ଜାତୀୟ

ଗୁଜରାଟରେ ଜନ୍ମିତ ଶିଶୁର ଜନ୍ମ ପ୍ରମାଣ ପତ୍ରରେ ରହିଛି ପାକିସ୍ତାନ ଠିକଣା

ଅହମ୍ମଦାବାଦ,୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଗୁଜରାଟରୁ ଆସିଥିବା ଏକ ଖବର ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଅହମ୍ମଦାବାଦ ମ୍ୟୁନିସପାଲିଟି କର୍ପୋରେଶନର ବଟଓ୍ବା ଅଞ୍ଚଳରେ…

ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ପୁଣି ୨ଜି ସେବା ବନ୍ଦ; ହାଇ ଆଲର୍ଟ ଜାରି

ଶ୍ରୀନଗର,୯।୨: ଆତଙ୍କବାଦୀ ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ ରବିବାର ପାଳନ କରିବାକୁ ଜମ୍ମୁ-କଶ୍ମୀରରେ ତତ୍ପରତା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୨ଜି ଇଣ୍ଟରନେଟ୍‌ ସେବାକୁ ପୁଣି ବନ୍ଦ କରି ଦିଆଯାଇଛି। ଏହା ସହିତ ସୁରକ୍ଷା ଲାଗି ଜମ୍ମୁରେ ହାଇ…

ରାମଲଲା କାଠରେ ତିଆରି ବୁଲେଟ୍‌ ପ୍ରୁଫ୍‌ ଅସ୍ଥାୟୀ ମନ୍ଦିରରେ ରହିବେ

ନୂଆଦିଲ୍ଲୀ,୯।୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଶେଷ ହେବା ପର୍ଯ୍ୟନ୍ତ ରାମଲଲାଙ୍କୁ କାଠରେ ତିଆରି ବୁଲେଟ୍‌ ପ୍ରୁଫ୍‌ ଅସ୍ଥାୟୀ ମନ୍ଦିରରେ ରଖାଯିବ। ପରେ ତାଙ୍କୁ ନୂଆ ମନ୍ଦିରକୁ ବିଜେ କରାଯିବ। ଅଯୋଧ୍ୟା ବିବାଦ ଯୋଗୁ ଦୀର୍ଘ ୨୭ ବର୍ଷ ରାମଲଲାଙ୍କୁ ଟେଣ୍ଟ୍‌ରେ ରଖାଯାଇ…

ପ୍ଲାଷ୍ଟିକ ବୋତଲରେ ତିଆରି ହେବ ଅଙ୍ଗନଓ୍ବାଡି କେନ୍ଦ୍ର

ଗୁଆହାଟି,୯।୨: ଆସାମର ହୈଲାକାଣ୍ଡି ଜିଲାରେ ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାକୃତିକ ଭାବେ ନଷ୍ଟ ନ ହେଉଥିବା ପଦାର୍ଥ ଓ ମାଟି ଭର୍ତ୍ତି ପ୍ଲାଷ୍ଟିକ ବୋତଲରେ ନିର୍ମାଣ କରାଯିବାକୁ ଯୋଜନା କରାଯାଇଛି। ଆଡିଶନାଲ ଡେପୁଟି କମିଶନର ଆର୍‌ କେ. ଦାମ ଏହି ସୂଚନା…

ଏକ୍‌ଜିଟ୍‌ ପୋଲ୍‌ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍‌ଜିଟ୍‌ ପୋଲ୍‌ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ ହୋଇଗଲାଣି। ଆଉ ଏହି ଏକ୍‌ଜିଟ୍‌ ପୋଲ୍‌ କହୁଛି ପୁଣିଥରେ ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଲଙ୍କ ଆମ…

ରାମ ମନ୍ଦିର ନିର୍ମାଣ ପାଇଁ ପାଟନା ମହାବୀର ମନ୍ଦିର ପକ୍ଷରୁ ୧୦ କୋଟି ଟଙ୍କା ଦାନ

ପାଟନା,୯।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ଦାନ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଟ୍ରଷ୍ଟ ଗଠନ କରାଯିବା ପରେ ଦାନ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି। ବିହାର ପାଟନାରେ ଥିବା ମହାବୀର ମନ୍ଦିର ପକ୍ଷରୁ ରାମ ମନ୍ଦିର ନିର୍ମାଣ ପାଇଁ ୧୦…

୨ବର୍ଷରେ ନିମକାଠରେ ନିର୍ମାଣ କଲେ ତିରୁପତି ବାଲାଜୀଙ୍କ ୩ ମୂର୍ତ୍ତି: ଦାମ ୩ଲକ୍ଷ ୫୦ ହଜାର

ଫରିଦାବାଦ୍‌,୯।୨: ସୁରଜକୁଣ୍ଡ ମେଳାରେ ନିମକାଠରେ ନିର୍ମିତ ହୋଇଥିବା ୭ ଫୁଟ ଉଚ୍ଚର ତିରୁପତି ବାଲାଜୀଙ୍କ ମୂର୍ତ୍ତି ଦର୍ଶକଙ୍କ ଆକର୍ଷିତ କରୁଛି। ଏହାକୁ ଆନ୍ଧ୍ରପ୍ରଦେଶର ଚିତୌଡ଼ ଜିଲାର ମାଧବମ୍‌ମାଲା ଗାଁର ହସ୍ତଶିଳ୍ପୀ ପି. ସାମବିୟାହ ନିର୍ମାଣ କରିଛନ୍ତି। ୨ ବର୍ଷ ପରିଶ୍ରମ କରି…

ଗୋଟିଏ ସମ୍ପ୍ରଦାୟକୁ ବିରିୟାନି ଖୁଆଇଥିଲା ଏଏପି: ପର୍‌ଭେଶ୍‌

ନୂଆଦିଲ୍ଲୀ,୯ା୨: ଭୋଟ ଦିନ ପୁଣି ଥରେ ଭାଜପାର ବିବାଦୀୟ ଏମ୍‌ପି ପର୍‌ଭେଶ ବର୍ମା ତାଙ୍କ ଅଭିଯୋଗକୁ ଦୋହରାଇଛନ୍ତି। ସିଏଏ ବିରୋଧରେ ଆନ୍ଦୋଳନ ଚଳାଇଥିବା ଶାହିନବାଗ୍‌, ସିଲମପୁର ଓ ଜାମିଆ ମିଲିଆ ଅଞ୍ଚଳର ଗୋଟିଏ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପାଇଁ ଏଏପି ବିରିୟାନି ପରିବେଷଣର…

ଆର୍‌ଜେଡି ବିଧାୟକଙ୍କ ବିରୋଧରେ ଚାର୍ଜଶିଟ୍‌

ଆରା,୯ା୨(ପି.ଟି.): ନାବାଳିକା ବଳାତ୍କାର ମାମଲାରେ ଫେରାର ଥିବା ଆର୍‌ଜେଡି ବିଧାୟକ ଅରୁଣ ଯାଦବଙ୍କ ବିରୋଧରେ ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ସନ୍ଦେଶ ବିଧାନସଭା ଆସନରୁ ପ୍ରତିନିଧିତ୍ୱ କରୁଥିବା ଯାଦବଙ୍କ ବିରୋଧରେ ମାନବ ଚାଲାଣ, ଯୌନ ନିର୍ଯାତନା ସମେତ…

ମଧ୍ୟସ୍ଥତା ବାଧ୍ୟତାମୂଳକ ହେଉ: ସିଜେଆଇ

ନୂଆଦିଲ୍ଲୀ,୯ା୨(ପି.ଟି.): କୌଣସି ମକଦ୍ଦମା ଚଳାଇବା ପୂର୍ବରୁ ଏହାର ସମାଧାନ ମଧ୍ୟସ୍ଥତା ମାଧ୍ୟମରେ କରାଇବା ଆବଶ୍ୟକ। ଏଥିପାଇଁ ବିସ୍ତୃତ ଆଇନ ଆଣିବାର ସମୟ ଆସିଛି ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ ଶନିବାର କହିଛନ୍ତି। ଏହାଦ୍ୱାରା ତ୍ୱରିତ ନ୍ୟାୟ…

ଶୋଭାଯାତ୍ରା ବେଳେ ବାଣ ବିସ୍ଫୋରଣ

ଚଣ୍ଡିଗଡ଼,୯ା୨; ପଞ୍ଜାବର ତରନ୍‌ ତାରନ୍‌ ଜିଲା ଅନ୍ତର୍ଗତ ପହଓ୍ବିନ୍ଦ୍‌ ଗ୍ରାମରେ ଶନିବାର ଅନୁଷ୍ଠିତ ଏକ ଧାର୍ମିକ ଶୋଭାଯାତ୍ରା ବେଳେ ବାଣ ବିସ୍ଫୋରଣ ହୋଇ ୨ ଜଣ ମୃତ୍ୟୁବରଣ କରିଥିବାବେଳେ ୯ ବ୍ୟକ୍ତି ଆହତ ହୋଇଛନ୍ତି। ନଗର ସଂକୀର୍ତ୍ତନ ବେଳେ ବାଣ ଫୁଟାଯିବାରୁ…

ଇଭିଏମ୍‌ରେ ଭାଗ୍ୟ, ୧୧କୁ ଅପେକ୍ଷା: ଦିଲ୍ଲୀରେ ୬୧.୪୬% ମତଦାନ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯାଇଥିବାବେଳେ ୧.୪୭ କୋଟି ଭୋଟରଙ୍କ ମଧ୍ୟରୁ ୬୧.୪୬% ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?