ଜାତୀୟ

ବିରୋଧ ପ୍ରଦର୍ଶନ ବେଳେ ହେଲା ପ୍ରେମ, ଏବେ କରିବେ ବିବାହ

ନୂଆଦିଲ୍ଲୀ,୭।୨: ଦିଲ୍ଲୀର ଶାହିନ ବାଗ ଅଞ୍ଚଳରେ ଚାଲିଥିବା ବିରୋଧ ପ୍ରଦର୍ଶନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶାନ୍ତି ପୂର୍ଣ୍ଣଭାବେ ଏଠାରେ ବିରୋଧ କରାଯାଉଛି। ଏହି ପ୍ରଦର୍ଶନରେ ବହୁ ସଂଖ୍ୟାରେ ମହିଳା, ଯୁବକ ଓ ଶିକ୍ଷାର୍ଥୀଙ୍କୁ ଦେଖିବାକୁ ମିଳିଛି। ତେବେ ବିରୋଧ…

ରାହୁଲଙ୍କ ବୟାନକୁ ନେଇ ଲୋକ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୭।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଲୋକ ସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ଏହି ଉତ୍ତେଜନା ଏତେ ବଢ଼ିଯାଇଥିଲା ଯେ, ଘଟଣା ଠେଲାପେଲା ପର୍ଯ୍ୟନ୍ତ ପହଞ୍ଚି ଯାଇଥିଲା। ସୂଚନାଯୋଗ୍ୟ, ଲୋକ ସଭାରେ ପ୍ରଶ୍ନକାଳ ଚାଲିଥିବା ବେଳେ…

ନିର୍ଭୟା ମାମଲା: ଫେବୃୟାରୀ ୧୧କୁ ଘୁଞ୍ଚିଲା ପରବର୍ତ୍ତୀ ଶୁଣାଣି

ନୂଆଦିଲୀ,୭।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦେବାର ତାରିଖ ଏପର୍ଯ୍ୟନ୍ତ ସ୍ଥିର କରାଯାଇ ପାରୁନାହିଁ। ଶୁକ୍ରବାର ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବା ବେଳେ ଏହାର ପରବର୍ତ୍ତୀ ଶୁଣାଣିକୁ ଫେବୃୟାରୀ ୧୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏହାକୁ ନେଇ କେନ୍ଦ୍ର…

୪୫ରୁ ଅଧିକ ଆସନରେ ଜିତି ଦିଲ୍ଲୀରେ ସରକାର ଗଢିବ ଭାଜପା: ଶାହା

ନୂଆଦିଲ୍ଲୀ,୭।୨: ଏବେ ଦିଲ୍ଲୀ ବିଧାନସଭାକୁ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। ପ୍ରଚାର ସରିବା ପରେ ଏବେ ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ କରି ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଚେଷ୍ଟା ଚଳାଇଛନ୍ତି ସମସ୍ତ ରାଜନୈତିକ ଦଳ। ଇତିମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ…

ସିଏଏ ବିରୋଧ ପ୍ରଦର୍ଶନ ପରେ ପ୍ରଥମଥର ଗୁଆହାଟି ପହଞ୍ଚିଲେ ମୋଦି

ଗୁଆହାଟି, ୭।୨: ଐତିହାସିକ ବୋଡୋ ଏଗ୍ରିମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଥମଥର ପାଇଁ ଆସାମ ଗସ୍ତ କରିଛନ୍ତି। କୋକରାଝରରେ ପହଞ୍ଚିବା ପରେ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ସ୍ବାଗତ କରିଥିଲେ। ସେହି ସମୟରେ ରାଜ୍ୟପାଳ ଜଗଦୀଶ ମୁଖି ମଧ୍ୟ…

ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଘେରିଲା ଭାଜପା

ନୂଆଦିଲ୍ଲୀ,୭।୨: ଜିଏସଟି ମାମଲାରେ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ (ଓଏସଡି) ଗୋପାଳ କୃଷ୍ଣ ମାଧବଙ୍କୁ ଗିରଫ କରିଛି। ଦିଲ୍ଲୀ ନିର୍ବାଚନର ଗୋଟିଏ ଦିନ ଏଭଳି ଘଟଣା ସାମ୍ନାକୁ…

୧୦ମ ଫେଲ୍‌ ୩ ଯୁବକ ୨୦ ଦେଶର ୧ ହଜାର ପିଏଚ୍‌.ଡି. ଛାତ୍ରଙ୍କଠାରୁ ଠକିନେଲେ ୨ କୋଟି

ଗାଜିଆବାଦ,୭।୨: ପାଠଘର ଶୂନ କିନ୍ତୁ କାରନାମା ଅନେକ। ୧୦ମ ଫେଲ୍‌ ୩ ଯୁବକ ପିଏଚ୍‌.ଡି. ଛାତ୍ରମାନଙ୍କୁ ପାଣି ପିଆଇ ଦେଇଛନ୍ତି। କେବଳ ଦେଶରେ ନୁହେଁ, ବିଦେଶ ଛାତ୍ରଙ୍କୁ ମଧ୍ୟ ଜାଲରେ ଫସାଇଛନ୍ତି ଗାଜିଆବାଦର ଏହି ଯୁବକମାନେ। ପୋଲିସ କହିବା ମୁତାବକ, ଏହି…

ଓମାର,ମେହବୁବାଙ୍କ ବିରୋଧରେ ପିଏସଏ: ଚିଦାମ୍ବରମ କହିଲେ, ଲୋକତନ୍ତ୍ରରେ ଏହା ସବୁଠୁ କ୍ରୂର ପଦକ୍ଷେପ

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍‌ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍‌ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ କରିଛି। ମୁଫ୍‌ତି ଅଟକ ରହିଥିବା ବଙ୍ଗଳାକୁ ମାଜିଷ୍ଟ୍ରେଟ ଏହି ନିର୍ଦ୍ଦେଶନାମା ପଠାଇଛନ୍ତି। ଏହାକୁ ନେଇ…

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି ଲାଞ୍ଚ ନେଉଥିବାବେଳେ ଗିରଫ

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି(ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ) ଗୋପାଳକୃଷ୍ଣ ମାଧବ ଗିରଫ ହୋଇଛନ୍ତି। ଜିଏସ୍‌ଟି ସମ୍ପର୍କିତ ମାମଲାରେ ଗୋପାଳ ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ସମୟରେ ସିବିଆଇ ଅଧିକାରୀମାନେ ତାଙ୍କୁ ଗୁରୁବାର…

ପେଟରୁ ବାହାରିଲା ଏଲ୍‌ଇଡି ବଲ୍‌ବ

ଫରିଦାବାଦ୍‌,୭।୨: ହରିୟାଣାର ଫରିଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୦ ବର୍ଷୀୟ ବାଳକଙ୍କ ପେଟରୁ ଏଲ୍‌ଇଡି ବଲ୍‌ ବାହାର କରାଯାଇଛି। ଫରିଦାବାଦର ସେକ୍ଟର ୬୨ରେ ରହୁଥିବା ପ୍ରମୋଦ କୁମାରଙ୍କ ଭଣଜା ଅଭିଷେକ(୧୦) ୧୦ ଦିନ ପୂର୍ବେ ଖେଳୁଥିବାବେଳେ ପ୍ରବଳ କାଶ…

ଦିଲ୍ଲୀ ନିର୍ବାଚନ: ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ଭୋଟରଙ୍କ ସଂଖ୍ୟା ୧୩୨

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଗୁରୁବାର ଶେଷ ହୋଇଛି। ଆସନ୍ତା ୮ ତାରିଖରେ ଦିଲ୍ଲୀର ୭୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥର ନିର୍ବାଚନରେ ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ୧୩୨ ଜଣ ଭୋଟର ନିଜର ମତ…

ପିଟରଙ୍କୁ ଜାମିନ, ହେଲେ ଏବେ ମୁକୁଳିବେନି

ମୁମ୍ବାଇ,୭-୨(ପି.ଟି.):ବହୁଚର୍ଚ୍ଚିତ ଶିନା ବୋରା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ ମିଡିଆ ବାରୋନ୍‌ ପିଟର ମୁଖାର୍ଜୀଆଙ୍କୁ ଆଶ୍ୱସ୍ତି ମିଳିଛି। ଏହି ହତ୍ୟାକାଣ୍ଡରେ ପିଟରଙ୍କ ବିରୋଧରେ ବିଶେଷ ପ୍ରମାଣ ନ ଥିବାରୁ ଗୁରୁବାର ବମ୍ବେ ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?