ଜାତୀୟ

ଆଟେନ୍‌ବରୋଙ୍କୁ ଇନ୍ଦିରା ଗାନ୍ଧୀ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ବିଶିଷ୍ଟ ପ୍ରକୃତିବାଦୀ ତଥା ପ୍ରସାରକ ଭାବେ ଜଣାଶୁଣା ସାର୍‌ ଡେଭିଡ୍‌ ଆଟେନ୍‌ବରୋଙ୍କୁ ୨୦୧୯ ବର୍ଷର ଇନ୍ଦିରା ଗାନ୍ଧୀ ଶାନ୍ତି, ନିରସ୍ତ୍ରୀକରଣ ଓ ବିକାଶ ପୁରସ୍କାର ପ୍ରଦାନ କରାଯିବ। ତାଙ୍କ ନାମକୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ନେତୃତ୍ୱରେ…

ପୀଡ଼ିତାଙ୍କ ପାଇଁ ୫୯୫ ଓସିଏସ୍‌

ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଦେଶରେ ପୀଡ଼ିତାମାନଙ୍କ ପାଇଁ ୫୯୫ଟି ଓ୍ବନ୍‌ ଷ୍ଟପ୍‌ ସେଣ୍ଟର (ଓସିଏସ୍‌) ରହିଛି। ଶାରୀରିକ ଉତ୍ପୀଡ଼ନ ସହ ବିଭିନ୍ନ ଅପରାଧର ଶିକାର ହେଉଥିବା ମହିଳାମାନଙ୍କୁ ଏହି କେନ୍ଦ୍ରଗୁଡ଼ିକରେ ସହାୟତା ଦିଆଯାଉଛି। କାର୍ଯ୍ୟକ୍ଷମ ଥିବା ଓସିଏସ୍‌ଗୁଡ଼ିକରୁ ୨.୨୭ ଲକ୍ଷ ମହିଳାଙ୍କୁ ସେବା ପ୍ରଦାନ…

ରାଜ୍ୟ ସଭାରେ ସରୋଗେସି ବିଲ୍‌: ସର୍ତ୍ତ କୋହଳ ଲାଗି ଦାବି

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭାରେ ସରୋଗାସି (ରେଗୁଲେଶନ) ବିଲ୍‌-୨୦୧୯ ଆଗତ କରାଯାଇଛି। ଏହା ଦେଶରେ ସରୋଗାସିକୁ ନିୟନ୍ତ୍ରଣ କରିବାରେ ସଫଳ ହେବ ବୋଲି କହି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହାକୁ ଏକ ଗେମ୍‌ ଚେଞ୍ଜର ବୋଲି ମତ…

ମହାରାଷ୍ଟ୍ର ରାଜନୀତି: ଶିବସେନା ସୂତ୍ରରୁ ପ୍ରକାଶ,ପାଓ୍ବାରଙ୍କୁ ‘ରାଷ୍ଟ୍ରପତି’ ଲୋଭ

ମୁମ୍ବାଇ,୨୦-୧୧:ରାଷ୍ଟ୍ରପତି ଶାସନ ଜାରି ହୋଇଥିତ୍ବା ମହାରାଷ୍ଟ୍ରରେ ଭାଜପା ଯଦି ୫୦:୫୦ ସୂତ୍ରକୁ ଗ୍ରହଣ କରିବ ତେବେ ଶିବସେନା ପୁନର୍ବାର ମେଣ୍ଟକୁ ଫେରିବ। ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଡ଼ିବସିବା ପରେ ଭାଜପା ସହ ୩ ଦଶନ୍ଧିର ସମ୍ପର୍କ ଛିନ୍ନ କରିଥିବା ଶିବସେନା ପକ୍ଷରୁ…

ହତ୍ୟାର ତୃତୀୟ କାରଣ ପ୍ରେମ

ନୂଆଦିଲ୍ଲୀ,୨୦-୧୧:ଭାରତରେ ହତ୍ୟାର ତୃତୀୟ ବଡ଼ କାରଣ ହେଉଛି ପ୍ରେମ ବ୍ୟାପାର। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ତଥ୍ୟାନୁସାରେ ୨୦୦୧ରୁ ୨୦୦୭ ମଧ୍ୟରେ ପ୍ରେମକୁ ନେଇ ହତ୍ୟାକାଣ୍ଡ ସବୁଠୁ ବେଶି ବୃଦ୍ଧି ପାଇଛି। ବିଶ୍ୱର ଅଧିକାଂଶ ଦେଶ ଭଳି ଭାରତରେ ମଧ୍ୟ ହତ୍ୟାର…

ମୌସୁମୀ ନେଇଛି ୨,୩୯୧ ଜୀବନ

ନୂଆଦିଲ୍ଲୀ,୧୯ା୧୧(ପି.ଟି.):ଚଳିତବର୍ଷ ମୌସୁମୀ ଋତୁରେ ବର୍ଷା, ବନ୍ୟା ଓ ତଜ୍ଜନିତ କାରଣରୁ ୨,୩୯୧ ଜଣଙ୍କ ଜୀବନ ଯାଇଥିବାବେଳେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଯାଇଛି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଙ୍ଗଳବାର ଲୋକ ସଭାରେ ଏହି ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର…

ହାଡ଼ ମଜଭୁତ କରେ ଛତୁ

ମଶରୁମ୍‌ ବା ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ମଶରୁମ୍‌କୁ ଔଷଧ ଭାବରେ ବ୍ୟବହାର କରାଯାଏ। ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର ମଶରୁମ୍‌କୁ…

ହାର୍ଟଆଟାକ୍‌ର ପୂର୍ବ ସୂଚନା…

ଅନେକ ରୋଗୀଙ୍କ କ୍ଷେତ୍ରରେ ହାର୍ଟ ଫେଲ୍ୟୁର୍‌ ବା ହାର୍ଟ ଆଟାକ୍‌ ସମସ୍ୟା ଦୃଷ୍ଟି ଗୋଚର ହୋଇଥାଏ। ଏହାର ଅର୍ଥ ହେଉଛି ସମ୍ପୃକ୍ତ ରୋଗୀଙ୍କର ହାର୍ଟ ସାଧାରଣ ଭାବରେ କାର୍ଯ୍ୟ ସମ୍ପାଦନ କରିବାରେ ଅକ୍ଷମ। ହାର୍ଟ ସାଧାରଣ ଭାବରେ ରକ୍ତ ପମ୍ପି ପ୍ରକିୟାକୁ…

ଅଭିନନ୍ଦନଙ୍କ ଗେମ୍‌କୁ ‘ବେଷ୍ଟ ଗେମ’ ପାଇଁ ଚୟନ କଲା ଗୁଗଲ

ନୂଆଦିଲ୍ଲୀ,୧୯।୧୧: ଭାରତୀୟ ବାୟୁ ସେନାର ଭିଡିଓ ଗେମ୍‌ Indian Air Force: A Cut Aboveକୁ ‘ବେଷ୍ଟ ଗେମ-୨୦୧୯’ର ‘ୟୁଜର୍ସ ଚଏସ୍‌ ଗେମ୍‌’ କ୍ୟାଟେଗୋରୀରେ ଚୟନ କରିଛି ଗୁଗଲ। ଭାରତୀୟ ବାୟୁସେନା ନିଜର ପ୍ରଥମ ଭିଡିଓ ଗେମ୍‌ର ଏହି ସଫତଳାକୁ ନେଇ…

ରାଜ୍ୟସଭା ମାର୍ଶଲଙ୍କ ଡ୍ରେସକୁ ନେଇ ତେଜିଲା ବିବାଦ: ବାଚସ୍ପତି କହିଲେ, କରାଯିବ ପୁନର୍ବିଚାର

ନୂଆଦିଲ୍ଲୀ,୧୯।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟସଭାର ୨୫୦ତମ ଅଧିବେଶନ ଅବସରରେ ଗୃହରେ କିଛି ପରିବର୍ତ୍ତନ କରାଯାଇଛି। ଗୃହ ଆରମ୍ଭ ହେବା ସମୟରେ ମାର୍ଶଲଙ୍କ ଡ୍ରେସକୋଡରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଥିଲା। ପୂର୍ବରୁ ସେମାନେ ଧଳାରଙ୍ଗର ପୋଷାକ ପିନ୍ଧୁଥିବା…

ମୌସୁମୀ ବର୍ଷା ନେଇଛି ୨ହଜାର ୩ଶହ ୯୧ ଜୀବନ: ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୧: ମୌସୁମୀ ବର୍ଷାରେ ବନ୍ୟା ଏବଂ ଭୂସ୍ଖଳନ ଯୋଗୁ ଦେଶରେ ୨ହଜାର ୩ଶହ ୯୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଲୋକସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଏକ ପ୍ରଶ୍ନର ଉତ୍ତରରେ ଏପରି କହିଛନ୍ତି। ବନ୍ୟା ଯୋଗୁ ୧୫ ହଜାର…

ସୁସ୍ଥ ସ୍ବାସ୍ଥ୍ୟ ପାଇଁ ଦେହରେ କାଦୁଅ ବୋଳିହେଲେ ୩୪୦ ଜଣ

ଗୋରଖପୁର,୧୯।୧୧: ପ୍ରାକୃତିକ ଉପାୟରେ ସୁସ୍ଥ ରହିବା ପାଇଁ ଉତ୍ତରପ୍ରଦେଶ ଗୋରଖପୁରରେ ୩୪୦ ଜଣ ମିଳିତ ଭାବେ ଦେହରେ କାଦୁଅ ବୋଳିି ହୋଇଛନ୍ତି। ଆରୋଗ୍ୟ ମନ୍ଦିର ପରିସରରେ ଏହା ସମ୍ପନ୍ନ ହୋଇଛି। ଏହା ସହିତ ଏହାକୁ ଏସିଆନ୍‌ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନୀତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri