ଜାତୀୟ

ଦେଶର ସଙ୍କଟ ଜନକ ଅର୍ଥବ୍ୟବସ୍ଥାରୁ ଧ୍ୟାନ ହଟାଇବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି: ସୁରେଜଓ୍ବାଲା

ନୂଆଦିଲ୍ଲୀ,୨୨।୮: ଦେଶର ସଙ୍କଟଜନକ ଅର୍ଥବ୍ୟବସ୍ଥାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ବରିଷ୍ଠ ସଦସ୍ୟ ରଣଦୀପ୍‌ ସୁରେଜଓ୍ବାଲା ଅଭିଯୋଗ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଗତ...

ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ଅନ୍ତିମ ସଂସ୍କାର: ତୋପ ସଲାମୀରେ ଫୁଟିଲାନି ବନ୍ଧୁକରୁ ଗୁଳି

ପାଟନା,୨୨।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ଅନ୍ତିମ ସଂସ୍କାର ବୁଧବାର ସାପୁଲ୍‌ ଜିଲାର ଥିବା ତାଙ୍କ ପୈତୃକ ଗାଁରେ ହୋଇଛି। ତୋପ ସଲାମୀ ସମୟରେ ପୋଲିସ ପକ୍ଷରୁ ବ୍ୟବହାର କରାଯାଇଥିବା ୨୨ଟି ବନ୍ଧୁକ ମଧ୍ୟରୁ କୌଣସି ଗୋଟିଏରୁ ବି...

୨୬ରେ ମୋଦି-ଟ୍ରମ୍ପ୍‌ ଭେଟ: କଶ୍ମୀର-ଆତଙ୍କବାଦ ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଅଗଷ୍ଟ ୨୬ରେ ଭେଟିବେ। ପ୍ୟାରିସ୍‌ରେ ଦୁଇନେତାଙ୍କ ସାକ୍ଷାତ୍‌ ଜି-୭ ଶିଖର ସମ୍ମିଳନୀରେ ହେବ। ଏହି ସାକ୍ଷାତ୍‌ ସମୟରେ ଟ୍ରମ୍ପ୍‌ କଶ୍ମୀର ସମସ୍ୟା ଉଠାଇବା ସହିତ ଏଥିରେ ମଧ୍ୟସ୍ଥତା ପାଇଁ...

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର...

ପୁଣିଥରେ ମିଗ୍‌-୨୧ ଉଡାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୨୨।୮: ଭାରତୀୟ ବାୟୁସେନର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଣିଥରେ ମିଗ୍‌-୨୧ ବିମାନ ଉଡାଇଥିବା ପ୍ରକାଶ କରିଛନ୍ତି ଜଣେ ବାୟୁସେନା ଅଧିକାରୀ। ବେଙ୍ଗାଲୁରୁରେ ଥିବା ବାୟୁସେନାର ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ୍‌ ମେଡିସିନରେ ପ୍ରାୟ ୩ ସପ୍ତାହ ପୂର୍ବରୁ ଚିକିତ୍ସା ଯାଞ୍ଚ...

ତୋଗଲକାବାଦ୍‌ ହିଂସା: ଭୀମ ସେନା ମୁଖ୍ୟଙ୍କ ସମେତ ୯୧ ଗିରଫ

ନୂଆଦିଲ୍ଲୀ, ୨୨।୮: ତୋଗଲକାବାଦ୍‌ ହିଂସାରେ ଦିଲ୍ଲୀ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପୃକ୍ତ ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଓରଫ୍‌ ରାବଣଙ୍କ ସମେତ ୯୧ ଜଣଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରେ ଏହି ହଂସାକାଣ୍ଡ...

ନିଜ ହାତରେ ଚା’ ତିଆରି କରି ଲୋକଙ୍କୁ ପରସିଲେ ମମତା

ଦିଘା,୨୨।୮:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ହାତରେ ଚା’ ତିଆରି କରି ସାଧାରଣ ଜନତାଙ୍କୁ ପରସିଛନ୍ତି। ବୁଧବାର ମମତା ଦିଘାରେ ଥିବା ଏକ ଚା’ ଦୋକାନରେ ନିଜ ହାତରେ ଚା’ କରିବା ସହ ସେଠାରେ ଉପସ୍ଥିତ ଥିବ ଜନତାଙ୍କୁ ଏହା...

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩ ବର୍ଷୀୟ ପାଲାନିଅପ୍ପାନ୍‌ ଚିଦାମ୍ବରମ୍‌ ଏବେ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥାର ପଞ୍ଝାରେ। ବହୁଚର୍ଚ୍ଚିତ...

ମେଡିକାଲ ବଣ୍ଡ୍‌କୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୮ : ପୋଷ୍ଟ-ଗ୍ରାଜୁଏଟ୍‌ ମେଡିକାଲ ପାଠ୍ୟକ୍ରମ ଏବଂ ସୁପର ସ୍ପେଶିଆଲିଟି ପାଠ୍ୟକ୍ରମରେ ନାମଲେଖା ପାଇଁ ବାଧ୍ୟତାମୂଳକ ବଣ୍ଡ୍‌ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ରିଟ୍‌ ପିଟିଶନ୍‌କୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଓଡିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଗୁଜରାଟ, ମହାରାଷ୍ଟ୍ର,...

ପାକିସ୍ତାନକୁ ପାଣି ବନ୍ଦ ପାଇଁ ଭାରତର ପ୍ରସ୍ତୁତି

ନୂଆଦିଲ୍ଲୀ,୨୨ା୮(ଆଇଏଏନ୍‌ଏସ୍‌): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ କେନ୍ଦ୍ର ସରକାର ପାକିସ୍ତାନକୁ ଜମ୍ମୁ-କଶ୍ମୀର ବାଟଦେଇ ଯାଉଥିବା ପାଣି ବନ୍ଦ କରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସିନ୍ଧୁନଦୀ ଜଳଚୁକ୍ତିକୁ ଉଲ୍ଲଂଘନ ନ କରି କିପରି ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ରାଜୀବ ଗୌବା କ୍ୟାବିନେଟ ସଚିବ

ନୂଆଦିଲ୍ଲୀ, ୨୨ା୮: ସ୍ବରାଷ୍ଟ୍ର ସଚିବ ରାଜୀବ ଗୌବା ପରବର୍ତ୍ତୀ କ୍ୟାବିନେଟ ସଚିବ ଭାବେ ଦୁଇ ବର୍ଷ ଲାଗି ଦାୟିତ୍ୱ ଗ୍ରହଣ କରିବେ। ଏନେଇ ସରକାରଙ୍କ ପକ୍ଷରୁ ବୁଧବାର ନିଯୁକ୍ତି ଦିଆାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ଏହାକୁ ସ୍ବୀକୃତି ପ୍ରଦାନ କରିଛି।...

ହାଇଦ୍ରାବାଦରେ କନ୍‌ସଲ ଜେନେରାଲ ଜୋଏଲ୍‌

ହାଇଦ୍ରାବାଦ, ୨୨ା୮: ହାଇଦ୍ରାବାଦରେ ଆମେରିକାର ନୂଆ ବାଣିଜି୍ୟକ ରାଷ୍ଟ୍ରଦୂତ ଭାବେ ଜୋଏଲ ରେଫ୍‌ମ୍ୟାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ହାଇଦ୍ରାବାଦରେ ପହଞ୍ଚିବା ପରେ ଏହି ଅଞ୍ଚଳ ଲାଗି ଭାରତ-ଆମେରିକା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଥିବା ସେ କହିଛନ୍ତି। ଭାରତ- ଆମେରିକା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri