ଏନ୍ସିପିରେ ଥିଲି ଏବେ ବି ରହିଛି: ଅଜିତ୍ ପାଓ୍ବାର
ମୁମ୍ବାଇ,୨୭।୧୧: ଏନ୍ସିପିରେ ଥିଲି ଏବେ ବି ଦଳରେ ରହିଛି ବୋଲି ଘରବାହୁଡ଼ି ଥିବା ନେତା ଅଜିତ୍ ପାଓ୍ବାର ବୁଧବାର କହିଛନ୍ତି। ମହାରାଷ୍ଟ୍ର ବିଧାନ ଭବନରେ ସେ ବିଧାୟକ ଭାବେ ଶପଥ ପାଠ କରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ଏକ ପ୍ରଶ୍ନର ଉତ୍ତରରେ…
କମିଛି ଦୁର୍ନୀତିି; ଲାଞ୍ଚ କାରବାର ୧୦ ପ୍ରତିଶତ ହୋଇଛି କମ୍: ସର୍ଭେ
ନୂଆଦିଲ୍ଲୀ,୨୭।୧୧: ଗତ ଏକ ବର୍ଷ ମଧ୍ୟରେ ଦେଶର କେତେକ ରାଜ୍ୟରେ ଦୁର୍ନୀତି କମିଛି। ସେହିପରି ଏହି ସମୟ ମଧ୍ୟରେ ଲାଞ୍ଚ କାରବାର ୧୦ ପ୍ରତିଶତ କମ୍ ହୋଇଛି। ଏନେଇ ଟାନ୍ସପରେନ୍ସି ଇଣ୍ଟରନ୍ୟାସନାଲ୍ ଏବଂ ଲୋକାଲ ସର୍କଲ୍ସ୍ ପକ୍ଷରୁ ଏକ ସର୍ଭେ ରିପୋର୍ଟ…
ଜେଲରେ ପି. ଚିଦାମ୍ବରମ୍ଙ୍କୁ ଭେଟିଲେ ରାହୁଲ, ପ୍ରିୟଙ୍କା
ନୂଆଦିଲ୍ଲୀ,୨୭।୧୧: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲ୍ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମଙ୍କୁ ଭେଟିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କ ଭଦ୍ରା। ଉଭୟ ଚିଦାମ୍ବରମଙ୍କୁ ଭେଟି ତାଙ୍କ…
କମୁଛି ଏନ୍ଡିଏ ଶାସିତ ରାଜ୍ୟ ସଂଖ୍ୟା: ୧୧ ମାସରେ ହାତରୁ ଗଲାଣି ୪
ନୂଆଦିଲ୍ଲୀ,୨୭।୧୧: ଧୀରେଧୀରେ ଏନ୍ଡିଏ ଶାସିତ ରାଜ୍ୟ ସଂଖ୍ୟା କମିବାରେ ଲାଗିଛି। ୨୦୧୭ରେ ଏନ୍ଡିଏ ଦେଶର ୭୨ ପ୍ରତିଶତ ଅଞ୍ଚଳରେ ଶାସନରେ ଥିବାବେଳେ ନଭେମ୍ବର ୨୦୧୯ ସୁଦ୍ଧା ଏହା ୪୧ ପ୍ରତିଶତକୁ ଖସି ଆସିଛି। ଗତ ୧୧ ମାସ ମଧ୍ୟରେ ଏନ୍ଡିଏ ହାତରୁ…
ପ୍ରେମିକା ଧୋକା ଦେବାରୁ ଆତଙ୍କବାଦୀ ହେଲେ ଯୁବକ
ଗୁଆହାଟି,୨୭।୧୧: ଆସାମର ଗୋଲପାଡାରେ ୩ ସଂଦିଗ୍ଧ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଏମାନେ ଆସାମ ଏବଂ ଦିଲ୍ଲୀରେ ଆକ୍ରମଣର ଯୋଜନା କରୁଥିଲେ ବୋଲି ପୋଲିସ କହିଛି। ତେବେ ଏହି ୩ ଆତଙ୍କବାଦୀଙ୍କ ମଧ୍ୟରେ ୨୪ ବର୍ଷୀୟ ଲୁଇତ୍ ଜମିଲ ଲୁଇନ୍ ଅଛନ୍ତି।…
ପୁଣି ଶପଥ ନେଲେ ଫଡ୍ନବିସ ଏବଂ ଅଜିତ୍ ପାଓ୍ବାର
ନୂଆଦିଲ୍ଲୀ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟିବା ପରେ ବୁଧବାର ବିଧାନ ଭବନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ ଏବଂ ଅଜିତ୍ ପାଓ୍ବାର ପୁଣି ଶପଥ ନେଇଛନ୍ତି। ସେମାନେ ବିଧାୟକ ଭାବେ ଶପଥ ପାଠ କରିଛନ୍ତି। ସେମାନଙ୍କ ସହିତ…
ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସଙ୍କ ଇସ୍ତଫା ପରେ ସ୍ତ୍ରୀ କହିଲେ ଏମିତି କଥା
ମୁମ୍ବାଇ,୨୭।୧୧: ଯେଉଁଭଳି ନାଟକୀୟ ଢଙ୍ଗରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ସେହିଭଳି ସୁପ୍ରିମକୋର୍ଟଙ୍କ ଆସ୍ଥା ଭୋଟ ନିର୍ଦ୍ଦେଶ ପରେ ଦେବେନ୍ଦ୍ର ଫଡ୍ନଭିସ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏବେ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା-ଏନସିପି ଓ କଂଗ୍ରେସ ସରକାର…
ରାଜ୍ୟପାଳଙ୍କୁ ଭେଟିଲେ ଉଦ୍ଧବ: ଗୁରୁବାର ଶିବାଜୀ ପାର୍କରେ ଶପଥ ଗ୍ରହଣ
ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟର ଅନ୍ତ ଘଟିଛି। ରାଜ୍ୟରେ ସରକାର ଗଠନ ପାଇଁ ଶିବସେନା-ଏନ୍ସିପି-କଂଗ୍ରେସ ଅଣ୍ଟା ଭିଡ଼ିଛନ୍ତି। ବୁଧବାର ମେଣ୍ଟର ନେତା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ରାଜଭବନରେ ଭେଟିଛନ୍ତି। ଦୁହିଁଙ୍କ ମଧ୍ୟରେ ୪୫…
ମୁମ୍ବାଇ ଭିଓ୍ବଣ୍ଡିରେ ଶିଳ୍ପ କେନ୍ଦ୍ର ଭଙ୍ଗା ଯୋଜନା: ୨୦ ଲକ୍ଷରୁ ଅଧିକ ବେରୋଜଗାର ହେବା ଆଶଙ୍କା
ମୁମ୍ବାଇ,୨୭।୧୧: ମୁମ୍ବାଇ ଭିଓ୍ବାଣ୍ଡି ଅଞ୍ଚଳରେ ଥିବା ବିଭିନ୍ନ ଶିଳ୍ପ କେନ୍ଦ୍ରକୁ ଭଙ୍ଗାଯିବା ପାଇଁ ସରକାର ଯୋଜନା କରିଛନ୍ତି। ଏହା ଦ୍ୱାରା ୨୦ ଲକ୍ଷରୁ ଅଧିକ ଲୋକ ବେରୋଜଗାର ହେବାର ଆଶଙ୍କା ଦେଖାଦେଇଛି। ଏଠାରେ ୬୨ଟି ଗାଁର ପ୍ରାୟ ୧୪ କୋଟି ବର୍ଗଫୁଟ…
ଶେଷରେ ଘରକୁ ବାହୁଡିଲେ ଅଜିତ ପାଓ୍ବାର, କୋଳାଗ୍ରତ କଲେ ସୁପ୍ରିୟା
ମୁମ୍ବାଇ,୨୭।୧୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଏନସିପି ନେତା ଅଜିତ ପାଓ୍ବାର ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ମହାରାଷ୍ଟ୍ର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେଉଥିବା ବେଳେ ସବୁ ବିଧାୟକ ଗୃହରେ ପହଞ୍ଚିଛନ୍ତି। ଏନସିପି ସୁପ୍ରିମୋ ଶରଦ…
କାଟ୍ରୋସାଟ୍-୩ର ସଫଳ ଉତ୍କ୍ଷେପଣ: ମହାକାଶରୁ ସୀମା ଉପରେ ରଖିବ କଡ଼ା ନଜର
ଶ୍ରୀହରିକୋଟା,୨୭।୧୧: ଭାରତ ପୁଣି ରଚିଛି ଇତିହାସ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍-୩ର ଉତ୍କ୍ଷେପଣ କରାଯାଇଛି। ଏହା ସହିତ ଆମେରିକାର ୧୩ଟି ବ୍ୟବସାୟିକ ଉପଗ୍ରହ ମଧ୍ୟ ଉତ୍କ୍ଷେପଣ ହୋଇଛି।…
ଜୋଷୀ, ରାଣେଙ୍କ ପରେ ଉଦ୍ଧବ
ମୁମ୍ବାଇ, ୨୭ା୧୧(ପି.ଟି.) : ମହାରାଷ୍ଟ୍ରରେ ଫଡ୍ନବିସ୍ ସରକାରର ପତନ ପରେ ଶିବସେନା ଏହାର ତୃତୀୟ ମୁଖ୍ୟମନ୍ତ୍ରୀ ଭାବେ ଦଳର ମୁଖ୍ୟ ଉଦ୍ଧବ ଠାକ୍ରେଙ୍କୁ ପାଇଛି। ୨୮୮ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ ବୁଧବାର ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପରେ ରାସ୍ତା ସଫା…
Archives


