ଜାତୀୟ

ସୁପ୍ରିମକୋର୍ଟ ଗଲେ ଶିବସେନା-ଏନ୍‌ସିପି-କଂଗ୍ରେସ

ନୂଆଦିଲ୍ଲୀ,୨୪ା୧୧: ଦେବେନ୍ଦ୍ର ଫଡ୍‌ନବିସଙ୍କ ନେତୃତ୍ୱରେ ସଂଖ୍ୟାଲଘୁ ଭାଜପା ସରକାର ଗଢ଼ିବାରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ମନମାନିକୁ ଚ୍ୟାଲେଞ୍ଜ କରି ଶନିବାର ସନ୍ଧ୍ୟାରେ ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜ୍ୟପାଳଙ୍କ କାର୍ଯ୍ୟକୁ ବେଆଇନ ଘୋଷଣା କରିବା ପାଇଁ…

୧୭୦ ବିଧାୟକଙ୍କ ସମର୍ଥନ ରହିଛି

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ଭାଜପା ପାଖରେ ୧୭୦ ବିଧାୟକଙ୍କ ସମର୍ଥନ ରହିଛି। ସମସ୍ତ ଏନ୍‌ସିପି ବିଧାୟକ ଓ ୧୧ ସ୍ବାଧୀନ ବିଧାୟକ ଆମକୁ ସମର୍ଥନ କରୁଛନ୍ତି। ମ୍ୟାଜିକ୍‌ ନମ୍ବର(୧୪୫) ଛୁଇଁବା ଲାଗି କିଛି ଅସୁବିଧା ନାହିଁ ବୋଲି ଶନିବାର ଭାଜପା…

କିପରି ବଦଳିଲା ମହାରାଷ୍ଟ୍ର ଗଣିତ

ମୁମ୍ବାଇ,୨୪ା୧୧: ମହାରାଷ୍ଟ୍ରରେ ଏନ୍‌ସିପି-କଂଗ୍ରେସ ସମର୍ଥନରେ ଶିବସେନା ସରକାର ଗଢ଼ିବ ବୋଲି ଶୁକ୍ରବାର ରାତିରେ ଚୂଡାନ୍ତ ନିଷ୍ପତ୍ତି ଘୋଷଣା ହେବା ସତ୍ତ୍ୱେ ଶନିବାର ସକାଳେ ଭାଜପା ନେତା ଦେବେନ୍ଦ୍ର ଫଡନବିସ୍‌ ମୁଖ୍ୟମନ୍ତ୍ରୀ ଓ ଏନ୍‌ସିପି ନେତା ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…

‘ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇପାରିବନି ଭାଜପା’

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡ୍‌ନବିସ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଥିଲେ ହେଁ ଆବଶ୍ୟକ ସଂଖ୍ୟା ଭାଜପା ପାଖରେ ନାହିଁ ବୋଲି ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଶନିବାର କହିଛନ୍ତି। ଭାଜପାକୁ ଅଜିତ୍‌ ସମର୍ଥନ କରିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ଅନୁଶାସନହୀନତା…

ରାତିରେ ପଲଟିଗଲା ବାଜି: ଫଡ୍‌ନବିସ ମୁଖ୍ୟମନ୍ତ୍ରୀ, ଅଜିତ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୪ା୧୧: ହିସାବ ସରିଥିଲା… ଭାଗବଣ୍ଟା ଛିଣ୍ଡିଥିଲା ଶିବସେନା, ଏନ୍‌ସିପି ଓ କଂଗ୍ରେସ ମଧ୍ୟରେ। ରାତି ପାହିଲେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ବିଧାୟକଙ୍କ ସମର୍ଥନପତ୍ର ଧରି ପହଞ୍ଚତ୍ଥାନ୍ତେ ରାଜ୍ୟପାଳଙ୍କ ନିକଟରେ। ଜଣାଇଥାନ୍ତେ ସରକାର ଗଠନ ପାଇଁ ଦାବି। ଉଦ୍ଧବ ମୁଖ୍ୟମନ୍ତ୍ରୀ ହେବେ…

ଫଡନବିସଙ୍କ ପାଇଁ ସମସ୍ୟା ଆଣିପାରେ ସଂଖ୍ୟା ଗରିଷ୍ଠତା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନୂଆ ମୋଡ ନେଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଡନବିସ ସରକାରଙ୍କ ଉପରେ। ରାତାରାତି ମେଣ୍ଟ ଓ ପରେ ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଓ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ସମସ୍ତଙ୍କୁ ଚକିତ କରିଛନ୍ତି…

କ୍ରିକେଟ ଆଉ ରାଜନୀତିରେ କିଛି ବି ହୋଇପାରେ : ଗଡକରି

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ସୃଷ୍ଟି ହୋଇଥିବା ଇତିହାସକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନୀତିନ ଗଡକରି କହିଛନ୍ତି, ମୁଁ ପୂର୍ବରୁ କହିଥିଲି କ୍ରିକେଟ ଓ ରାଜନୀତରେ କିଛିବି ହୋଇପାରେ। ଏବେ ଆପଣମାନେ…

ଛତିଶଗଡ଼ର ଶିମ୍‌ଲା ମୈନପାଟ

ଛତିଶଗଡ଼ର ସୁର୍‌ଗୁଜା ଜିଲା ଅନ୍ତର୍ଗତ ମୈନପାଟରେ ଶିମ୍‌ଲା ଭଳି ପରିବେଶ ଓ ଜଳବାୟୁ ଅନୁଭୂତ ହେବା ସହିତ ବିଭିନ୍ନ ଆକର୍ଷଣୀୟ ଦର୍ଶନୀୟସ୍ଥାନ ସବୁ ଦେଖିବାକୁ ମିଳିଥାଏ। ଖାସ୍‌ ସେଥିପାଇଁ ମୈନପାଟକୁ ଅନେକେ ଛତିଶଗଡ଼ର ଶିମ୍‌ଲା ବୋଲି ବି ସମ୍ବୋଧନ କରିଥାନ୍ତି… ଭାରତରେ…

ଏହି କୁଣ୍ଡରେ ଗାଧୋଇଲେ ଦୃଷ୍ଟିଶକ୍ତି ଫେରିଆସେ…

ରାଜସ୍ଥାନରେ ପ୍ରଭୁ ରାମଦେବ ବାବାଙ୍କ ମନ୍ଦିର ରହିଛି । ଯୋଧପୁରର ମସୁରିୟା ଅଞ୍ଚଳରେ ଥିବା ଏହି ମନ୍ଦିର ପରିସରରେ ରହିଛି ଏକ ଦିବ୍ୟ କୁଣ୍ଡ। ଏହାକୁ ଲୋକେ ପରର୍ଚା ନାଡ଼ି କୂଅ କହିଥାନ୍ତି। ଏଥିରେ ଗାଧୋଇଲେ ଦେଖିପାରୁ ନ ଥିବା ଲୋକଙ୍କର…

ଏଥର ନିର୍ବାଚନ ନୁହେଁ ସିଧା ସରକାର ଗଠନ କରାଯାଉ: ଉଦ୍ଧବ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ସରକାର ଏବେ ସମସ୍ତଙ୍କ ମୁଣ୍ଡ ବିଗାଡିଛନ୍ତି। ରାତାରାତି ନିଷ୍ପତ୍ତି ନେଇ ଶନିବାର ସକାଳୁ ଭାଜପା-ଏନ୍‌ସିପି ସହ ମିଶି ସରକାର ଗଢିବା ଶିବସେନା ହଜମ କରି ପାରୁନି। କାରଣ ଶିବସେନା ଶନିବାର ଏନ୍‌ସିପି ଓ କଂଗ୍ରେସ ସହ ମେଣ୍ଟ କରି…

ସୁନ୍ଦରବାନି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୩।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଶନିବାର ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରି ଜିଲାର ସୁନ୍ଦରବାନି ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟ ତଥା ସୀମାବର୍ତ୍ତୀ ଅଞ୍ଚଳରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି।…

ଡିସେମ୍ବର ୨ରେ ନୌସେନାରେ ସାମିଲ୍‌ ହେବେ ପ୍ରଥମ ମହିଳା ପାଇଲଟ

ନୂଆଦିଲ୍ଲୀ,୨୩।୧୧: ଭାରତୀୟ ବାୟୁସେନାରେ ୩ ଜଣ ମହିଳା ପାଇଲଟ ଯୋଗଦେଇଥିବା ବେଳେ ଏବେ ନୌସେନାରେ ଜଣେ ମହିଳା ପାଇଲଟ୍‌ ଯୋଗଦେବେ। ବିହାର ମୁଜାଫରପୁର ବାସିନ୍ଦା ଲ୍ୟୁଟ୍‌ନାଟ୍‌ ଶିବାଙ୍ଗୀ ଡିସେମ୍ବର ୨ରେ ନୌସେନାରେ ଯୋଗଦେବେ। ସେ ଏବେ ନୌସେନାର ଦକ୍ଷିଣ କମାଣ୍ଡରେ ତାଲିମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri