ଜାତୀୟ

ଓଲଟିଲା ସ୍କୁଲ ବସ୍‌, ୫ ଛାତ୍ର ଗୁରୁତର

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ହୋଶଙ୍ଗାବାଦରେ ଶୁକ୍ରବାର ସକାଳୁ ଏକ ଅଭାନୀୟ ଘଟଣା ଘଟିଛି। ୩୫ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ବସ୍‌ ଓଲଟି ପଡିଛି। ଫଳରେ ୫ ଛାତ୍ର ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, କ୍ୟାମ୍ପିଅନ୍‌ ସ୍କୁଲ ବସ୍‌ଟି…

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲରାଜ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶ ଜଙ୍ଗଲରାଜ ଚାଲିଛି ବୋଲି ଏକ ମାମଲାର ଶୁଣାଣିବେଳେ ସୁପ୍ରିମକୋର୍ଟ କହିଛନ୍ତି। ବୁଲନ୍ଦସହରର ଶତାଧିକ ବର୍ଷ ପୁରୁଣା ଏକ ମନ୍ଦିରର ପରିଚାଳନା ସମ୍ପର୍କିତ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି, ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଲଢ଼ୁଥିବା ଓକିଲମାନଙ୍କ ନିକଟରେ ବିଭାଗୀୟ…

କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଲେ ସ୍ବାମୀ

ପାଟନା,୧୮।୧୦:ବିହାରର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଇଛନ୍ତି ସ୍ବାମୀ। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ମୁଜାଫରପୁରର ସକରା ଥାନା ଅନ୍ତର୍ଗତ ସରୈୟା ଗ୍ରାମରେ ଦୁଇ ସଉତୁଣୀ ଝଗଡା ଲାଗିବାରୁ ସ୍ବାମୀ…

ଅମିତାଭ ବଚ୍ଚନ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ୍‌ ଚେକ୍‌ଅପ୍‌ ପାଇଁ ଯାଇଥିବାବେଳେ ତାଙ୍କୁ ସେଠାରେ ରଖାଯାଇଛି। ପେଟରେ ଅଧିକ ଯନ୍ତ୍ରଣା ହେବାରୁ ମଙ୍ଗଳବାର ରାତି ୨ଟାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ୩ଦିନ…

ରାୟ ନୁହେଁ, ସମାଧାନ ଚାହୁଁ: ସୁନ୍ନି ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୧୮-୧୦:ଅଯୋଧ୍ୟା ଜମି ବିବାଦ ମାମଲାର ସମସ୍ତ ପକ୍ଷ ସମାଧାନ ପାଇଁ ଏକ ନିଷ୍କର୍ଷରେ ପହଞ୍ଚତ୍ଛନ୍ତି, ଯାହାକି ସମସ୍ତଙ୍କ ପାଇଁ ଜିତିବା ସ୍ଥିତିକୁ ସୁନିଶ୍ଚିତ କରିବ। ଏଥିଲାଗି ସୁପ୍ରିମକୋର୍ଟଙ୍କ ରାୟ ଆବଶ୍ୟକ ହେବ ନାହିଁ ବୋଲି ଉତ୍ତରପ୍ରଦେଶ ସୁନ୍ନି ଓ୍ବାକଫ୍‌ ବୋର୍ଡର ଜଣେ…

ଫ୍ଲାଗ୍‌ ମିଟିଂ ପରେ ବାଂଲା ସୈନ୍ୟଙ୍କ ଗୁଳିମାଡ଼:ବିଏସ୍‌ଏଫ୍‌ ଯବାନ ଶହୀଦ

କୋଲକାତା,୧୮-୧୦(ପି.ଟି.):ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ଜଣେ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଅନ୍ତର୍ଜାତୀୟ ସୀମାବର୍ତ୍ତୀ ପଶ୍ଚିମବଙ୍ଗରେ ଫ୍ଲାଗ୍‌ ମିଟିଂ ଚାଲିଥିଲାବେଳେ ଜଣେ ବାଂଲାଦେଶୀ ଯବାନ ଏକେ-୪୭ ରାଇଫଲ୍‌ରୁ ଗୁଳି ଚଳାଇଥିଲେ। ବାଂଲାଦେଶ ସୀମାନ୍ତ ପ୍ରହରୀ (ବିଜିବି) ଯବାନଙ୍କ ମନମାନିକୁ…

ବାର୍‌ କାଉନ୍‌ସିଲ ଗଲା ହିନ୍ଦୁ ମହାସଭା

ନୂଆଦିଲ୍ଲୀ,୧୮-୧୦(ପି.ଟି.):ଅଯୋଧ୍ୟା ମାମଲା ଶୁଣାଣିର ଶେଷଦିନରେ ରାମଙ୍କ ଜନ୍ମସ୍ଥାନ ରହିଥିବା ମ୍ୟାପ୍‌କୁ ଚିରିଦେଇଥିବା ମୁସ୍‌ଲିମ ପକ୍ଷ ଓକିଲ ରାଜୀବ ଧଓ୍ବନଙ୍କ ବିରୋଧରେ ହିନ୍ଦୁ ମହାସଭା ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ)ର ଦ୍ୱାରସ୍ଥ ହୋଇଛି। ରାଜୀବଙ୍କ ଏଭଳି କାର୍ଯ୍ୟକୁ ସଙ୍ଗଠନ ପକ୍ଷରୁ ଦୃଢ଼ନିନ୍ଦା…

ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜମି ଦେଲା ପାକିସ୍ତାନ

ନୂଆଦିଲ୍ଲୀ,୧୮-୧୦:ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜାଗା ଦେଇ ଭାରତର ଚିନ୍ତା ବଢ଼ାଇଦେଇଛି ପାକିସ୍ତାନ। ଗୁଜରାଟ ସୀମାନ୍ତ ହାରାମି ନାଲାରେ ଚାଇନାର ଏକ କମ୍ପାନୀକୁ ଉକ୍ତ ଜମି ଲିଜ୍‌ ସୂତ୍ରରେ ଦେଇଥିବା ଜଣାପଡ଼ିଛି। ଗୁଜରାଟ ସୀମାର ସାର୍‌ କ୍ରିକ୍‌ ଅଞ୍ଚଳ…

କର୍‌ତାରପୁର କରିଡର:ଫି ଆଦାୟ ନ କରିବାକୁ ପାକ୍‌କୁ ଭାରତର ଅନୁରୋଧ

ନୂଆଦିଲ୍ଲୀ,୧୮-୧୦(ପି.ଟି.): କର୍‌ତାରପୁର କରିଡରକୁ କାର୍ଯ୍ୟକ୍ଷମ କରିବା ପାଇଁ ଖୁବ୍‌ଶୀଘ୍ର ଭାରତ-ପାକିସ୍ତାନ ମଧ୍ୟରେ ଚୁକ୍ତି ସ୍ବାକ୍ଷର ହେବ ବୋଲି ନୂଆଦିଲ୍ଲୀ ଆଶାବ୍ୟକ୍ତ କରିଛି। ଏହାସହ କର୍‌ତାରପୁରକୁ ଯିବାକୁ ଥିବା ଭାରତୀୟ ତୀର୍ଥଯାତ୍ରୀଙ୍କଠାରୁ ୨୦ ଡଲାର ଲେଖାଏ ଫି ଆଦାୟ ନ କରିବାକୁ ମଧ୍ୟ…

ସ୍ପାଇସ୍‌ ଜେଟ୍‌ ବିମାନକୁ ଅଟକାଇଥିଲା ପାକ୍‌ ବାୟୁସେନା

ନୂଆଦିଲ୍ଲୀ,୧୮-୧୦:ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନାର ବାଲାକୋଟ ଏୟାରଷ୍ଟ୍ରାଇକ୍‌ ପରେ ନୂଆଦିଲ୍ଲୀ ଓ ଇସ୍‌ଲାମାବାଦ ମଧ୍ୟରେ ଉତ୍ତେଜନା ଲାଗିରହିଛି। ସେପ୍ଟେମ୍ବର ୨୩ରେ ନୂଆଦିଲ୍ଲୀରୁ କାବୁଲ ଯାଉଥିବା ଭାରତୀୟ ଯାତ୍ରୀବାହୀ ବିମାନକୁ ପାକିସ୍ତାନୀ ବାୟୁସେନା ଆକାଶ ମାର୍ଗରେ ପାଖାପାଖି ଘଣ୍ଟାଏ ଅଟକାଇଥିଲା ବୋଲି ଜଣାପଡିଛି।…

ବିଡିଏ ନିର୍ଦ୍ଦେଶକୁ ମାନିଲେନି ମଲ୍‌ କର୍ତ୍ତୃପକ୍ଷ:ଖୋଲାଖୋଲି ପାର୍କିଂ ଫି ଆଦାୟ କଲେ

ଭୁବନେଶ୍ୱର, ୧୮-୧୦ (ସ୍ଥିତପ୍ରଜ୍ଞ ମିଶ୍ର):ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ମଲ୍‌, ଆପାର୍ଟମେଣ୍ଟରେ ପାର୍କିଂ ଫି ଆଦାୟ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବୁଧବାର ନିର୍ଦ୍ଦେଶ ଦେଇଥିଲେ। ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

ଇନୋଭେଶନ ଇଣ୍ଡେକ୍ସ:ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ

ନୂଆଦିଲ୍ଲୀ,୧୮-୧୦:ରାଜ୍ୟଗୁଡ଼ିକର ଇନୋଭେଶନ ସାମର୍ଥ୍ୟ ଓ ପ୍ରଦର୍ଶନକୁ ତଉଲିବା ଲାଗି ନୀତି ଆୟୋଗ ପକ୍ଷରୁ ଗୁରୁବାର ପ୍ରଥମ ଥର ଭାରତର ନବପ୍ରବର୍ତ୍ତନ ସୂଚକାଙ୍କ (ଇନୋଭେଶନ ଇଣ୍ଡେକ୍ସ) ପ୍ରକାଶ ପାଇଛି। ବୃହତ୍‌ ରାଜ୍ୟ ବର୍ଗରେ ଓଡ଼ିଶା ଦ୍ୱାଦଶ ସ୍ଥାନରେ ରହିଛି। ଏହି ରାଜ୍ୟକୁ ପୁଞ୍ଜିପ୍ରବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri