ଶାହ ଫୈଜଲ ହାଇକୋର୍ଟଙ୍କ ଦ୍ୱାରସ୍ଥ
ନୂଆଦିଲ୍ଲୀ,୨୧ା୮(ପି.ଟି.): ପୂର୍ବତନ ଆଇଏଏସ୍ ଅଧିକାରୀ ଶାହ ଫୈଜଲଙ୍କୁ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖି ଶ୍ରୀନଗର ପଠାଇଦିଆଯାଇଥିଲା। ଏହି ଘଟଣାକୁ ନେଇ ଫୈଜଲ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍ ମନମୋହନଙ୍କ ଅଧ୍ୟକ୍ଷତାରେ ଗଠିତ...
ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ରଦ୍ଦ ମାମଲା: ପିଟିଶନ ବିରୋଧରେ କ୍ୟାଭିଟ୍ ଦାଏର
ନୂଆଦିଲ୍ଲୀ,୨୧ା୮(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ୬ ଜଣ ଅବସରପ୍ରାପ୍ତ ପ୍ରଶାସନିକ ଓ ସେନା ଅଧିକାରୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିବା ବେଳେ ଏହା ବିରୋଧରେ କଶ୍ମୀରୀ ପଣ୍ଡିତମାନଙ୍କର...
ହତ୍ୟା ଉଦ୍ୟମ ମାମଲା: ଛୋଟା ରାଜନ୍ଙ୍କୁ ୮ ବର୍ଷ ଜେଲ୍
ମୁମ୍ବାଇ,୨୧ା୮(ପି.ଟି.): ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍ ଓ ଅନ୍ୟ ୫ ଜଣଙ୍କୁ ୮ ବର୍ଷ ଜେଲ୍ଦଣ୍ଡ ମିଳିଛି। ୨୦୧୨ରେ ଏହି ଗ୍ୟାଙ୍ଗଷ୍ଟର ଏକ ହୋଟେଲ୍ର ମାଲିକଙ୍କୁ ହତ୍ୟା ଉଦ୍ୟମ କରିଥିବା ନେଇ ମାମଲା ଦାଏର ହୋଇଥିଲା।...
ଚିଦାମ୍ବରମଙ୍କ ଘରେ ସିବିଆଇ, ଇଡି ଟିମ୍
ନୂଆଦିଲ୍ଲୀ,୨୧ା୮: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍ଙ୍କୁ ବଡ଼ ଝଟକା ଲାଗିଛି। ତାଙ୍କର ଆଗୁଆ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଗିରଫରୁ ବର୍ତ୍ତିବା ପାଇଁ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ...
ଯୋଗୀଙ୍କୁ ଝଟ୍କା: ୫ ମନ୍ତ୍ରୀ ଦେଲେ ଇସ୍ତଫା
ଲକ୍ଷ୍ନୌ,୨୦।୮: ଉତ୍ତରପ୍ରଦେଶରେ ଯୋଗୀ ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ରାଜନୈତିକ ହଟ୍ଟଚମଟ୍ଟ ସୃଷ୍ଟି ହୋଇଛି। ମଙ୍ଗଳବାର ୫ଜଣ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଥମେ ପ୍ରଦେଶର ଅର୍ଥ ମନ୍ତ୍ରୀ ରାଜେଶ ଅଗ୍ରଓ୍ବାଲ ଇସ୍ତଫା ଦେଇଥିବା ନେଇ ସୂଚନା ମିଳିଛି।...
ଏଠାରେ ବର୍ଷରେ ୫ଦିନ ସ୍ତ୍ରୀ-ସ୍ବାମୀ ହସିବା ମନା
ବାରାଣସୀର ମଣିକର୍ନିକା ଘାଟ ଅଞ୍ଚଳରେ ଥିବା ପିଡି ଗାଁରେ କାହିଁ କେଉଁ କାଳରୁ ଚାଲିଆସିଛି ଏକ ପରମ୍ପରା। ଦମ୍ପତିଙ୍କ ପାଇଁ ଏହି ପରମ୍ପରା ବେଶ କଡାକଡି ଭାବେ ପାଳନ କରାଯାଇଥାଏ। କେହି ଏହାକୁ ପାଳନ ନ କଲେ ଏହାକୁ ଅବମାନନାର...
ଶ୍ରୀନଗରେ ସ୍ଥିତି ହେଉଛି ସ୍ବାଭାବିକ
ଶ୍ରୀନଗର,୨୦।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଅଶାନ୍ତ ପରିସ୍ଥିତି ସୃଷ୍ଟିହେବା ଅନୁମାନ କରି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ତେବେ ୧୫ ଦିନ ପରେ ଶ୍ରୀନଗର ସହରର ବ୍ୟବସାୟୀକ କେନ୍ଦ୍ର ଲାଲ ଚୌକରେ ଲାଗିଥିବା ବ୍ୟାରିକେଡକୁ ହଟାଇ...
ଜମ୍ମୁରୁ ଫେରାଇ ଦିଆଗଲା ଗୁଲାମ ନବି ଆଜାଦଙ୍କୁ
ନୂଆଦିଲ୍ଲୀ,୨୦।୮: କଂଗ୍ରେସର ରାଜ୍ୟ ସଭା ସଦସ୍ୟ ତଥା ବିରୋଧୀ ଦଳ ନେତା ଗୁଲାମ ନବି ଆଜାଦଙ୍କୁ ମଙ୍ଗଳବାର ଜମ୍ମୁ ବିମାନ ବନ୍ଦରରେ ଅଟକାଇ ଦିଆଯାଇଛି। ଏହାପରେ ସେ ଦିଲ୍ଲୀ ଫେରିଆସିବାକୁ ବାଧ୍ୟ ହୋଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ଉଚ୍ଛେଦ ପରେ...
ପି. ଚିଦାମ୍ବରମଙ୍କୁ ମିଳିଲାନି ଆଗୁଆ ଜାମିନ୍
ନୂଆଦିଲ୍ଲୀ, ୨୦।୮: ଆଇଏନଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରରଙ୍କୁ ଝଟକା ଲାଗିଛି। ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଫଳରେ ଯେକୌଣସି ସମୟରେ ତାଙ୍କୁ...
ବନ୍ୟାଘେରରୁ ଉଦ୍ଧାର ହେଲେ ମାଲାୟାଲମ ଅଭିନେତ୍ରୀ
ଶିମ୍ଲା,୨୦।୮: ଦେଶର ବହୁ ରାଜ୍ୟ ଏବେ ବନ୍ୟା ଘେରରେ ରହିଛି। ତେବେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫଶି ରହିଥିବା ମାଲାୟାଲମର ଜଣାଶୁଣା ଅଭିନେତ୍ରୀ ମଞ୍ଜୁ ଓ୍ବାରିୟର, ନିର୍ଦ୍ଦେଶକ ଓ ତାଙ୍କର କିଛି ସାଥୀଙ୍କୁ ମଙ୍ଗଳବାର ଅପରାହ୍ନରେ ସୁରକ୍ଷିତ ଭାବେ ଉଦ୍ଧାର...
ସ୍ତ୍ରୀ ସବୁବେଳେ ଖାଇବାକୁ ଦେଉଥିଲେ ଲଡୁ: ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ସ୍ବାମୀ
ମିରଠ,୨୦।୮: ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଠ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ...
ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍
ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟା ସମୟରେ ଜମ୍ମୁ-କଶ୍ମୀର ପୁଞ୍ଚ୍ ଜିଲାର କୃଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ...
Archives


