ଜାତୀୟ

ଭାରତୀୟ ସମ୍ବିଧାନ ୭୦ ବର୍ଷରେ: ପ୍ରସ୍ତୁତି ପାଇଁ ଲାଗିଥିଲା ୨ ବର୍ଷ ୧୧ ମାସ ୧୮ ଦିନ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୦ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ସମୟ…

ମୁମ୍ବାଇ ୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ନିର୍ଭୟରେ ବୁଲୁଛନ୍ତି ମାଷ୍ଟରମାଇଣ୍ଡ୍‌ ହାଫିଜ୍‌

ମୁମ୍ବାଇ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ୨୬/୧୧ ଆକ୍ରମଣକୁ ଇତିମଧ୍ୟରେ ୧୧ ବର୍ଷ ପୂରିଛି । ନଭେମ୍ବର ୨୯ ପର୍ଯ୍ୟନ୍ତ ଦୀର୍ଘ ୬୦ ଘଣ୍ଟା ଧରି ମିଳିତ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ଏହି ଆକ୍ରମଣରେ ୧୬୬ ଜଣ ଲୋକଙ୍କ…

ଭାଜପାକୁ ଝଟ୍‌କା ଦେବେକି ଅଜିତ !

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମହାଭାରତର ମଙ୍ଗଳବାର ଅନ୍ତ ଘଟିବ ବୋଲି ଆଲୋଚନା ହେଉଛି। କାରଣ ଏହାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ଦେବାର ଅଛି। ହେଲେ ଅନ୍ୟପଟେ ଅଜିତ୍‌ ପାଓ୍ବାର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେଇପାରନ୍ତି ବୋଲି ମଧ୍ୟ ଆଲୋଚନା ହେଲାଣି।…

ପାର୍ଲାମେଣ୍ଟରେ ମହାରାଷ୍ଟ୍ର ତାତି: ହଟ୍ଟଗୋଳ ଯୋଗୁ ଉଭୟ ଗୃହ ମୁଲତବୀ

ନୂଆଦିଲ୍ଲୀ,୨୬ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତିକୁ ନେଇ ସୋମବାର ପାର୍ଲାମେଣ୍ଟରେ ଜୋରଦାର ହଟ୍ଟଗୋଳ ହେବା ପରେ ଉଭୟ ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଲୋକ ସଭାରେ କଂଗ୍ରେସ ପକ୍ଷରୁ ମହାରାଷ୍ଟ୍ର ଘଟଣାର ପ୍ରତିବାଦ କରାଯାଇଥିଲା। କଂଗ୍ରେସ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଚାଲିଆସି…

୩ ଆଇଏସ୍‌ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୨୬ା୧୧: ଆଇଏସ୍‌ ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିଥିବା ୩ ଆତଙ୍କବାଦୀଙ୍କୁ ବିସ୍ଫୋରକ ସହ ଦିଲ୍ଲୀ ପୋଲିସ ଆସାମ୍‌ର ଗୋଲ୍‌ପାରାରୁ ଗିରଫ କରିଛି। ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଏମାନେ ଯୋଜନା କରୁଥିଲେ ବୋଲି ଜଣାପଡ଼ିଛି। ଗିରଫ ରଣଜୀତ ଅଲି, ମୁକଦର…

କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା :ନର୍କଠୁ ବଳିଛି ଦିଲ୍ଲୀ ପ୍ରଦୂଷଣ

ନୂଆଦିଲ୍ଲୀ, ୨୬ା୧୧ : ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି। ପରିସ୍ଥିତି ଏମିତି ହୋଇଛି ଯେ, ସାଧାରଣ ଜୀବନଯାପନ ଦୁର୍ବିଷହ ହୋଇପଡ଼ିଛି। ନର୍କଠାରୁ ବି ଏହା ତଦ୍ରୂପ। ଏହାର…

ମହାରାଷ୍ଟ୍ର ରାୟ ପୂର୍ବରୁ ୩ ଦଳର ଶକ୍ତି ପ୍ରଦର୍ଶନ: ୧୬୨ ବିଧାୟକଙ୍କୁ ପରେଡ୍‌ କରାଇଲେ

ମୁମ୍ବାଇ,୨୬ା୧୧(ପି.ଟି.): ମହାରାଷ୍ଟ୍ର ସରକାରଙ୍କୁ ଆସ୍ଥାଭୋଟ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପୂର୍ବରୁ ତିନି ବିରୋଧୀ ଦଳ ଶିବସେନା, କଂଗ୍ରେସ ଏବଂ ଏନ୍‌ସିପି ଶକ୍ତି ପ୍ରଦର୍ଶନ କରିଛନ୍ତି। ସୋମବାର ସନ୍ଧ୍ୟାରେ ଏକ ହୋଟେଲରେ ତିନିଦଳ ୧୬୨ ବିଧାୟକମାନଙ୍କୁ ପରେଡ କରାଇଥିଲେ। ଏହି ଶକ୍ତିପ୍ରଦର୍ଶନ…

ବ୍ୟାପମ୍‌ ଦୁର୍ନୀତି: ୩୧ ଜଣଙ୍କୁ ଜେଲ

ନୂଆଦିଲ୍ଲୀ,୨୬ା୧୧: ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ବ୍ୟାପମ୍‌ ନିଯୁକ୍ତି ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ୩୧ ଜଣଙ୍କୁ ଜେଲଦଣ୍ଡାଦେଶ ଦେଇଛନ୍ତି। ଗ୍ବାଲିୟରର ପ୍ରଦୀପ ତ୍ୟାଗୀଙ୍କୁୁ ୧୦ ବର୍ଷ ଜେଲ୍‌ ହୋଇଥିବାବେଳେ ଅନ୍ୟ ୩୦ ଜଣଙ୍କୁ ୭ ବର୍ଷ ଲେଖାଏ ଜେଲ୍‌ଦଣ୍ଡ ଭୋଗିବାକୁ ପଡିବ।…

ଭାଜପାକୁ ସହଯୋଗ: ମାମଲା ହଟିଲା

ମୁମ୍ବାଇ,୨୬ା୧୧(ପି.ଟି.): ମହାରାଷ୍ଟ୍ର ଜଳସେଚନ ପ୍ରକଳ୍ପ ଦୁର୍ନୀତିକୁ ନେଇ ୯ଟି ମାମଲାର ତଦନ୍ତକୁ ସୋମବାର ରାଜ୍ୟ ଦୁର୍ନୀତି ନିର୍ବାରଣ ବ୍ୟୁରୋ (ଏସିବି) ବନ୍ଦ କରିଦେଇଛି। କୌଣସି ଜଳସେଚନ ଦୁର୍ନୀତି ସହ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମ୍ପୃକ୍ତି ନ ଥିବା ଏସିବି ପକ୍ଷରୁ କୁହାଯାଇଛି।…

ହାର୍ଟ ଆଟାକ୍‌ ଆଶଙ୍କା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ ଦୂର କରିବାର କ୍ଷମତା ରଖିଛି। ଓସ୍ତ ପତ୍ରକୁ ବ୍ୟବହାର କରି ହାର୍ଟ ଆଟାକ ପରି…

ଶୀତଦିନେ ରାତିରେ ଶୋଇବା ପୂର୍ବରୁ ଏହାକୁ ପାଦରେ କରନ୍ତୁ ମାଲିସ୍‌ …

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ପାଦରେ ମଏଶ୍ଚର ମାଲିସ କଲେ ସୁଫଳ ମିଳିଥାଏ। ସୋରିଷ ତେଳରେ ଦୁଇ କୋଲା ରସୁଣ ଫୁଟାଇ ଏହାକୁ ଉଷୁମ ଥିବା ସମୟରେ ପାଦ ଏବଂ…

ଆସନ୍ତା କାଲି ପର୍ଯ୍ୟନ୍ତ ଗୃହ ମୁଲତବି

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ହଟ୍ଟଗୋଳ ହେବାରୁ ଗୃହକୁ ଆସନ୍ତା କାଲି ଦିନ ୨ଟା ପର୍ଯ୍ୟନ୍ତ ମୁଲତବି ରଖାଯାଇଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଭାଜପା, ଏନ୍‌ସିପି ସହ ମିଶି ସରକାର ଗଢିବାକୁ ନେଇ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri