ଜମ୍ମୁରୁ ଫେରାଇ ଦିଆଗଲା ଗୁଲାମ ନବି ଆଜାଦଙ୍କୁ
ନୂଆଦିଲ୍ଲୀ,୨୦।୮: କଂଗ୍ରେସର ରାଜ୍ୟ ସଭା ସଦସ୍ୟ ତଥା ବିରୋଧୀ ଦଳ ନେତା ଗୁଲାମ ନବି ଆଜାଦଙ୍କୁ ମଙ୍ଗଳବାର ଜମ୍ମୁ ବିମାନ ବନ୍ଦରରେ ଅଟକାଇ ଦିଆଯାଇଛି। ଏହାପରେ ସେ ଦିଲ୍ଲୀ ଫେରିଆସିବାକୁ ବାଧ୍ୟ ହୋଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ଉଚ୍ଛେଦ ପରେ...
ପି. ଚିଦାମ୍ବରମଙ୍କୁ ମିଳିଲାନି ଆଗୁଆ ଜାମିନ୍
ନୂଆଦିଲ୍ଲୀ, ୨୦।୮: ଆଇଏନଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରରଙ୍କୁ ଝଟକା ଲାଗିଛି। ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଫଳରେ ଯେକୌଣସି ସମୟରେ ତାଙ୍କୁ...
ବନ୍ୟାଘେରରୁ ଉଦ୍ଧାର ହେଲେ ମାଲାୟାଲମ ଅଭିନେତ୍ରୀ
ଶିମ୍ଲା,୨୦।୮: ଦେଶର ବହୁ ରାଜ୍ୟ ଏବେ ବନ୍ୟା ଘେରରେ ରହିଛି। ତେବେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫଶି ରହିଥିବା ମାଲାୟାଲମର ଜଣାଶୁଣା ଅଭିନେତ୍ରୀ ମଞ୍ଜୁ ଓ୍ବାରିୟର, ନିର୍ଦ୍ଦେଶକ ଓ ତାଙ୍କର କିଛି ସାଥୀଙ୍କୁ ମଙ୍ଗଳବାର ଅପରାହ୍ନରେ ସୁରକ୍ଷିତ ଭାବେ ଉଦ୍ଧାର...
ସ୍ତ୍ରୀ ସବୁବେଳେ ଖାଇବାକୁ ଦେଉଥିଲେ ଲଡୁ: ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ସ୍ବାମୀ
ମିରଠ,୨୦।୮: ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଠ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ...
ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍
ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟା ସମୟରେ ଜମ୍ମୁ-କଶ୍ମୀର ପୁଞ୍ଚ୍ ଜିଲାର କୃଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ...
ଅସହିଷ୍ଣୁତା ଏବଂ ଭିଡ଼ହିଂସା ସମାଜ ଓ ରାଜନୀତି ପାଇଁ ଘାତକ ସାଜିଛି: ମନମୋହନ ସିଂ
ନୂଆଦିଲ୍ଲୀ,୨୦।୮: ଦେଶରେ ସମ୍ପ୍ରତି ଅସହିଷ୍ଣୁତା, ସାମ୍ପ୍ରଦାୟିକ ଭେଦଭାବ ଏବଂ ଭିଡ଼ହିଂସା ଭଳି ଘଟଣା ବଢ଼ିଚାଲିଛି। ଏହା ସମାଜ ଓ ରାଜନୀତି ଉଭୟ ପାଇଁ ଘାତକ ସାଜିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜିତ ଏକ...
ଜମ୍ମୁ-କଶ୍ମୀର ପ୍ରସଙ୍ଗ: ଶାନ୍ତିଦୂତ ହେବାକୁ ଚାହାଁନ୍ତି ମୋଗଲ ବଂଶଜ ୟାକୁବ୍; ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି ଚିଠି
ହାଇଦ୍ରାବାଦ୍,୨୦।୮: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଶାନ୍ତିଦୂତ ହେବା ପାଇଁ ମୋଗଲ ବଂଶଜ ୟାକୁବ୍ ହବିବୁଦ୍ଦିନ୍ ତୁସି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଚିଠି ଲେଖିଛନ୍ତି। ଅଗଷ୍ଟ ୧୦ରେ ସେ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିବା ସୂଚନା ଦେଇଛନ୍ତି।...
ଗଣେଶ ପୂଜାରେ ବାଣ ଫୁଟାଇଲେ ଅବା ଚାନ୍ଦା ମାଗିଲେ ହୋଇପାରେ କଡ଼ା କାର୍ଯ୍ୟାନୁଷ୍ଠାନ
ହାଇଦ୍ରାବାଦ,୨୦।୮: ପାଖେଇ ଆସିଲାଣି ଗଣେଶ ପୂଜା। ଏବେଠାରୁ ଏହାପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ହେଲେ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ସାରିବାକୁ ପୋଲିସ ମଧ୍ୟ ସବୁ ବ୍ୟବସ୍ଥା ଆରମ୍ଭ କରି ସାରିଲାଣି। ହାଇଦ୍ରାବାଦରେ ଚଳିତ ବର୍ଷ ଗଣେଶ ଚତୁର୍ଥୀ...
ବାଡ଼ ଖାଉଛି କ୍ଷେତ: ହାଫିଜ୍ ସଇଦ୍ଙ୍କୁ ପାଣ୍ଠି ଯୋଗାଣ ମାମଲାରେ ୩ ଏନ୍ଆଇଏ ଅଧିକାରୀଙ୍କ ବିରୋଧରେ କୋଟି କୋଟି ଟଙ୍କାର ଲାଞ୍ଚ ଅଭିଯୋଗ
ନୂଆଦିଲ୍ଲୀ,୨୦।୮: ଦେଶର ଆଇନ ବ୍ୟବସ୍ଥା ନେଇ ସାଧାରଣରେ ପ୍ରଶ୍ନ ଉଠିବାରେ ଲାଗିଛି। ବାଡ଼ କ୍ଷେତକୁ ଜଗିବା ବଦଳରେ ଖାଇ ଚାଲିିଛି। ଏବେ ଆତଙ୍କବାଦୀ ହାଫିଜ୍ ସଇଦ୍ଙ୍କୁ ପାଣ୍ଠି ଯୋଗାଣ ମାମଲାରେ ୩ ଏନ୍ଆଇଏ ଅଧିକାରୀ କୋଟି କୋଟି ଟଙ୍କାର ଲାଞ୍ଚ...
ଭାଜପାରେ ସାମିଲ ହେବେ କି ଜ୍ୟୋତିରାଦିତ୍ୟ
ନୂଆଦିଲ୍ଲୀ,୨୦।୮: କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ କଂଗ୍ରେସ ଛାଡି ପାରନ୍ତି ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି ଜ୍ୟୋତିରାଦିତ୍ୟ ବୋଧହୁଏ କଂଗ୍ରେସ ଛାଡି ପାରନ୍ତି। ଆଉ ଏହାକୁ ଦେଖିବା ପରେ...
ସୋସିଆଲ୍ ମିଡ଼ିଆରେ ଆଧାର ସଂଯୋଗ ମାମଲା: କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍କୁ ନୋଟିସ୍ ଜାରି କଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୨୦।୮: ସୋସିଆଲ୍ ମିଡ଼ିଆ ଆକାଉଣ୍ଟ୍ ସହିତ ଆଧାର କାର୍ଡ ସଂଯୋଗ ମାମଲାରେ ସୁପ୍ରିମ୍କୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍କୁ ନୋଟିସ୍ ଜାରି କରିଛନ୍ତି। ଏନେଇ ଫେସ୍ବୁକ୍ ପକ୍ଷରୁ ଏକ ଆବେଦନ ସୁପ୍ରିମ୍କୋର୍ଟରେ ଦାଖଲ...
ଅଯୋଧ୍ୟା ମାମଲା: ବିବାଦୀୟ ସ୍ଥଳରେ ପୂର୍ବରୁ ଥିଲା ରାମମନ୍ଦିର
ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାର ସୁପ୍ରିମ୍କୋର୍ଟରେ ପୁଣି ଆରମ୍ଭ ହୋଇଛି। ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ସି.ଏସ୍. ବୈଦନାଥନ୍ କହିଥିଲେ ଯେ, ବିବାଦୀୟ ସ୍ଥଳରେ ପୂର୍ବରୁ ରାମମନ୍ଦିର ଥିଲା। ୧୯୯୨ ଡିସେମ୍ବର ୬ରେ ବିବାଦୀୟ ନିର୍ମାଣର ଭଙ୍ଗା ସମୟରେ ଏଠାରୁ...
Archives


