ଜାତୀୟ

ଡିସେମ୍ବର ୨ରେ ନୌସେନାରେ ସାମିଲ୍‌ ହେବେ ପ୍ରଥମ ମହିଳା ପାଇଲଟ

ନୂଆଦିଲ୍ଲୀ,୨୩।୧୧: ଭାରତୀୟ ବାୟୁସେନାରେ ୩ ଜଣ ମହିଳା ପାଇଲଟ ଯୋଗଦେଇଥିବା ବେଳେ ଏବେ ନୌସେନାରେ ଜଣେ ମହିଳା ପାଇଲଟ୍‌ ଯୋଗଦେବେ। ବିହାର ମୁଜାଫରପୁର ବାସିନ୍ଦା ଲ୍ୟୁଟ୍‌ନାଟ୍‌ ଶିବାଙ୍ଗୀ ଡିସେମ୍ବର ୨ରେ ନୌସେନାରେ ଯୋଗଦେବେ। ସେ ଏବେ ନୌସେନାର ଦକ୍ଷିଣ କମାଣ୍ଡରେ ତାଲିମ୍‌…

ଏନ୍‌ସିପିରେ ରହି ନ ପାରନ୍ତି ଅଜିତ୍‌

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଯେବେବି ଇତିହାସ ଲେଖାଯିବ ସେଥିରେ ୨୦୧୯ ବିଧାନସଭା ନିର୍ବାଚନ ଓ ସରକାର ଗଠନକୁ ନେଇ ଉଲ୍ଲେଖ କରାଯିବ। କାରଣ ଏଠାରେ ମେଣ୍ଟ ସରକାରକୁ ନେଇ ଯେଉଁଭଳି ଡ୍ରାମା ଲାଗି ରହିଥିଲା ତାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ଆର୍‌ଜେଡି ସହ ଶିବସେନାକୁ ତୁଳନା କଲେ ସୁଶୀଲ ମୋଦି

ପାଟନା,୨୩।୧୧: ମହାରାଷ୍ଟ୍ରରେ ଭାଙ୍ଗି ଯାଇଛି ଶିବସେନାର ସ୍ବପ୍ନ। ମେଣ୍ଟ ସରକାର ଗଢିବାକୁ ଚାହିଁ ବସିଥିବା ଶିବସେନାକୁ ଏବେ ଲାଗିଛି ଶକ୍ତ ଧକ୍କା। ରାତି ପାହିବା ପୂର୍ବରୁ ଭାଜପା ସରକାର ଗଢି ଦେଇଛି। ଦେବେନ୍ଦ୍ର ଫଡବନିସ ପୁଣିଥରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି।…

ଡାମନ୍‌-ଡିୟୁ ଏବଂ ଦାଦର-ନଗର ହବେଲିର ହୋଇପାରେ ମିଶ୍ରଣ: ମୋଦି ସରକାରଙ୍କ ନୂଆ ଯୋଜନା !

ନୂଆଦିଲ୍ଲୀ,୨୩।୧୧: ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଦୁଇ ଭିନ୍ନ ଭିନ୍ନ କେନ୍ଦ୍ର ଶାସିତ ଅଞ୍ଚଳ କରିବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଡାମନ୍‌-ଡିୟୁ ଏବଂ ଦାଦର-ନଗର ହବେଲିର ମିଶ୍ରଣ କରିବା ପାଇଁ ଯୋଜନା କରିଥିବା କୁହାଯାଉଛି। ଏସମ୍ପର୍କରେ ଲୋକସଭାରେ କେନ୍ଦ୍ରୀୟ…

ଲୋକେ ଭାବୁଥିବେ ମୁଁ ଖୁସି ଅଛି ପ୍ରକୃତରେ ମୁଁ ବହୁତ ଦୁଃଖି: ନିରୁପମ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଯେଉଁ ନୂଆ ମୋଡ ନେଲା ତାକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ନେତା ସଞ୍ଜୟ ନିରୁପମ। ଦେବେନ୍ଦ୍ର ଫଡନବିସ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାପରେ ଶନିବାର ସେ କହିଛନ୍ତି ମହାରାଷ୍ଟ୍ର ରାଜନୀତିକୁ ନେଇ ସମସ୍ତେ ଭାବୁଥିବେ ମୁଁ…

୧୯୯୧ର ରାଜନୈତିକ ଡ୍ରାମା ମନେ ପକାଇଦେଲା ଶରଦ ପାଓ୍ବାରଙ୍କ ଏନ୍‌ସିପି…

ମୁମ୍ବାଇ,୨୩।୧୧: ସମ୍ପ୍ରତି ମହାରାଷ୍ଟ୍ରରେ ହୋଇଥିବା ରାଜନୈତିକ ସ୍ଥିତି ୧୯୯୧ରେ କେନ୍ଦ୍ରରେ ଅବସ୍ଥା ସହିତ ମେଳ ଖାଉଛି। ସେତେବେଳେ ପ୍ରଧାନମନ୍ତ୍ରୀ ଡୋର ଧରିବା ନେଇ ହୋଇଥିବା ଡ୍ରାମାରେ ଶରଦ ପାଓ୍ବାର ପଛୁଆ ପଡ଼ିଯାଇଥିଲେ। ପ୍ରଧାନମନ୍ତ୍ରୀ ପଦ ପାଇଁ ଶରଦଙ୍କୁ ନେଇ ଚର୍ଚ୍ଚା ହେଉଥିବାବେଳେ…

ଭୋର ୫ଟା ୪୭ରୁ ପ୍ରତ୍ୟାହାର କରାଗଲା ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ରକୁ ନେଇ ଏବେ ସବୁଠି ଚର୍ଚ୍ଚା। ଶନିବାର ସକାଳ ରାଜ୍ୟ ରାଜନୀତି ପାଇଁ ପାଲଟି ଯାଇଛି ଏକ ଅଭୁଲା ଦିନ। ମହାରାଷ୍ଟ୍ରରେ ଲାଗୁ ହୋଇଥିବା ରାଷ୍ଟ୍ରପତି ଶାସନକୁ ଶନିବାର ଭୋର ୫ଟା ୪୭ରେ ପ୍ରତ୍ୟାହାର କରାଯାଇଛି। ଆଉ ଏହାପରେ ସକାଳ…

କଂଗ୍ରେସ ଡାକିଲା ଜରୁରୀ ବୈଠକ

ମୁମ୍ବାଇ,୨୩।୧୧: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଣ ମହାରାଷ୍ଟ୍ରରେ ସରକାର ଗଢିଲା ଭାରତୀୟ ଜନତା ପାର୍ଟି(ଭାଜପା)। ଆଉ ଏହାପରେ ରାଜନୀତି ହୋଇଛି ସରଗରମ। ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଏବେ କଂଗ୍ରେସ ସ୍ଥିତିର ସମୀକ୍ଷା ପାଇଁ…

ସୁନାର ୫୦ ତୁଳସୀପତ୍ର ଚଢ଼ାଇଲେ ଶ୍ରଦ୍ଧାଳୁ

ବିଶାଖାପାଟଣା: ଭଗବାନଙ୍କ ନିକଟରେ ନିଜର ଭକ୍ତି ଓ ଆସ୍ଥାକୁ ଲୋକେ ବିଭିନ୍ନ ଉପାୟରେ ପ୍ରକାଶ କରିଥାନ୍ତି। ଅନେକ ଲୋକ ମନ୍ଦିରରେ ଦାନ କରି ଶାନ୍ତି ମଧ୍ୟ ଲାଭ କରନ୍ତି। ନିଜ କ୍ଷମତା ଅନୁଯାୟୀ ଲୋକେ ବସ୍ତ୍ର, ଟଙ୍କା ଏବଂ ସୁନା ରୁପା…

ଇତିହାସ ପାଲଟିବ ‘ଗଧ’

ନୂଆଦିଲ୍ଲୀ: ନିର୍ବୁଦ୍ଧିଆ ପ୍ରାଣୀ ଭାବେ ଦୁର୍ନାମ ମୁଣ୍ଡାଇଛି ଗଧ। ଏପରି କି ‘ଗଧ’ ନଁ। ଶୁଣିଲେ ମନରେ ଭିନ୍ନ ଭାବନା ସୃଷ୍ଟି ହୁଏ। ଦୀର୍ଘଦିନ ଧରି ଆମ ସମସ୍ତଙ୍କ ମାନସିକସ୍ତରରେ ଏହି ପ୍ରାଣୀଙ୍କୁ ନେଇ ନକାରାତ୍ମକ ଭାବନା ପୂରାଇ ଦିଆଯାଇଛି। ହେଲେ…

କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍‌

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମାଷ୍ଟର ଷ୍ଟ୍ରୋକ୍‌ କାମ ଦେଇଛି। ରାତିକ ମଧ୍ୟରେ ରାଜ୍ୟର…

ସୋନିଆ, ଉଦ୍ଧବଙ୍କ ସହ ବୈଠକ କଲେ ଶରଦ: ସରକାର ଗଢିଲେ ଅଜିତ

ମୁମ୍ବାଇ,୨୩।୧୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏମିତି ପରିବର୍ତ୍ତନ ହୋଇଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାତାରାତି ଓଲଟି ଯାଇଛି ସବୁକିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ଆଲୋଚନା ହେଉଥିବା ବେଳେ ଶନିବାର ସକାଳୁ କିନ୍ତୁ ମ୍ୟୁଜିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri