶାଳୀ ଜିଲାରେ ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଜଣେ ମହିଳା ଯୁବକଙ୍କୁ ଚପଲରେ ପିଟିବା ଘଟଣାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହା ଦେଶରି ଥାନା ଅଞ୍ଚଳର ମୁରୌତପୁର ଗାଁର ବୋଲି ଜଣାପଡିଛି। ଭିଡିଓରେ ଦେଖିବାକୁ ମିଳିଛି କେତେଜଣଙ୍କ କହିବା…
ଆଶ୍ୱସ୍ତ ହେଲେ ସଲମାନ
ନୂଆଦିଲ୍ଲୀ,୨୯।୧୧: ବଲିଉଡ୍ ଭାଇଜାନ୍ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’ ନିର୍ମାଣ କରିଥିବା ବେଳେ ଏଥିରେ ସେ ଧାର୍ମିକ ଭାବନାକୁ କଠୋର ଆଘାତ ପହଞ୍ଚାଇଥିଲେ ବୋଲି…
କଂଗ୍ରେସ ପାଖରେ ମୁଣ୍ଡ ନୁଆଁଇ ପାରନ୍ତି ଉଦ୍ଧବ
ମୁମ୍ବାଇ,୨୯।୧୧: ବହୁ ବାଦବିବାଦ ପରେ ଶେଷରେ ମହାରାଷ୍ଟ୍ରରେ ଶିବସେନା ଭାରତୀୟ ଜନତା ପାର୍ଟି(ଭାଜପା)ଠାରୁ ଅଲଗା ହୋଇ ସରକାର ଗଠନ କରିଛି। ଆଉ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚନ ନ ଲଢି ପଦ ସମ୍ଭାଳିଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଏବେ ଶିବସେନା, କଂଗ୍ରେସ…
Archives


