ଜାତୀୟ

ଚାଇନାରେ ପହଞ୍ଚିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୩୧।୧: ଚାଇନାରେ ଥିବା ଭାରତୀୟଙ୍କୁ ଆଣିବା ଲାଗି ଶୁକ୍ରବାର ସକାଳୁ ନୂଆଦିଲ୍ଲୀରୁ ଯାତ୍ରା କରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଚାଇନାର ଉହାନ ସହରରେ ପହଞ୍ଚିଥିବା ଜଣାପଡିଛି। କରୋନା ଭୂତାଣୁ ସେଠାରେ ମହାମାରୀ ରୂପ ନେଇଥିବା ବେଳେ ସେଠାରେ ଥିବା ଭାରତୀୟଙ୍କୁ…

ନିର୍ଭୟା ମାମଲା: ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବନି ଫାଶୀ

ନୂଆଦିଲ୍ଲୀ,୩୧।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦିଲ୍ଲୀର ପଟିଆଲା ହାଉସକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଫେବୃୟାରୀ ୧ରେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏବେ ଏହାକୁ ଘୁଞ୍ଚାଇ ଦିଆଯାଇଛି।…

ଦିଲ୍ଲୀ ବିଧାନସଭା ନିର୍ବାଚନରେ ପାକ୍‌ର ଏଣ୍ଟ୍ରି

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ରହିଛି ଗରମ। ତେବେ ଏହି ସମୟରେ ଦିଲ୍ଲୀ ନିର୍ବାଚନରେ ପାକିସ୍ତାନର ପ୍ରବେଶକୁ ନେଇ ଚର୍ଚ୍ଚା ଯୋର ଧରିଛି। ପାକିସ୍ତାନ କହିଛି ଏହି ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତୀୟ ଜନତା ପାର୍ଟି(ଭାଜପା)କୁ…

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ ଆବେଦନ

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଅଭିଯୁକ୍ତ ପବନ ଗୁପ୍ତାଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ଘଟଣା ସମୟରେ ପବନ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁକ୍ରବାର କୋର୍ଟ ଏହି ଆବେଦନକୁ ଖାରଜ କରିଦେଇଛନ୍ତି। ପୂର୍ବରୁ ଅନୁମାନ କରାଯାଉଥିଲା…

ଘୋଷଣାପତ୍ରରେ ଭାଜପା କହିଲା ଶାସନକୁ ଆସିଲେ କମିବ ଦିଲ୍ଲୀର ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁଦଳ ଭୋଟରଙ୍କୁ ଆକର୍ଷିତ କରିବାକୁ ବହୁ ଘୋଷଣା କରିବା ଆରମ୍ଭ କରିଛନ୍ତି। ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଘୋଷଣାପତ୍ର ଜାରି କରିଛି। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର, ନିତିନ ଗଡକରି, ଡା.…

ଫାଶୀ ପାଇଁ ପ୍ରସ୍ତୁତ ତିହାର ଜେଲ

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କୁ ରାତି ପାହିଲେ ଫାଶୀ ଦିଆଯିବା କଥା। ହେଲେ କେତେକ କାରଣ ପାଇଁ ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ। ଗୋଟିଏ ପଟେ ଏହି ମାମଲାର ଅନ୍ୟତମ ଦୋଷୀ ପବନ ପୁଣିଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା…

ଚାଇନାରୁ ଫେରୁଥିବା ୩ଶହ ଛାତ୍ରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୩୧।୧: ଚାଇନାରେ ଏବେ ମହାମାରୀ ରୂପ ନେଇଛି କରୋନା ଭୂତାଣୁ। ଏବେସୁଦ୍ଧା ଏଥିରେ ଆକ୍ରାନ୍ତ ହୋଇ ୨୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଆକ୍ରାନ୍ତ ଚିକତ୍ସିତ ହେଉଛନ୍ତି। ଏହାକୁ ନେଇ ଏବେ ସାରା ବିଶ୍ୱରେ ଏକ ପ୍ରକାର ଭାଳେଣି…

ଫାଶୀ ପୂର୍ବର ୨୪ ଘଣ୍ଟା…

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦୋଷୀମାନଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ ତିହାର ଜେଲ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ଏବେ ଅନେକଙ୍କ ମନରେ ପ୍ରଶ୍ନ ଉଠୁଥିବ ଫାଶୀ ପୂର୍ବର ୨୪ ଘଣ୍ଟା କେମିତି କାଟିଥାଆନ୍ତି ଦୋଷୀ।…

ସିଏଏକୁ ନେଇ ପ୍ରତିକ୍ରିୟା ରଖିଲେ ଉର୍ମିଳା

ମୁମ୍ବାଇ,୩୧।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ବଲିଉଡ୍‌ ରଙ୍ଗିଲା ଗର୍ଲ ଉର୍ମିଲା ମାତୋଣ୍ଡକର ସିଏଏକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ସିଏଏକୁ ବିରୋଧ କରି କହିଛନ୍ତି…

ପୁଣି ଏକ ନାଟକ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିର୍ଭୟା ଦୋଷୀ ପବନ ଗୁପ୍ତା

ନୂଆଦିଲ୍ଲୀ,୩୧।୧: ଫାଶୀ ପାଇବାର ଗୋଟିଏ ଦିନ ପୂର୍ବରୁ ପୁଣି ନୂଆ ନାଟକ ଦେଖାଇଛନ୍ତି ନିର୍ଭୟା ଦୋଷୀ। ୪ ଦୋଷୀଙ୍କ ମଧ୍ୟରୁ ପବନ ଗୁପ୍ତା ଫାଶୀରୁ ବର୍ତ୍ତିବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିଜକୁ ନାବାଳକ ଦର୍ଶାଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପବନ।…

ରାଷ୍ଟ୍ରପତି ସିଏଏ ପ୍ରସଙ୍ଗ ଉଠାଇବା କ୍ଷଣି ସଂସଦରେ ହଙ୍ଗାମା

ନୂଆଦିଲ୍ଲୀ, ୩୧।୧: ବଜେଟ୍‌ ଅଧିବେଶନ ପୂର୍ବରୁ ସଂସଦର ସେଣ୍ଟ୍ରାଲ ହଲରେ ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ରାଷ୍ଟପତି କହିଛନ୍ତି, ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ ହେବା ଦ୍ୱାରା ଦୀର୍ଘଦିନର ସ୍ବପ୍ନ ସାକାର ହୋଇଛି।…

‘ସବ୍‌କା ସାଥ୍‌ ସବ୍‌କା ବିକାଶ’ ମନ୍ତ୍ରରେ ସରକାର କାମ କରୁଛନ୍ତି: ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧: ଶୁକ୍ରବାର ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ସେଣ୍ଟ୍ରାଲ ହଲ୍‌ରେ ଉଭୟ ଗୃହକୁ ସମ୍ବୋଧିତ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ଭାରତ ନିର୍ମାଣ ପାଇଁ ଆହ୍ବାନ ଦେଇଛନ୍ତି। ଏହି ଦଶନ୍ଧି ନୂଆ ଭାରତ ନିର୍ମାଣ ପାଇଁ ଗୁରୁତ୍ୱପୂର୍ଣ୍ଣ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?