ଜାତୀୟ

କେରଳରେ ଲାଗୁ ହେବନି ଏନ୍‌ପିଆର୍‌

ଥିରୁଭାନନ୍ଥପୁରମ୍‌,୭-୨ (ପି.ଟି.):ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) କେରଳରେ ଲାଗୁ ହେବନାହିଁ, କିନ୍ତୁ ଜନଗଣନା ପ୍ରକ୍ରିୟା ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ରାଜ୍ୟ ବିଧାନସଭାରେ କହିଛନ୍ତି। ଏନ୍‌ପିଆର୍‌କୁ ନେଇ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ଏବଂ ସରକାରୀ ଦଳ ମଧ୍ୟରେ ହଟ୍ଟଗୋଳ ହେବା…

ନିର୍ଭୟା ଦୋଷୀଙ୍କୁ ନୂଆ ଡେଥ୍‌ ଓ୍ବାରେଣ୍ଟ ଉପରେ ଜବାବ ମାଗିଲେ ତଳ କୋର୍ଟ: କେନ୍ଦ୍ର ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୭-୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କ ଭାଗ୍ୟ ସୁପ୍ରିମକୋର୍ଟରେ ଶୁକ୍ରବାର ନିର୍ଦ୍ଧାରଣ ହୋଇପାରେ। କାରଣ ସେମାନଙ୍କୁ ପୃଥକ୍‌ ପୃଥକ୍‌ ଭାବେ ଫାଶୀ ଦିଆଯାଇ ପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ଶୁଣାଇଥିବା ରାୟକୁ ଚ୍ୟାଲେଞ୍ଜ କରି କେନ୍ଦ୍ର…

ଢଳିଗଲା ୪ ମହଲା ବିଲ୍ଡିଂ: ଲୋକେ ଆତଙ୍କିତ

ବେଙ୍ଗାଲୁରୁ, ୭-୨:କର୍ନାଟକର ବେଙ୍ଗାଲୁରୁସ୍ଥିତ ବିନାୟକନଗରଠାରେ ଥିବା ଏକ ୪ ମହଲା ବିଲ୍ଡିଂ ବୁଧବାର ହଠାତ୍‌ ଢ଼ଳିଯିବାରୁ ଲୋକମାନେ ଆତଙ୍କିତ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ଘରୁ ସମସ୍ତେ ବାହାରି ସୁରକ୍ଷିତ ସ୍ଥାନକୁ ଦୌଡ଼ିବାକୁ ଆରମ୍ଭ କରିଥିଲେ। ଏଥିରେ କେହି ମୃତାହତ ହୋଇ ନ…

ଥମିଲା ଦିଲ୍ଲୀ ପ୍ରଚାର : ୭୦ ଆସନରେ ବଳ କଷାକଷି

ନୂଆଦିଲ୍ଲୀ,୭-୨: ଦିଲ୍ଲୀ ବିଧାନସଭାର ୭୦ ଆସନରେ ଶନିବାର ନିର୍ବାଚନ ହେବ। ଏଥିପାଇଁ ସମସ୍ତ ନିର୍ବାଚନମଣ୍ଡଳୀରେ ସବୁ ଦଳ ପକ୍ଷରୁ ଗୁରୁବାର ସନ୍ଧ୍ୟା ୬ଟାରେ ହାଇଭୋଲ୍ଟେଜ୍‌ ନିର୍ବାଚନ ପ୍ରଚାର ଶେଷ ହୋଇଛି। ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି), ଭାରତୀୟ ଜନତା ପାର୍ଟି…

କୁନାଲ କାମ୍‌ରା ନାମଧାରୀଙ୍କ ଟିକେଟ ବାତିଲ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୭-୨(ପି.ଟି.):ହାସ୍ୟାଭିନେତା କୁନାଲ କାମ୍‌ରାଙ୍କ ନାମରେ ଅନ୍ୟଜଣେ ବ୍ୟକ୍ତିଙ୍କ ଟିକେଟକୁ ଏୟାର ଇଣ୍ଡିଆ ବୁଧବାର ବାତିଲ କରିଥିଲା। ତାଙ୍କ ଟିକେଟକୁ ଭୁଲ୍‌ବଶତଃ ବାତିଲ କରାଯାଇଥିବା ସମ୍ପୃକ୍ତ ବ୍ୟକ୍ତି ଗୁରୁବାର ସୂଚନା ଦେଇଛନ୍ତି। କାଗଜପତ୍ର ଯାଞ୍ଚ ପରେ ତାଙ୍କୁ ବିମାନ ଯାତ୍ରା ଲାଗି ଅନୁମତି…

ଭିଭିଆଇପିଙ୍କ ଯାତ୍ରା ପାଇଁ ଏୟାର ଇଣ୍ଡିଆର ୮୨୨ କୋଟି ବାକି

ନୂଆଦିଲ୍ଲୀ,୭-୨(ପି.ଟି.):ଦେଶର ଭିଭିଆଇପିମାନଙ୍କ ଉପରେ ଚାର୍ଟର ଫ୍ଲାଇଟ୍ସ ଭଡ଼ା ବାବଦକୁ ଏୟାର ଇଣ୍ଡିଆର ୮୨୨ କୋଟି ଟଙ୍କା ବାକି ଅଛି। ଆର୍ଥିକ ଅନଟନ ଦେଇ ଗତି କରୁଥିବା ଉକ୍ତ ରାଷ୍ଟ୍ରାୟତ୍ତ ବିମାନ ଚଳାଚଳ ସଂସ୍ଥାରୁ ସରକାର ପୁଞ୍ଜିପ୍ରତ୍ୟାହାର କରୁଥିବାବେଳେ ସୂଚନା ଅଧିକାର (ଆର୍‌ଟିଆଇ)…

ଏପ୍ରିଲ୍‌ରେ ୫୧ରୁ ଅଧିକ ରାଜ୍ୟ ସଭା ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୬।୨: ଆସନ୍ତା ୨୦୨୦ ଏପ୍ରିଲ୍‌ରେ ରାଜ୍ୟ ସଭାରେ ୫୧ରୁ ଅଧିକ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ସେମାନଙ୍କ ମଧ୍ୟରେ ରାଜ୍ୟ ସଭା ଉପାଧ୍ୟକ୍ଷ ସାଭା ହରିବଂଶ, ଏନ୍‌ସିପି ନେତା ଶରଦ ପାଓ୍ବାର ଏବଂ କେନ୍ଦ୍ରୀୟ ସାମାଜିକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଥାଓ୍ବଲେ…

ମୋଦିଙ୍କ ଗସ୍ତ ପୂର୍ବରୁ କୋକ୍ରାଝରରେ ଲୋକେ ଜାଳୁଛନ୍ତି ଦୀପ

କୋକ୍ରାଝର,୬।୨: ବୋଡୋ ସମସ୍ୟାର ବୁଝାମଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସାମ ଗସ୍ତ କରୁଛନ୍ତି। ଏନେଇ କୋକ୍ରାଝରରେ ଲୋକେ ବୁଝାମଣା ସଫଳ ହୋଇଥିବାରୁ ଖୁସିରେ ଦୀପ ଜାଳୁଛନ୍ତି। ମୋଦି ଫେବୃୟାରୀ ୭ରେ ଆସାମ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୋଦି କୋକ୍ରାଝରରେ…

ଧର୍ମାଶକ୍ତୁଙ୍କୁ ଅନ୍ତର୍ଜାତୀୟ ଗାନ୍ଧୀ ପୁରସ୍କାର

ନୂଆଦିଲ୍ଲୀ,୬।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଡ.ଏନ୍‌.ଏସ୍‌. ଧର୍ମାଶକ୍ତୁଙ୍କୁ ଅନ୍ତର୍ଜାତୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନୀତ କରିଛନ୍ତି। ଲେପର୍ସି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି। ସମାଜରେ ଲେପର୍ସିକୁ ନେଇଥିବା ଧାରଣାରେ ବିଗତ ଦିନରେ ଯଥେଷ୍ଟ ପରିବର୍ତ୍ତନ…

ଚାଇନାରୁ ସ୍ବଦେଶ ଫେରିଥିବା ଭାରତୀୟ କରୋନା ମୁକ୍ତ: ବହିର୍ବ୍ୟାପାର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୬।୨: ଚାଇନାରୁ ସ୍ବଦେଶ ଫେରିଥିବା ୬୪୦ ଭାରତୀୟ କରୋନା ମୁକ୍ତ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଭାରତୀୟଙ୍କ ସହିତ ଥିବା ମାଳଦୀପର ୭ ଯାତ୍ରୀଙ୍କଠାରେ ମଧ୍ୟ କରୋନା ସଂକ୍ରମଣ ଲକ୍ଷଣ ନ ଥିବା ବହିର୍ବ୍ୟାପାର ପ୍ରବକ୍ତା ରବିଶ୍‌…

ଚାଇନାରେ ଥିବା ପାକିସ୍ତାନୀ ଛାତ୍ର ଭାରତକୁ ମାଗିଲେ ସହାୟତା

ବେଜିଂ,୬।୨: ଚାଇନାରେ କରୋନା ଭୁତାଣୁ ଆତଙ୍କ ଜାରି ରହିଛି। ସେଠାରେ କିଛି ପାକିସ୍ତାନୀ ଛାତ୍ର ରହିଛନ୍ତି। ତେବେ ପାକିସ୍ତାନ ସେମାନଙ୍କୁ ସ୍ବଦେଶ ଆଣିବା ନେଇ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ। ଏପରିସ୍ଥଳେ ଛାତ୍ରମାନେ ଭାରତ ସହାୟତା ଲୋଡିଛନ୍ତି। ସେମାନେ ବିକଳରେ ଉହାନ୍‌ରୁ…

କାହାକୁ ଜିତାଇବ ପଚାରିଲେ ସ୍ବପ୍ନା ଚୌଧୁରୀ: ଲୋକେ କହିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ସେଲିବ୍ରିଟିଙ୍କୁ ପ୍ରଚାର କାର୍ଯ୍ୟରେ ଲଗାଯାଇଛି। ଏହି ମର୍ମରେ ଭାଜପା ପାଇଁ ପ୍ରଚାର କରୁଥିବା ସିଙ୍ଗର ଡ୍ୟାନ୍ସର ସ୍ବପ୍ନା ଚୌଧୁରୀ ଉପସ୍ଥିତ ଲୋକଙ୍କୁ କାହାକୁ ଜିତାଇବାକୁ ଚାହୁଁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?