ଆସନ୍ତା କାଲି ପର୍ଯ୍ୟନ୍ତ ଗୃହ ମୁଲତବି
ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ହଟ୍ଟଗୋଳ ହେବାରୁ ଗୃହକୁ ଆସନ୍ତା କାଲି ଦିନ ୨ଟା ପର୍ଯ୍ୟନ୍ତ ମୁଲତବି ରଖାଯାଇଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଭାଜପା, ଏନ୍ସିପି ସହ ମିଶି ସରକାର ଗଢିବାକୁ ନେଇ ଏବେ…
ଅଦ୍ଭୁତ ଶିଶୁ: ୨ ମୁଣ୍ଡ, ୩ ହାତ; ଡାକ୍ତର ଦେଖି ହେଲେ ଆଶ୍ଚର୍ଯ୍ୟ
ଭୋପାଳ,୨୫।୧୧: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ହସ୍ପିଟାଲରେ ଜଣେ ଅଦ୍ଭୁତ ଶିଶୁ ଜନ୍ମ ନେଇଛନ୍ତି। ଯାହାର ୨ଟି ମୁଣ୍ଡ ଏବଂ ୩ଟି ହାତ। ଶିଶୁଟିକୁ ଦେଖି ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟପ୍ରକଟ କରିଛନ୍ତି। ଏବେ…
ସୋସିଆଲ ମିଡିଆରେ ଭାଇରାଲ ହେଲେଣି ଆଉ ଜଣେ ରାନୁ ମଣ୍ଡଳ
ନୂଆଦିଲ୍ଲୀ,୨୫।୧୧: ପଶ୍ଚିମବଙ୍ଗ ରାଣାଘାଟ ରେଲଓ୍ବେ ଷ୍ଟେଶନରେ ଗୀତଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳଙ୍କ ଗୋଟିଏ ଭାଇରାଲ ଭିଡିଓ ତାଙ୍କୁ ରାତାରାତି ସେଲିବ୍ରିଟି କରି ଦେଇଥିଲା। ତାଙ୍କ କଣ୍ଠର ଯାଦୁରେ ପ୍ରଭାବିତ ହୋଇ ବଲିଉଡ୍ ଗାୟକ ହିମେଶ ରେଶମିୟା ତାଙ୍କୁ ଗୀତ ଗାଇବାକୁ…
କଂଗ୍ରେସ ସମସ୍ୟାର ଜନନୀ; ଭାଜପା ସମାଧାନର ଜନକ: ମୋଦି
ରାଞ୍ଚି,୨୫।୧୧: ଦେଶରେ ଦେଖା ଦେଉଥିବା ବିଭିନ୍ନ ସମସ୍ୟାର ଜନନୀ ହେଉଛି କଂଗ୍ରେସ। ତେବେ ଭାଜପା ସମାଧାନର ଜନକ ଭାବେ ଉଭା ହୋଇଛି। ଝାଡ଼ଖଣ୍ଡରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କଟାକ୍ଷ କରିଛନ୍ତି। କଂଗ୍ରେସ ଅନୁଚ୍ଛେଦ ୩୭୦…
ମହାରାଷ୍ଟ୍ରର ଭାଜପା ସରକାରଙ୍କୁ ଦିଲ୍ଲୀରେ ବିରୋଧ
ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଭାଜପା ଶାସିତ ସରକାରଙ୍କୁ ଦିଲ୍ଲୀ ଯୁବ କଂଗ୍ରେସ କର୍ମୀମାନେ ବିରୋଧ କରିଛନ୍ତି। ଏମାନେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ପୋଲିସ ବାରିକେଡ ଭାଙ୍ଗିବାକୁ ମଧ୍ୟ ଚେଷ୍ଟା କରିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଭାଜପା ଓ ଏନ୍ସିପିର ଅଜିତ…
ବର୍ତ୍ତମାନ ସରକାରଙ୍କ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବା ଦର୍ଶାଇ ରାଜ୍ୟପାଳଙ୍କୁ ଦାବିପତ୍ର ଦେଲେ କଂଗ୍ରେସ, ଏନ୍ସିପି, ଶିବସେନା
ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ରାଜନୀତି ଏବେ ଖୁବ୍ ଚର୍ଚ୍ଚାରେ। ସୋମବାର ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ଅନ୍ୟପଟେ ଏହା ହଜମ କରିପାରୁନି ଶିବସେନା, ଏନ୍ସିପି ଓ କଂଗ୍ରେସ। ସୁପ୍ରିମକୋର୍ଟରେ ଏମାନେ କରିଥିବା ଅଭିଯୋଗର ଶୁଣାଣି ମଙ୍ଗଳବାରକୁ…
କଂଗ୍ରେସ ନେତାରୁ ଲୋକ ସେବକ ପାଲଟି ଗଲେ ଜ୍ୟୋତିରାଦିତ୍ୟ
ନୂଆଦିଲ୍ଲୀ,୨୫।୧୧:କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ ଟୁଇଟର ଆକାଉଣ୍ଟକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। କାରଣ ସେ କଂଗ୍ରେସ ନେତାରୁ ଏବେ ପାଲଟିଯାଇଛନ୍ତି ଲୋକ ସେବକ ଓ କ୍ରିକେଟ ପ୍ରେମୀ। ସୂଚନାଯୋଗ୍ୟ, ତାଙ୍କ ଟୁଇଟର ଆକାଉଣ୍ଟରେ ପୂର୍ବ କେନ୍ଦ୍ରମନ୍ତ୍ରୀ ଓ ପୂର୍ବ ସାଂସଦ…
୫ ଏକର ଜମି ମିଳିଲେ ରାମଙ୍କ ନାମରେ ହସ୍ପିଟାଲ ନିର୍ମାଣ କରିବ ଶିହା ଓ୍ବାକଫ୍ ବୋର୍ଡ
ନୂଆଦିଲ୍ଲୀ,୨୫।୧୧: ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ସୁନ୍ନି ଓ୍ବାକଫ୍ ବୋର୍ଡକୁ ରାମ ଜନ୍ମଭୂମି ମାମଲାରେ ୫ ଏକର ଜମି ଅଯୋଧ୍ୟା ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହାକୁ ନେଇ ଶିହା ଓ୍ବାକଫ୍ ବୋର୍ଡ ଅଧ୍ୟକ୍ଷ ଓ୍ବାସିମ୍ ରିଜ୍ଭି କହିଛନ୍ତି ଯେ, ଯଦି ଜମିକୁ…
ଡିସେମ୍ବରରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇପାରନ୍ତି ଫଡ୍ନବିସ
ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏପର୍ଯ୍ୟନ୍ତ ଛିଣ୍ଡି ପାରୁନାହିଁ। ଶିବସେନା, ଏନ୍ସିପି ଓ କଂଗ୍ରେସ ପକ୍ଷରୁ ଫଡ୍ନବିସ ସରକାରଙ୍କ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାରକୁ ଘୁଞ୍ଚାଇ ଦିଆଯାଇଛି। ହେଲେ ଏବେ ଫଡ୍ନବିସଙ୍କ ସଂଖ୍ୟା ଗରିଷ୍ଠତାର ପ୍ରମାଣକୁ ନେଇ ଏବେ ପ୍ରଶ୍ନ…
ପ୍ରଥମଥର ଲାଗି ସଂସଦରେ ପ୍ରଶ୍ନ କଲେ ନାହିଁ ରାହୁଲ
ନୂଆଦିଲ୍ଲୀ,୨୫।୧୧: ସଂସଦର ଶୀତକାଳିନ ଅଧିବେଶନ ଚାଲିଥିବା ବେଳେ ମହାରାଷ୍ଟ୍ର ରାଜନୀତିକୁ ନେଇ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଛି। ସୋମବାର ଅଧିବେଶନ ଆରମ୍ଭ ହେବା ପରେ କଂଗ୍ରେସ ମହାରାଷ୍ଟ୍ର ରାଜନୀତିକୁ ନେଇ ବିରୋଧ ପ୍ରଦର୍ଶନ କରିଥିଲା। ଏହାପରେ ଲୋକସଭା ଅଧ୍ୟକ୍ଷ ଓମ୍…
ଫଡ୍ନବିସଙ୍କ ଶକ୍ତି ପରୀକ୍ଷା: ମଙ୍ଗଳବାର ସୁପ୍ରିମ୍କୋର୍ଟଙ୍କ ରାୟ
ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟୁନି। କାହା ହାତରେ ଶାସନ ଡୋରି ଆସିିବ ସେ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଇତିମଧ୍ୟରେ ଦେବେନ୍ଦ୍ର ଫଡ୍ନବିସ୍ ସୋମବାର ଦାୟିତ୍ୱ ସମ୍ଭାଳିଛନ୍ତି। ସୁପ୍ରିମ୍କୋର୍ଟ…
ଦୁଇ ପାଓ୍ବାରଙ୍କ ମଝିରେ ମହାରାଷ୍ଟ୍ର ସଙ୍କଟ: ଫଡ୍ନବିସ୍ ସମ୍ଭାଳିଲେ ଦାୟିତ୍ୱ
ମୁମ୍ବାଇ,୨୫।୧୧: ଦୁଇ ପାଓ୍ବାରଙ୍କ ମଝିରେ ମହାରାଷ୍ଟ୍ରରେ ସଙ୍କଟ ଜାରି ରହିଛି। ଗୋଟିଏ ପଟେ ଶରଦ ପାଓ୍ବାର ଥିବାବେଳେ ଅନ୍ୟପଟେ ରହିଛନ୍ତି ଅଜିତ୍ ପାଓ୍ବାର। ରାଜ୍ୟରେ ସରକାର ଗଠନ ନେଇ ସୁପ୍ରିମ୍କୋର୍ଟରେ ଶୁଣାଣି ଚାଲିଥିବାବେଳେ ସୋମବାର ବିଧାନ ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଭାବେ…
Archives


