ବିଶ୍ୱ ଖାଦ୍ୟ ଦିବସ:ପୃଥିବୀରେ ୮୦ କୋଟି ଭୋକିଲା
ଜେନେଭା: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍ ଅଫ୍ ଦି ଓ୍ବାଲର୍ଡ୍ ଚିଲଡ୍ରେନ୍’ ଶୀର୍ଷକ…
ପାକିସ୍ତାନୀ ଆତଙ୍କବାଦୀଙ୍କ ମୁକାବିଲା: ସେନା ପକ୍ଷରୁ ଜାରି ରହିଛି ଅପରେଶନ୍ ତୃମ୍ଖାଲ୍
ଶ୍ରୀନଗର,୧୬।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଯୋଜନାବଦ୍ଧ ଭାବେ ୨୪ରୁ ଅଧିକ ତାଲିମ୍ପ୍ରାପ୍ତ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରର ଗାନ୍ଦରବଲସ୍ଥିତ ତୃମ୍ଖାଲ୍ ଜଙ୍ଗଲରେ ଅନୁପ୍ରବେଶ କରିଛନ୍ତି। ଏଥିପାଇଁ ଭାରତୀୟ ସେନା ପକ୍ଷରୁ ଅପରେଶନ୍ ତୃମ୍ଖାଲ୍ ସେପ୍ଟେମ୍ବର ୨୭ ରାତିଠାରୁ…
ନଭଲଖାଙ୍କୁ ୪ ସପ୍ତାହ ଗିରଫରୁ ମୁକ୍ତି
ନୂଆଦିଲ୍ଲୀ,୧୬ା୧୦(ପି.ଟି.): ଭୀମା କୋରେଗାଁଓ ହିଂସା ମାମଲାରେ ନାଗରିକ ଅଧିକାର କର୍ମୀ ଗୌତମ ନଭଲଖାଙ୍କୁ ଗିରଫଦାରିରୁ ୪ ସପ୍ତାହ ଅନ୍ତରୀଣ ସୁରକ୍ଷା ମିଳିଛି। ଜଷ୍ଟିସ୍ ଅରୁଣ ମିଶ୍ର ଓ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟ ଖଣ୍ଡପୀଠ ଏହି ମାମଲାରେ ଆଗୁଆ ଜାମିନ…
ଦୁର୍ଘଟଣାରେ ୭ ତୀର୍ଥଯାତ୍ରୀ ମୃତ
ଅମରାବତୀ, ୧୬ା୧୦ : ଆନ୍ଧ୍ରପ୍ରଦେଶରେ ଏକ ସଡ଼କ ଦୁର୍ଘଟଣା ଯୋଗୁ କର୍ନାଟକର ୭ ତୀର୍ଥଯାତ୍ରୀ ପ୍ରାଣ ହରାଇଥିବାବେଳେ ୫ ଗୁରୁତର ଥିବା ଜଣାପଡ଼ିଛି। ପୂର୍ବ ଗୋଦାବରୀ ଜିଲାର ପାର୍ବତ୍ୟାଞ୍ଚଳରେ ମଙ୍ଗଳବାର ଏଭଳି ଦୁର୍ଘଟଣା ଘଟିଥିଲା। ମୃତାହତମାନେ ଚିତ୍ରଦୁର୍ଗ ଜିଲା ଚେଲେକେରୀର ବୋଲି…
‘ସ୍ବଦେଶୀ ଅସ୍ତ୍ରରେ ପରବର୍ତ୍ତୀ ଯୁଦ୍ଧ ଜିତିବୁ’
ନୂଆଦିଲ୍ଲୀ,୧୬ା୧୦(ପି.ଟି.): ସଶସ୍ତ୍ର ବାହିନୀରେ ସ୍ବଦେଶୀ ଜ୍ଞାନକୌଶଳକୁ ଅଧିକ ମାତ୍ରାରେ ସାମିଲ କରିବା ଉପରେ ସେନାମୁଖ୍ୟ ଜେନେରାଲ ବିପିନ ରାଓ୍ବତ ଗୁରୁତ୍ୱାରୋପ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅସ୍ତ୍ର ବ୍ୟବସ୍ଥାରେ ଭାରତ ପରବର୍ତ୍ତୀ ଯୁଦ୍ଧ ଲଢ଼ି ଜିତିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ…
୪୨୦ ହାଇକୋର୍ଟ ବିଚାରପତି ପଦ ଖାଲି
ନୂଆଦିଲ୍ଲୀ, ୧୬ା୧୦ : ଭାରତରେ ଥିବା ବିଭିନ୍ନ ହାଇକୋର୍ଟରେ ବିଚାରପତି ସଂଖ୍ୟା ବହୁ କମ ରହିଛି। ଫଳରେ ବିଚାର ପ୍ରକ୍ରିୟା ବିଳମ୍ବ ହେଉଛି। ଆଇନ ମନ୍ତ୍ରଣାଳୟ ପକ୍ଷରୁ ଅକ୍ଟୋବର ୧ରେ ଦର୍ଶାଯାଇଥିବା ତଥ୍ୟ ଅନୁଯାୟୀ ଦେଶର ୨୫ ହାଇକୋର୍ଟରେ ଆବଶ୍ୟକ ସଂଖ୍ୟକ…
ପ୍ରଫୁଲ୍ଲ ପଟେଲଙ୍କୁ ଇଡି ସମନ
ମୁମ୍ବାଇ,୧୬ା୧୦(ପି.ଟି.): ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ୍ର ସହଯୋଗୀ ତଥା ଗ୍ୟାଙ୍ଗଷ୍ଟର ଇକ୍ବାଲ ମିର୍ଚି ସହ ସମ୍ପତ୍ତି କାରବାର ଅଭିଯୋଗରେ ବରିଷ୍ଠ ଏନ୍ସିପି ନେତା ପ୍ରଫୁଲ୍ଲ ପଟେଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସମନ ଜାରି କରିଛି। ମିର୍ଚିର ବେଆଇନ ସମ୍ପତ୍ତି ସହ ମନିଲଣ୍ଡରିଂ…
ଅଯୋଧ୍ୟା ମାମଲାରେ ହିନ୍ଦୁ ପକ୍ଷଙ୍କ ଯୁକ୍ତି: ଐତିହାସିକ ଭୁଲ୍ର ସଂଶୋଧନ ଆବଶ୍ୟକ
ନୂଆଦିଲ୍ଲୀ,୧୬ା୧୦(ପି.ଟି.): ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ମାମଲାରେ ମଙ୍ଗଳବାର ହିନ୍ଦୁ ପକ୍ଷ ସୁପ୍ରିମକୋର୍ଟରେ ସେମାନଙ୍କ ଯୁକ୍ତି ରଖିଥିଲେ। ଅଯୋଧ୍ୟାରେ ଭଗବାନ ରାମଙ୍କ ଜନ୍ମସ୍ଥାନରେ ସମ୍ରାଟ ବାବର ମସ୍ଜିଦ ନିର୍ମାଣ କରି ଯେଉଁ ଐତିହାସିକ ଭୁଲ୍ କରିଛନ୍ତି, ତାହାର ସଂଶୋଧନ ହେବା ଆବଶ୍ୟକ ବୋଲି…
ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ଢଙ୍ଗ ଆପଣାଇଲେ ନବଦମ୍ପତ୍ତି
ଜୟପୁର,୧୫।୧୦: ରାଜସ୍ଥାନ ଜୟପୁରରେ ଜଣେ ଦମ୍ପତ୍ତି ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଜଣେ ନବ ବିବାହିତ ଦମ୍ପତ୍ତି ସହରର ବିଭିନ୍ନ ଛକରେ ଠିଆ ହୋଇ ଟ୍ରାଫିକ୍ ନିୟମ ପାଳନ କରିବାକୁ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି…
ମଲା ମୂଷା ଗନ୍ଧ ଯୋଗୁଁ ମିଟିଂ ସ୍ଥାନକୁ ବଦଳାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ,୧୫।୧୦: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ମଲା ମୂଷାର ଗନ୍ଧ ଯୋଗୁଁ ସୋମବାର ଏକ ବୈଠକକୁ ମଝିରେ ଛାଡି ଦେଇଥିବା ଜଣାପଡ଼ିଛି। ବିଧାନସଭା ପରିସରରେ ଆୟୋଜିତ ହୋଇଥିବା ବୈଠକକୁ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାନାନ୍ତର କରାଯାଇଥିଲା। ସୂଚନାଯୋଗ୍ୟ, ବିଧାନସଭା ପରିସରରେ ୟେଦୁରପ୍ପାଙ୍କ ଭାରତୀୟ…
ଚିଦାମ୍ବରମଙ୍କୁ ଗିରଫ କରିବାକୁ ଇଡିକୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୧୫।୧୦: ଚିଦାମ୍ବରମଙ୍କୁ ଲାଗିଛି ଝଟକା। ଆଏନ୍ଏକ୍ସ ମିଡିଆ ମାମଲାରେ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଗିରଫ କରିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି ଦେଇଛନ୍ତି। ତାଙ୍କୁ ଗିରଫ କରି ୩୦ ମିନିଟ୍ ପଚରା ଉଚରା କରିବାକୁ ଅନୁମତି…
୨୪ ଘଣ୍ଟା ମଧ୍ୟରେ ଆଉ ଜଣେ ପିଏମ୍ସି ଜମାକାରୀଙ୍କ ହୃଦ୍ଘାତରେ ମୃତ୍ୟୁ
ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରେଟିଭ(ପିଏମ୍ସି)ବ୍ୟାଙ୍କର ଆଉ ଜଣେ ଜମାକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁମ୍ବାଇର ମୁଲୁଣ୍ଡ ଅଞ୍ଚଳରେ ରହୁଥିବା ୫୯ ବର୍ଷୀୟ ଫଟୋମଲ ପଞ୍ଜାବୀଙ୍କ ମଙ୍ଗଳବାର ହୃଦ୍ଘାତରେ ମୃତ୍ୟୁ ହୋଇଛି। ୨୪ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ମାମଲା ସାମ୍ନାକୁ…
Archives


