ଜାତୀୟ

କେନ୍ଦ୍ର ସରକାର ପୁଡୁଚେରୀକୁ ଟ୍ରାନ୍ସଜେଣ୍ଡର ଘୋଷଣା କରିଦିଅନ୍ତୁ: ଭି.ନାରାୟଣସାମୀ

ପୁଡୁଚେରୀ,୨୨।୧୧:କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ। ଯେତେବେଳେ ଯାହା ମନ ହେଉଛି ସରକାର ଆମ ଉପରେ ସେହି ହିସାବରେ ବ୍ୟବହାର କରୁଛନ୍ତି। ତାଠାରୁ ଭଲ ପୁଡୁଚେରୀକୁ ସରକାର ଟ୍ରାନ୍ସଜେଣ୍ଡର ରାଜ୍ୟ ଘୋଷଣା କରିଦିଅନ୍ତୁ। ଏବେ ସ୍ଥିତି ଏପରି…

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା ଅଭାବରୁ ଭାଜପା ସରକାର ଗଠନ କରିବାକୁ ମନା କରିବା ପରେ ଶିବସେନା, ଏନସିପି ଓ…

୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୧୬-୧୭ରେ…

କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା ବିଭିନ୍ନ ବିଭାଗରେ ମୋଟ ୬ ଲକ୍ଷ ୮୩ ହଜାର ୮୨୩ ପଦବୀ ଖାଲି ରହିଛି।…

କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ

ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପ୍ରଚାରରେ ଯାଇ ଶାହ ମାନିକା ଓ ଲୋହାରଡ଼ାଗା ସଭାରେ କହିଛନ୍ତି,…

୨୦୨୧ରେ ହେବ ଚମତ୍କାର

ଚେନ୍ନାଇ,୨୨-୧୧:୨୦୨୧ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ବେଳେ ରାଜ୍ୟ ରାଜନୀତିରେ ଚମତ୍କାର ହେବ ବୋଲି ଗୁରୁବାର ସୁପରଷ୍ଟାର ରଜନୀକାନ୍ତ ଦୋହରାଇଛନ୍ତି। ଜାତି, ସମ୍ପ୍ରଦାୟ ଓ ଆଧ୍ୟାମତ୍ିକ ରାଜନୀତି କେବେ କାମ କରିବନାହିଁ ବୋଲି ମନ୍ତ୍ରୀ ଡି. ଜୟକୁମାର ମନ୍ତବ୍ୟ ଦେଇଥିବାବେଳେ ଏହାକୁ ନେଇ…

ସ୍ବଦେଶ ଫେରିଲେ ୧୪୫ ଭାରତୀୟ: ହାତଗୋଡ଼ ବାନ୍ଧି ପଠାଇଲା ଆମେରିକା

ନୂଆଦିଲ୍ଲୀ,୨୨-୧୧:ଅନେକ ବର୍ଷ ଧରି ବେଆଇନ ଭାବେ ଆମେରିକାରେ ରହୁଥିବା ୧୪୫ ଭାରତୀୟଙ୍କୁ ଟ୍ରମ୍ପ୍‌ ପ୍ରଶାସନ ସ୍ବଦେଶକୁ ପଠାଇଦେଇଛି। ପ୍ରତ୍ୟର୍ପଣ ପରେ ସେମାନେ ଗୁରୁବାର ସକାଳେ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ଏହା ସେମାନଙ୍କ ପରିବାର ପାଇଁ ଆଶ୍ୱସ୍ତି ଆଣିଦେଇଛି।…

ଆଗାଥାଙ୍କୁ ଅଭିନନ୍ଦନ

ନୂଆଦିଲ୍ଲୀ,୨୨-୧୧:ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ତୁରା ଏମ୍‌ପି ଆଗାଥା ସଙ୍ଗ୍‌ମା ଗୁରୁବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଲୋକ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ ପି.ଏ. ସଙ୍ଗ୍‌ମାଙ୍କ ଝିଅ ତଥା ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ୍‌ ସଙ୍ଗ୍‌ମାଙ୍କ ଭଉଣୀ ଆଗାଥା ପାଟ୍ରିକ୍‌ ରୋଙ୍ଗମା ମାରାକଙ୍କୁ…

୨୧ ବର୍ଷରେ ବିଚାରପତି

ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ ଉଦ୍ୟମରେ ହିଁ ରାଜସ୍ଥାନ ଜୁଡିସିଆଲ୍‌ ସର୍ଭିସ (ଆର୍‌ଜେଏସ୍‌)ରେ ଉତ୍ତୀର୍ଣ୍ଣ ହୋଇ ଇତିହାସ ରଚିଛନ୍ତି। ୟୁନିଭର୍ସିଟିରେ…

ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ପାର୍ଲାମେଣ୍ଟ କମ୍ପିଲା

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେତେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ)ର ଘରୋଇକରଣ ଏବଂ ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ କରି ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ଗୁରୁବାର ପ୍ରବଳ ହୋ-ହଲ୍ଲା କରିଥିଲେ। ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଲୋକ ସଭାରେ କକ୍ଷତ୍ୟାଗ କରିଥିବାବେଳେ ରାଜ୍ୟ…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍‌

ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ ମଧ୍ୟ। ବଜାରରେ ଲାଲ, ସବୁଜ ଓ ହଳଦିଆ ରଙ୍ଗର କ୍ୟାପ୍ସିକମ ବିକ୍ରି ହୋଇଥାଏ।…

ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍‌ସିପି-କଂଗ୍ରେସ ବୈଠକ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ମାତୋଶ୍ରୀରେ ସମସ୍ତ ବିଧାୟକ ବୈଠକରେ ଯୋଗଦେବେ। ସେହିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri