ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ
ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର ପ୍ରଚାରକଙ୍କୁ। ବଲିଉଡ୍ ଡ୍ରିମ ଗର୍ଲ ତଥା ଭାଜପା ନେତ୍ରୀ ହେମାମାଳିନୀ ହରିୟାଣାର ପାନିପଥରେ…
ପାକିସ୍ତାନୀ ପଙ୍ଗପାଳ ଉଜାଡୁଛନ୍ତି ଭାରତ ଚାଷୀଙ୍କ ଫସଲ: ଘଉଡ଼ାଇବା ପାଇଁ ବଜା ଯାଉଛି ଡିଜେ
ନୂଆଦିଲ୍ଲୀ,୧୯।୧୦: ପାକିସ୍ତାନର ସୀମାରେ ବାରମ୍ବାର ଉତ୍ତେଜନା ସୃଷ୍ଟି କରୁଥିବାବେଳେ ଏବେ ପାକିସ୍ତାନୀ ପଙ୍ଗପାଳ ରାଜସ୍ଥାନ ଅଞ୍ଚଳର ଚାଷୀଙ୍କ ଫସଲ ଉଜାଡ଼ିବାରେ ଲାଗିଛନ୍ତି। ହଜାର ହଜାର ସଂଖ୍ୟାରେ ପଙ୍ଗପାଳ ପାକିସ୍ତାନ ପଟୁ ଉଡ଼ିଆସି ରାଜସ୍ଥାନ ଯୋଧପୁରର ଚାମୁ,ଫଲୌଦି, ଜାମ୍ଭା, ବାପ୍, ଶେରଗଡ଼ ଆଦି…
ମନ୍ତ୍ରୀଙ୍କ କାମ ଅର୍ଥ ବ୍ୟବସ୍ଥା ସୁଧାରିବା, କମେଡି ସର୍କସ ଚଲାଇବା ନୁହେଁ: ପ୍ରିୟଙ୍କା
ନୂଆଦିଲ୍ଲୀ,୧୯।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ଉପରେ ବର୍ଷିଛନ୍ତି। ଅର୍ଥନୀତିରେ ନୋବେଲ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଅଭିଜିତ ବାନାର୍ଜୀଙ୍କ ସନ୍ଦର୍ଭକୁ ନେଇ ପିୟୁଷ ଯେଉଁ ଟିପ୍ପଣି ଦେଇଥିଲେ ତାକୁ ନେଇ ପ୍ରିୟଙ୍କା ପିୟୁଷଙ୍କୁ ଟାର୍ଗେଟ…
କଠୁଆରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀର କଠୁଆ ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ହୀରାନଗର ସେକ୍ଟରର ମାନ୍ୟାରି-ଚୋରଗଲି ଅଞ୍ଚଳରେ ପାକିସ୍ତାନ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ ହୋଇଛି। ସକାଳ ୭ଟା ୩୦ରେ ପାକିସ୍ତାନ ପୋଷ୍ଟରୁ ଏଭଳି କରାଯାଇଥିଲା। ଏହାର ଜବାବରେ ଭାରତୀୟ…
ଘର ପାଇଁ ଦୀପାବଳିରେ କିଣନ୍ତୁ ଏସବୁ ଆସବାବପତ୍ର…
ଆଲୋକର ପର୍ବ ଦୀପାବଳିରେ ଘରକୁ ନୂଆ ଜିନିଷ କିଣି ଆଣିବାକୁ କେତେକ ସୌଭାଗ୍ୟ ବର୍ଦ୍ଧକ ବୋଲି ମନେ କରିଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁସାରେ ଘର ଓ କାର୍ଯ୍ୟାଳୟ ପାଇଁ ଆସବାବପତ୍ର କିଣିଲେ ଶୁଭ ହୋଇଥାଏ। ଏହି ଅବସରରେ ଶାଗୁଆନ୍ ଓ ଶାଳ…
ଜନ୍ସନ୍ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ: ୩୩ ହଜାର ପାଉଡ଼ର ବଜାରରୁ ଫେରାଇ ନେଲା କମ୍ପାନୀ
ନୂଆଦିଲ୍ଲୀ,୧୯।୧୦: ଜନ୍ସନ୍ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ ରହିଛି। ଏଥିରେ ଆଜବେଷ୍ଟସ୍ ରହିଥିବା ଆମେରିକା ଫୁଡ୍ ଆଣ୍ଡ୍ ଡ୍ରଗ୍ସ୍ ଆଡ଼ମିନିଷ୍ଟ୍ରେଶନ୍ ଯାଞ୍ଚ୍ ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ ପ୍ରକାଶ ପାଇବା ପରେ କମ୍ପାନୀ ପକ୍ଷରୁ ୩୩ ହଜାର ବେବି ପାଉଡ଼ର ଡବା…
୨୦୩୦ ସୁଦ୍ଧା ନିର୍ମାଣ ହେବ ୨୧ ନୂଆ ନ୍ୟୁକ୍ଲିୟର ରିଆକ୍ଟର: ଶକ୍ତି ଉତ୍ପାଦନରେ ବଢ଼ିବ ଆତ୍ମନିର୍ଭରଶୀଳତା
ନୂଆଦିଲ୍ଲୀ,୧୯।୧୦: ଆସନ୍ତା ୨୦୩୦ ସୁଦ୍ଧା ଦେଶରେ ୨୧ଟି ନୂଆ ନ୍ୟୁକ୍ଲିୟର ରିଆକ୍ଟର ନିର୍ମାଣ କରାଯିବ। ଇତିମଧ୍ୟରେ ୭ଟି ପ୍ରକଳ୍ପର କାର୍ଯ୍ୟ ଜାରି ରହିଛି। ଖୁବ୍ ଶୀଘ୍ର ୧୭ଟି ନୂଆ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଆଣବିକ ଶକ୍ତି…
ଉତ୍ତରାଖଣ୍ଡରେ ବର୍ଷକ ପାଇଁ ବନ୍ଦ ହେଲା ପାନ ମସଲା, ଗୁଟଖା
ଡେରାଡୁନ,୧୯।୧୦: ଉତ୍ତରାଖଣ୍ଡ ସରକାର ବର୍ଷକ ପାଇଁ ପାନ ମସଲା ପ୍ରସ୍ତୁତି, ବିକ୍ରି ଓ ଗଚ୍ଛିତ ରଖିବା ଉପରେ ନିଷେଧାଜ୍ଞା ଜାରି କରିଛନ୍ତି। ଫୁଡ ସେଫ୍ଟି କମିଶନର ନିତେଶ କୁମାର ଝା ଏ ନେଇ ଶୁକ୍ରବାର ସୂଚନା ଦେବା ସହ ଏହା କାର୍ଯ୍ୟକାରୀ…
୫ ବର୍ଷରେ ହରିୟାଣା କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ
ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍ଙ୍କ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ୬୨ ପ୍ରତିଶତ ବୃଦ୍ଧି ପାଇଛି। ଏହା ମହାରାଷ୍ଟ୍ରର ୨୫ରୁ…
ସରକାରୀ ସ୍କୁଲରେ ୫୦ରୁ କମ୍ ବୟସର ପୁରୁଷ ଶିକ୍ଷକ ଛାତ୍ରୀଙ୍କୁ ପଢାଇ ପାରିବେନି
ଜଇପୁର,୧୯।୧୦: ରାଜସ୍ଥାନର ସରକାରୀ ବାଳିକା ବିଦ୍ୟାଳୟରେ ଏଣିକି ୫୦ ବର୍ଷରୁ କମ୍ ବୟସର ପୁରୁଷ ଶିକ୍ଷକ ଛାତ୍ରୀମାନଙ୍କୁ ପାଠ ପଢାଇ ପାରିବେ ନାହିଁ। ଶୁକ୍ରବାର ଶିକ୍ଷାମନ୍ତ୍ରୀ ଗୋବିନ୍ଦ ସିଂ ଡୋଟାସର ଏହି ସୂଚନା ଦେଇଛନ୍ତି। ଏମାନଙ୍କ ସ୍ଥାନରେ ଶିକ୍ଷୟିତ୍ରୀମାନଙ୍କୁ ନିଯୁକ୍ତ କରାଯିବ।…
ରାଜସ୍ଥାନ ସୀମାରେ ଲାଗିବ ୬୦ ଫୁଟ ଉଚ୍ଚା ହାଇମାଷ୍ଟ୍ ଲାଇଟ୍: ୩୦ କିମି ପାଇଁ ଖର୍ଚ୍ଚ ହେବ ୩୨ କୋଟି
ଯୋଧପୁର,୧୯।୧୦: ପାକିସ୍ତାନ-ରାଜସ୍ଥାନ ମଧ୍ୟରେ ଏକ ହଜାର ୩୭ କିଲୋମିଟର ଅନ୍ତର୍ଜାତୀୟ ସୀମା ରହିଛି। ସେଥିମଧ୍ୟରୁ ୩୦କିମି ସୀମାରେ ଆଲୋକ ବ୍ୟବସ୍ଥା ନାହିଁ। ଏଠାରେ ଆଲୋକ ବ୍ୟବସ୍ଥା ଲାଗି ବିଏସ୍ଏଫ୍ର ଉଚ୍ଚସ୍ତରୀୟ କମିଟି ପକ୍ଷରୁ କରାଯାଇଥିବା ଏକ ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସ୍ବୀକୃତି…
ଶିବସେନାରେ ଯୋଗଦେଲେ ସଲମାନଙ୍କ ବଡିଗାର୍ଡ ଶେରା
ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକିଥିବା ବେଳେ ଶୁକ୍ରବାର ବଲିଉଡ୍ ଭାଇଜାନ୍ ସଲମାନ ଖାଁଙ୍କ ବଡିଗାର୍ଡ ଗୁରମିତ ସିଂ(ଶେରା) ରାଜନୀତିରେ ପାଦ ଦେଇଛନ୍ତି। ସେ ଶିବସେନାରେ ଯୋଗ ଦେଇଥିବା ଦଳ ଟୁଇଟ୍ କରି ଜଣାଇଛି। ଦଳ…
Archives


