ଜାତୀୟ

ମେଣ୍ଟ ସରକାରର ସିଏମ୍‌ପି:କୃଷି ଋଣଛାଡ଼କୁ ଗୁରୁତ୍ୱ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରରେ ନବଗଠିତ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ରାଜ୍ୟରେ କୃଷକ ସମସ୍ୟାର ସମାଧାନ ଓ ସେମାନଙ୍କ ଋଣଛାଡ଼ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସ୍ଥାନୀୟ ଯୁବତୀଯୁବକଙ୍କ ଲାଗି ୮୦ ପ୍ରତିଶତ କର୍ମନିଯୁକ୍ତି ସୁବିଧା ଯୋଗାଇ ଦେବାକୁ ମହାରାଷ୍ଟ୍ର ବିକାଶ ଅଘାଡ଼ି ପକ୍ଷରୁ…

ଝାଡ଼ଖଣ୍ଡ: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ

ରାଞ୍ଚତ୍,୨୯।୧୧: ପ୍ରଥମ ପର୍ଯ୍ୟାୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପାଲାମୌ, ଗୁମ୍‌ଲା, ଗରଓ୍ବା ଏବଂ ଲାଟେହାର ସମେତ ୧୩ଟି ଆସନରେ ଶନିବାର ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଚାରର ଶେଷ ଦିନରେ ସବୁ…

ପଶ୍ଚିମବଙ୍ଗ ଉପନିର୍ବାଚନ:ଟିଏମ୍‌ସି ୩ ଆସନ ପୋଛିନେଲା

କୋଲକାତା, ୨୯।୧୧:ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଲାଗି ହୋଇଥିବା ଉପନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବାଜିମାରିଛି। ସମସ୍ତ ୩ ଆସନରେ ଟିଏମ୍‌ସିର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। କାଳିଆଗଞ୍ଜରେ ଟିଏମ୍‌ସି ପ୍ରାର୍ଥୀ ତପନ ଦେବ ସିହ୍ନା ଭାଜପା ପ୍ରାର୍ଥୀ କମଲ ଚନ୍ଦ୍ର ସର୍କାରଙ୍କୁ ୨,୪୧୮…

ପାର୍ଲାମେଣ୍ଟରେ ଚିଟ୍‌ଫଣ୍ଡ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୯।୧୧(ପି.ଟି.): ଚିଟ୍‌ଫଣ୍ଡ ସଂଶୋଧନ ବିଲ୍‌ ଗୁରୁବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ୨୦ ତାରିଖରେ ଏହା ଲୋକ ସଭାର ଅନୁମୋଦନ ଲାଭ କରିଥିବାବେଳେ ଗୁରୁବାର ରାଜ୍ୟ ସଭା ଏହାକୁ ମଞ୍ଜୁରୀ ଦେଇଛି। ପ୍ରସ୍ତାବିତ ବିଲ୍‌ରେ ବ୍ୟକ୍ତିବିଶେଷ କିମ୍ବା ୪ ଜଣରୁ କମ୍‌ ଲୋକଙ୍କ…

ଅଜିତଙ୍କୁ ମିଳିପାରେ ଉପମୁଖ୍ୟମନ୍ତ୍ରୀ ପଦ

ମୁମ୍ବାଇ, ୨୯।୧୧ :ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହ ୬ ମନ୍ତ୍ରୀ ଶପଥ ନେଇଥିବାବେଳେ ତାଙ୍କ ପାଳି ପଡ଼ି ନ ଥିଲା। ଭାଜପା ନେତୃତ୍ୱାଧୀନ ସରକାରରେ ସେ ଉପମୁଖ୍ୟମନ୍ତ୍ରୀ…

ଅଣସଦସ୍ୟ ଭାବେ ଉଦ୍ଧବ ଅଷ୍ଟମ ମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକ୍‌ରେ ଗୁରୁବାର ପ୍ରଥମ ଥର ଲାଗି ଶପଥଗ୍ରହଣ କରିଛନ୍ତି। ତେବେ ସେ ଏବେ ବିଧାନସଭା/ ବିଧାନ ପରିଷଦର ସଦସ୍ୟ ନାହାନ୍ତି। ଅଣସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ହେବା ଉଦ୍ଧବ ମହାରାଷ୍ଟ୍ରରେ ଅଷ୍ଟମ ରାଜନେତା।…

ଫଟୋଗ୍ରାଫରରୁ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୧୧(ପି.ଟି.):ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି। ଜଣେ ପେସାଦାର ଫଟୋଗ୍ରାଫରରୁ ଉଦ୍ଧବ ସବୁଠୁ ଧନୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି। ଜଣେ ମେଳାପୀ, ଭଦ୍ର ରାଜନେତା ଭାବେ ପରିଚିତ ୫୯ ବର୍ଷୀୟ ଉଦ୍ଧବ ମୁଖ୍ୟମନ୍ତ୍ରୀ ପଦକୁ…

ଉଦ୍ଧବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ:୩ ଦଳରୁ ୨ ଜଣ ଲେଖାଏ ମନ୍ତ୍ରୀ

ମୁମ୍ବାଇ,୨୯-୧୧(ପି.ଟି.):ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ରର ଅଷ୍ଟାଦଶ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ସନ୍ଧ୍ୟାରେ ଶପଥ ଗ୍ରହଣ କରିଛନ୍ତି। ଶିବସେନାରୁ ଏହି ଶୀର୍ଷ ପଦବୀ ଅଳଙ୍କୃତ କରିବାରେ ୫୯ ବର୍ଷୀୟ ଉଦ୍ଧବ ତୃତୀୟ ନେତା। ତାଙ୍କ ପୂର୍ବରୁ ଶିବସେନାରୁ ମନୋହର ଜୋଷୀ ଏବଂ…

କାଦୁଅରେ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କରି ଚର୍ଚ୍ଚାରେ ଦମ୍ପତି

ବିବାହକୁ ସ୍ମରଣୀୟ କରି ରଖିବାକୁ ସମସ୍ତେ ଚାହିଁ ଥାଆନ୍ତି। ଏବେ କିନ୍ତୁ ବିବାହ ପୂର୍ବର ମୂହୁର୍ତ୍ତକୁ ମନେ ରଖିବା ପାଇଁ ଯୁବପିଢୀ ବେଶୀ ଗୁରୁତ୍ୱ ଦେଉଛନ୍ତି। ଯାହାକୁ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କୁହାଯାଏ। ନିକଟରେ କେରଳର ଜଣେ ଦମ୍ପତି ଏମିତି…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ମେଥି

ପାଟିକୁ କଡା ଲାଗୁଥିଲେ ମଧ୍ୟ ଶରୀର ପାଇଁ ବେଶ୍‌ ଉକାରୀ ମେଥି। ଆୟୁର୍ବେଦ ଔଷଧ ପ୍ରସ୍ତୁତିରେ ମେଥିର ଆବଶ୍ୟକତା ଢେର୍‌ ଅଧିକ। ମେଥିରେ ମ୍ୟାଗ୍ନେସିୟମ, ଆଇରନ, ଫସଫରସ ଥାଏମିନ୍‌, ଫଲିକ୍‌ ଏସିଡ୍‌ ଏବଂ ଭିଟାମିନ୍‌ ଏ ପ୍ରଚୁର ପରିମାଣରେ ଥାଏ। ମେଥି…

ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ…

ଉଦ୍ଧବଙ୍କ ଲୋଭନୀୟ ଯୋଜନା: ଟଙ୍କାଏରେ ଚିକିତ୍ସା; ଚାଷୀଙ୍କ ଋଣ ଛାଡ଼

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ଲୋକଙ୍କ ପାଇଁ ଲୋଭନୀୟ ଯୋଜନା ଘୋଷଣା କରିଛନ୍ତି। ଶାସନ ଆରମ୍ଭ ହେବା ପୂର୍ବରୁ ମେଣ୍ଟ ସରକାରଙ୍କ ସାମାନ୍ୟ ନ୍ୟୁନତମ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଲୋକଙ୍କୁ ଟଙ୍କାଏରେ ଚିକିତ୍ସା ସୁବିଧା ଦେବା ସହିତ ଚାଷୀଙ୍କ ଋଣ ଛାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri