ଜାତୀୟ

ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଶିକ୍ଷା: ଆଇନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୮: ସୀମାରେ ପାକିସ୍ତାନ ଯୋଗୁ ଉତ୍ତେଜନା ବୃଦ୍ଧି ପାଇଛି। ତେବେ ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଶିକ୍ଷା ଦିଆଯିବ ବୋଲି ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ନାଗପୁରରେ ବିଚାରପତି ପରିଷଦ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେଇ ରବିଶଙ୍କର ଏହା...

ଜନସଂଖ୍ୟା ବୃଦ୍ଧି: ଆମେ ୫ ଆମର ୨୫ ନୀତି ଚଳିବନି କହିଲା ସାମନା

ମୁମ୍ବାଇ,୧୭।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଂଖ୍ୟା ବୃଦ୍ଧି ଉପରେ ଦେଇଥିବା ମନ୍ତବ୍ୟକୁ ଶିବସେନା ମୁଖପତ୍ର ସାମନା ସମର୍ଥନ କରିଛି। ସାମନାରେ ପ୍ରକାଶିତ ହୋଇଛି ଯେ, ଏବେ ଦେଶରେ ଆଉ ଆମେ ୫ ଆମର ୨୫ ନୀତି...

୮ ଫୁଟ ୧ ଇଞ୍ଚ ଉଚ୍ଚା ଧର୍ମେନ୍ଦ୍ର ଯୋଗୀଙ୍କୁ ମାଗିଲେ ସହାୟତା

ଲକ୍ଷ୍ନୌ,୧୭।୮: ଭାରତର ସବୁଠାରୁ ଉଚ୍ଚା ବ୍ୟକ୍ତି ଧର୍ମେନ୍ଦ୍ର ନିଜ ଚିକିତ୍ସା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କର ହିପ୍‌ ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ୮ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ସେ ଶନିବାର ଯୋଗୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।...

ଯେଉଁଠି ଆପଣାଛାଏଁ ଅଟକି ଯାଏ ଟ୍ରେନ୍‌…

ମଧ୍ୟପ୍ରଦେଶ ଶାଜାପୁର ଅନ୍ତର୍ଗତ ବୋଲାଇ ଗାଁରେ ରହିଛି ପ୍ରଭୁ ସିଦ୍ଧବୀର ଖେଡ଼ାପତି ହନୁମାନଙ୍କ ମନ୍ଦିର। ମନ୍ଦିରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ରହିଛି ରତଲାମ୍‌-ଭୋପାଳ ରେଲଓ୍ବେ ଟ୍ରାକ୍‌। ଏଠାରେ ପ୍ରଭୁ ହନୁମାନଙ୍କୁ ସମ୍ମାନ ଜଣାଇ ଟ୍ରେନ୍‌ ଆପଣାଛାଏଁ ଅଟକିଯାଇଥାଏ ବୋଲି...

ଭେଣ୍ଟିଲେଟରରୁ ଇସିଏମ୍‌ଓକୁ ଗଲେ ଜେଟଲୀ

ନୂଆଦିଲ୍ଲୀ,୧୭।୮: ରାଜଧାନୀ ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଭେଣ୍ଟିଲେଟରରୁ ଇସିଏମ୍‌ଓ ବା Extracorporeal membrane oxygenation (ECMO)କୁ ସ୍ଥାନାନ୍ତର ହୋଇଛନ୍ତି। ସାଧାରଣତଃ ହୃଦଘାତ ସମସ୍ୟା ବା...

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କିଲେ ସ୍ବାମୀ, ଲେଖିଲେ ଏମିତି କିଛି କଥା

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ମନାଇବା ପାଇଁ ନିଜ ଶରୀରରେ ଟାଟୁ ଆଙ୍କି ସେଥିରେ ଏମିତି କିଛି ଲେଖିଛନ୍ତି, ଯାହା ଜାଣି ଆପଣ ବି କହିବେ ସ୍ବାମୀଙ୍କୁ ସେ କ୍ଷମା କରିଦିଅନ୍ତୁ। କାରଣ ସ୍ତ୍ରୀ-ସ୍ବାମୀ ସମ୍ପର୍କ ସାତ ଜନ୍ମର। ସ୍ବାମୀ ଜଣଙ୍କ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଜମ୍ମୁ-କଶ୍ମୀର,୧୭।୮: ପାକିସ୍ତାନ ଶନିବାର ଜମ୍ମୁ-କଶ୍ମୀର ରାଜୌରି ଜିଲାର ନୌସେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଯବାନ ଶହୀଦ ହୋଇଥିବା ଜଣାପଡିଛି। ଶହୀଦ ଯବାନ ହେଉଛନ୍ତି ଲାନ୍ସ ନାଏକ ସନ୍ଦୀପ ଥାପା। ସୂଚନାଯୋଗ୍ୟ, ରାଜୌରିର ଏଲ୍‌ଓସିରେ ସକାଳ ପ୍ରାୟ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ ତାଡେପାଲିଠାରେ ଥିବା ତାଙ୍କ ଘରେ ବନ୍ୟା ପାଣି ପଶିଯିବା ଆଶଙ୍କା କରି ଏହି...

ଶାହଙ୍କୁ ଭେଟିଲେ ଯୋଗୀ: ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୭।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ତାଙ୍କ ସହିତ ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ମଧ୍ୟ ଶାହଙ୍କୁ ସାକ୍ଷାତ୍‌ କରିଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା ଥିବା କୁହାଯାଉଛି। ଯୋଗୀ...

ବନ୍ୟାରେ ଅନ୍ତିମ ସଂସ୍କାର ପାଇଁ ବାହାରିଲେ ପରିବାର ସଦସ୍ୟ: ଦୌଡ଼ି ଆସି ବିଧାୟକ ଦେଲେ କାନ୍ଧ

ଭୋପାଳ,୧୭।୮: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ସ୍ଥାନୀୟ ରୟୋପୁରରେ ପାର୍ବତୀ ନଦୀରେ ବନ୍ୟା ଜଳ ଆସିଛି। ଫଳରେ ମାଧୋପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏଠାରେ ଥିବା ପାଲି...

ରାଜନାଥଙ୍କ ଘରେ ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ

ନୂଆଦିଲ୍ଲୀ,୧୭।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଘରେ ଶନିବାର ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ ହୋଇଛି। ଏଥିରେ ଯୋଗଦେବା ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ, କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ରାଜନାଥଙ୍କ ଘରେ...

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ ଗୋଏଲଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ପୂର୍ବରୁ ଏଏପିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri