ବିଧାୟକ କହିଲେ, ଫୁଲମାଳ ନୁହେଁ ମୋତେ ବହି ଦରକାର
ଥିରୁଭାନନ୍ତପୁରମ୍, ୨୧।୧୧: ଆଜିକାଲି ସୋସିଆଲ ମିଡିଆରେ କେରଳର ଜଣେ ବିଧାୟକଙ୍କ ଫଟୋ ଏବଂ କାହାଣୀ ବେଶ୍ ଭାଇରାଲ ହେବାରେ ଲାଗିଛି। ସେ ନିଜ ଫେସବୁକରେ ଏକ ଫଟୋ ପୋଷ୍ଟ କରିଥିଲେ। ଯାହାର କ୍ୟାପଶନରେ ସେ ଲେଖିଥିଲେ, ଲୋକମାନେ ମୋତେ ଯେବେ ବି…
ସାଧ୍ୱୀ ପ୍ରଜ୍ଞାଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ,୨୧।୧୧: ମାଲୋଗାଁଓ ବୋମା ବିସ୍ଫୋରଣର ଅଭିଯୁକ୍ତ ତଥା ମଧ୍ୟପ୍ରଦେଶ ଭୋପାଳରୁ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍ପି ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା ସମିତିରେ ଏକ ଗୁରୁଦାୟିତ୍ୱ ଦିଆଯାଇଥିବା ଜଣାପଡିଛି। ଏବେ ତାଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟ ସମିତିର ସଦସ୍ୟ…
ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ
ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ ଗାଡି ପହଞ୍ଚି ନିଆଁକୁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ଏହାପରେ ୧୩ ମହଲାରୁ ଧୂଆଁ…
ଡିସେମ୍ବର ୧ ପୂର୍ବରୁ ସରକାର ଗଢିବ ଶିବସେନା: ସଞ୍ଜୟ
ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ଏବେ ଶିବସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହେବାରେ ଲାଗିଛି। ତେବେ ଏନ୍ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଢିବାକୁ ନେଇ ଆଶବାଦୀ ଥିବା ଶିବସେନା ଆସନ୍ତା ଡିସେମ୍ବର ୧ ପୂର୍ବରୁ ସରକାର…
ଚିଟ୍ଫଣ୍ଡ ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ,୨୧।୧୧: ଚିଟ୍ଫଣ୍ଡ ସଂଶୋଧନ ବିଲ୍ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍ର ବ୍ୟବସ୍ଥା ଅନୁଯାୟୀ ଚିଟ୍ଫଣ୍ଡ ଜମାରାଶି ସୀମା ୩ ଗୁଣ ବଢ଼ାଯାଇଛି। ଏହି ଫଣ୍ଡ ପରିଚାଳନା ବାବଦରେ ଜମାକାରୀଙ୍କୁ ୭ ପ୍ରତିଶତ କମିଶନ ଦେବାକୁ ପଡିବ। ବର୍ତ୍ତମାନ ତାହା…
ମୋଟରଯାନ ଆଇନ କାର୍ଯ୍ୟକାରିତା ଲାଗି ଆଇପିସି, ସିପିସିରେ ସଂଶୋଧନ ଆବଶ୍ୟକ
ନୂଆଦିଲ୍ଲୀ,୨୧।୧୧(ପି.ଟି.): ସଂଶୋଧିତ ମୋଟରଯାନ ଆଇନକୁ କାର୍ଯ୍ୟକାରୀ କରିବା ଲାଗି ଭାରତୀୟ ଦଣ୍ଡ ସଂହିତା (ଆଇପିସି) ଏବଂ ଦଓ୍ବୋନି ଆଚାର ସଂହିତା (ସିପିସି)ରେ ସଂଶୋଧନ ଆବଶ୍ୟକ ବୋଲି କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଜଣାଇଦେଇଛନ୍ତି। ଉପରୋକ୍ତ ଦୁଇଟି ସଂହିତାରେ ସଂଶୋଧନ ପାଇଁ ରାଜ୍ୟଗୁଡିକର…
ସାଧାରଣ ନିର୍ବାଚନ ତଥ୍ୟରେ ଅମେଳ: ସୁପ୍ରିମକୋର୍ଟ ଗଲା ଏଡିଆର୍
ନୂଆଦିଲ୍ଲୀ,୨୧।୧୧(ଆଇଏଏନ୍ଏସ୍): ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ସମ୍ପର୍କିତ ତଥ୍ୟରେ ତାଳମେଳ ନ ଥିବା ଦର୍ଶାଇ ବେସରକାରୀ ସଙ୍ଗଠନ (ଏନ୍ଜିଓ) ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆସୋସିଏଶନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍(ଏଡିଆର୍) ପକ୍ଷରୁ ଦାଏର ପିଟିଶନରେ ଉଲ୍ଲେଖ କରାଯାଇଛି ଯେ, ନିର୍ବାଚନ କମିଶନ(ଇସି)ଙ୍କ…
ସୋସିଆଲ ମିଡିଆ ସହ ଆଧାର ସଂଯୋଗ ପ୍ରସ୍ତାବ ନାହିଁ
ନୂଆଦିଲ୍ଲୀ,୨୧।୧୧(ପି.ଟି.): ସୋସିଆଲ ମିଡିଆ ଆକାଉଣ୍ଟ ସହ ଆଧାର ସଂଯୋଗ କରାଇବା ଲାଗି ସରକାରଙ୍କର କୌଣସି ପ୍ରସ୍ତାବ ନ ଥିବା ବୁଧବାର ଲୋକ ସଭାରେ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ଏ ସମ୍ପର୍କିତ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ…
୧୦ ବର୍ଷର ପୁରୁଣା ମାମଲା ତୁରନ୍ତ ଫଇସଲା ଲାଗି ହାଇକୋର୍ଟଙ୍କୁ ଅନୁରୋଧ
ନୂଆଦିଲ୍ଲୀ,୨୧।୧୧(ପି.ଟି.): ଦଶବର୍ଷ ତଳର ମାମଲାଗୁଡ଼ିକୁ ତୁରନ୍ତ ଫଇସଲା କରିବା ଲାଗି ଆଇନ ମନ୍ତ୍ରଣାଳୟ ପକ୍ଷରୁ ହାଇକୋର୍ଟଗୁଡ଼ିକୁ ଅନୁରୋଧ କରାଯାଇଥିବା ବୁଧବାର ବିଭାଗୀୟ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଲୋକ ସଭାରେ କହିଛନ୍ତି। ଫଳରେ ଦୀର୍ଘଦିନ ଧରି ପଡିରହିଥିବା ମାମଲାଗୁଡିକର ସଂଖ୍ୟା କମିପାରିବ। ଏଥିସହିତ…
ଟଳିବ ମହାରାଷ୍ଟ୍ର ସଙ୍କଟ: ଶିବସେନା ନେତୃତ୍ୱରେ ସରକାର ଗଠନ ପାଇଁ ଏନ୍ସିପି-କଂଗ୍ରେସ ରାଜି
ନୂଆଦିଲ୍ଲୀ,୨୧।୧୧(ପି.ଟି./ଆଇଏଏନ୍ଏସ୍): ମହାରାଷ୍ଟ୍ର ନିର୍ବାଚନର ମାସକ ପରେ ସମ୍ଭବତଃ ହିସାବ ଛିଣ୍ଡିଛି। ଶିବସେନା ନେତୃତ୍ୱରେ ପାଳିକରି ସରକାର ଗଠନ ପାଇଁ ରାଜି ହୋଇଛନ୍ତି ବିରୋଧୀ ମେଣ୍ଟ। ମୁଖ୍ୟମନ୍ତ୍ରୀ ପଦ ପ୍ରଥମ ଅଢ଼େଇବର୍ଷ ଶିବସେନା ଓ ପରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ପାଖରେ…
ହାର୍ଟଆଟାକ୍ ଓ ମେଦବହୁଳତାରୁ ଦୂରେଇ ରଖେ ଡ୍ୟାନ୍ସ୍ ଥେରାପି…
ଭାରତୀୟ ସଂସ୍କୃତିରେ ନୃତ୍ୟର ବିଶେଷ ସ୍ଥାନ ରହିଛି। ନୃତ୍ୟ କରିବା ଦ୍ୱାରା ବହୁ ସୁଫଳ ମିଳିଥାଏ। ନୃତ୍ୟ ଶରୀରକୁ ଫିଟ୍ ରଖିଥାଏ। ଏହାକୁ ଡ୍ୟାନ୍ସ୍ ଥେରାପି ମଧ୍ୟ କୁହାଯାଇଥାଏ। ମେଦବହୁଳତା, ହାର୍ଟ ଆଟାକ୍ ଆଦି ରୋଗରୁ ଏହା ଦୂରେଇ ରଖେ। ନୃତ୍ୟ…
ଆଣ୍ଠୁଗଣ୍ଠି ସମସ୍ୟା ଦୂର ପାଇଁ କରନ୍ତୁ ଏହି ଯୋଗାସନ
ଯୋଗ ଶିକ୍ଷାରେ ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ପାଇଁ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି ମଧ୍ୟରୁ ହଳାସନ ଅନ୍ୟତମ। ଏହା କାନ୍ଧ ଓ କହୁଣୀ ସମେତ ଅନ୍ୟାନ୍ୟ ଜୋଡ଼ ସ୍ଥାନ…
Archives


