ସ୍କୁଲ ଖୋଲିଲା: ଉପସ୍ଥାନ କମ
ଶ୍ରୀନଗର,୨୦ା୮: ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ କୋହଳ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ଖୋଲିଥିବାବେଳେ ଉପସ୍ଥାନ ବହୁତ କମ୍ ଥିବା ଦେଖିବାକୁ ମିଳିଛି। ବହୁ ସ୍କୁଲରେ କେବଳ ଶିକ୍ଷକ ଓ କର୍ମଚାରୀ...
୪ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା ବାୟୁସେନା
ଜମ୍ମୁ,୨୦ା୮(ପି.ଟି.): ଜମ୍ମୁରେ ପ୍ରବାହିତ ତାଓ୍ବି ନଦୀରେ ବନ୍ୟା ଆସିଥିବାବେଳେ ସେଠାରେ ଫସିରହିଥିବା ୪ ମତ୍ସ୍ୟଜୀବୀଙ୍କୁ ସୋମବାର ବାୟୁସେନା ଉଦ୍ଧାର କରିଛି। ଖରାପ ପାଗ ଓ ବନ୍ୟାଜଳର ପ୍ରଖର ସ୍ରୋତକୁ ଖାତିର ନ କରି ବାୟୁସେନା ଦୁଃସାହସର ସହିତ ହେଲିକପ୍ଟର ଯୋଗେ...
ଟ୍ରମ୍ପଙ୍କ ସହ ଫୋନ୍ରେ କଥାହେଲେ ମୋଦି: ଭାରତ ବିରୋଧୀ ହିଂସା ଅଶାନ୍ତି ବଢ଼ାଉଛି
ନୂଆଦିଲ୍ଲୀ,୨୦ା୮(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସୋମବାର ଅଧଘଣ୍ଟା ଧରି ଟେଲିଫୋନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିଲା। ବିଶେଷକରି ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପରେ କଶ୍ମୀରର ସାମ୍ପ୍ରତିକ ସ୍ଥିତିକୁ...
ଯୁଦ୍ଧ ପାଇଁ ପ୍ରସ୍ତୁତ ଥିଲା ସେନା
ନୂଆଦିଲ୍ଲୀ,୨୦ା୮(ପି.ଟି.): ବାଲାକୋଟ ଏୟାରଷ୍ଟ୍ରାଇକ୍ ପରେ ପାକିସ୍ତାନ ଭିତରେ ପଶି ପାରମ୍ପରିକ ଯୁଦ୍ଧ ପାଇଁ ଭାରତୀୟ ସେନା ପୂରା ଦମ୍ରେ ପ୍ରସ୍ତୁତ ଥିଲା। ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ ଏ ସମ୍ପର୍କରେ ସରକାରଙ୍କୁ ଜଣାଇଥିଲେ ବୋଲି ଉଚ୍ଚସ୍ତରୀୟ ସାମରିକ ସୂତ୍ରରୁ ଜଣାପଡିଛି।...
ଉତ୍ତର ଭାରତରେ ବନ୍ୟା
ନୂଆଦିଲ୍ଲୀ/ହରିଦ୍ୱାର/ରୂପନଗର, ୨୦ା୮(ପି.ଟି.): ଉତ୍ତର ଭାରତରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷାଜନିତ ବନ୍ୟା ପରିସ୍ଥିତି ଯୋଗୁ ସୋମବାର ସୁଦ୍ଧା ୩୮ ଜଣଙ୍କ ପ୍ରାଣହାନି ଘଟିଥିବା ଜଣାପଡ଼ିଛି। ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀରରେ ବନ୍ୟା ଯୋଗୁ...
ଯେଉଁ ମନ୍ଦିରରେ ଲଙ୍କାରେ କରାଯାଏ ଅଭିଷେକ
ତାମିଲନାଡୁର ସବୁଠାରୁ ବଡ ଜିଲା ବିଲୁପୁରମରେ ବିଶ୍ୱ ପ୍ରସିଦ୍ଧ ଅରୋବିଲେ ଇଣ୍ଟରନ୍ୟାଶନାଶନାଲ ଟାଉନ୍ସିପ୍ ନିକଟରେ ଥିବା ଗାଁ ଇଧ୍ୱାଂଚବାଡିରେ ରହିଛି ବର୍ନା ମୁଥୁ ମରିୟମ୍ମମ ମନ୍ଦିର। ଏହା ବିଶ୍ୱ ପ୍ରସିଦ୍ଧ ମନ୍ଦିର କହିଲେ କିଛି ଭୁଲ୍ ହେବ ନାହିଁ। ତେବେ...
ସେନା ସାଜିଲା ଦେବଦୂତ
ଜମ୍ମୁ-କଶ୍ମୀର,୧୯।୮: ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁରେ ପ୍ରାୟ ସମସ୍ତ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଏଥିରେ ଭାରତୀୟ ବାୟୁସେନାର ସାହସିକତା କାର୍ଯ୍ୟ ଦେଖିବାକୁ ମିଳିଛି। ଏବେ ଜମ୍ମୁରୁ ଆସିଥିବା ଏକ ଭିଡିଓ ଦେଖିଲେ ଚମକିଲା ଭଳି...
ଶିକ୍ଷକଙ୍କ ବଦଳି ଶୁଣି ବିକଳରେ କାନ୍ଦିଲେ ଛାତ୍ରୀଛାତ୍ର: ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ
ଭୋପାଳ,୧୯।୮: ସରକାରୀ ଚାକିରିରେ ବଦଳି ହେବା ଏକ ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ କଟନିରେ ଥିବା ଏକ ସ୍କୁଲରେ ଶିକ୍ଷକଙ୍କ ବଦଳି ଖବର ଶୁଣି ଛାତ୍ରୀଛାତ୍ର ସାର୍ଙ୍କୁ ଧରି ବିକଳରେ ବାହୁନି ବାହୁନି କାନ୍ଦିଥିଲେ। ସ୍ଥାନୀୟ ଖେମରଖେଡ଼ା ଅଞ୍ଚଳରେ ଥିବା...
ଉଛୁଳିଲାଣି ଯମୁନା: ଆସିପାରେ ସବୁଠାରୁ ବଡ଼ ବନ୍ୟା
ନୂଆଦିଲ୍ଲୀ,୧୯।୮: ଆଗକୁ ଅଛି ଜନ୍ମାଷ୍ଟମୀ। ହେଲେ ଏବେଠାରୁ ଉଛୁଳିଲାଣି ଯମୁନା। ଲଗାଣ ବର୍ଷା ଫଳରେ ଯମୁନା ନଦୀର ଜଳସ୍ତର ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଆଉ ଯମୁନା ଯହି ରୋଷ କରେ ତେବେ ୪୦ ବର୍ଷ ମଧ୍ୟରେ...
ଅଯୋଧ୍ୟା ମାମଲା: ୮ମ ଦିନରେ ସୁପ୍ରିମ୍କୋର୍ଟରେ ହେଲାନି ଶୁଣାଣି
ନୂଆଦିଲ୍ଲୀ,୧୯।୮: ଅଯୋଧ୍ୟା ମାମଲାର ଶୁଣାଣି ୮ମ ଦିନରେ ବନ୍ଦ ରହିଛି। ସୋମବାର ୫ ଜଣିଆ ଖଣ୍ଡପୀଠ ମଧ୍ୟରୁ ବିଚାରପତି ଏସ୍.ଏ. ବୋବ୍ଦେ ଅନୁପସ୍ଥିତ ରହିବାରୁ ଶୁଣାଣି ବନ୍ଦ ରହିଛି। ଏହି ମାମଲାର ଶୁଣାଣି ପ୍ରତିଦିନ ଜାରି ରହିଥିବାବେଳେ ଅଗଷ୍ଟ ୧୬ରେ...
ଉତ୍ତରପ୍ରଦେଶ ଲହୁଲୁହାଣ: ୨୪ ଘଣ୍ଟାରେ ୧୨ ହତ୍ୟା
ଲକ୍ଷ୍ନୌ,୧୯।୮: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଶାସନରେ ଆଇନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ଲହୁଲୁହାଣ ହୋଇପଡ଼ିଛି। ଏହି ସମୟ ଭିତରେ ୧୨ ଜଣଙ୍କୁ ହତ୍ୟା କରାଯାଇଛି।...
ବନ୍ୟାରେ ଦେଖୁ ଦେଖୁ ଭାସିଗଲା ଘର, କିନ୍ତୁ ବଞ୍ଚାଇଲେ ୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ
ପୁଣେ, ୧୯।୮: ମହାରାଷ୍ଟ୍ରରେ କିଛିଦିନ ହେବ ଲଗାତର ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟାରେ ପାଖାପାଖି ୫୦୦ ଗ୍ରାମ ପ୍ରଭାବିତ ହୋଇଛି। ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ଯାଗାକୁ ସ୍ଥାନାନ୍ତରିତ କରାଯାଇଛି। କିନ୍ତୁ ସେଠାରେ ବନ୍ୟା ପ୍ରପୀଡିତଙ୍କ...
Archives


