୫୧ ବର୍ଷ ତଳେ ରୋହତାଙ୍ଗ୍ ନିକଟରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏନ୍-୧୨ର ଭଗ୍ନାବଶେଷ ମିଳିଲା
ଚଣ୍ଡିଗଡ଼,୧୯।୮: ବାୟୁସେନାର ଏନ୍-୧୨ ବିଏଲ୍-୫୩୪ ବିମାନ ୫୧ ବର୍ଷ ତଳେ ୧୯୬୮ ଫେବୃୟାରୀ ୭ରେ ହିମାଚଳପ୍ରଦେଶ ରୋହତାଙ୍ଗ୍ ନିକଟରେ ନିଖୋଜ ହୋଇଯାଇଥିଲା। ସେତେବେଳେ ଏନେଇ ବହୁ ଖୋଜା ଖୋଜି ହୋଇଥିଲେ ମଧ୍ୟ ଏହାର ସନ୍ଧାନ ମିଳି ନ ଥିଲା। ତେବେ...
ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୯।୮: ଲଗାଣ ବର୍ଷା ଫଳରେ ଦେଶର ପ୍ରାୟ ଅଧିକାଂଶ ଅଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପଟେ ଯମୁନା ନଦୀରେ ଜଳସ୍ତର ବିପଦ ସଙ୍କେତ ସପରେ ପ୍ରବାହିତ ହେଉଥିବାରୁ ସମ୍ଭାବ୍ୟ ବନ୍ୟା...
ଜମ୍ମୁ-କଶ୍ମୀରରେ ମାନବାଧିକାରର ହେଉଛି ଉଲ୍ଲଂଘନ: ମମତା ବାନାର୍ଜୀ
କୋଲକାତା,୧୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣିଥରେ ସମାଲୋଚନା କରିଛନ୍ତି। ମମତା ଟୁଇଟ୍ କରି କହିଛନ୍ତି ଯେ, ଜମ୍ମୁ-କଶ୍ମୀରରେ ମାନବାଧିକାରର ଖୋଲା ଖୋଲି ଉଲ୍ଲଂଘନ ହେଉଛି। ସୋମବାର ବିଶ୍ୱ ମାନବାଧିକାର ଦିବସରେ ମଧ୍ୟ ଜମ୍ମୁ-କଶ୍ମୀର...
ଜମ୍ମୁ-କଶ୍ମୀରରେ ଖୋଲିଲା ଶିକ୍ଷାନୁଷ୍ଠାନ
ଶ୍ରୀନଗର,୧୯।୮: ଦୁଇ ଦିନ ତଳେ ପ୍ରଶାସନ ଦେଇଥିବା କଥା ଅନୁଯାୟୀ ସୋମବାରୁ ଜମ୍ମୁ-କଶ୍ମୀରର ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନକୁ ପୁଣିଥିରେ ଖୋଲି ଦିଆଯାଇଛି। ପ୍ରାୟ ୧୨ ଦିନ ପରେ ଏଠାରେ ୫ ଜିଲାରେ ମୋବାଇଲ ଓ ଇଣ୍ଟରନେଟ୍ ସେବା ଯୋଗାଇ ଦିଆଯାଇଥିବା...
ରାଜ ଠାକ୍ରେଙ୍କୁ ଇଡିର ସମନ୍ ଜାରି
ମୁମ୍ବାଇ,୧୯।୮: ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ୍ ଠାକ୍ରେଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ସମନ୍ ଜାରି କରାଯାଇଛି। ନିର୍ମାଣ କ୍ଷେତ୍ରରେ ଲିଜିଂ ଏବଂ ଆର୍ଥିକ ସେବା କ୍ଷେତ୍ରରେ କେତେକ ଅନିୟମିତତା ହୋଇଥିବା ଅଭିଯୋଗ ଆଧାରରେ ରାଜ୍ଙ୍କୁ ସମନ କରାଯାଇଥିବା କୁହାଯାଉଛି।...
ତିନି ତଲାକ୍ ନେଇ ପୋଲିସରେ ଅଭିଯୋଗ କରିବାରୁ ମହିଳାଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ
ଲକ୍ଷ୍ନୌ,୧୬।୮: ଉତ୍ତର ପ୍ରଦେଶ ଶ୍ରାବସ୍ତି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ତିନି ତଲାକ୍ ନେଇ ପୋଲିସରେ ଅଭିଯୋଗ କରିବାରୁ ମହିଳାଙ୍କ ଜୀବନ୍ତ ଜାଳିଦେଇଛନ୍ତି ସ୍ବାମୀ। ଘଟଣାରେ ମହିଳାଙ୍କ ଜଣଙ୍କର ମୃତ୍ୟୁ ହୋଇଛି। ଭନଗାପୁର ଥାନା ଅନ୍ତର୍ଗତ ଗାଦରା ଗ୍ରାମରେ...
ରାହୁଲ‘ରାଞ୍ଛୋଡଦାସ ଗାନ୍ଧୀ’: ଶିବରାଜ
ପଣଜୀ,୧୯।୮: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଅନୁଚ୍ଛେଦ ୩୭୦କୁ ନେଇ ସେ ରାହୁଲଙ୍କୁ କହିଛନ୍ତି ରାହୁଲ ଏବେ ‘ରାଞ୍ଛୋଡଦାସ ଗାନ୍ଧୀ’(ରଣଛୋଡଦାସ ଗାନ୍ଧୀ) ପାଲଟି ଯାଇଛନ୍ତି ତେଣୁ ତାଙ୍କ ନିକଟରୁ...
ଜେଟଲୀଙ୍କ ଓ୍ବାର୍ଡ ଭିତରକୁ ଯିବାକୁ କାହାକୁ ଅନୁମତି ଦେଉ ନାହାଁନ୍ତି ଡାକ୍ତର
ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍(ଏମ୍ସ)ରେ ଚିକିତ୍ସା ଚାଲିଥିବା ବେଳେ ଏବେ ସେ ସଙ୍କଟାପନ୍ନ ଅବସ୍ଥାରେ ଅଛନ୍ତି। ସେ ଚିକିତ୍ସିତ ହେଉଥିବା ଓ୍ବାର୍ଡ ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା...
ଜମ୍ମୁ-କଶ୍ମୀରରେ ଗିରଫ ହେଲେଣି ୪ ହଜାର
ନୂଆଦିଲ୍ଲୀ,୧୯ା୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଅଗଷ୍ଟ ୫ ନିଷ୍ପତ୍ତି ପରଠୁ ଅଦ୍ୟାବଧି ୪,୦୦୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ପ୍ରଶାସନ ମୁଖପାତ୍ର ରୋହିତ୍ କନ୍ସଲ ସୂଚନା ଦେଇଛନ୍ତି। ସେହିପରି ସାଧାରଣ ନିରାପତ୍ତା ଆଇନ (ପିଏସ୍ଏ) ବଳରେ ଅନୂ୍ୟନ...
‘କଂଗ୍ରେସ ଯୋଗୁ ଡେମ୍ଚୋକ୍ ଯାଏ ମାଡ଼ିଆସିଥିଲା ଚାଇନା’
ଲେହ,୧୯ା୮(ପି.ଟି.): କଂଗ୍ରେସ ଶାସନ ଅମଳରେ ପ୍ରତିରକ୍ଷା ନୀତିରେ ଲଦାଖକୁ ଉପଯୁକ୍ତ ଗୁରୁତ୍ୱ ଦିଆଯାଇ ନ ଥିବାରୁ ଚାଇନା ଡେମ୍ଚୋକ୍ ସେକ୍ଟର ପର୍ଯ୍ୟନ୍ତ ମାଡ଼ିଆସିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରରୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ପାର୍ଲାମେଣ୍ଟରେ...
୩୭୦ ଉଚ୍ଛେଦକୁ ହୁଡାଙ୍କ ସମର୍ଥନ
ରୋହତକ୍,୧୯ା୮(ଆଇଏଏନ୍ଏସ୍): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ଏହାକୁ ନେଇ କଂଗ୍ରେସରେ ଭିନ୍ନମତ ପ୍ରକାଶ ପାଇବାରେ ଲାଗିଛି। ଦଳର ବରିଷ୍ଠ ନେତା ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡା ରବିବାର ନରେନ୍ଦ୍ର ମୋଦି ସରକାରଙ୍କ ଏହି ପଦକ୍ଷେପକୁ...
ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା: ୨୦ ଘର ଭାସିଗଲା, ୧୮ ନିଖୋଜ
ଡେରାଡୁନ,୧୯ା୮ : ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ବାଦଲଫଟା ବର୍ଷା ଫଳରେ ରବିବାର ଟୋନ୍ସ ନଦୀରେ ବନ୍ୟା ଆସି ୨୦ ଘର ଭାସିଯିବା ସହ ୧୮ ଜଣଙ୍କର ପତ୍ତା ମିଳୁନାହିଁ। କିଛିଦିନ ହେଲା ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଟୋନ୍ସ...
Archives


