ଜାତୀୟ

ପରବର୍ତ୍ତୀ ଚ୍ୟାଲେଞ୍ଜ୍‌ ବାଚସ୍ପତି ନିର୍ବାଚନ

ମୁମ୍ବାଇ,୨୫ା୧୧: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଯୁଦ୍ଧ ପରିପ୍ରେକ୍ଷୀରେ ଭାଜପା, ଶିବସେନା, ଏନ୍‌ସିପି ଓ କଂଗ୍ରେସ ଆଗରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ହେଉଛି ବାଚସ୍ପତି ନିର୍ବାଚନ। ଆସନ୍ତା ସପ୍ତାହରେ ଆରମ୍ଭ ହେବାକୁ ଥିବା ବିଧାନସଭା ଅଧିବେଶନ ବେଳେ କେଉଁ ଦଳରୁ ବାଚସ୍ପତି ହେବେ…

ପାଓ୍ବାର, ଉଦ୍ଧବଙ୍କୁ ଜଣାଇଲେ ଏନ୍‌ସିପି ବିଧାୟକ: ମନ୍ତ୍ରୀପଦ ଯାଚୁଛନ୍ତି ଅଜିତ

ମୁମ୍ବାଇ,୨୫ା୧୧: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ରବିବାର ଏନ୍‌ସିପି ବିଧାୟକମାନଙ୍କୁ ମୁମ୍ବାଇର ନେରେସାଁ ହୋଟେଲରେ ସାକ୍ଷାତ କରିଛନ୍ତି। ବର୍ତ୍ତମାନର ରାଜନୈତିକ ସ୍ଥିତିରେ ବିଧାୟକମାନେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି କି ବୋଲି ପାଓ୍ବାର…

ରାଣେଙ୍କୁ ସଂଖ୍ୟା ଯୋଗାଡ଼ ଦାୟିତ୍ୱ

ମୁମ୍ବାଇ,୨୫ା୧୧: ଦେବେନ୍ଦ୍ର ଫଡ୍‌ନବିସ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସତ, କିନ୍ତୁ ସରକାରକୁ ତିଷ୍ଠାଇ ରଖିବା ପାଇଁ ଆବଶ୍ୟକ ସଂଖ୍ୟାବଳ ଥିବା ଭଳି ମନେହେଉନାହିଁ। ଶିବସେନା-ଏନ୍‌ସିପି-କଂଗ୍ରେସ ପକ୍ଷରୁ ତୁରନ୍ତ ଆସ୍ଥାଭୋଟ ପାଇଁ ପିଟିଶନ ଦାଏର ହୋଇଥିବାରୁ ସୁପ୍ରିମକୋର୍ଟ ଫଡ୍‌ନବିସଙ୍କୁ କୌଣସି…

୨୦ ମିନିଟ୍‌ରେ ୨୦ ଟୁଇଟ୍‌

ମୁମ୍ବାଇ,୨୫ା୧୧: ଏନ୍‌ସିପି ବିଧାୟକ ଦଳ ନେତା ପଦରୁ ହଟିବା ପରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ରବିବାର ୨୦ ମିନିଟ୍‌ ମଧ୍ୟରେ ୨୦ଥର ଟୁଇଟ୍‌ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ମହାରାଷ୍ଟ୍ରରେ…

ଖାରଜ ହୋଇପାରେ ପିଟିଶନ୍‌

ନୂଆଦିଲ୍ଲୀ,୨୫ା୧୧ (ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ରାଜ୍ୟପାଳଙ୍କ ବିରୋଧରେ ତିନିଦଳର ରିଟ୍‌ ପିଟିଶନକୁ ସୁପ୍ରିମକୋର୍ଟ ଶୁଣାଣି ପାଇଁ ଗ୍ରହଣ କରିଥିଲେ ହେଁ ଏହାର କୌଣସି ସାମ୍ବିଧାନିକ ଭିତ୍ତି ନ ଥିବାରୁ ସ୍ବତନ୍ତ୍ର ଖଣ୍ଡପୀଠ ଏହାକୁ ଖାରଜ କରିଦେଇପାରନ୍ତି ବୋଲି ଆଇନଜୀବୀ ବିରାଗ ଗୁପ୍ତା କହିଛନ୍ତି।…

ମହାରାଷ୍ଟ୍ରରେ ହୋଟେଲ ରାଜନୀତି: କଂଗ୍ରେସର ଅଭିଯୋଗ; ଭାଜପା ଚଳାଇଛି ଘୋଡ଼ାବେପାର ଉଦ୍ୟମ

ମୁମ୍ବାଇ,୨୫ା୧୧: ମହାରାଷ୍ଟ୍ରର ଭାଜପା ନେତୃତ୍ୱାଧୀନ ସରକାରକୁ ଆସ୍ଥାଭୋଟର ସମ୍ମୁଖୀନ ହେବା ପାଇଁ ସୋମବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇପାରନ୍ତି। ଏଭଳି ସମୟରେ ଭାଜପା ପକ୍ଷରୁ ଘୋଡ଼ାବେପାର ଉଦ୍ୟମ ଚାଲିଥିବା କଂଗ୍ରେସ ଅଭିଯୋଗ ଆଣିଛି। ବରିଷ୍ଠ କଂଗ୍ରେସ ନେତା ଅଶୋକ ଚଭନ କହିଛନ୍ତି, ଭାଜପା…

ସୁପ୍ରିମକୋର୍ଟରେ ମହାରାଷ୍ଟ୍ର ଲଢ଼େଇ: ସରକାରଙ୍କୁ ୨୨ ଘଣ୍ଟିଆ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫ା୧୧: ମହାରାଷ୍ଟ୍ରର କ୍ଷମତାଯୁଦ୍ଧ ସୁପ୍ରିମକୋର୍ଟରେ ପହଞ୍ଚତ୍ଥିବାବେଳେ ରବିବାର ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୨୨ ଘଣ୍ଟା ପାଇଁ ଆଶ୍ୱସ୍ତି ମିଳିଛି। ଭାଜପା ଓ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ବିଧାୟକମାନଙ୍କ ଯେଉଁ ସମର୍ଥନପତ୍ର ଆଧାରରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ…

ଭାଜପା ସହ ମେଣ୍ଟ କରିବାର ପ୍ରଶ୍ନ ଉଠୁନି: ଶରଦ ପାଓ୍ବାର

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଭାଜପା ଏବଂ ଏନସିପି ବିଧାୟକ ଅଜିତ ପାୱାରଙ୍କ ସମର୍ଥନରେ ସରକାର ଗଢ଼ିବା ପରେ ଏବେ ସମସ୍ତଙ୍କ ନଜର ବିଧାନସଭାର ଆସ୍ଥା ଭୋଟ ଉପରେ। ୩୦ ତାରିଖ ଭିତରେ ଏହି ଆସ୍ଥା ଭୋଟ ହେବାର ସମ୍ଭାବନା ରହିଛି। ଅଜିତଙ୍କ ସମର୍ଥନ…

ମୁଁ ଏନସିପିରେ ଅଛି, ଶରଦ ପାଓ୍ବାର ମୋ ନେତା: ଅଜିତ ପାଓ୍ବାର

ମୁମ୍ବାଇ,୨୪।୧୧: ଭାଜପା ଏବଂ ଏନସିପି ମେଣ୍ଟ ଆଗାମୀ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ଏକ ସ୍ଥିର ସରକାର ଦେଇପାରିବେ ବୋଲି ପୁଣି ନିଜ ମନ୍ତବ୍ୟ ଦୋହରାଇଛନ୍ତି ନବନିଯୁକ୍ତ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର। ଏହାସହ ସେ ଟୁଇଟ୍‌ ଯୋଗେ କହିଛନ୍ତି, ମୁଁ ଏନସିପିରେ…

ମହାରାଷ୍ଟ୍ରରେ ଆରମ୍ଭ ହେଲା ‘ଅପରେଶନ୍‌ ଲୋଟସ୍‌’, ଏହି ୪ ନେତାଙ୍କୁ ମିଳିଲା ମ୍ୟାଜିକ୍‌ ନମ୍ବର ଜୁଟାଇବା ଦାୟିତ୍ୱ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଏନସିପି ବିଧାୟକ ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ କରିଛି ଭାଜପା। ଏବେ ବିଧାନସଭାରେ ଫ୍ଲୋର ଟେଷ୍ଟ ପାସ୍‌ କରିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କ ପାଇଁ ଚ୍ୟାଲେଞ୍ଜ ହୋଇଛି। ସଂଖ୍ୟାବଳରେ ଭାଜପାକୁ ହରାଇବା ପାଇଁ ଏକ ହୋଇଛନ୍ତି…

ଗୁଗୁଲ୍‌ ମୋ ପଢିବା ଅଭ୍ୟାସ ବିଗାଡି ଦେଇଛି: ମୋଦି

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଆକାଶବାଣୀରେ ତାଙ୍କର ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ମୁଁ ଆଗରୁ ବହୁତ ବହି ପଢୁଥିଲି, କିନ୍ତୁ ଏବେ ଗୁଗୁଲ ମୋର ଏହି ଅଭ୍ୟାସ ବିଗାଡି…

ଦିନେ ରାହୁଲ ଗାନ୍ଧୀଙ୍କ ସହ ଆଫେୟାରକୁ ନେଇ ଥିଲେ ଚର୍ଚ୍ଚାରେ, ଏବେ ଏହି ବ୍ୟକ୍ତିଙ୍କୁ କଲେ ବିବାହ

ଲକ୍ଷ୍ନୌ,୨୪।୧୧: ଉତ୍ତରପ୍ରଦେଶ ରାୟବରେଲିର କଂଗ୍ରେସ ବିଧାୟିକା ଅଦିତି ସିଂ ଖୁବ ଶ୍ରୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ନଭେମ୍ବର ୨୧ରେ ଦିଲ୍ଲୀରେ ତାଙ୍କ ବିବାହ ଅନୁଷ୍ଠିତ ହେବ। ଅଦିତି ପଞ୍ଜାବର କଂଗ୍ରେସ ବିଧାୟକ ଅଙ୍ଗଦ ସାଇନିଙ୍କୁ ବିବାହ କରିଛନ୍ତି। ୨୦୧୭ ମସିହାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri